Browsing Category

ଧର୍ମ ସଂସ୍କୃତି

ରଥଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ବାସୁଙ୍ଗା ପାଟ

ପୁରୀ : ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପହଞ୍ଚିଲା ବାସୁଙ୍ଗା ପାଟ l ତିଗିରିଆ ନୂଆପାଟଣା ଅଞ୍ଚଳରୁ ଆସିଛି ୩ କୁଇଣ୍ଟାଲ ବାସୁଙ୍ଗା ପାଟ l ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବାସୁଙ୍ଗା ପାଟକୁ ପ୍ରଶାସନିକ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି l ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ

ତିନି ରଥର ଗୋଟିଏ ଗୋଟିଏ ନାହାକା ଅଖର ଅନୁକୂଳ ପୂଜା ସମ୍ପନ୍ନ

ପୁରୀ : ପବିତ୍ର ଭଉଁରୀ ତିଥିରେ ଚକା ଡେରା ନୀତି ପାଳିତ ହେବାକୁ ଥିବାରୁ ରଥ ଖଳା ଚଳଚଞ୍ଚଳ ହୋଇଉଠିଛି । ସେଥିପାଇଁ ତିନି ରଥର ଗୋଟିଏ ଗୋଟିଏ ନାହାକା ଅଖର ଅନୁକୂଳ ପୂଜା ତିନି ରଥର ମୁଖ୍ୟ ବିଶ୍ଵକର୍ମା ସେବକଙ୍କ ଦ୍ଵାରା ସମ୍ପନ୍ନ ପରେ ତିନି ରଥର ମହାରଣା ସେବକଙ୍କମାନେ

ଆଜିଠୁ ଆରମ୍ଭ ଲକ୍ଷ୍ମୀ ନୃସିଂହଙ୍କ ତ୍ରିଦିନାତ୍ମକ ଯାତ୍ରାତ୍ସୋବ : ସହର ମୁଖରିତ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ସହରର ଇଷ୍ଟଦେବ ତଥା ଅଞ୍ଚଳର ପ୍ରସିଦ୍ଧ ଶ୍ରୀ ଲକ୍ଷ୍ମୀ ନୃସିଂହ ଠାକୁରଙ୍କ ତ୍ରିଦିନାତ୍ମକ ଯାତ୍ରାତ୍ସୋବ ବୁଧବାର ଠାରୁ ଆରମ୍ଭ ହେବ । ଉକ୍ତ ଯାତ୍ରାତ୍ସୋବ ପାଳନ ସକାଶେ ହିଞ୍ଜିଳିକାଟୁ ସହର ବେଶ୍ ଚଳଚଞ୍ଚଳ ହୋଇ ଉଠିଛି । ବିଭିନ୍ନ ସାହି ବସ୍ତିକୁ

ତ୍ରୟୋଦଶ ଦିବସରେ ମା ନାରାୟଣୀ ଠାକୁରାଣୀ ଙ୍କ ଯାତ୍ରା…

ଫୁଲବାଣୀ : ଆଜି ଶ୍ରୀ ଶ୍ରୀ ମା ନାରାୟଣୀ ଠାକୁରାଣୀ ଙ୍କ ଯାତ୍ରାର ତ୍ରୟୋଦଶ ଦିବସ l ଏହି ଅବସରରେ ମା ନାରାୟଣୀ ଠାକୁରାଣୀଙ୍କ ସହ ମା ବରାଳ ଦେବୀ, ମା ବ୍ୟାଘ୍ର ଦେବୀ, ମା ବ୍ରାହ୍ମଣୀ ଦେବୀ, ମା ଗ୍ରାମ ଦେବତୀ ଏବଂ ସର୍ବାଗ୍ରେ ମା କାଳୀ ନଗର ଭ୍ରମଣରେ ବାହାରିଛନ୍ତି l ବିଭିନ୍ନ ଜାଗାରେ

ମହାମାୟୀଙ୍କ ଦ୍ଵିତୀୟ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ରାମ ମନ୍ଦିର ନିକଟସ୍ଥ ନାରାୟଣୀ ସାହିରେ ମହାମାୟୀଙ୍କ ଦ୍ଵିତୀୟ ବାର୍ଷିକ ଉତ୍ସବ ଧୁମ୍ ଧାମରେ ପାଳିତ ହୋଇଯାଇଛି l ଉକ୍ତ ଉତ୍ସବରେ ହଜାର ହଜାର ମା ମହାମାୟୀଙ୍କ ଭକ୍ତ ସାମିଲ ହୋଇ ପୂଜାର୍ଚ୍ଚନା କରିବା ସହିତ ମୁଣ୍ଡରେ କଳସ ଧରି ନାରାୟଣୀ

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପ୍ରସ୍ତୁତି ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ । ରଥ ନିର୍ମାଣର ତୃତୀୟ ଦିନରେ ରଥ ଖଳାରେ ଜୋର ଧରିଛି ରଥ କାମ । ତିନି ମୁଖ୍ୟ ବିଶ୍ୱକର୍ମା ମହାରଣାଙ୍କ ନେତୃତ୍ୱରେ ରଥ ନିର୍ମାଣ କାମ ଆଗେଇ ଚାଲିଛି । ତିନି ରଥ ଲାଗି ୪୨ଟି ଚକର ଆବଶ୍ୟକ ଥିବା ବେଳେ

ଧୁମ ଧାମ ରେ ପାଳିତ ହେଉଛି ମା ନାରାୟଣୀ ଯାତ୍ରା…

ଫୁଲବାଣୀ : ଫୁଲବାଣୀ ମା ନାରାୟଣୀ ଯାତ୍ରାର ଦ୍ବିତୀୟ ଦିବସର ସନ୍ଧ୍ୟାରେ ଭଜନ ସମାରୋହ ସାଂସ୍କୃତିକ କାର୍ଯ୍ୟକ୍ରମକୁ କନ୍ଧମାଳ ଜିଲ୍ଲାର ଅଗ୍ରଣୀ ନୃତ୍ୟ ସଙ୍ଗୀତ ଅନୁଷ୍ଠାନ ନଟରାଜ କଳା ମନ୍ଦିରର କଳାକାର ମାନଙ୍କ ଦ୍ଵାରା ପରିବେଷିତ ହୋଇଥିଲା । ଏହି କାର୍ଯ୍ୟକ୍ରମକୁ ମୁଖ୍ୟଅତିଥି ଭାବେ

ଅକ୍ଷୟ ତୃତୀୟାରେ ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ

ଆଜି ପବିତ୍ର ଅକ୍ଷୟ ତୃତୀୟାରେ ହୋଇଛି ଅଖି ମୁଠି ଅନୂକୂଳ। କ୍ଷେତରେ ବିହନ ବୁଣାର ଅନୁକୂଳ ସହ ଚାଷ କାମର ଶୁଭାରମ୍ଭ କରିଛି ଚାଷୀ। ସେହିପରି ଏହି ପବିତ୍ର ଦିନରେ ପୁରୀରେ ଘୋଷଯାତ୍ରା ପାଇଁ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ। ମଧ୍ୟାହ୍ନ ଧୂପ ବଢ଼ିବା ପରେ ମହାପ୍ରଭୁଙ୍କ

ଆରମ୍ଭ ହେଲା ଶୀତଳ ଷଷ୍ଠୀ  ଯାତ୍ରା

ସମ୍ବଲପୁର: ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରାର ଆଜି ଆଦ୍ୟ ପର୍ବ। ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ। ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ ଉଠିବ ଏବଂ ଶୀତଳଷଷ୍ଠୀ ଯାତ୍ରା ପାଇଁ ଦାନ ଓ

ପବିତ୍ର ଅକ୍ଷୟ ତୃତୀୟାରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଆଜି ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ । ଆଜିର ଦିନରେ ଚାଷୀ ଭାଇମାନେ ଅକ୍ଷିମୁଠି ଅନୁକୂଳ କରିଥା’ନ୍ତି। ରଥ ନିର୍ମାଣର ଆରମ୍ଭ ବି ଏହି ପବିତ୍ର ଦିନରେ ହୋଇଥାଏ । ଅକ୍ଷୟ