Browsing Category

ଧର୍ମ ସଂସ୍କୃତି

ମା ରାମଚଣ୍ଡୀ ମହୋତ୍ସବରେ ରୟାଲ ଡାନ୍ସ ଏକାଡେମୀ ପକ୍ଷରୁ ସମ୍ବଲପୁରୀ ନୃତ୍ୟ ପରିବେଷଣ…

ଛତ୍ରପୁର : ଗଞ୍ଜାମ ବ୍ଲକ କରପଡା ପଞ୍ଚାୟତର ନୀଳାଦ୍ରିପୁରରେ ମା ରାମଚଣ୍ଡୀ ମହୋତ୍ସବ - ୨୦୨୪ ଉଦଯାପିତ ହୋଇଯାଇଛି। ଧଡାପାହାଡ ଶିଖରରେ ମା ରାମଚଣ୍ଡି ବିଦ୍ୟମାନ ରହି ହଜାର ହଜାର ସଂଖ୍ୟାରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଆଜି ମାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠାର ଏକବର୍ଷ ପୂର୍ତ୍ତି

ରାମଚଣ୍ଡୀ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ପ୍ରବଳ ଦର୍ଶକଙ୍କ ଭିଡ଼…

ଛତ୍ରପୁର, ତା. ୩ / ୩ ଗଞ୍ଜାମଜିଲ୍ଲା ସଦର ମହକୁମା ଛତ୍ରପୁର ଠାରୁ ମାତ୍ର ୮କିମି ଦୂର ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ କରପଡା ଗ୍ରାମ ପଞ୍ଚାୟତର ନୀଳାଦ୍ରିପୁର ଗ୍ରାମରେ ବିଜେମାନ କରିଥିବା ଯାହାକି, ତ୍ରେତ୍ତୟା ଯୁଗର ମର୍ଯ୍ୟଦା ପୁରୁଷୋତ୍ତମ ପ୍ରଭୁ ଶ୍ରୀରାମଚନ୍ଦ୍ର ଙ୍କ କର-କମଳରେ

ମାର୍ଚ୍ଚ ପହିଲାରୁ ଆୟୋଜିତ ହେବ ତିନିଦିନିଆ ରାମଚଣ୍ଡୀ ମହୋତ୍ସବ…

ଛତ୍ରପୁର, ତା.୨୬ / ୨ ଗଞ୍ଜାମ ଜ଼ିଲ୍ଲାସଦର ମହକୁମା ଛତ୍ରପୁର ଠାରୁ ମାତ୍ର ୮କିମି ଦୂରବର୍ତ୍ତୀ ଗଞ୍ଜାମ ବ୍ଲକ୍ ର ନୀଳାଦ୍ରିପୁରଗ୍ରାମ ନିକଟସ୍ଥ ଧଡା ପାହାଡ଼ ଶୀର୍ଷରେ ଅବସ୍ଥାନ ହୋଇଥିବା ପୁରାଣ ପ୍ରସିଦ୍ଧ ମା'ରାମଚଣ୍ଡୀ ପୀଠର ମହିମା ଅବର୍ଣ୍ଣନୀୟ । ଗଞ୍ଜାମ ଜିଲ୍ଲାର ଅନ୍ୟତମ

ପ୍ରବଳ ତୁଷାରପାତ ସତ୍ତ୍ୱେ ଯୋଗରେ ମଗ୍ନ ଯୋଗୀ

ସୋଶାଲ ମିଡିଆରେ ଜଣେ ଯୋଗୀଙ୍କ ଯୋଗ ସାଧନ ସମୟର ଭିଡିଓ ବେଶ୍ ଭାଇରାଲ୍ ହେଉଛି। କାରଣ ଯୋଗୀ ଜଣକ ତପସ୍ୟାରେ ଏପରି ମଗ୍ନ ହୋଇଯାଇଛନ୍ତି ଯେ, ତାଙ୍କ ଶରୀରରେ ବରଫ ଖଣ୍ଡ ଜମା ହୋଇଯାଇଛି। ହିମାଳୟ ପର୍ବତ ଉପରେ ବରଫରେ ପୂର୍ଣ୍ଣ ଯୋଗୀଙ୍କ ତପସ୍ୟା ସମୟର ଭିଡିଓ ବେଶ୍ ଭାଇରାଲ୍ ହେଉଛି।

ଆଜି ପବିତ୍ର ମାଘ ପୂର୍ଣ୍ଣିମା; ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଭକ୍ତଙ୍କୁ ଗଜଉଧାରଣ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂରତି । ମଧ୍ୟାହ୍ନ ଧୂପ ପରେ ମଇଲମ ହେବାପରେ ସିଂହାରୀ ସେବକଙ୍କ ଦ୍ୱାରା ଗଜ ଉଦ୍ଧାରଣ ବେଶ କରାଯିବ । ବିଶ୍ୱାସ ରହିଛି ଯେ, ଗଜ ଉଦ୍ଧାରଣ ବେଶ ଦର୍ଶନ କରି ଭକ୍ତିର

କାଲିଠୁ ଚାଲିବ ନାଟମଣ୍ଡପ ମରାମତି କାମ, ଆଜି ରାତି ୨ଟାରୁ ଖୋଲିବ ଶ୍ରୀମନ୍ଦିର ଦ୍ୱାର

ପୁରୀ: ଶ୍ରୀମନ୍ଦିରରେ ନାଟମଣ୍ଡପ ମରାମତି କାମ ଆସନ୍ତାକାଲି (ଶୁକ୍ରବାର)ଠାରୁ ଆରମ୍ଭ ହେବ। ଏହି ମରାମତି କାମ ନେଇ ଏଏସ୍‌ଆଇ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। କିନ୍ତୁ ନାଟମଣ୍ଡପ ମରାମତି ପୂର୍ବରୁ ମହାପ୍ରଭୁଙ୍କ ନୀତିରେ ବଡ଼ ବିଭ୍ରାଟ ଦେଖା ଦେଇଛି। ଶ୍ରୀମନ୍ଦିର ନୀତିକାନ୍ତି

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୩ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ଅର୍ଥାତ୍ ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମାଘ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ସୂଚନା ମୁତାବକ,

ଭଜନ କୀର୍ତ୍ତନରେ କମ୍ପୁଛି ଖଣ୍ଡଗିରି-ଉଦୟଗିରି

ଭୁବନେଶ୍ବର: ମନ୍ତ୍ରଧ୍ୱନିରେ କମ୍ପୁଛି ଖଣ୍ଡଗିରି-ଉଦୟଗିରି ପାଦଦେଶ । ଭଜନ କୀର୍ତ୍ତନ ଓ ହରିନାମରେ ତପୋଭୂମୀ ଅଞ୍ଚଳ ଫାଟି ପଡ଼ୁଛି । ଶୁକ୍ରବାରଠାରୁ ପବିତ୍ର ମାଘ ସପ୍ତମୀ ଆରମ୍ଭ ହୋଇଥିବାବେଳେ କୁମ୍ଭମେଳା ଏବେ ଖୁବ ଭିଡ଼ ଜମୁଛି । ଆଜି ପଞ୍ଚମ ଦିନରେ ଖଣ୍ଡଗିରି-ଉଦୟଗିରି ମୁଣ୍ଡିଆରେ

ଦୈନିକ ଅପରାହ୍ଣରେ ଘଣ୍ଟାଏ ବିଶ୍ରାମ ନେବେ ରାମ ଲଲ୍ଲା: ଅଯୋଧ୍ୟା ମନ୍ଦିର ପୂଜକ

ଅଯୋଧ୍ୟା: ଦୈନିକ ଅପରାହ୍ଣରେ ରାମ ଲଲ୍ଲା ଘଣ୍ଟା ବିଶ୍ରାମ ନେବେ ବୋଲି ସ୍ଥିର କରାଯାଇ ଥିବାରୁ ଶୁକ୍ରବାର ଠାରୁ ରାମ ମନ୍ଦିର ଦର୍ଶନ ପାଇଁ ନୂତନ କାର୍ଯ୍ୟନିର୍ଘଣ୍ଟ ଲାଗୁ କରାଯିବ ବୋଲି ‘ଟାଇମ୍‌ସ୍‌ ନାଓଁ’ ରିପୋର୍ଟ କରିଛି। ରାମ ଲଲ୍ଲାଙ୍କ ସ୍ବାସ୍ଥ୍ୟାବସ୍ଥା ସଂକ୍ରାନ୍ତରେ ମୁଖ୍ୟ ପୂଜକ

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ

ପୁରୀ  : ପବିତ୍ର ଶ୍ରୀପଞ୍ଚମୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଅନୁକୂଳ। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ୩ଟି ଧଉରା କାଠ ଅନୁକୂଳ। ଏହି କାଠରେ ରଥର କୋଣଗୁଜ ତିଆରି ହେବ। ଆସନ୍ତା ଶ୍ରୀରାମ ନବମୀରେ ହେବ ରଥ କାଠ ଚିରଟ। ଶ୍ରୀମନ୍ଦିର ଅତିରିକ୍ତ ମୁଖ୍ୟ ପ୍ରଶାସକ