Browsing Category

ଧର୍ମ ସଂସ୍କୃତି

ଜଳିବ ୭ ଫୁଟ୍ ଉଚ୍ଚତା ସହ ୧୩ ଫୁଟ୍ ଚଉଡାର ବିରାଟ ଦୀପ…

ଭଦ୍ରକ: ଆସନ୍ତା ୨୨ ତାରିଖରେ ଭାରତର ଇତିହାସରେ ଯୋଡା ହେବାକୁ ଯାଉଛି ଏକ ନୂଆ ଅଧ୍ୟାୟ । ଏହି ଦିନ ଅଯୋଧ୍ୟାର ବହୁପ୍ରତୀକ୍ଷିତ ନବନିର୍ମିତ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ । ଯାହାକୁ ନେଇ ବର୍ତ୍ତମାନ ସାରା ଭାରତ ଏବଂ ବିଶ୍ବରେ…

ତୃତୀୟ ଦିନରେ ଜମୁଛି ଧନୁଯାତ୍ରା…

ବରଗଡ: ତୃତୀୟ ଦିନରେ ଜମୁଛି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଗୋପପୁରରେ ଶ୍ରୀକୃଷ୍ଣ ଙ୍କୁ ପାଇ ଆତ୍ମବିଭୋର ହୋଇପଡିଛନ୍ତି ନନ୍ଦରାଜା ଓ ନନ୍ଦରାଣୀ । ସେଥିପାଇଁ ଆୟୋଜନ କରିଛନ୍ତି ନନ୍ଦୋତ୍ସବ । କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି ଉତ୍ସବ ମୁଖର । ଏହାସହ…

ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ

ପୁରୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଭକ୍ତଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ । ନିର୍ଦ୍ଧାରିତ ସମୟ ଅନୁସାରେ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ ସହ ଫଳକ ଉନ୍ମୋଚନ ହୋଇଛି…

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ

ବଲାଙ୍ଗୀର: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ । ଆଜି ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ କୁଳିତାପଡା ପଞ୍ଚାୟତର ପାଳିତ ହେଉଛି ଶୁଲିଆ ମହୋତ୍ସବ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହେବ ଗାଁ ରାସ୍ତା । ଏଥିପାଇଁ ଖଇରଗୁରା…

ଉଦଘାଟନ ହେଲା ୭୬ ତମ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ…

ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସୋମବାର ସନ୍ଧ୍ୟାରେ ଆରମ୍ଭ ହୋଇଯାଇଛି। ବରଗଡ଼ ପାଲଟିଛି ମଥୁରାନଗରୀ। ଏଥି ସହିତ ବରଗଡ଼ରେ କଂସ ରାଜୁତି ଆରମ୍ଭ ହୋଇଯାଇଛି। କଂସଙ୍କ ଅଟ୍ଟହାସ୍ୟ ଓ ଇଙ୍ଗିତରେ ମଥୁରାନଗରୀ ଥରହର ହେବ। ମହାରାଜଙ୍କ ହସ୍ତୀ ‘ରାଜବାହାଦୁର’ ଓ ମହାମନ୍ତ୍ରୀଙ୍କ ସହ ଅନ୍ୟ…

ଧାନରେ ତିଆରି ଅଳଙ୍କାରରେ ବିଭୂଷିତ ହେଲେ ମାଆ ମଙ୍ଗଳା…

ଆଜି ହେଉଛି ପବିତ୍ର ମକର ସଂକ୍ରାନ୍ତି। ଏହି ଅବସରରେ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ମଙ୍ଗଳା ଧାନରେ ତିଆରି ଅଳଙ୍କାରରେ ବିଭୂଷିତ ହୋଇଛନ୍ତି। ରୁଦ୍ର ନାରାୟଣ ଦୀକ୍ଷିତ ନାମକ ଜଣେ ଭକ୍ତ ଏହି ସବୁ ଅଳଙ୍କାର ଦାନ କରିଛନ୍ତି। ଆଜି ଶ୍ରଦ୍ଧାଳୁମାନେ ମାଆଙ୍କ ଏହି ବେଶ୍‌…

ମକର ସଂକ୍ରାନ୍ତିରେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା’ ତାରିଣୀ

ମକର ସଂକ୍ରାନ୍ତି ପାଇଁ ଉତ୍ସବମୁଖର ଘଟଗାଁ ମା’ ତାରିଣୀଙ୍କ ପୀଠ । ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମାଆ । ହଜାର ହଜାର ସଂଖ୍ୟାର ଭକ୍ତଙ୍କ ଭିଡ ଜମିଛି । ଆଜି ଭୋର ୪ଟାରୁ ମାଆଙ୍କ ମାର୍ଜଣା, ମଙ୍ଗଳ ଆଳତୀ ସହ ସ୍ବତନ୍ତ୍ର ପୂଜା ସହ ସୁନା ବେଶରେ ସଜ୍ଜିତ…

ମକର ସଂକ୍ରାନ୍ତିରେ ରାଜ୍ୟର ପ୍ରମୁଖ ଦେବାଳୟ ଚଳଚଞ୍ଚଳ…

ଭୁବନେଶ୍ବର: ଆଜି ପବିତ୍ର ମକର ସଂକ୍ରାନ୍ତି। ଏଥିଲାଗି ରାଜ୍ୟର ପ୍ରମୁଖ ଦେବାଳୟ ଚଳଚଞ୍ଚଳ ହୋଇଉଠିଛି। ଆଜି ଶ୍ରୀମନ୍ଦିରରେ ମହାପ୍ରଗୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ଆଜି ଶ୍ରୀମନ୍ଦିରରେ ମକର ସଂକ୍ରାନ୍ତିରେ ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳଲାଗି…

ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ମକର ଚୌରାସି ବେଶ…

ପୁରୀ : ଆଜି ପବିତ୍ର ମକର ସଂକ୍ରାନ୍ତି । ସବୁଠି ଉତ୍ସବର ମାହୋଲ। ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି। ପରମ୍ପରା ଅନୁଯାୟୀ ଗତକାଲି ବାପଘରୁ ଶ୍ରୀମନ୍ଦିର ଲେଉଟିଛନ୍ତି ମା ଲକ୍ଷ୍ମୀ ଠାକୁରାଣୀ। ସାଙ୍ଗରେ ଆଣିଛନ୍ତି ମକର ଚାଉଳ। ମଧ୍ଯାନ୍ନଧୂପରେ ଲାଗି ହେବ…

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବରଗଡ଼ ଧନୁଯାତ୍ରା ମହୋତ୍ସବ…

ବରଗଡ଼ : ଆରମ୍ଭ ହେଉଛି ବରଗଡ଼ ପ୍ରସିଦ୍ଧ ଧନୁଯାତ୍ରା। ଏଥିଲାଗି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି। କଂସଙ୍କ ରାଜ ଦରବାର ସମେତ ରଙ୍ଗମହଲ ଓ ବିଭିନ୍ନ ତୋରଣ କାମ ଜୋରସୋରରେ ଆଗେଇ ଚାଲିଛି। ବରଗଡ଼ ଧନୁଯାତ୍ରା ଚଳିତଥର ୭୬ ବର୍ଷରେ ପଦାର୍ପଣ କରୁଥିବା ବେଳେ ଏହା ଜାନୁଆରୀ ୨୫…