Browsing Category

ଧର୍ମ ସଂସ୍କୃତି

ରାମ ମନ୍ଦିରରେ ଲାଗିଲା ପ୍ରଥମ ସୁନା କବାଟ, ଆହୁରି ୧୩ଟି ଲାଗିବ

ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ନିର୍ମାଣାଧୀନ ଥିବା ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ରାମ ଲଲାଙ୍କ ବିଗ୍ରହରେ ପ୍ରାଣ ପ୍ରତିଷ୍ଠା କରାଯିବ। ଏଥିପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି। ଆଜି ଅଯୋଧ୍ୟା ରାମ ମନ୍ଦିରରେ ଲାଗିଛି ପ୍ରଥମ ସୁନା କବାଟ।…

ପ୍ରାଣପ୍ରତିଷ୍ଠା ପୂର୍ବରୁ ନଗର ପରିକ୍ରମା କରିବେ ନାହିଁ ରାମଲଲା…

ଲକ୍ଷ୍ନୌ: ଅଯୋଧ୍ୟାରେ ନିର୍ମିତ ଭବ୍ୟ ରାମ ମନ୍ଦିରରେ ଜାନୁଆରି ୨୨ ତାରିଖ‌ରେ ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ତେବେ ଏହି ସମାରୋହ ପୂର୍ବରୁ ଜାନୁଆରି ୧୭ରେ ପ୍ରସ୍ତାବିତ ରାମଲଲାଙ୍କ ନଗର ଭ୍ରମଣ କାର୍ଯ୍ୟକ୍ରମ ରହିଥିଲା। ଯାହାକୁ ନେଇ ରାମଭକ୍ତଙ୍କ ମଧ୍ୟରେ…

ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ…

ପୁରୀ: ଅଯୋଧ୍ୟାରୁ ଆସିଛି ଡାକରା । ଅଯୋଧ୍ୟା ଯିବେ ପୁରୀର ୬ ମଠାଧୀଶ । ଆସନ୍ତା ଜାନୁଆରୀ ୨୨ ତାରିଖ ପୌଷ ଶୁକ୍ଳ ଦ୍ଵାଦଶୀ ତିଥିରେ ଅଯୋଧ୍ୟାର ଭବ୍ୟ ରାମ ମନ୍ଦିରରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା । ଏହି ମହୋତ୍ସବ ପାଇଁ ଜାନୁଆରୀ ୧୯ ତାରିଖରେ ଅଯୋଧ୍ୟା ଯାତ୍ରା…

ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ପାଇଁ ସଜବାଜ ହେଲେଣି କଳାକାର…

ବରଗଡ଼ : ଜାନୁୟାରୀ ୧୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି ୭୬ ତମ ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା। ଏଥିପାଇଁ ଏବେଠାରୁ ବରଗଡ଼ ସହର ଚଳଚଞ୍ଚଳ ହୋଇପଡ଼ିଛି। ଧନୁଯାତ୍ର ପାଇଁ କଳାକାର ମାନେ ଏବେଠାରୁ ଅଭ୍ୟାସ ଆରମ୍ଭ କରିଦେଲେଣି। ଚଳିତ ବର୍ଷ ଯାତ୍ରା କିପରି ଅଧିକ…

ପରିବେଶବିତ,ସମାଜସେବୀ ଓ କ୍ରୀଡାବିତ୍ ଶାନ୍ତି ଶକ୍ତି ଭବନରେ ସମ୍ବର୍ଦ୍ଧିତ…

ବ୍ରହ୍ମପୁର : ଜାନୁଆରୀ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ସ୍ଥାନୀୟ ସେବା କେନ୍ଦ୍ର ଶାନ୍ତି ଶକ୍ତି ଭବନ ରେ ନୂତନ ବର୍ଷକୁ ସ୍ୱାଗତ ଜଣାଇବା ପାଇଁ ଏକ ସ୍ନେହ ମିଳନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି l ଶାନ୍ତି ଶକ୍ତି ଭବନ ସଂଚାଳିକା ରାଜ ଯୋଗିନୀ ବ୍ରହ୍ମାକୁମାରୀ

ଲିଙ୍ଗରାଜ ମନ୍ଦିରରେ ନୂଆବର୍ଷରୁ ନୂଆ ନିୟମ…

ଭୁବନେଶ୍ବର: ନୂଆବର୍ଷ ଆରମ୍ଭରୁ ଓମ୍‌ଫେଡ ଘିଅରେ ଶ୍ରୀଲିଙ୍ଗରାଜଙ୍କ କୋଠ ଭୋଗ ରନ୍ଧା ହେବ। ୧୫ଦିନ ମଧ୍ୟରେ ସେବାୟତଙ୍କ ପରିଚୟପତ୍ର ପାଇଁ ମନ୍ଦିର ପ୍ରଶାସନକୁ ତାଲିକା ପ୍ରଦାନ କରାଯିବ। ଏଥିସହ ଶ୍ରୀଲିଙ୍ଗରାଜ ମନ୍ଦିରକୁ ପାନ, ଗୁଟ୍‌ଖା ସେବନକାରୀଙ୍କୁ ପ୍ରବେଶ ନିଷେଧ…

ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ : ନିମନ୍ତ୍ରଣ ପାଇଁ ସୁନ୍ଦରଗଡ଼ ଆସିଲେ ସ୍ବତନ୍ତ୍ର ପ୍ରତିନିଧି…

ସୁନ୍ଦରଗଡ଼,: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଲୋକାର୍ପଣ ଉତ୍ସବ ଆସନ୍ତା ଜାନୁୟାରୀ ମାସରେ ଅନୁଷ୍ଠିତ ହେବ। ଏହି ଶୁଭ ଲୋକାର୍ପଣ ଉତ୍ସବରେ ଯୋଗ ଦେବା ପାଇଁ ସମସ୍ତ ଜିଲ୍ଲା ର ପ୍ରମୁଖ ଧର୍ମସ୍ଥଳୀର ମୁଖ୍ୟ ମାନଙ୍କୁ ଆମନ୍ତ୍ରଣ କରାଯାଉଅଛି।ଏହି ପରିପ୍ରେକ୍ଷୀରେ ଆଜି ସୁନ୍ଦରଗଡ଼

ମା ସମଲେଶ୍ବରୀଙ୍କୁ ‘ପରିକ୍ରମା’ ନିମନ୍ତ୍ରଣ…

ସମ୍ବଲପୁର : ମାଆ ସମଲେଶ୍ବରୀଙ୍କୁ ‘ପରିକ୍ରମା’ ନିମନ୍ତ୍ରଣ । ଶ୍ରୀମନ୍ଦିର ସେବାୟତ ପ୍ରତିନିଧି ଦଳ ସମ୍ବଲପୁର ଯାଇ ସମଲେଶ୍ବରୀଙ୍କୁ ନିମନ୍ତ୍ରଣ କରିଛନ୍ତି । ପ୍ରତିନିଧି ଦଳକୁ ସମ୍ବଲପୁର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା । ଏହାପରେ ଏହି…

ମା ବିରଜା ଓ ବରାହଙ୍କୁ ନିମନ୍ତ୍ରଣ…

ଯାଜପୁର: ଆସନ୍ତା ୧୭ ତାରିଖ ଦିନ ପୁରୀ ଶ୍ରୀମନ୍ଦିର ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ଶୁଭ ଉଦଘାଟନ ହେବାକୁ ଥିବା ବେଳେ ଦେଶର ବିଭିନ୍ନ ମନ୍ଦିର ମାନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଉଛି । ଆଜି ଯାଜପୁର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ବିରଜା ମନ୍ଦିର ପରିସରରେ…

କାର୍ଡ ବାଣ୍ଟିବା ପାଇଁ ବାହାରିଲେ ୩୦ଟି ଦଳ…

ପୁରୀ: ଆସନ୍ତା ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ନିମନ୍ତ୍ରଣ ପତ୍ର ଦେବାକୁ ୩୦ ପ୍ରତିନିଧି ଦଳ ବାହାରିଛନ୍ତି। ରାଜ୍ୟ ଭିତରେ କାର୍ଡ ବାଣ୍ଟିବା ପାଇଁ ୧୩ଟି ଦଳ ଓ ରାଜ୍ୟ ବାହାରକୁ ନିମନ୍ତ୍ରଣ କାର୍ଡ ବାଣ୍ଟିବା ୧୭ଟି…