Browsing Category

ଧର୍ମ ସଂସ୍କୃତି

ଚାଲିଛି ରଥନିର୍ମାଣ କାର୍ଯ୍ୟ, ୩ ରଥର ୩୬ଟି ଚକ ନିର୍ମାଣ ଶେଷ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥନିର୍ମାଣ କାର୍ଯ୍ୟ । ୩ ରଥର ୩୬ଟି ଚକ ନିର୍ମାଣ ଶେଷ ହୋଇଛି । ଏହାସହ ୧୪ ନାହାକ ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି । ଚକ ତୁମ୍ବରେ ସିଙ୍ଗଡା ବାଡିଆ ଶେଷ ହୋଇ ସିଙ୍ଗଡା କଟା ପରେ ଅର ମୁଖସାଲ ଶେଷ ହୋଇଛି । ଏହାସହ ପଇବିନ୍ଧ

କୁଡୁମୁଲୁଗୁମ୍ମା ନୃସିଂହ ମନ୍ଦିରରେ ଚନ୍ଦନଯାତ୍ରା ଅନୁଷ୍ଠିତ…

ମାଲକାନଗିରି : ମାଲକାନଗିରି ଜିଲ୍ଲାର କୁଡୁମୁଲୁଗୁମ୍ମା ଠାରେ ଅବସ୍ତିତ ଏକମାତ୍ର ନୃସିଂହ ମନ୍ଦିର ପ୍ରାଙ୍ଗଣରେ ଚଳିତବର୍ଷ ର ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବୈଶାଖ ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁ ନୃସିଂହନାଥ ଙ୍କ ଜନ୍ମତିଥି ପ୍ରତିବର୍ଷ ପାଳନ ଅବସରରେ ପୁରୀ

ରଥ ନିର୍ମାଣ କାର୍ଯ୍ୟ: ଶାଳ ପୂଜା ପରେ ପଡିଲା ଅରକଣ୍ଟା, ୨୮ ତୁମ୍ବ ଗୋଲେଇ ଶେଷ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ରବିବାର ୬୮ ଜଣ ନିର୍ମାଣକାରୀ ରଥ ତିଆରିରେ ଯୋଗ ଦେଇଛନ୍ତି । ଶ୍ରୀନହର ସମ୍ମୁଖ ରଥଖଳାରେ ତୁମ୍ବ ତିଆର ଚାଲିଛି । କରତି ସେବକମାନେ ମୋଟ ୪୨ ତୁମ୍ବ ମଧ୍ୟରୁ ମାପ ଅନୁସାରେ ୪୧ଟି

ଶେଷ ହେଲା ଗଞ୍ଜାମ ଦଣ୍ଡପର୍ବର ମାସନ୍ତ ମେରୁ ଯାତ୍ରା

ଗଞ୍ଜାମ: ବେଲ-କାଠରେ ପ୍ରସ୍ତୁତ ହୋଇଥିଲା ମେରୁ-ଖୁଣ୍ଟି । ତଳେ ରହିଥିଲା ଅଗ୍ନି-କୁଣ୍ଡ । ପାଟଭୋକ୍ତାଙ୍କୁ ଓଲଟା ରଖି ତିନିଥର ଝୁଲାଇ ଦିଆଗଲା । ବେଲ-ଖୁଣ୍ଟିରେ ବନ୍ଧାଯାଇଥିବା ଆମ୍ବ ଏବଂ ଖଜୁରୀ କୋଳିକୁ ଭକ୍ତଙ୍କ ଭିତରେ ବାଣ୍ଟିଲେ ପାଟଭକ୍ତା । ଶେଷରେ ମା’ ରୁଦ୍ର-କାଳୀଙ୍କୁ

ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତିରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଓଡ଼ିଆ ନବବର୍ଷ

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ପାଇଁ ଉତ୍ସବମୁଖର

ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା

ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ପାଇଁ ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ୫ ଡଙ୍ଗା

ପୁରୀ: ପରମ୍ପରା ଅନୁଯାୟୀ ଗତକାଲି ଚୈତ୍ର ପୂର୍ଣ୍ଣିମା ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବର୍ଷ ସାରା ବୁଡ଼ି ରହିଥିବା ନନ୍ଦା ଓ ଭଦ୍ରା ଚାପ ଡଙ୍ଗା ସମେତ ଅନ୍ୟ ଡଙ୍ଗାକୁ ଭୋଇ ସେବାୟତ ବାହାର କରିଛନ୍ତି । ପରମ୍ପରା ଅନୁସାରେ ଗତବର୍ଷ ଚାପର ହଳଦୀ ପାଣି ନୀତି ପରେ ନରେନ୍ଦ୍ର

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଖପୁରିଆରେ ରଥକାଠ ଚିରଟ ଆରମ୍ଭ

କଟକ : ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ । ପବିତ୍ର ରାମ ନବମୀରେ ରଥ କାଠ ଚିରଟ କାମ ଆରମ୍ଭ ହୋଇଛି। କଟକ ଖପୁରିଆ ସ୍ଥିତ ବନ ବିଭାଗ କରତ କଳରେ କାଠ ଚିରା କାମର ଅନୁକୂଳ କରାଯାଇଛି । ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ, ମୁଖ୍ଯ ମହାରଣା, ମନ୍ଦିର ଅଧିକାରୀ ଓ ଅନ୍ଯ

ଗଞ୍ଜାମ ଜିଲ୍ଲାରେ ଇଦ-ଉଲ- ଫିତର ଧୁମ ଧାମରେ ପାଳିତ…

ବ୍ରହ୍ମପୁର: ସାରା ଦେଶରେ ଆଜି ଇଦ-ଉଲ-ଫିତର ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର, ଆସିକା, ଭଞ୍ଜ ନଗର, ସୋରଡ଼ା, ଖଲ୍ଲିକୋଟ, ବୁଢ଼ାମ୍ବ, କୋଟି ନଡ଼ା ଓ ଆଠଗଡ଼ ଠାରେ ଇଦ-ଉଲ-ଫିତର ପାଳିତ ହୋଇଯାଇଛି। ଆଜି ସକାଳେ ସମସ୍ତ ମୁସଲିମ ପରିବାର ର ପୁରୁଷ ଲୋକମାନେ ନୂଆ

ମଙ୍ଗଳବାରଠାରୁ ଆରମ୍ଭ ହେବ ଗଞ୍ଜାମ ପ୍ରସିଦ୍ଧ ଦଣ୍ଡନାଚ…

ନାଟକରେ ଅଶ୍ଳୀଳ ନୃତ୍ୟ ଓ ପଶୁପକ୍ଷୀ ଭକ୍ଷଣ ଦୃଶ୍ୟ ପରିବେଷଣ କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ହିଞ୍ଜିଳିକାଟୁ : ମଙ୍ଗଳବାର ଠାରୁ ଆରମ୍ଭ ହେବ ଗଞ୍ଜାମ ପ୍ରସିଦ୍ଧ ଦଣ୍ଡନାଚ। ଏଥି ସକାଶେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଗ୍ରାମରେ ଥିବା ଦଣ୍ଡଦଳ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ