Browsing Category

ଧର୍ମ ସଂସ୍କୃତି

ଶ୍ରୀମନ୍ଦିର ହେବ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ: ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ମୁଖ୍ୟ ପ୍ରଶାସକଙ୍କ ଅନୁରୋଧ

ପୁରୀ : ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ। ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍,କାଠ ବା ବାଉଁଶରେ ନିର୍ମିତ…

ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି…

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପାଳିତ ଦେବ ଦୀପାବଳି। ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ…

ଜାନୁଆରୀ ୧୬ରୁ ରାମଲଲାଙ୍କ ମହାପୂଜନ କାର୍ଯ୍ୟକ୍ରମ, ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟାର ଭବ୍ୟ ରାମମନ୍ଦିରରେ ଆସନ୍ତା ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ନୀତିକାନ୍ତି କରିବେ। କିନ୍ତୁ ଏହାପୂର୍ବରୁ ରାମଲଲାଙ୍କ ମହାପୂଜନ ନୀତିକାନ୍ତି ଆରମ୍ଭ ହେବ। ଜାନୁଆରୀ ୧୬ରୁ ନୀତିକାନ୍ତି ଆରମ୍ଭ ହେବ ବୋଲି ଆଜି…

ଆଜି ପ୍ରଥମାଷ୍ଟମୀ : ଏଣ୍ଡୁରୀ ପିଠାରେ ମହକୁଛି ଘର

ଭୁବନେଶ୍ୱର : ଆଜି ପ୍ରଥମାଷ୍ଟମୀ । ମାର୍ଗଶିର ମାସର କୃଷ୍ଣପକ୍ଷ ଅଷ୍ଟମୀ ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହା ପ୍ରକୃତରେ ଜ୍ୟେଷ୍ଠ ସନ୍ତାନର ସମ୍ବର୍ଦ୍ଧନା। ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ଲୋକଭାଷାରେ ‘ପରୁହାଁ ଅଷ୍ଟମୀ’ ବା ‘ପଢ଼ୁଆଁ ଅଷ୍ଟମୀ’। ଏହିଦିନ ଜ୍ୟେଷ୍ଠ ସନ୍ତାନର

ଧୂମ୍‌ ଧାମ୍‌ରେ ପାଳିତ ହେଲା ପ୍ରଭୁ ଆୟାପ୍ପାଙ୍କ ଅଗ୍ନି ପୂଜା

ନବରଙ୍ଗପୁର : ଚାଲିଛି ପୂଜାର୍ଚ୍ଚନା । ଘଣ୍ଟ ଧୂପ ଦୀପ ଆଳତିର ମହକରେ ମହକୁଛି ପୂରା ପରିବେଶ । ଧୂମ୍‌ ଧାମ୍‌ରେ ପାଳିତ ହେଉଛି ସ୍ୱାମୀ ଆୟାପ୍ପାଙ୍କ ଅଗ୍ନିପୂଜା। ଆୟାପ୍ପାଙ୍କ ପ୍ରଭୁ ନିକଟରେ ବିଶ୍ବାସ ଓ ନିଷ୍ଠାର ସହ ଏହି ବ୍ରତ ପାଳନ କଲେ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ବୋଲି

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଦ୍ୱିତୀୟ ଦିନରେ ପର୍ଯ୍ୟଟକଙ୍କ ଭିଡ଼

ପୁରୀ: ଚନ୍ଦ୍ରଭଗା ବେଳାଭୂମିରେ ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ଆଜି ଥିଲା ଦ୍ୱିତୀୟ ଦିନ । ଏଥିରେ ପ୍ରଖ୍ୟାତ ବାଲୁକା କଳାକାରମାନେ ଅନନ୍ୟ ସୃଷ୍ଟିର ବାଲୁକା କଳା ପ୍ରଦର୍ଶନ କରିଛନ୍ତି । ଦ୍ୱିତୀୟ ଦିନରେ ବାଲୁକା ଶିଳ୍ପୀମାନେ ପରିବେଶ ପର୍ଯ୍ୟଟନ ବିଷୟବସ୍ତୁ ଉପରେ ବାଲୁକାକଳା

କୋଣାର୍କ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା, କୁଚିପୁଡ଼ି ଓ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କ ମନମୋହିଲା…

କୋଣାର୍କ : ଈଶ୍ୱରୀୟ ଉପାସନାର ଆଧାର ହିଁ ନୃତ୍ୟ ଓ ସଙ୍ଗୀତ । ହୃଦୟକୁ ବିଭୁକରୁଣାରେ ବିଗଳିତ କରିଦିଏ ନୃତ୍ୟ ସଙ୍ଗୀତର ଆସର । ଏହି ଉକ୍ତିର ସତ୍ୟତାକୁ ପ୍ରତିପାଦନ କରିଥିଲା କୋଣାର୍କ ସୂର୍ଯ୍ୟ ମନ୍ଦିରର ପାଦଦେଶରେ ଥିବା ମୁକ୍ତାକାଶ ରଙ୍ଗମଞ୍ଚ । ଅବସର ଥିଲା ପର୍ଯ୍ୟଟନ ବିଭାଗ ପକ୍ଷରୁ

ପାଳିତ ହେଲା ଓରାଳି ଦରଘା ବାବାଙ୍କ ବାର୍ଷିକ ଉତ୍ସବ…

ବିଶ୍ୱାସ ଆଗରେ ସବୁକିଛି ହାର ମାନେ । ମନରେ ଭକ୍ତି ଥିଲେ ସବୁକିଛି ସମ୍ଭବ । ଦରଘାରେ କେବଳ ଯେ ମୁସଲମାନ ମାନେ ପୂଜା କରନ୍ତି ତାହା ନୁହେଁ । ହିନ୍ଦୁମାନେ ବି ନିଜ ଆସ୍ଥାକୁ ମାନି ଦରଘାକୁ ନିତି ଦିନ ପୂଜା ପାଇଁ ଆସନ୍ତି । ହଁ ଦର୍ଶକ ବନ୍ଧୁ ଆମେ ଏପରି ଏକ ଦରଘା ବିଷୟରେ…

ପୋଢୁଆଁ ହେବେ ମହାପ୍ରଭୁ, ମାମୁଁ ଘର ମାଧବରୁ ଶ୍ରୀକ୍ଷେତ୍ରକୁ ଯିବ ପ୍ରଥମାଷ୍ଟମୀ ଭାର…

ଭୁବନେଶ୍ୱର : ଆସନ୍ତା ଡିସେମ୍ଵର ୫ ତାରିଖରେ ମାର୍ଗଶୀର ଅଷ୍ଟମୀ ତିଥିରେ ପଡୁଛି ପ୍ରଥମାଷ୍ଟମୀ। ଏନେଇ ଠାକୁରଙ୍କ ମଉଳା କ୍ଷେତ୍ର କୁହାଯାଉଥିବା ପ୍ରାଚୀର ଅଧିଷ୍ଠାତା ଦେବତା ଶ୍ରୀମାଧବଙ୍କ ପୀଠରୁ ପୋଢୁଆଁ ଭାର ଶ୍ରୀକ୍ଷେତ୍ର ପଠାଯିବ । ତେଣୁ ପ୍ରଥମାଷ୍ଟମୀ…

କଟକର ଐତିହାସିକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ…

କଟକ: ରାତି ପାହିଲେ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ। କଳିଙ୍ଗର ସ୍ମୁତିକୁ ବହନ କରୁଥିବା ଏହି ଯାତ୍ରା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଚଳିତ ବର୍ଷ ୮ ଦିନ ହେବାକୁ ଥିବା ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ, ସୁରକ୍ଷିତ ଆଉ ଜନାଦୃତ କରିବା…