Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ଆଜି ହେବନାହିଁ ମହାପ୍ରଭୂଙ୍କର ରାତ୍ର ପହୁଡ: ବିଳମ୍ବିତ ରାତି ଯାଏଁ ଚାଲିବ ଦର୍ଶନ
ପୁରୀ : ଆଜି ମହାକାର୍ତ୍ତିକମାସର ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି। ଆଜି ମହାପ୍ରଭୁ ଭକ୍ତ ମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି । ବିଳମ୍ବିତ ରାତି ପର୍ଯ୍ୟନ୍ତ ଆଜି ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । କାରଣ…
କାର୍ତ୍ତିକ ପୂର୍ଣ୍ଣମୀ ପ୍ରସ୍ତୁତି: ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି…
ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣମୀ । ଏଥିପାଇଁ ଆଜିଠାରୁ ଶ୍ରୀମନ୍ଦିରରେ ନାହିଁନଥିବା ଭିଡ଼ ଦେଖିବାକୁ ମିଳିଛି । ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଏବଂ ମହୋଦଧିରେ ଲକ୍ଷାଧିକ ଶ୍ରଦ୍ଧାଳୁ ସ୍ନାନ ଓ ବୋଇତ ବନ୍ଦାଣ କରିବା ପରେ ମହାପ୍ରଭୁଙ୍କୁ…
ଆସନ୍ତା କାଲିଠୁ ପଞ୍ଚୁକ ବ୍ରତ, ଶ୍ରୀକ୍ଷେତ୍ରରେ ସ୍ୱତନ୍ତ୍ର ବ୍ୟବସ୍ଥା
ପୁରୀ : କାଲିଠୁ ପବିତ୍ର ପଞ୍ଚୁକ। ଏଥିପାଇଁ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼। ଗହଳିକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସହ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ପଞ୍ଚୁକର ପ୍ରଥମ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ…
ଜାନୁଆରି ୧୫ରୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା…
ବରଗଡ଼: ଆସନ୍ତା ଜାନୁଆରି ୧୫ ତାରିଖରୁ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଆୟୋଜନ ହେବ। ଏଥି ସକାଶେ ବୁଧବାର ପ୍ରଥମ ପ୍ରସ୍ତୁତି ବୈଠକ ବସିଛି। ଧନୁଯାତ୍ରା ମହୋତ୍ସବ ସମିତିର ଏହି ସାଧାରଣ ପରିଷଦ ବୈଠକ ଜିଲ୍ଲାପାଳ ମୋନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ହୋଇଛି। ତେବେ…
ଆସନ୍ତାକାଲି ଅଁଳାନବମୀ, ଗୋପୀନାଥ ମନ୍ଦିରରେ ରାଧାପାଦ ଦର୍ଶନ…
ସାକ୍ଷୀଗୋପାଳ: ଆସନ୍ତାକାଲି (ମଙ୍ଗଳବାର) ଅଁଳାନବମୀ ତଥା ରାଧାପାଦ ଦର୍ଶନ । ଓଡିଆଣୀ ବେଶରେ ସଜିଇ ହେବେ ମାଆ ରାଧାରାଣୀ । ସାକ୍ଷୀଗୋପାଳ ସ୍ଥିତି ପ୍ରଭୁ ଶ୍ରୀ ଗୋପୀନାଥଙ୍କ ମନ୍ଦିରରେ ରାଧାପାଦା ଦର୍ଶନ କରିବେ ଶ୍ରଦ୍ଧାଳୁ । ପବିତ୍ର ଅଁଳାନବମୀ ତିଥିରେ ଶ୍ରୀ ରାଧା…
ଶ୍ରୀମନ୍ଦିରରେ ହରିହର ବେଶରେ ଦର୍ଶନ ଦେଲେ ବଡ଼ଠାକୁର…
ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ…
ଜମୁଛି ଜୁଗାର ଯାତ୍ରା , ଲାଉମୁଣ୍ଡାରେ ହଜାର ହଜାର ଲୋକଙ୍କ ସମାଗମ
ବରଗଡ : ବରଗଡ ଜିଲ୍ଲା ଲାଉମୁଣ୍ଡାର ପ୍ରସିଦ୍ଧ ଯୁଗାର ଯାତ୍ରା । ଦୀର୍ଘ ୬୨ ବର୍ଷ ହେବ ଏହି ଯାତ୍ରା ପାଳିତ ହୋଇଆସୁଛି । ଏହି ବିରାଟ ଯାତ୍ରାକୁ ଦେଖିବାକୁ ଜିଲ୍ଲା ତଥା ଜିଲ୍ଲା ବାହାରୁ ପ୍ରାୟ ୫୦ରୁ ୬୦ ହଜାର ଲୋକ ଏହି ଯୁଗାର ଯାତ୍ରାରେ ସାମିଲ ହୋଇଛନ୍ତି ।…
ସପ୍ତମାତୃକାର ପଞ୍ଚମ ଦିନରେ ମାଁ ଭଦ୍ରକାଳୀଙ୍କ ଜଗଦ୍ଧାତ୍ରୀ ବେଶ…
ଭଦ୍ରକ: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଆଜି ମା’ଙ୍କର ଜଗଦ୍ଧାତ୍ରୀ ବେଶ ଅନୁଷ୍ଠିତ ହୋଇଛି । ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ଆଜି ବାଘ ବାହନ ଥିବା ବେଳେ ମୁଖ ମଣ୍ଡଳ କୃଷ୍ଣ ବର୍ଣ୍ଣ ଥିଲା । ମା’ ନାଲି ପାଟ ବସ୍ତ୍ର ପରିଧାନ କରିଥିବା ବେଳେ ସ୍ୱର୍ଣ୍ଣ…
ଭକ୍ତଙ୍କ ଆଲୋଡ଼ନରେ ପୂଜା ପାଉଛନ୍ତି ଶ୍ରୀ ଶ୍ରୀ ଶ୍ୟାମା ମା
ଉମରକୋଟ ( ୧୪/୧୧/୨୦୨୩) ରାଇଘର ବ୍ଲକର କୋଦଭାଟା ସ୍ଥିତ ଶ୍ରୀ ଶ୍ରୀ ଶ୍ୟାମା ମା ମନ୍ଦିର ସମିତି ଦ୍ଵାରା ଛ ଦିନ ବ୍ୟାପି କାଲି ପୂଜା ଅନୁଷ୍ଠାନର ଆୟୋଜନ କରିଛନ୍ତି l ଏହି କାଲି ପୂଜାରେ କୋଦଭାଟା ସାହିର ସମସ୍ତ ଭକ୍ତି ମତି ମାତୃ ସଂଘ କଲୋସ ଯାତ୍ରା କରି ପାଣି ଆଣି ସୁଦ୍ଧାଚାରେ ଘଟ ସ୍ଥାପନ!-->…
ଶ୍ରୀ ଶ୍ରୀ ଶ୍ରୀ ମା ଦକ୍ଷୀଣ କାଳୀଙ୍କ ପୀଠ ପୂଜା ଧୁମ଼ଧାମରେ ପାଳିତ…
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ସ୍ଥିତ ସର୍ବ ପୁରାତନଶ୍ରୀ ଶ୍ରୀ ଶ୍ରୀ ମା ଦକ୍ଷୀଣ କାଳୀଙ୍କ ପିଠ ପୂଜା ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ରାତ୍ରି କାଳୀନ ପୂଜା କରାଯାଇଛି । ପୂଜକ ସନ୍ତୋଷ କୁମାର ଦାଶ ପୂଜା କାର୍ଯ୍ୟ ଆରମ୍ଭ କରିଥିବା!-->!-->!-->…