Browsing Category

ଧର୍ମ ସଂସ୍କୃତି

ଭକ୍ତଙ୍କ ଆଲୋଡ଼ନରେ ପୂଜା ପାଉଛନ୍ତି ଶ୍ରୀ ଶ୍ରୀ ଶ୍ୟାମା ମା

ଉମରକୋଟ ( ୧୪/୧୧/୨୦୨୩) ରାଇଘର ବ୍ଲକର କୋଦଭାଟା ସ୍ଥିତ ଶ୍ରୀ ଶ୍ରୀ ଶ୍ୟାମା ମା ମନ୍ଦିର ସମିତି ଦ୍ଵାରା ଛ ଦିନ ବ୍ୟାପି କାଲି ପୂଜା ଅନୁଷ୍ଠାନର ଆୟୋଜନ କରିଛନ୍ତି l ଏହି କାଲି ପୂଜାରେ କୋଦଭାଟା ସାହିର ସମସ୍ତ ଭକ୍ତି ମତି ମାତୃ ସଂଘ କଲୋସ ଯାତ୍ରା କରି ପାଣି ଆଣି ସୁଦ୍ଧାଚାରେ ଘଟ ସ୍ଥାପନ

ଶ୍ରୀ ଶ୍ରୀ ଶ୍ରୀ ମା ଦକ୍ଷୀଣ କାଳୀଙ୍କ ପୀଠ ପୂଜା ଧୁମ଼ଧାମରେ ପାଳିତ…

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ସ୍ଥିତ ସର୍ବ ପୁରାତନଶ୍ରୀ ଶ୍ରୀ ଶ୍ରୀ ମା ଦକ୍ଷୀଣ କାଳୀଙ୍କ ପିଠ ପୂଜା ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ରାତ୍ରି କାଳୀନ ପୂଜା କରାଯାଇଛି । ପୂଜକ ସନ୍ତୋଷ କୁମାର ଦାଶ ପୂଜା କାର୍ଯ୍ୟ ଆରମ୍ଭ କରିଥିବା

କାଳୀ ପୂଜା ପାଇଁ ଚଳଚଞ୍ଚଳ କଟକ, ଶ୍ରଦ୍ଧାଳୁଙ୍କ ଭିଡ…

କଟକ: କାଳୀ ପୂଜା ପାଇଁ ଚଳଚଞ୍ଚଳ କଟକ । ସହରର ପ୍ରମୁଖ କାଳୀ ମନ୍ଦିର ଗୁଡ଼ିକରେ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି। ମାଳିକା ପ୍ରସିଦ୍ଧ କାଳିଆ ଵୁଦା ଶ୍ୟାମାକାଳୀ, ଖାନନଗର ଦକ୍ଷିଣ କାଳି ଓ କାଳିଗଳିର କାଳୀ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଶ୍ରଦ୍ଧା ଓ…

ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ…

ଭଦ୍ରକ : କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ…

ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ ସହ ବଡବଡୁଆ ଡାକିଲେ ଶ୍ରଦ୍ଧାଳୁ…

ପୁରୀ : ଆଜି ଆଲୋକର ପର୍ବ ଦୀପାବଳୀ । ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ସବୁଠି ଭକ୍ତମୟ ପରିବେଶ । ମାଆ କାଳୀଙ୍କ ଆବାହନ ଲାଗି ସବୁଠି ଚାଲିଛି ପ୍ରସ୍ତୁତି । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘରଠୁ ଅଫିସ୍ । ଆଜି ପୁରୀରେ…

ଅଁଳା ନବମୀ ପାଇଁ ପ୍ରସ୍ତୁତି ବୈଠକ…

ପୁରୀ: ଅଁଳା ନବମୀ ପାଇଁ ପ୍ରସ୍ତୁତି । ପୁରୀ ଜିଲ୍ଲା ସାକ୍ଷୀଗୋପାଳରେ ପବିତ୍ର ଅଁଳା ନବମୀ ପାଇଁ ସାକ୍ଷୀଗୋପୀନାଥଙ୍କ ମା’ ରାଧାରାଣୀଙ୍କ ପାଦ ଦର୍ଶନ ଆସନ୍ତା ନଭେମ୍ୱର ୨୧ ତାରିଖରେ ଅନୁଷ୍ଠିତ ହେବ । ଏଥିପାଇଁ ସାକ୍ଷୀଗୋପାଳ ପାନ୍ଥଶାଳା ପରିସରରେ ପ୍ରଥମ…

ରାମ ଲଲାଙ୍କୁ ଧରି ୫୦୦ ମିଟର ଚାଲି ଚାଲି ଯିବେ ମୋଦି, ଗର୍ଭଗୃହରେ କରିବେ ପ୍ରତିଷ୍ଠା…

ଅଯୋଧ୍ୟରେ ନିର୍ମାଣ ଚାଲିଥିବା ଭବ୍ୟ ରାମ ମନ୍ଦିରର ପ୍ରତିଷ୍ଠା ଆସନ୍ତା ଜାନୁଆରୀ ୨୨ ତାରିଖରେ ହେବ। ସେହି ଦିନ ମନ୍ଦିରର ଗର୍ଭଗୃହରେ ରାମ ଲଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ଏହି ପ୍ରତିଷ୍ଠା କାର୍ଯ୍ୟକ୍ରମ ଐତିହାସିକ କରିବା ପାଇଁ ଜୋରସୋରରେ ପ୍ରସ୍ତୁତି ଚାଲିଛି।…

ମାଟିତଳୁ ବାହାରିଲା ଏକ ବିରାଟ ଶିବ ଲିଙ୍ଗ : ପୂଜାଅର୍ଚନା କରି ଲିଙ୍ଗକୁ ପ୍ରତିଷ୍ଠା କଲେ ଗ୍ରାମବାସୀ

ଫୁଲବାଣୀ : ପ୍ରଥମେ ପୂଜକଙ୍କୁ ହେଲା ସ୍ୱପ୍ନାଦେଶ I ପରେ ମାଟି ଖୋଳିଲା ପରେ ମାଟିତଳୁ ବାହାରିଲା ଏକ ବିରାଟ ଶିବ ଲିଙ୍ଗ I ତାପରେ ଶିବ ଲିଙ୍ଗ ଦର୍ଶନ ପାଇଁ ଛୁଟୁଛି ଭକ୍ତଙ୍କ ସୁଅ I ଏମିତି ଏକ ଔଲୋକିକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ଗାଁରେ

ଢେଙ୍କାନାଳରେ ମା’ ଲକ୍ଷ୍ମୀଙ୍କ ଧରାବତରଣ…

ଢେଙ୍କାନାଳ : ଢେଙ୍କାନାଳରେ ଧରାବତରଣ କରିବେ ମା’ ଲକ୍ଷ୍ମୀ। ଶନିବାରଠାରୁ ସହରରେ ଆରମ୍ଭ ହେବ ମା’ଙ୍କ ଆରାଧନା। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ସମଗ୍ର ଢେଙ୍କାନାଳ। ସହରରେ ଶେଷ ହୋଇଛି ସମସ୍ତ ସାଜସଜ୍ଜା। ଚଳିତବର୍ଷ ପ୍ରସିଦ୍ଧ ଲକ୍ଷ୍ମୀପୂଜା ଉତ୍ସବ ୮୦ ବର୍ଷରେ…

ଆସନ୍ତାକାଲି ରାହୁ ଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ, ଶ୍ରୀମନ୍ଦିରରେ ହେବ ସ୍ଵତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର: ଆଜି ରାତି ପାହିଲେ କୁମାର ପୂର୍ଣ୍ଣିମା । ସନ୍ଧ୍ୟା ବେଳେ କୁମାରୀ ମାନେ କୁମାରୀମାନେ ସୁନ୍ଦର ବର ପାଇବା ଉଦ୍ଦେଶ୍ୟରେ କାର୍ତ୍ତିକେୟଙ୍କୁ ଆରାଧନା କରିବା ସ‌ହ ଚନ୍ଦ୍ର ପୂଜା ମଧ୍ୟ କରିଥାନ୍ତି । ଏହା ସ‌ହ ସେମାନେ ସନ୍ଧ୍ୟା ସମୟରେ ତୁଳସୀ ଚଉରା ଆଗରେ…