Browsing Category

ଧର୍ମ ସଂସ୍କୃତି

ଧରାପୃଷ୍ଠକୁ ବିରାଜିବେ ମା’ ପଦ୍ମାଳୟା ,ଚଳଚଞ୍ଚଳ ପୂଜା ମଣ୍ଡପ…

ଭୁବନେଶ୍ଵର: ରାତି ପାହିଲେ ଆରମ୍ଭ ହେବ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ଆଉ ଏହାକୁ ନେଇ ଢେଙ୍କାନାଳ ସହର ହୋଇଉଠିଛି ଚଳଚଂଚଳ । ସହରର ସମସ୍ତ ପୂଜା ମଣ୍ଡପର ସାଜସଜ୍ଜା, ମୂର୍ତି ନିର୍ମାଣରେ କାରିଗରମାନେ ଶେଷ ସ୍ପର୍ଶ ଦେବାରେ ଲାଗିପଡିଥିବାବେଳେ, ମିଳିତ ପୂଜାକମିଟି ପକ୍ଷରୁ ସମସ୍ତ…

ପୁଣି ରକ୍ତ ରଞ୍ଜିତ ହେଲା ମା ମାଣିକେଶ୍ବରୀଙ୍କ ଛତର ଯାତ୍ରା

କଳହାଣ୍ଡି : ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା । ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି ପୁରା କଳାହାଣ୍ଡି ସହର । ମାଙ୍କ ଦର୍ଶନ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ପାରମ୍ପରିକ ବାଦ୍ୟ ଓ ନୃତ୍ୟର ତାଳେ ତାଳେ ହଜାର ହଜାର…

ଶକ୍ତିପୀଠରେ ଆଜି ମହାନବମୀ, ମଣ୍ଡପରେ ମହାଷ୍ଟମୀ ପୂଜା…

ଭୁବନେଶ୍ବର: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମା’ ଜଗତଜନନୀ ଦୁର୍ଗା । ଦୁର୍ଗାପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଶକ୍ତିପୀଠରେ ଆଜି ମହାନବମୀ ପୁଜା ଚାଲିଥିବା ବେଳେ ମଣ୍ଡପରେ ଆଜି ମାଆଙ୍କର ମହାଷ୍ଟମୀ ପୂଜା । ସବୁଠି ଉତ୍ସବର ମାହୋଲ ଦେଖିବାକୁ ମିଳିଛି । ମହାଷ୍ଟମୀ ପୂଜା…

ବାଣୀବିହାରରେ ମା ଦୁର୍ଗାଙ୍କର ସୁଵର୍ଣ୍ଣ ଜୟନ୍ତୀ ମହାସମାରୋହ…

ଭୁବନେଶ୍ୱର : ବାଣୀପୀଠ ବାଣୀବିହାରରେ ଏଥର ଦୁର୍ଗାପୂଜାର ସୁଵର୍ଣ୍ଣ ଜୟନ୍ତୀ ଉତ୍ସବ ମହାସମାରୋରେ ପାଳନ କରାଯାଉଅଛି l ଏଥିରେ ଶିକ୍ଷକ କର୍ମଚାରୀ ଛାତ୍ରଛାତ୍ରୀ ଏବଂ ବହୁସଂଖ୍ୟାରେ ପୁରାତନ ପ୍ରଫେସର, କର୍ମଚାରୀ ଏବଂ ଛାତ୍ରଛାତ୍ରୀ ମଧ୍ୟ ଉତ୍ସାହର ସହ ଅଂଶଗ୍ରହଣ କରୁଛନ୍ତି l 1974 ମସିହାରୁ

ଯା ଦେବୀ ସର୍ବ ଭୂତେଷୁ : ମହାଷ୍ଟମୀରେ ମହାମାୟୀଦୁର୍ଗାପୂଜା ପାଇଁ ଉତ୍ସବ ମୁଖର ହିଞ୍ଜିଳି ସହର…

ହିଞ୍ଜିଳିକାଟୁ, ୨୧/୧୦ (): ଭାରତୀୟ ଧର୍ମ ଦର୍ଶକ ଓ ମାତୃଶକ୍ତିର ଅବଦାନ ଓ ମାତୃପୂଜାର ଉପାସନା କରିବାକୁ ଯାଇ ଜଗତଜନନୀ ମା’ ଦୁର୍ଗାଙ୍କର ପୂଜା ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମରେ ମହା ଆଡ଼ମ୍ବର ସହକାରେ ପାଳିତ ହୋଇଆସୁଛି । ପରମ୍ପରାର ମହାନ ଐତିହ୍ୟ ଭିତରେ ସକଳ

ସୁନ୍ଦରଗଡ଼ ଠାରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ…

ସୁନ୍ଦରଗଡ଼, ୦୮/୧୦: ଜିଲ୍ଲା ସଂସ୍କୃତି ପରିଷଦ ଏବଂ ଜିଲ୍ଲା ପ୍ରଶାସନର ମିଳିତ ଆନୁକୁଲ୍ୟରେ ସୁନ୍ଦରଗଡ଼ ଠାରେ ଜିଲ୍ଲା ସ୍ତରୀୟ ନୂଆଁଖାଇ ଭେଟଘାଟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଆୟୋଜିତ ଏହି ଉତ୍ସବରେ ସଦର ବିଧାୟିକା କୁସୁମ ଟେଟେ ଯୋଗ ଦେଇ ନୂଆଁଖାଇ

ଆଜିଠୁ ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡଶ ପୂଜା…

କଟକ : ଆଜି ହେଉଛି ମୂଳାଷ୍ଟମୀ । ଆଜିଠାରୁ ରାଜ୍ୟର ବିଭିନ୍ନ ଶକ୍ତିପୀଠରେ ଆରମ୍ଭ ହୋଇଛି ଷୋଡଶ ପୂଜା। ସକାଳୁ ସକାଳୁ ଶକ୍ତିପୀଠ ଗୁଡିକରେ ପୂଚାର୍ଚ୍ଚନା ଚାଲିଛି । ମୂଳାଷ୍ଟମୀରୁ ମହାଅଷ୍ଟମୀ ପର୍ଯ୍ୟନ୍ତ ମା’ଙ୍କୁ ୧୬ଟି ବେଶରେ ସଜ୍ଜିତ କରାଯିବ  । ଏହି ସମୟରେ ମାଙ୍କୁ ଦର୍ଶନ କଲେ…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ…

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜିଉଙ୍କ ବନକଲାଗି ନୀତି ଅବସରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଏହି ନୀତିରେ ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ…

ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଆରମ୍ଭ ହେବ ୧୪୩୧ ସାଲ…

ପୁରୀ: ଆଜି ପବିତ୍ର ସୁନିଆ ଉତ୍ସବ। ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର ଆରମ୍ଭ ହେବ ୧୪୩୧ ସାଲ । ଏହି ଅବସରରେ ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ। ଆଜିଠାରୁ ଗଜପତି ମହାରାଜାଙ୍କର ୬୬ ଅଙ୍କ ଆରମ୍ଭ ହେବ । ଜାତକ ଓ…