Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ସନ୍ଧ୍ୟା ଧୂପ ପରେ କରାଯିବ ସୁସଜ୍ଜିତ…
ପୁରୀ: ଗତ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଛି । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଆଜି ଠାରୁ ଶ୍ରୀଜିଉଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ବନଭୋଜି ବେଶ ସହ କୋଳିବିକା ନୀତି,…
ନନ୍ଦୋତ୍ସବ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି…
ପୁରୀ : ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ନନ୍ଦୋତ୍ସବ ନୀତି । ସନ୍ଧ୍ୟା ଆଳତୀ ସରିବା ପରେ ମହାଜନ ସେବାୟତ ମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ…
ଓମ ଶ୍ରୀ ଇଣ୍ଟରନେସନାଲ ସ୍କୁଲରେ ଜନ୍ମାଷ୍ଟମୀ ପାଳନ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ଓମ ଶ୍ରୀ ଇଣ୍ଟରନେସନାଲ ସ୍କୁଲରେ ଶ୍ରୀ କୃଷ୍ଣ ଙ୍କ ପବିତ୍ର ଜନ୍ମ ଉତ୍ସବ ଜନ୍ମାଷ୍ଟମୀ ମହାଆଡମ୍ବର ସହକାରେ ପାଳନ ହୋଇଯାଇଛି।ସ୍କୁଲର ଅଧ୍ୟକ୍ଷ ଏଲ କାମେଶ୍ୱର ରାଓଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ୨୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଶିଶୁ ରାଧା, କୃଷ୍ଣ,!-->…
ପୁଣି ଥରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ
ପୁରୀ: ଜଗା ଦର୍ଶନ ପାଇଁ ଟଙ୍କା ଗଣିବେ ଭକ୍ତ । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି ।
ଶ୍ରୀମନ୍ଦିର!-->!-->!-->…
ପୁଣି ଥରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ…
ପୁରୀ: ଜଗା ଦର୍ଶନ ପାଇଁ ଟଙ୍କା ଗଣିବେ ଭକ୍ତ । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି ।
ଶ୍ରୀମନ୍ଦିର!-->!-->!-->…
ରାକ୍ଷୀ ପିନ୍ଧିଲେ ମହାପ୍ରଭୁ, ପାଳନ ହୋଇଛି ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି
ପୁରୀ: ଆଜି ଶ୍ରୀମନ୍ଦିରରେ ପାଳନ ହୋଇଛି ରକ୍ଷା ବନ୍ଧନ ଓ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି । ମହାବାହୁଙ୍କ ବାହୁରେ ରାକ୍ଷୀ ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା । ସ୍ନେହ ଓ ବିଶ୍ୱାସର ଏହି ପର୍ବରେ ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଵିଶାଳ ଓ ସ୍ୱତନ୍ତ୍ର ରାକ୍ଷୀକୁ ବଡ଼ ଭାଇ!-->…
ତୁମୁଡିବନ୍ଧ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାରମ୍ପରିକ ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି | ପ୍ରଧାନ ଆଚାର୍ଯ୍ୟ କୈଳାଶ ଚନ୍ଦ୍ର ଧଳ ରକ୍ଷା ବନ୍ଧନ ଉତ୍ସବ ର ମହତ୍ତ୍ୱ ଆଲୋକପାତ କରିବା ଅବସରରେ ଏହାର!-->!-->!-->…
ଅସ୍ତରଙ୍ଗରେ ନିଆରା ରକ୍ଷାବନ୍ଧନ: ଗଛରେ ରାକ୍ଷୀ ବାନ୍ଧି ପର୍ବ ପାଳିଲେ ମହିଳା
ଅସ୍ତରଙ୍ଗ: ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ , ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା!-->…
ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା ବନ୍ଧନ
ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା ବନ୍ଧନ ।!-->…
ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ଚାଲିଛି ରାଖି…
ପୁରୀ: ଆଉ ୫ ଦିନ ପରେ ପବିତ୍ର ରକ୍ଷାବନ୍ଧନ। ମାନବଦେହୀ ମହାପ୍ରଭୁ ଶ୍ରୀଜଗନ୍ନାଥ ବି ଏହି ଲୀଳାଖେଳରେ ବାନ୍ଧି ହୋଇ ରହିଛନ୍ତି। ପବିତ୍ର ଗହ୍ମାପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡ଼ଠାକୁର ଶ୍ରୀବଳଭଦ୍ର ବି ସାନ ଭଉଣୀ ହାତରୁ ରାଖୀ ବାନ୍ଧିବେ। ଏଥିପାଇଁ ପ୍ରସ୍ତୁତି ଜୋରସୋରରେ…