Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା ବନ୍ଧନ
ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା ବନ୍ଧନ ।!-->…
ମହାପ୍ରଭୁଙ୍କ ପାଇଁ ପ୍ରସ୍ତୁତ ଚାଲିଛି ରାଖି…
ପୁରୀ: ଆଉ ୫ ଦିନ ପରେ ପବିତ୍ର ରକ୍ଷାବନ୍ଧନ। ମାନବଦେହୀ ମହାପ୍ରଭୁ ଶ୍ରୀଜଗନ୍ନାଥ ବି ଏହି ଲୀଳାଖେଳରେ ବାନ୍ଧି ହୋଇ ରହିଛନ୍ତି। ପବିତ୍ର ଗହ୍ମାପୂର୍ଣ୍ଣିମାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡ଼ଠାକୁର ଶ୍ରୀବଳଭଦ୍ର ବି ସାନ ଭଉଣୀ ହାତରୁ ରାଖୀ ବାନ୍ଧିବେ। ଏଥିପାଇଁ ପ୍ରସ୍ତୁତି ଜୋରସୋରରେ…
ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ
ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ପ୍ରଣବ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ ବୋଲି ତାଙ୍କ…
ଦେଢ଼ ମାସର ବିବାଦ ପରେ ଶ୍ରୀଜିଉଙ୍କର ହେଲା ବନକଲାଗି ନୀତି
ବହୁ ବାଦବିବାଦ ପରେ ଆଜି ଶ୍ରୀମନ୍ଦିରରେ ହେଲା ମହାପ୍ରଭୁଙ୍କ ଗୁପ୍ତ ବନକଲାଗି ନୀତି। ସେଥିପାଇଁ ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହୋଇଛନ୍ତି ଭକ୍ତ। ତେବେ କ’ଣ ଏହି ବନକଲାଗି ନୀତି? କେମିତି କରାଯାଏ ମହାପ୍ରଭୁଙ୍କ ଶ୍ରୀମୁଖ ଶିଙ୍ଗାର? କଣ ସବୁ ସାମଗ୍ରୀ ଏଥିରେ ବ୍ୟବହାର!-->…
ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍: ଟ୍ଵିଟ୍ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର: ଆଜି ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍ । ଭାଷା ସାହିତ୍ୟର ପୁରୋଧା ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନକୁ ସମ୍ବଲପୁରୀ ଦିନ ଭାବରେ ପାଳନ କରୁଛନ୍ତି ପଶ୍ଚିମ ଓଡ଼ିଶାବାସୀ । ସମ୍ବଲପୁରୀ ପୋଷାକ ସହ ଜମୁଛି ନାଚ ଗୀତର ଆସର । ଆଜି ଦିନରେ ସମ୍ବଲପୁରୀ ଖାଇବା ସାଙ୍ଗକୁ ନୃତ୍ୟ!-->…
ପୁରୀରେ ଆରମ୍ଭ ହେଲା ରଥ ଭଙ୍ଗା କାମ
ପୁରୀ : ଭଙ୍ଗାଯାଉଛି ୩ ରଥ। ଆଜିଠାରୁ ତିନି ରଥ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋଇ ସର୍ଦ୍ଧାର ଅନୁକୁଳ କରିବା ପରେ ପ୍ରଥମେ କଳସରୁ ଆରମ୍ଭ ହୋଇଥିଲା ଭଙ୍ଗା କାମ । ତାପରେ ପାରାଭାଡି ଓ ପରେ ପରେ ଦ୍ୱାରବେଢା ଭଙ୍ଗା ଯାଇଛି । ଏହା ପରେ ସବୁ ଅଂଶକୁ ଭଙ୍ଗା ଯିବ। ପ୍ରଥମେ ଦେବୀ!-->…
5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: 5T ଉପକ୍ରମରେ ଗୁପ୍ତେଶ୍ୱର ପୀଠର ହେବ ରୂପାନ୍ତର । ୨୦ କୋଟି ଟଙ୍କା ମଞ୍ଜୁର । କୋରାପୁଟ ଜିଲ୍ଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ପୀଠର ସର୍ବାଙ୍ଗୀନ ଉନ୍ନତି କରାଯାଇ ଏହାକୁ!-->…
ଆସନ୍ତାକାଲି ଶ୍ରାବଣ ମାସର ପ୍ରଥମ ସୋମବାର, ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା ପାଇଁ ସଜାଗ ପୋଲିସ୍
ଭୁବନେଶ୍ୱର: ଆସନ୍ତାକାଲି ପ୍ରଥମ ସୋମବାର ପାଇଁ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିବ । ଏନେଇ ସ୍ୱତନ୍ତ୍ର ନୀତି କାନ୍ତି ପାଇଁ ବ୍ୟବସ୍ଥା କରାଯାଇଛି । ଚଳିତ ବର୍ଷ ଯୋଡା ଶ୍ରବଣ ହୋଇ ଥିବାରୁ ପୂର୍ବରୁ ନୀତି ର୍ନିଘଣ୍ଟ କରାଯାଇଛି । ଆସନ୍ତାକାଲି ଶ୍ରଦ୍ଧାଳୁ!-->…
ଶାରଳା ମନ୍ଦିରରେ ଜାରି ହେଲା କଟକଣା, ମନ୍ଦିର ଭିତରକୁ ମୋବାଇଲ ଫୋନ ଓ ପଲିଥିନ୍ ମନା
ଜଗତସିଂହପୁର: ଜଗତସିଂହପୁର ମା’ ଶାରଳା ମନ୍ଦିରରେ ନୂଆ ନିୟମ ଲାଗୁ ହୋଇଛି । ମନ୍ଦିର ପରିଚାଳନା କମିଟି ବୈଠକରେ ନୂଆ ନିୟମ ନେଇ ନିଷ୍ପତ୍ତି ନିଆଯାଇଛି । ମନ୍ଦିର ଭିତରକୁ ମୋବାଇଲ ଫୋନ ଓ ପଲିଥିନ ନେବା ଉପରେ କଟକଣା ଲାଗିଛି । ମନ୍ଦିରରେ ଶୃଙ୍ଖଳା ଆଣିବାକୁ ଏହି ନିୟମ ଲାଗୁ କରାଯାଇଛି ।
!-->!-->!-->…
ଲୋକକଳା କଳାକାରମାନଙ୍କ ପାରିଶ୍ରମିକ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟରେ କଳାକାରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ଗୁଡ଼ିକରେ କଳାକାରମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଭିନ୍ନ ଲୋକକଳା ଯଥା!-->…