Browsing Category

ଧର୍ମ ସଂସ୍କୃତି

ଶରଧାବାଲିରେ ତିନି ରଥ: ଆସନ୍ତାକାଲି ଆଡ଼ପ ମଣ୍ଡପକୁ ବିଜେ

ପୁରୀ: ଅବଶେଷରେ ବିଶ୍ୱନିୟନ୍ତା ଲୀଳାମୟ ମହାପ୍ରଭୁ ନିଜ ଭାଇ ଓ ଭଉଣୀଙ୍କୁ ସାଙ୍ଗରେ ନେଇ ଶରଧାବାଲିରେ ପହଞ୍ଚିଛନ୍ତି। ମଙ୍ଗଳବାର ଅପରାହ୍‌ଣ ୩ଟା ୪ ମିନିଟରୁ ଆରମ୍ଭ ହୋଇଥିବା ରଥଟଣା କାର୍ଯ୍ୟ ବୁଧବାର ପୂର୍ବାହ୍ନରେ ଶେଷ ହୋଇଛି। ଏବେ ଶରଧାବାଲିରେ ଲାଗିଲା ଦର୍ପଦଳନ ଓ ନନ୍ଦିଘୋଷ ରଥ। କାଲି

କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ବଳଦେବଜୀଉଙ୍କ ରଥ

କେନ୍ଦୁଝର: କେନ୍ଦୁଝର ବଡଦାଣ୍ଡରେ ଗଡ଼ିଲା ବଳଦେବଜୀୟୁଙ୍କର ବିଶ୍ଵର ସର୍ବ ବୃହତ ରଥ। କେନ୍ଦୁଝର ସହରର ପୁରୁଣା ବଜାର ଠାରେ ଜଗତର ନାଥ ଜଗନ୍ନାଥଙ୍କର ରଥଯାତ୍ରା ପାଳିତ ହୋଇଛି। ଶ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରୁ ବଡ଼ ଠାକୁର ବଳଭଦ୍ର, ଦେବୀ ଶୁଭଦ୍ରା ଓ ମହାପ୍ରଭୁ ଜଗନ୍ନାଥ ଧାଡ଼ି

ଫୁଲବାଣୀରେ ମହାସମାରୋହରେ ରଥଯାତ୍ରା ପାଳିତ…

ଫୁଲବାଣୀ:ହିନ୍ଦୁ ଧର୍ମରେ ଜଗନ୍ନାଥ ରଥ ଯାତ୍ରାର ମହତ୍ୱ ରହିଛି। ଏହି ଉତ୍ସବ ବଡ଼ ଭାଇ ବଳଭଦ୍ର ଏବଂ ସାନ ଭଉଣୀ ସୁଭଦ୍ରାଙ୍କ ସହିତ ଭଗବାନ କୃଷ୍ଣଙ୍କୁ ପୂଜା କରିବା ପାଇଁ ଉତ୍ସର୍ଗୀକୃତ l ଉତ୍ସବ ସ୍ନାନ ପୂର୍ଣ୍ଣିମା ଠାରୁ ଆରମ୍ଭ l ସେହି ପରମ୍ପରାକୁ ବଜାୟ ରଖି ଫୁଲବାଣୀ ସ୍ଥିତ ଜଗନ୍ନାଥ

ପୂର୍ବାହ୍‌ଣ ସାଢ଼େ ୯ଟାରୁ ଶ୍ରୀଜିଉଙ୍କ ପହଣ୍ଡି

ପୁରୀ: ରାତି ପାହିଲେ ଶ୍ରୀଜିଉଙ୍କ ୯ଦିନିଆ ରଥଯାତ୍ରା। ଏଥି ପାଇଁ ଶ୍ରୀକ୍ଷେତ୍ରରେ ଚଳଚଞ୍ଚଳ ଦେଖାଯାଉଛି। ରାଜ୍ୟ ଏବଂ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଆଗମନ ହୋଇଛି। ଦେଶ ବିଦେଶର ବିଭିନ୍ନ କୋଣରୁ ଲକ୍ଷ ଲକ୍ଷ ଭକ୍ତ ପୁରୀକୁ ଆସିଛନ୍ତି। ଆହୁରି ଭକ୍ତମାନେ ପୁରୀ ଅଭିମୁଖେ ବାହାରିଛନ୍ତି।

ନବଯୌବନ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ: ନବଯୌବନ ଦର୍ଶନ ଦେଲେ ଶ୍ରୀଜିଉ। ୧୫ ଦିନ ପରେ ମହାପ୍ରଭୁଙ୍କୁ ଦେଖି ଭକ୍ତ ଭାବ ବିହ୍ଵଳ । କାହାର ଆଖି ଛଳ ଛଳ ତ ଆଉ କିଏ ଜଗନ୍ନାଥଙ୍କୁ ପାଖରେ ପାଇ ଛାତି କୁଣ୍ଢେ ମୋଟ । ଆଜି ଏତେ ଭିଡ଼ ଦେଖି ଲାଗୁଛି ଆଜି ଯେମିତି ଘୋଷଯାତ୍ରା । ଶୃଙ୍ଖଳିତ ଦର୍ଶନରେ ଉପରେ ଜୋର ଦେଇଛି ପୁରୀ ପ୍ରଶାସନ ଓ

ରଥଯାତ୍ରା ଲାଗି ପୁରୀରେ ଟ୍ରାଫିକ୍ ମାର୍ଗଦର୍ଶିକା ଜାରି

ପୁରୀ: ଆସନ୍ତା ମଙ୍ଗଳବାର ଦିନ ପୁରୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ। ଏହାକୁ ଆଖି ଆଗରେ ରଖି ପୁରୀରେ ଟ୍ରାଫିକ୍ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ଲାଗି ଭକ୍ତଙ୍କ ଉଦ୍ଦେଶ୍ୟରେ ମାର୍ଗଦର୍ଶିକା ଜାରି ହୋଇଛି। ଏନେଇ ଆଜି ପୁରୀଠାରେ ଅତିରିକ୍ତ ଡିଜି ଅମିତାଭ ଠାକୁର ଏକ ସାମ୍ବାଦିକ

ରଥଯାତ୍ରା ପୂର୍ବରୁ ମକଡ୍ରିଲ୍, ପୋଲିସ ଓ ପାରାମିଲିଟାରୀ ଫୋର୍ସ ସାମିଲ

ପୁରୀ: ଗୁଣ୍ଡିଚା ଯାତ୍ରା ଦିନ କିଭଳି ଶୃଙ୍ଖଳିତ ଭାବେ ଟଣାଯିବ ରଥ । ତା ପୂର୍ବରୁ ଚାଲିଛି ମକଡ୍ରିଲ୍‌। ପୁରୀ ରିଜର୍ଭ ପୋଲିସ ଲାଇନ ପଡ଼ିଆରେ ରଥ ଟଣା ମକଡ୍ରିଲ କରାଯାଇଛି । ତିନି ରଥର ସୁରକ୍ଷା, ରଥର ଇନର୍‌ ଓ ଆଉଟର କର୍ଡନ ଏବଂ ଜେନେରାଲ କର୍ଡନ ଦାୟିତ୍ୱରେ ଯେଉଁ ପୋଲିସ ଅଧିକାରୀ ଓ

ଘୋଷଯାତ୍ରା ନୀତି ନିର୍ଘଣ୍ଟ ଶେଷ

ପୁରୀ: ଆଉ ଦିନକ ପରେ ଘୋଷଯାତ୍ରା। ରତ୍ନବେଦୀ ଛାଡି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ମହାପ୍ରଭୁ। ଆଜି ଶେଷ ହେବ ମହାପ୍ରଭୁଙ୍କ ଅନବସର ଦିନ । ଆସନ୍ତାକାଲି ନବଯୌବନ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି। ଅପେକ୍ଷା କରି ରହିଛନ୍ତି ଲକ୍ଷ ଲକ୍ଷ ଭକ୍ତ। ସକାଳ ୮ଟାରୁ ପରମାଣିକ ଦର୍ଶନ ଚାଲିବ। ଆଜି

ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି

ପୁରୀ: ଆଜି ଶ୍ରୀ ମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ବନକ ଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହୋଇଥିବା ବେଳେ

ଆଜି ଶ୍ରୀଜୀଉ ମାନଙ୍କ ଘଣା ଲାଗି ନୀତି

ପୁରୀ: ଆଜି ଅନବସରର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହେବ । ସୁନା କୂଅରୁ ତିନି ଗରା ଜଳ ସୁଦ୍ଧ ସୁଆରଙ୍କ ଘରେ ବିଜେ ହେବା ପରେ ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି। ଆଜି ଶ୍ରୀ ଜୀଉଙ୍କୁ ଘଣା ଲାଗି ପରେ ସେହି ଖଳିକୁ ସୁଦ୍ଧସୁଆରଙ୍କ