Browsing Category

ଧର୍ମ ସଂସ୍କୃତି

ଚଳଚଞ୍ଚଳ ରଥଖଳା, ଉଠିଲା ତିନି ରଥର ଚାରିନାହାକା

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଉଠିଲା ତିନି ରଥର ଚାରିନାହାକା । ସ୍ନାନଯାତ୍ରାରେ ଉଠିବାକୁ ଥିବା ଚାରି ନାହାକା ଆଜି ଉଠାଯାଇଛି । ଭୋଇ ସେବକମାନେ ତୃତୀୟ ନମ୍ବର ହରିବୋଲ ପକାଇଛନ୍ତି । ସେପଟେ ତିନି ରଥର ପାଞ୍ଚ ଦଣ୍ଡା ଉଭୟ ପାର୍ଶ୍ଵରେ ଗୋଟିଏ ଗୋଟିଏ ପୋଲ…

ମା ’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ଘଟ ପରିକ୍ରମା ଶେଷ: ଶୁକ୍ରବାର ବିଳମ୍ବିତ ରାତିରେ ମା’ ନିଜ ମନ୍ଦିରକୁ…

ବାଲିଗୁଡା, ତା, ୦୫/୦୬ : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ଗୁରୁବାର ୩୦ ଦିନରେ ପହଞ୍ଚି ଥିବା ବେଳେ ଘଟ ପରିକ୍ରମା ଶେଷ ହୋଇଛି l ଆଜି ଗୁରୁବାର ଥିବାରୁ ମା' ମାନେ ଅସ୍ଥାୟୀ ମଣ୍ଡପରେ ବିଶ୍ରାମ ନେଇଛନ୍ତି l ଏହି…

ପତିଭକ୍ତି ଓ ଦାମ୍ପତ୍ୟ ପ୍ରେମର ପ୍ରତୀକ – ସାବିତ୍ରୀ ବ୍ରତ

ଭାରତୀୟ ସଂସ୍କୃତି ଓ ପରମ୍ପରାରେ ବ୍ରତ ଏବଂ ଓଷା ଗୁଡ଼ିକର ଏକ ବିଶେଷ ସ୍ଥାନ ରହିଛି। ଏଗୁଡ଼ିକ କେବଳ ପୂଜାପାଠରେ ସୀମିତ ନ ରହି, ଆମ ଜୀବନଶୈଳୀ, ସାମାଜିକ ସମ୍ବନ୍ଧ ଏବଂ ନୈତିକ ମୂଲ୍ୟବୋଧକୁ ମଧ୍ୟ ପ୍ରତିଫଳିତ କରନ୍ତି। ଏହି ପରିପ୍ରେକ୍ଷୀରେ, ସାବିତ୍ରୀ ବ୍ରତ ବା ସାବିତ୍ରୀ ଅମାବାସ୍ୟା…

ଦେବୋତ୍ତର ଅଧୀନକୁ ଗଲା ଫତେଗଡ଼ ଶ୍ରୀରାମ ମନ୍ଦିର

ଭୁବନେଶ୍ୱର: ନୟାଗଡ଼ ଜିଲା ଫତେଗଡ଼ ମୌଜାରେ ଥିବା ଶ୍ରୀରାମ ମନ୍ଦିର ଦେବୋତ୍ତର ବିଭାଗ ଅଧୀନକୁ ଆସିଛି। ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠା ସମୟରେ ଏଠାରେ ଶ୍ରୀରାମ ମନ୍ଦିରରେ ମର‌୍ୟ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ ଓ ଦେବୀ ସୀତାଙ୍କ ମୂର୍ତ୍ତିର…

ଚାଲିଛି ରଥନିର୍ମାଣ କାର୍ଯ୍ୟ, ୩ ରଥର ୩୬ଟି ଚକ ନିର୍ମାଣ ଶେଷ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥନିର୍ମାଣ କାର୍ଯ୍ୟ । ୩ ରଥର ୩୬ଟି ଚକ ନିର୍ମାଣ ଶେଷ ହୋଇଛି । ଏହାସହ ୧୪ ନାହାକ ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି । ଚକ ତୁମ୍ବରେ ସିଙ୍ଗଡା ବାଡିଆ ଶେଷ ହୋଇ ସିଙ୍ଗଡା କଟା ପରେ ଅର ମୁଖସାଲ ଶେଷ ହୋଇଛି । ଏହାସହ ପଇବିନ୍ଧ…

କୁଡୁମୁଲୁଗୁମ୍ମା ନୃସିଂହ ମନ୍ଦିରରେ ଚନ୍ଦନଯାତ୍ରା ଅନୁଷ୍ଠିତ…

ମାଲକାନଗିରି : ମାଲକାନଗିରି ଜିଲ୍ଲାର କୁଡୁମୁଲୁଗୁମ୍ମା ଠାରେ ଅବସ୍ତିତ ଏକମାତ୍ର ନୃସିଂହ ମନ୍ଦିର ପ୍ରାଙ୍ଗଣରେ ଚଳିତବର୍ଷ ର ଚନ୍ଦନଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବୈଶାଖ ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁ ନୃସିଂହନାଥ ଙ୍କ ଜନ୍ମତିଥି ପ୍ରତିବର୍ଷ ପାଳନ ଅବସରରେ ପୁରୀ…

ରଥ ନିର୍ମାଣ କାର୍ଯ୍ୟ: ଶାଳ ପୂଜା ପରେ ପଡିଲା ଅରକଣ୍ଟା, ୨୮ ତୁମ୍ବ ଗୋଲେଇ ଶେଷ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ରବିବାର ୬୮ ଜଣ ନିର୍ମାଣକାରୀ ରଥ ତିଆରିରେ ଯୋଗ ଦେଇଛନ୍ତି । ଶ୍ରୀନହର ସମ୍ମୁଖ ରଥଖଳାରେ ତୁମ୍ବ ତିଆର ଚାଲିଛି । କରତି ସେବକମାନେ ମୋଟ ୪୨ ତୁମ୍ବ ମଧ୍ୟରୁ ମାପ ଅନୁସାରେ ୪୧ଟି…

ଶେଷ ହେଲା ଗଞ୍ଜାମ ଦଣ୍ଡପର୍ବର ମାସନ୍ତ ମେରୁ ଯାତ୍ରା

ଗଞ୍ଜାମ: ବେଲ-କାଠରେ ପ୍ରସ୍ତୁତ ହୋଇଥିଲା ମେରୁ-ଖୁଣ୍ଟି । ତଳେ ରହିଥିଲା ଅଗ୍ନି-କୁଣ୍ଡ । ପାଟଭୋକ୍ତାଙ୍କୁ ଓଲଟା ରଖି ତିନିଥର ଝୁଲାଇ ଦିଆଗଲା । ବେଲ-ଖୁଣ୍ଟିରେ ବନ୍ଧାଯାଇଥିବା ଆମ୍ବ ଏବଂ ଖଜୁରୀ କୋଳିକୁ ଭକ୍ତଙ୍କ ଭିତରେ ବାଣ୍ଟିଲେ ପାଟଭକ୍ତା । ଶେଷରେ ମା’ ରୁଦ୍ର-କାଳୀଙ୍କୁ…

ଓଡିଆ ନବବର୍ଷ ଓ ପଣା ସଂକ୍ରାନ୍ତିରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି । ଓଡ଼ିଆ ନବବର୍ଷ…

ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ପାଇଁ ଉତ୍ସବମୁଖର

ଆଜି ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ। ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ। ଏଥିପାଇଁ ଉତ୍ସବମୁଖର ହୋଇପଡ଼ିଛି ରାଜ୍ୟର ସମସ୍ତ ଛୋଟବଡ଼ ସମସ୍ତ ହନୁମାନ ମନ୍ଦିର। ଘରେ ଘରେ ଦେବାଦେବୀଙ୍କ ପୂଜା, ଭୋଗ, ହୋମ ଆଦି ଅନୁଷ୍ଠିତ ହୋଇଥାଏ। ଆଜି ଠାରୁ ନୂଆ ଓଡ଼ିଆ ପଞ୍ଜିକା…