Browsing Category

ଧର୍ମ ସଂସ୍କୃତି

ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି

ପୁରୀ: ଆଜି ଶ୍ରୀ ମନ୍ଦିରରେ ଶ୍ରୀଜୀଉଙ୍କ ଅନୁଷ୍ଠିତ ହେବ ବନକ ଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହୋଇଥିବା ବେଳେ

ଆଜି ଶ୍ରୀଜୀଉ ମାନଙ୍କ ଘଣା ଲାଗି ନୀତି

ପୁରୀ: ଆଜି ଅନବସରର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହେବ । ସୁନା କୂଅରୁ ତିନି ଗରା ଜଳ ସୁଦ୍ଧ ସୁଆରଙ୍କ ଘରେ ବିଜେ ହେବା ପରେ ଦିବ୍ୟ ପ୍ରଲେପ ଖଳି ପ୍ରସ୍ତୁତ କରାଯାଇଛି। ଆଜି ଶ୍ରୀ ଜୀଉଙ୍କୁ ଘଣା ଲାଗି ପରେ ସେହି ଖଳିକୁ ସୁଦ୍ଧସୁଆରଙ୍କ

ରଜ ପାଇଁ ଗାଁ ରୁ ସହର ଉତ୍ସବ ମୁଖର…

ଭଦ୍ରକ : ସବୁଠି ପିଠା ,ମିଠାଆସର ଓଡିଶାର ଗଣପର୍ବ ରଜ ଉତ୍ସବ ଅବସର ରେ ସମଗ୍ର ବନ୍ତ ବ୍ଲକ ର ଜନସାଧାରଣ ବେଶ୍ ଉତ୍ସହ ସହକାରେ ଏହି ପର୍ବ ମନାଉଥିବା ପରିଲକ୍ଷିତ ହେଉଛି ଏହି ଅବସର ରେ ପ୍ରତି ଗାଁ ରେ ବିଭିନ୍ନ ପ୍ରକାର ର ଦୋଳି ସହ ଘରେ ଘରେ ପିଠା ପଣା ତିଆରି ହେଉଥିବା ବେଳେ ଝିଅ ମାନେ ନୂତନ

ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲ

ପୁରୀ: ଆଜି ମହାପ୍ରଭୁଙ୍କ ଅଣସର ସେବାର ପଞ୍ଚମ ଦିନ । ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ମହାପ୍ରଭୁ ଏବେ ଜ୍ଵରରେ ପୀଡିତ ହୋଇ ଅନବସରରେ ଅଛନ୍ତି । ଅଣସର ପିଣ୍ଡିରେ ପାରମ୍ପରିକ ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କ ଗୁପ୍ତ ଉପଚାର କରାଯାଉଛି । ଆଜି ଅନୁଷ୍ଠିତ ହେବ

ରଥଯାତ୍ରା ପାଇଁ ମୁତୟନ ରହିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ

ପୁରୀ: ଆସନ୍ତା ୨୦ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ସହରକୁ ମୁତୟନ ରହିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ । ବରିଷ୍ଠ ଅଧିକାରୀ ଶୃଙ୍ଖଳିତ ଦର୍ଶନ, ଜନଗହଳି ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ୱରେ ରହିବେ । ଏଥିପାଇଁ ପୁରୀ ପୋଲିସ ପକ୍ଷରୁ ପ୍ରସ୍ତୁତ ହୋଇଛି

ଚାଲିଛି ୩ ରଥର ନିର୍ମାଣ କାର୍ଯ୍ୟ, ବଡ଼ ପୋଟଳ ପଡିବା ଶେଷ

ପୁରୀ: ପାଖେଇ ଆସୁଛି ଘୋଷଯାତ୍ରା। ଜୋରସୋରରେ ଚାଲିଛି ୩ ରଥର ନିର୍ମାଣ କାର୍ଯ୍ୟ। ଆଜି ତିନି ରଥରେ ବଡ଼ ପୋଟଳ ପଡିବା କାର୍ଯ୍ୟ ଶେଷ ହୋଇଛି । ଗତକାଲି ତିନିରଥକୁ ତୃତୀୟ ଭୂଇଁ ଉଠି ମଝି ଭୂଇଁ ଉପରେ ସଂଯୋଗ କରାଯାଇଥିଲା। ଦର୍ପଦଳନ ରଥର ଆଗ ଆଣି, ପଛଆଣି ଏବଂ ତାଳଧ୍ୱଜ ଓ ନନ୍ଦିଘୋଷ ରଥର

ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ

ବ୍ରହ୍ମଗିରି: ମହାବାହୁ ସ୍ନାନ ବେଦୀରେ ୧୦୮ ଗଡୁ ପାଣିରେ ସ୍ନାନ କରି ଜ୍ୱରରେ ପୀଡ଼ିତ ହୋଇ ଅଣସର ପିଣ୍ଡିକୁ ବିଜେ କରିଛନ୍ତି। ଭକ୍ତ ଶ୍ରୀମନ୍ଦିରରେ ପଟି ଦିଅଁଙ୍କୁ ଦର୍ଶନ କରୁଛନ୍ତି। ମହାବାହୁଙ୍କ ଅଦର୍ଶନରେ ଆଜି ସକାଳୁ ବ୍ରହ୍ମଗିରିରେ ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି। ଅଣସର

ଭକ୍ତଙ୍କୁ ଗଜବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦୀରେ ରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟଘଣ୍ଟା, ମୃଦଙ୍ଗ,

ଶ୍ରୀମନ୍ଦିରରେ ବଡ଼ ଅଘଟଣ: ସ୍ନାନ ମଣ୍ଡପରେ ରକ୍ତଛିଟା

ପୁରୀ : ଆଜି ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ବଡ଼ ଅଘଟଣ ଘଟିଛି। ସ୍ନାନ ମଣ୍ଡପ ଚକଡ଼ାରେ ରକ୍ତ ଛିଟା ପଡ଼ିଥିବା ଜଣେ ଜେଟିପି ଦେଖିଥିଲେ। କୌଣସି ସେବାୟତଙ୍କ ଠାରୁ ଏହି ରକ୍ତ ଛିଟା ଲାଗିଥିବା ଆଶଙ୍କା କରାଯାଉଛି। ତେବେ ରକ୍ତ ଛିଟା ପଡ଼ିଥିବାରୁ ମହାପ୍ରଭୁ ପୁଣିଥରେ

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କ ପ୍ରବଳ ଭିଡ…

ଫୁଲବାଣୀ :ଫୁଲବାଣୀ ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପାଳିତ ହୋଇଛି ମହା ସମାରୋହରେ ମହାପ୍ରଭୁଙ୍କ ସ୍ନାନଯାତ୍ରା l ଆଜି ପବିତ୍ର ଜ୍ୟେଷ୍ଠମାସ ପୂର୍ଣିମା ଉକ୍ତ ଦିବସକୁ ପ୍ରଭୁ ଜଗନ୍ନାଥଙ୍କ ଜନ୍ମ ଉତ୍ସବ ଭାବରେ ମଧ୍ୟ ପାଳନ କରାଯାଇଥାଏ l ଆଜି ପ୍ରାତଃ ନିତି କାନ୍ତି ସାରି ମଙ୍ଗଳ ଆରତୀ