Browsing Category

ଧର୍ମ ସଂସ୍କୃତି

ଦେବସ୍ନାନ ପୂର୍ଣ୍ଣିମା: ଆଜି ରାତି ୧୦ଟାରୁ ୧୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଦିନକ ପରେ (ରବିବାର) ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀଜିଉଙ୍କ ଗଜବେଶ ଦର୍ଶନ କରିବା ପାଇଁ ଭକ୍ତଙ୍କ ମନେରେ ପ୍ରବଳ ଉତ୍ସାହ। ସେଥିପାଇଁ ଏବେ ରାଜ୍ୟ ଏବଂ ବାହାର ରାଜ୍ୟରୁ ଶ୍ରଦ୍ଧାଳୁମାନଙ୍କ ଆଗମନ ହେବାରେ ଲାଗିଛି। ପୁରୀରେ ଭକ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।

ଆଜିଠୁ ଶ୍ରୀମନ୍ଦିରକୁ ପ୍ରବେଶ କଲେ ଦଇତାପତି, ମାସେ ଧରି ଶ୍ରୀଜିଉଙ୍କର କରିବେ ନୀତିକାନ୍ତି

ପୁରୀ : ପୁରୀର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ୧୮ ଦିନ । ରଥଯାତ୍ରା ପାଇଁ ଶ୍ରୀମନ୍ଦିରକୁ ଆଜିଠାରୁ ପ୍ରବେଶ କରିଛନ୍ତି ଦଇତାପତି । ଶ୍ରୀଜୀଉଙ୍କ ଶ୍ରୀଅଙ୍ଗ ସେବକ ହୋଇଥିବା ହେତୁ ସକାଳୁ ସକାଳୁ ଦଇତାପତି ମାନେ ଶ୍ରୀମନ୍ଦିରରେ ପ୍ରବେଶ କରିଛନ୍ତି । ଘୋଷଯାତ୍ରାର ପ୍ରଥମ ନୀତି

ଶେଷ ପର୍ଯ୍ୟାୟରେ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି

ପୁରୀ : ଜୁନ ୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରୁ ଗଜବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାପାଇଁ ପ୍ରତିବର୍ଷ ଭଳି ଚଳିତବର୍ଷ ବି ଲକ୍ଷାଧିକ ସଂଖ୍ୟାରେ ଭକ୍ତ ଭିଡ଼ ଲାଗିବ। ଏହାପୂର୍ବରୁ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବାପାଇଁ

ମହାପ୍ରଭୁଙ୍କ ସ୍ନାନଯାତ୍ରାଠୁ ନେଇ ରଥଯାତ୍ରା ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ

ପୁରୀ : ଆସନ୍ତା ଜୁନ୍‌‌ ୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ଏହାପରେ ପରେ ରଥଯାତ୍ରା, ବାହୁଡ଼ା, ସୁନାବେଶ, ନୀଳାଦ୍ରିବିଜେ ଆଦି ବିଶେଷ ପର୍ବପର୍ବାଣୀ ରହିଛି। ଏହିସବୁ ପର୍ବପର୍ବାଣୀ ସମୟରେ ଠାକୁରଙ୍କ ନୀତିକାନ୍ତି କିପରି ସୁଚାରୂ ରୂପେ

ତିନି ରଥର ଉଠିଲା ଚାରି ନାହାକା

ପୁରୀ: ଚଳଚଞ୍ଚଳ ହୋଇପଡିଛି ରଥଖଳା । ଆଜି ତିନି ରଥର ଚାରି ନାହାକା ଉଠିଲା । ସ୍ନାନପୁର୍ଣ୍ଣିମା ପୂର୍ବରୁ ଏହି ୪ ନାହାକା ଉଠାଯାଇଛି। ଯଥାରୀତି ଅନୁସାରେ ଭୋଇ ସେବାୟତଙ୍କ ଦ୍ୱାରା ଏହି ନାହାକା କାମ ସମ୍ପାଦନ କରାଯାଇଛି । ଏହା ସହ ତିନି ରଥକୁ ଦୁଇଟି ଲେଖାଏଁ ଗରଗରା ଉଠିଥିଲା । ଏବେ

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି। ଶ୍ରୀମନ୍ଦିରରେ ସଂଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ । ମହାପ୍ରଭୁଙ୍କ ଆଲଟ ଲାଗି ନୀତି

ସରିଲା ସମ୍ୱଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରା

ସମ୍ବଲପୁର: ସରିଲା ବିବାହ, ଏବେ ଘର ବାହୁଡ଼ା। ଆଜି ମନ୍ଦିର ପ୍ରବେଶ କରିବେ ଦେବ ଦମ୍ପତି। ସମ୍ବଲପୁରର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାରେ ଆଜି ହେଉଛି ଶେଷ ଦିନ l ଜନସମୁଦ୍ରରେ ଚାଲିଛି ଯୁଗଳ ଦର୍ଶନ। ଗତକାଲି ରାତିରେ ମହାଦେବ ଓ ମାତା ପାର୍ବତୀ ଯୁଗଳ ବେଶରେ ନଗର ପରିକ୍ରମା କରିବା ସହ

ଧୂମଧାମରେ ସରିଲା ଆଖଣ୍ଡଳମଣୀଙ୍କ ବିବାହ

ଭଦ୍ରକ: ଭଦ୍ରକର ପ୍ରସିଦ୍ଧ ବାବା ଆଖଣ୍ଡଳମଣୀଙ୍କ ପୀଠରେ ଧୂମଧାମରେ ସରିଲା ଦେବ ଦମ୍ପତିଙ୍କ ବିବାହ । ବ୍ରାହ୍ମ ମୁହୂର୍ତ୍ତରେ ମହାଦେବଙ୍କ ସହ ପଡିଲା ମା ପାର୍ବତୀଙ୍କ ହାତଗଣ୍ଠି । ସମ୍ପୂର୍ଣ୍ଣ ବୈଦିକ ରୀତିନୀତିରେ ହେଲା ବାହାଘର । ହଜାର ହଜାର ଲୋକ ଉପସ୍ଥିତ ରହି ଦେବ ବିବାହ ଦେଖିଥିଲେ ।

ରାଇଘରେ ଶ୍ରୀ ଶ୍ରୀ ହରିଚାନ୍ଦ ମନ୍ଦିରର ଭୂମି ପୂଜନ ଓ ଶିଳାନ୍ୟାସ ଅନୁଷ୍ଠିତ…

ଉମରକୋଟ( ୨୫/୦୫/୨୦୨୩) ନବରଙ୍ଗପୁର ଜ଼ିଲ୍ଲା ରାଇଘର ବ୍ଲକ କୋଦଭାଟା ସ୍ଥିତ ହରିଚାନ୍ଦ ମନ୍ଦିର ପରିସରରେ ନୂତନ ମନ୍ଦିରର ଭୂମିପୂଜା ଓ ଶିଳାନ୍ୟାସ ସମ୍ପନ୍ନ ହୋଇଛି । ଏହି ଅନୁଷ୍ଠାନରେ ବିଶେଷ କାର୍ଯ୍ୟକ୍ରମ ରେ ଅତିଥୀ ଭାବରେ ନବରଙ୍ଗପୁର ଜିଲ୍ଲାର ସାଂସଦ ମାନ୍ଯବର ରମେଶ ମାଝୀ , ପୂର୍ବତନ

ଅର୍ଣ୍ଣପାଳ ଠାରେ ପଞ୍ଚକୁଣ୍ଡିଅ ଗାୟତ୍ରୀ ମହା ଯଜ୍ଞ…

ଭଦ୍ରକ : ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଅର୍ଣ୍ଣପାଳ ଓକୋରା ହାଇସ୍କୁଲ ହରିହାଟ ନିକଟରେ ଆଜି ଅଖିଳ ବିଶ୍ୱ ଗାୟତ୍ରୀ ପରିବାର ହରିଦ୍ୱାର ତରଫରୁ ୫ କୁଣ୍ଡିଅ ଗାୟତ୍ରୀ ମହା ଯଜ୍ଞ ପାଳନ ହୋଇଯାଇଛି ଏହା ଦୁଇ ଦିନ ଧରି ହୋଇଥିଲା ପ୍ରଥମ ଦିନ ୧୦୮ କଳସ ଯାତ୍ରା ହରିହାଟ ଯଜ୍ଞ ମଣ୍ଡପ ଠାରୁ ଆରମ୍ଭ ହୋଇ