Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ଶ୍ରୀକ୍ଷେତ୍ରରେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ
ପୁରୀ: ଆଜିଠାରୁ ବିଧିବଦ୍ଧଭାବେ ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ ହୋଇଛି। ଗତକାଲି ଅକ୍ଷୟ ତୃତୀୟା ଅବସରରେ ରଥ ନିର୍ମାଣ ଅନୁକୂଳ ସମ୍ପାଦନ ହୋଇଥିବା ବେଳେ ଆଜିଠାରୁ କାମ ଆରମ୍ଭ ହୋଇଛି। ଆଜିଠାରୁ ମହାରଣା ସେବକ ଓ ଭୋଇ ସେବକ ସେମାନଙ୍କ କାମ ଆରମ୍ଭ କରିଛନ୍ତି।
ସୂଚନାଯୋଗ୍ୟ,!-->!-->!-->…
ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ, ପ୍ରସିଦ୍ଧ ଚନ୍ଦନ ଯାତ୍ରା ଆରମ୍ଭ
ପୁରୀ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ପୂଜାପଣ୍ଡା ସେବାୟତ ମାନେ ରଥଖଳାରେ ପହଞ୍ଚିବା ପରେ ସେଠାରେ ସୁନା କୁରାଢିରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ!-->…
ସମ୍ପର୍ଣ ହେଲା ସମ୍ବଲପୁର ର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ର ଆଦ୍ୟ କାର୍ଯ୍ଯକ୍ରମ ଥାଳଉଠା ପର୍ବ
ସମ୍ବଲପୁର : ସମ୍ପର୍ଣ ହେଲା ସମ୍ବଲପୁର ର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ର ଆଦ୍ୟ କାର୍ଯ୍ଯକ୍ରମ ଥାଳଉଠା ପର୍ବ । ସମ୍ପୂର୍ଣ ରୀତି ନୀତି ଅନୁଯାୟୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା ଥାଳ ଉଠା । ଆଜି ପବିତ୍ର ଅକ୍ଷୟ ତୃତୀୟା ରେ ସହରର ପ୍ରସିଦ୍ଧ ଶିବାଳୟ ଗୁଡିକରେ ଅନୁଷ୍ଠିତ!-->…
ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା, ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଓ ରଥ ନିର୍ମାଣ କାର୍ଯ୍ୟ
ପୁରୀ : ଆଉ ମାତ୍ର ଗୋଟିଏ ଦିନ ପରେ ପବିତ୍ର ଅକ୍ଷୟ ତୃତୀୟା। ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବା ସହ ୨୧ ଦିନ ବ୍ଯାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ।ଏଥିପାଇଁ ସଜେଇ ହୋଇଛି ନରେନ୍ଦ୍ର ପୁଷ୍କରିଣୀ। ନନ୍ଦା ଓ ଭଦ୍ରା ଚାପର ମରାମତି ସହ ରଙ୍ଗ କାର୍ଯ୍ଯ!-->…
ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି
ପୁରୀ : ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳନ ହୋଇଛି ସ୍ୱତନ୍ତ୍ର ନୀତିକାନ୍ତି। ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରାଯାଏ। ଏହାପରେ ମୁକ୍ତିମଣ୍ଡପ ତଳେ ଥିବା ବିମାନରେ ବସାଇ ବିେଜ!-->…
ଓଡ଼ିଆ ନବବର୍ଷ ଉପଲକ୍ଷେ ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ : ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ଦେଶବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଟ୍ଵିଟ୍ କରି ରାଜ୍ୟବାସୀଙ୍କୁ ପଣାସଂକ୍ରାନ୍ତି ଓ ଓଡ଼ିଆ ନବବଷର୍ର ଶୁଭେଚ୍ଛା ଜଣାଇଛନ୍ତି।!-->…
ଓଡ଼ିଆ ଘରର ନୂଆବର୍ଷ : ପଣା ସଂକ୍ରାନ୍ତି…
ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ ।
ଏହି!-->!-->!-->…
ମନ୍ଦିର ଉନ୍ନୟନ ପରିଷଦ ପକ୍ଷରୁ ସ୍ଵର୍ଣ୍ଣ କୁଣ୍ଡଳ ପ୍ରଦାନ…
ହିଞ୍ଜିଳିକାଟୁ ୧୧।୪ ସିଦ୍ଧେଶ୍ଵର ମନ୍ଦିର ଉନ୍ନୟନ ପରିଷଦ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଈଯାଇଅଛି।ଏହି ସ୍ରମ୍ଭର୍ଦ୍ଧନା ସଭାରେ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ମୋହନକଲୋନି ଵାସିନ୍ଦା ଜଣାଶୁଣା ଵିଦ୍ବାନ ପଣ୍ଡିତ ଶରତ ଚନ୍ଦ୍ର ଷଡ଼ଙ୍ଗୀ ଙ୍କୁ କଵିସୂର୍ଯ୍ୟନଗର ଅନ୍ତର୍ଗତ!-->…
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ବୌଦ୍ଧ ବନବିଭାଗରୁ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କାଠ
ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ବୌଦ୍ଧ ବନବିଭାଗରୁ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ l ବୌଦ୍ଧ ଜିଲ୍ଲାରୁ ଏକ ଟ୍ରକ ଯୋଗେ ଶ୍ରୀକ୍ଷେତ୍ରରେ ୪୦ଫୁଟିଆ ୨୮ଖଣ୍ଡ ଧଉରା କାଠ ପହଞ୍ଚିଛି। ଆସିଥିବା ଏହି ଧଉରା କାଠରେ ଚକରେ ଲାଗିବାକୁ ଥିବା ଅଖ ନିର୍ମାଣ ହେବ। ଚଳିତ ବର୍ଷ!-->…
ସରିଲା ରାବଣ ବଧ ଓ ଶ୍ରୀରାମ ଙ୍କ ଅଭିଷେକ…
ବୌଦ୍ଧ : ବୌଦ୍ଧ ଜିଲ୍ଲା ସମସ୍ତ ବ୍ଲକ ତଥା ହରଭଙ୍ଗା, ବୌଦ୍ଧ ଏବଂ କଣ୍ଟାମଳ ବ୍ଲକ ର ସମସ୍ତ ଅନୁଷ୍ଠାନରେ ପ୍ରଭୁ ଶ୍ରୀରାମ ଭଗବାନ ଙ୍କ ବିଜୟୀ ଏବଂ ରାବଣ ବଧ ହୋଇଯାଇଛି l ହରଭଙ୍ଗା ବ୍ଲକ ଦେବଗଡ଼ ଗ୍ରାମର 200 ବର୍ଷ ର ବୌଦ୍ଧ ଜିଲ୍ଲାର ସର୍ବ ପୁରାତନ ଶ୍ରୀରାମ ଲୀଳା ତଥା ରାବଣ ବଧ!-->!-->!-->…