Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ଜାଗର ଯାତ୍ରା ପାଇଁ ସ୍ଥିର ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିନିର୍ଘଣ୍ଟ
ଭୁବନେଶ୍ୱର: ଫେବ୍ରୁଆରୀ ୧୮ ତାରିଖରେ ପାଳନ ହେବ ପବିତ୍ର ମହାଜାଗର । ଏଥିପାଇଁ ରାଜଧାନୀର ଲିଙ୍ଗରାଜ ମନ୍ଦିରରେ ଜାଗର ଯାତ୍ରା ପାଇଁ ନୀତିନର୍ଘଣ୍ଟ ସ୍ଥିର ହୋଇସାରିଛି ।
ରାତି ୧୦ଟାରେ ମହାଦୀପ ଉଠିବା ପାଇଁ ସମୟ ନିର୍ଦ୍ଧାରଣ କରାଯାଇଛି । ଏହା ସହିତ ଅନ୍ୟ ପୂଜାବିଧି ପାଇଁ ମଧ୍ୟ!-->!-->!-->…
ଗୋକନେଶ୍ୱର ଶ୍ୟାମା ଦଣ୍ଡ କାଳୀ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠାର ୧୨ ତମ ବାର୍ଷିକ ଉତ୍ସବ ମହା ଆଡମ୍ବରରେ ପାଳିତ…
ବ୍ରହ୍ମପୁର : ବ୍ରହ୍ମପୁର ନୂଆ ବସଷ୍ଟାଣ୍ଡ ସ୍ଥିତ ଶ୍ରୀ ଶ୍ରୀ ଶ୍ରୀ ଗୋକନେଶ୍ୱର ମା ଶ୍ୟାମା ଦଣ୍ଡକାଳୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଶନିବାର ଠାରୁ ଆରମ୍ଭ ହୋଇ ସୋମବାର ପ୍ରଯ୍ୟନ୍ତ ତିନିଦିନ ବ୍ୟାପୀ ପାଳିତ ହୋଇଯାଇଛି। ଏହି ଅବସରରେ ସୂର୍ଯ୍ୟ ପୂଜା, ଷୋଡଶ ଉପଚାର, ବେଲ ପତ୍ର ପୂଜା,!-->…
ତ୍ରିଦେବ ନଗର ବସ୍ତିର ଇଷ୍ଟଦେବୀ ମାଁ ବ୍ରାହ୍ମଣୀ ଦେବୀଙ୍କ ବାର୍ଷିକ ଉତ୍ସବ ପାଳନ…
ଫୁଲବାଣୀ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ନାରାୟଣୀ ରୋଡ଼ ତ୍ରିଦେବ ନଗର ବସ୍ତିରେ ବହୁ ଆଡ଼ମ୍ବରରେ ବସ୍ତିର ଇଷ୍ଟଦେବୀ ମାଁ ବ୍ରାହ୍ମଣୀ ଦେବୀଙ୍କ ବାର୍ଷିକ ଉତ୍ସବ ବିରାଜ କୁମାର ପ୍ରଧାନଙ୍କ ତତ୍ତ୍ଵାବଧାନରେ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ!-->!-->!-->…
ଭଦ୍ରକ ଜିଲ୍ଲାର ଦ୍ୱିତୀୟ ଅର୍କକ୍ଷେତ୍ର ବିରଞ୍ଚିନାରାୟଣଙ୍କ ପୀଠରେ ପାଳିତ ହୋଇଛି ପ୍ରସିଦ୍ଧ ଗୁଣ୍ଡୁଣୀ ମେଳା…
ଭଦ୍ରକ :ଭଦ୍ରକ ଜିଲ୍ଲାର ତିହିଡି ବ୍ଲକ ଅଧିନସ୍ଥ ପାଳିଆବିନ୍ଧା ପଞ୍ଚାୟତର ଥିବା ପ୍ରାଚୀନ ଅର୍କକ୍ଷେତ୍ର ବିରଞ୍ଚିନାରାୟଣଙ୍କ ପୀଠ । ଏଠାରେ ପ୍ରସିଦ୍ଧ ଗୁଣ୍ଡୁଣୀ ମେଳା ଆରମ୍ଭ ହୋଇ ଯାଇଛି । ଚଳିତ ବର୍ଷ ଏହି ମେଳାରେ ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ଏହି ମେଳା ୫ ଦିନ ଧରି ଚାଲିବ।
!-->!-->!-->…
ମହାଶିବରାତ୍ରି ପାଇଁ ନୀତିନିର୍ଘଣ୍ଟ: ରାତି ୧୦ରେ ଉଠିବ ମହାଦୀପ
ଭୁବନେଶ୍ୱର : ରାତି ୧୦ଟାରେ ଉଠିବ ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ମହାଦୀପ। ପୂର୍ବବର୍ଷ ପରି ଏଥର ମଧ୍ୟ ଭୋର ୩ଟାରେ ମନ୍ଦିର ଖୋଲାଯାଇ ନୀତିକାନ୍ତି ଆରମ୍ଭ ହେବ। ସେବାୟତଙ୍କ ପରିବାର ଭୋର ୪ଟାରୁ ୫ଟା ମଧ୍ୟରେ ଦର୍ଶନ ପାଇଁ ଉତ୍ତର ଦ୍ୱାର ଦେଇ ଆସିପାରିବେ।
ସେହିପରି ପାସ୍ଧାରୀ!-->!-->!-->…
ରାମଚଣ୍ଡୀ ମନ୍ଦିରରେ ସପ୍ତ-ମହାଯଜ୍ଞ ଓ ନବଦିନାତ୍ମକ ଯଜ୍ଞାନୁଷ୍ଠାନ ମହୋତ୍ସବ ଆରମ୍ଭ ହୋଇଛି…
ଛତ୍ରପୁର : ଛତ୍ରପୁର ନିକଟରେ ଅବସ୍ଥାପିତ ପୁରାଣପ୍ରସିଦ୍ଧ ଶକ୍ତିପୀଠ ମା'ରାମଚଣ୍ଡୀଙ୍କ ନୂତନମନ୍ଦିର,ପ୍ରାସାଦ ଏବଂ ପାର୍ଶ୍ଵ ଦେବା ଦେବୀଙ୍କ ମୂର୍ତ୍ତି ପ୍ରତିଷ୍ଠା ନିମନ୍ତେ ସପ୍ତ-ମହାଯଜ୍ଞ ଓ ନବଦିନାତ୍ମକ ଯଜ୍ଞାନୁଷ୍ଠାନ ମହୋତ୍ସବ ଆରମ୍ଭ ହୋଇଛି । ମନ୍ଦିର କମିଟୀ, ସେବକ, ଭକ୍ତଙ୍କ!-->!-->!-->…
ସରିଲା ଖଣ୍ଡଗିରି ମେଳା, ମେଲାଣି ନେଲେ ସାଧୁସନ୍ଥ
ଭୁବନେଶ୍ୱର : ସରିଲା ଖଣ୍ଡଗିରି ମେଳା । ସକାଳୁ ସକାଳୁ ମନ୍ତ୍ରୋଚାରଣରେ ପ୍ରକମ୍ପିତ ହୋଇଉଠିଥିଲା ଖଣ୍ଡଗିରି । ଯଜ୍ଞକୁଣ୍ଡ ମାନଙ୍କରୁ ବାହାରୁଥିବା ହୋମ ଧୂଆଁର ମହକରେ ମହକି ଉଠିଥିଲା ପୂରା ଖଣ୍ଡଗିରି । ଜଳୁଥିବା ହୋମ କୁଣ୍ଡ ଖଣ୍ଡଗିରି ପାହାଡ଼କୁ ଆଲୋକିତ କରି ଦେଉଥିଲା। ହୋମଯଜ୍ଞ!-->…
ଲକ୍ଷ ଲକ୍ଷ ଶ୍ରଦ୍ଧାଳୁୁଙ୍କ ଉପସ୍ଥିତିରେ ଜଳିଲା ଝାଡ଼ଦୀପ…
ଢେଙ୍କାନାଳ: ୧୮୭୪ମସିହାରୁ ଆରମ୍ଭ ହୋଇ ଆସୁଥିବା ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ୧୫୦ବର୍ଷରେ ପଦାର୍ପଣ କରିଛି । ଏହି ଅବସରରେ ଆଜି ଅନୁଷ୍ଠିତ ଏହି ବିଶ୍ୱ ପ୍ରସିଦ୍ଧ ମେଳାରେ ଲକ୍ଷ ଲକ୍ଷ ଉର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବାର ଜଣାଯାଇଛି । ସନ୍ଧ୍ୟା ୫ଟା୧୫ରେ ଝାଡରେ ଅଗ୍ନୀ ସଂଯୋଗ!-->…
ଆଜିଠୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା…
ଢେଙ୍କାନାଳ: ଆଜିଠୁ ଯୋରନ୍ଦା ମାଘ ମେଳା । ୧୫୦ ତମ ଯୋରନ୍ଦା ମେଳା ଅବସରରେ ମହିମା ଗାଦିରେ ସାଧୁସନ୍ଥଙ୍କ ଭିଡ଼ । ରାଜ୍ୟ ଓ ରାଜ୍ୟବାହାରୁ ସାଧୁସନ୍ଥ ଆସି ଯୋରନ୍ଦାରେ ପହଞ୍ଚିଛନ୍ତି। ଏଥର ବିନା କଟକଣାରେ ହେବ ଯୋରନ୍ଦା ମେଳା ହେଉଥିବାରୁ ୭ରୁ ୮ଲକ୍ଷ ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ଭିଡ଼!-->…
ପର୍ଯ୍ୟଟକଙ୍କ ପାଇଁ ଛାଡ ହେଲା କୋଣାର୍କର ପ୍ରବେଶ ଶୁଳ୍କ; ମାଗଣାରେ ବୁଲିବେ ସୂର୍ଯ୍ୟ ମନ୍ଦିର…
ଭୁବନେଶ୍ୱର: କୋଣାର୍କର ସୂର୍ଯ୍ୟ ମନ୍ଦିର ବିଶ୍ୱର ଏକ ଅନ୍ୟତମ ଐତିହ୍ୟ କୀର୍ତ୍ତୀରାଜି ମଧ୍ୟରୁ ଅନ୍ୟତମ । ତେବେ କୋଣାର୍କ ବୁଲିବାକୁ ଚାହୁଁଥିବା ପର୍ଯ୍ୟଟକଙ୍କ ପାଇଁ ଏକ ଖୁସି ଖବର । ଆପଣମାନେ କୋଣାର୍କ ମାଗଣାରେ ବୁଲି ଦେଖି ପାରିବେ । ଚନ୍ଦ୍ରଭାଗା ସ୍ନାନ ପରେ ମନ୍ଦିର ପରିକ୍ରମା!-->…