Browsing Category

ଧର୍ମ ସଂସ୍କୃତି

ଖଣ୍ଡଗିରି ମାଘ ମେଳା ଆରମ୍ଭ…

ଭୁବନେଶ୍ୱର: ଆରମ୍ଭ ହୋଇଛି ଖଣ୍ଡଗିରି ମାଘ ମେଳା । ସକାଳୁ ମା ବାରଭୁଜାଙ୍କ ପୂଜା ଅର୍ଚ୍ଚନା ପରେ ବିଶ୍ୱ ଶାନ୍ତି ଓ ସମାଜ ମଙ୍ଗଳ ପାଇଁ ହିମାଳୟ, କାଶ୍ମୀର, ଗୟା, ଉଜ୍ଜେନ୍‌, ମଧ୍ୟପ୍ରଦେଶ ତଥା ବିଭିନ୍ନ ସ୍ଥାନରୁ ଆସିଥିବା ସାଧୁସନ୍ଥମାନେ ଯଜ୍ଞ କରିବେ । ମାଘ ମେଳା ପାଇଁ ଆସିଥିବା

ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ…

କୋଣାର୍କ: ଆଜି ପବିତ୍ର ମାଘ ସପ୍ତମୀ। ଏହି ଅବସରରେ ଆଜି ପ୍ରତ୍ୟୁଷରୁ ଚନ୍ଦ୍ରଭାଗା ତୀର୍ଥରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ତ୍ରିବେଣୀଶ୍ୱର,ଐଶାନେଶ୍ୱର ଓ ଦକ୍ଷିଣେଶ୍ୱରଙ୍କ ମହାସ୍ନାନ ପରେ ଶ୍ରଦ୍ଧାଳୁମାନେ ଚନ୍ଦ୍ରଭାଗାରେ ବୁଡ଼ ପକାଇଛନ୍ତି। ଭୋର ୪ଟା ୪୦ରେ ବୁଡ଼ ପକାଇବା ପରେ

ସାମୁହିକ ବ୍ରତୋପନୟନ କାର୍ଯ୍ୟକ୍ରମ…

ହିଞ୍ଜିଳିକାଟୁ ୨୮।୧ ହିଞ୍ଜିଳିକାଟୁ ମହର୍ଷି ଵେଦଵ୍ୟାସ ସାଂସ୍କୃତିକ ବିଦ୍ୟାପରିଷଦ ୱାଲଫେର ଟ୍ରଷ୍ଟ ତରଫରୁ ହିଞ୍ଜିଳିକାଟୁ ଓ ବ୍ଳକ ସହ ଆଖପାଖ ଅଞ୍ଚଳର ୮ଜଣ ଅଭାବୀ ବ୍ରାହ୍ମଣ ପିଲାଙ୍କର ସାମୁହିକ ବ୍ରତୋପନୟନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ସଂପୃକ୍ତ ଗରିବ ଶ୍ରେଣୀର ପିଲାମାନେ

ଶ୍ରୀମନ୍ଦିର ନୀତିରେ ମହାବିଳମ୍ବ, ଗତକାଲିର ନୀତି ଆଜି ହେଲା ସମ୍ପନ…

ପୁରୀ: ଶ୍ରୀମନ୍ଦିରରେ ନୀତିରେ ମହାବିଳମ୍ବ। ଗତକାଲିର ନୀତି ଆଜି ସମାପନ ହେବାରୁ ଆଜି ଭୋର ୫ଟା ସମୟରେ ହୋଇଛି ପହୁଡ। ସ୍ୱାଭାବିକ ଭାବେ ପହୁଡ଼ ଦୈନିକ ରାତିରେ ହୋଇଥାଏ। କିନ୍ତୁ ଗତକାଲି ସରସ୍ୱତି ପୂଜା ଏବଂ ଚାଚେରି ପାଇଁ ଏହି ବିଳମ୍ବ ହୋଇଛି। ତେବେ ଗତକାଲିର ପହୁଡ଼ ବିଳମ୍ବ ହେବାରୁ ଆଜି

ଶ୍ରୀକ୍ଷେତ୍ରରେ ରଥକାଠ ଅନୁକୂଳ ଅନୁଷ୍ଠିତ…

ପୁରୀ: ମହାପ୍ରଭୁଙ୍କ ‘ରଥଯାତ୍ରା’ର ଆଦ୍ୟପର୍ବ ରଥକାଠ ଅନୁକୂଳ ହୋଇଯାଇଛି। ଶ୍ରୀକ୍ଷେତ୍ର ପୁରୀରେ ଏହି ପରଂପରା ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଛି। ପବିତ୍ର ଶ୍ରୀପଞ୍ଚମୀ ଅବସରରେ ରଥକାଠ ଅନୁକୂଳ ହୋଇଛି। ଗୋଟି ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯାଇଛି। ଏହି କାର୍ଯ୍ୟ କରିଛନ୍ତି

ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ମା’ ବାଗଦେବୀଙ୍କ ପୂଜାର୍ଚ୍ଚନା…

ଆଜି ମାଘମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ରାଜ୍ୟରେ ଆନନ୍ଦ ଉଲ୍ଲାସର ସହ ମା’ ବାଗଦେବୀଙ୍କ ପୂଜାର୍ଚ୍ଚନା କରାଯାଉଛି।ବସନ୍ତ ପଞ୍ଚମୀ ତିଥିରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀ ଅତି ଭକ୍ତିର ସହ ବିଦ୍ୟାଦାୟିନୀ ମା’ ସରସ୍ୱତୀଙ୍କୁ ପୂଜା କରୁଛନ୍ତି। ଦୁଇବର୍ଷର କରୋନା କଟକଣା ପରେ ମା’

ବାଲୁକା କଳାରେ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୁଦର୍ଶନ ପଟ୍ଟନାୟକ…

ପୁରୀ : ପବିତ୍ର ନେତାଜୀ ଜୟନ୍ତୀ ଅବସରରେ ନେତାଜୀ ସୁବାଷଚନ୍ଦ୍ର ବୋଷଙ୍କୁ ଶ୍ରଦ୍ଧାଞ୍ଜଳି ଦେବାପାଇଁ ବାଲୁକାକଳାରେ ନେତାଜୀଙ୍କ ଅବିକଳ ପ୍ରତିଛବି ଆଙ୍କିଲେ ପଦ୍ମଶ୍ରୀ ସୁଦର୍ଶନ ପଟନାୟକ। ପୁରୀ ବେଳା ଭୂମିରେ ପ୍ରସ୍ତୁତ ହୋଇଥିବା ଏହି ବାଲୁକାକଳାରେ ୪୫୦ ଟି ଷ୍ଟିଲ ଗିନା ଇନଷ୍ଟଲ

ପୁରୀ ରଥଖଳାକୁ ଗଲା ପ୍ରଥମ ରଥକାଠ

ନୟାଗଡ଼: ବିଶ୍ୱପ୍ରସିଦ୍ଧ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପାଇଁ ରଥ ନିର୍ମାଣ ନିମନ୍ତେ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ବନାଞ୍ଚଳରୁ ଶନିବାର ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀ ରଥଖଳାକୁ ପଠାଯାଇଛି। ଦଶପଲ୍ଲା ମହାବୀରଙ୍କ ମନ୍ଦିର ଏବଂ ନୟାଗଡ଼ ଜଗନ୍ନାଥ ମନ୍ଦିରରେ ସମ୍ମୁଖରେ କାଠବୋଝେଇ ୩ଟି ଟ୍ରକ୍‌କୁ

ରଥଯାତ୍ରା ପାଇଁ ଆରମ୍ଭ ହେଲା ପ୍ରସ୍ତୁତି; ପୁରୀକୁ ଗଲା ପ୍ରଥମ ପର୍ଯ୍ୟାୟ ରଥକାଠ

ଦଶପାଲ୍ଲା: ଆଉ କିଛି ଦିନ ପରେ ଆରମ୍ଭ ହେବ ବିଶ୍ୱର ସବୁଠାରୁ ବଡ ଯାତ୍ରା ରଥ ଯାତ୍ରା । ଯେଉଁଥିପାଇଁ ଚଳଚଞ୍ଚଳ ହୋଇଛି ଶ୍ରୀକ୍ଷେତ୍ର । ଆଜି ରଥ ଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ପ୍ରଥମ ପର୍ଯ୍ୟାୟ ରଥ କାଠ ପୁରୀକୁ ଯାଇଛି । ତେବେ ଏହି ରଥକାଠକୁ ମହାବୀର ମନ୍ଦିରରେ

ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା…

ପୁରୀ : ଜୁନ୍‌ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ। ଏହି ଦିନ ମଧ୍ୟ ପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ।