Browsing Category

ଧର୍ମ ସଂସ୍କୃତି

ତୃତୀୟ ବାର୍ଷିକୀ ମହା ନାମ ଯଜ୍ଞ ଉଦଯାପିତ..

ଉମରକୋଟ/ ରାଇଘର ( ୨/୩/୨୦୨୫) ଭବବନ୍ଧନରୁ ମୁକ୍ତ ହୋଇ ମନୁଷ୍ୟର ପରମଲକ୍ଷ୍ୟ ଭଗବତ ସାକ୍ଷାତକାର କରିବାକୁ ହେଲେ ନାମବ୍ରହ୍ମାଙ୍କର ଉପାସନା ହିଁ ଶ୍ରେଷ୍ଠ ଅବଲମ୍ବନ। ଜପାତ ସିଦ୍ଧି, ଜପୋତ ସିଦ୍ଧି, ଜପୋତ ସିଦ୍ଧି ନ ସଂଶୟଃ। "ମୁ ଯଜ୍ଞମାନଙ୍କ ମଧ୍ୟରେ ଜପଯଜ୍ଞ "। ତେଣୁ ଜପ ମାଧ୍ୟମରେ

ଶ୍ରୀ ରାମକୃଷ୍ଣ ପରମହଂସ ଦେବଙ୍କ ୧୯୦ତମ ଜନ୍ମ ବାର୍ଷିକ ଉତ୍ସବ…

ଉମରକୋଟ (୦୧/୦୩/୨୦୨୫) ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଉମରକୋଟ ସହରର ଶ୍ରୀଶ୍ରୀ ରାମକୃଷ୍ଣ ମନ୍ଦିର ପ୍ରାଙ୍ଗଣରେ ଉମରକୋଟ ଅଞ୍ଚଳର ସମସ୍ତ ଭକ୍ତବୃନ୍ଦ, ମାତୃ ମଣ୍ଡଳୀ, ଅନ୍ୟାନ୍ନ ସାଧୁ ସନ୍ତ ସହ ସାଧାରଣ ଜନତାଙ୍କୁ ଆବାହନ କରାଯାଇ ବିଭିନ୍ନ ବେଦ ମାଙ୍ଗଳିକ କାର୍ଯ୍ୟକ୍ରମ ସହ ମହା ଆରମ୍ବରରେ

ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ

ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା ପରେ ବ୍ରତ ଭାଙ୍ଗିଥିଲେ ଶ୍ରଦ୍ଧାଳୁ । ମହାଦୀପ ଉଠିବା

ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ

ଭୁବନେଶ୍ୱର: ଏକାମ୍ର କ୍ଷେତ୍ର ଶ୍ରୀ ଲିଙ୍ଗରାଜଙ୍କ ପୀଠରେ ଉଠିଲା ମହାଦୀପ। ପ୍ରଭୁ ଲିଙ୍ଗରାଜଙ୍କ ନୀତି କାନ୍ତି ଶେଷ ପରେ ମହାଦୀପ ଉଠିଥିଲା। ଦୀପ ଉଠିବା ବେଳେ ଉପସ୍ଥିତ ଶ୍ରଦ୍ଧାଳୁ ଓ ସେବାୟତଙ୍କ ହର ହର ମହାଦେବ ଧ୍ୱନିରେ କମ୍ପି ଉଠିଥିଲା ମନ୍ଦିର ପରିସର। ମହାଦୀପ ଦର୍ଶନ ବେଳେ ଭାବ ବିହୋଳ

ଜାଗର ଯାତ୍ରା, ରାତି ସାଢେ ୧୧ ଟାରେ ଉଠିବ ମହାଦୀପ ଶିବ ପଞ୍ଚାକ୍ଷର ମନ୍ତ୍ରରେ ଶୈବପୀଠ ପ୍ରକମ୍ପିତ…

ହିଞ୍ଜିଳିକାଟୁ, ୨୬।୨: ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମରେ ଥିବା ଶୈବପୀଠ ଗୁଡିକରେ ବୁଧବାର ପ୍ରାତଃରୁ ବିଳମ୍ବିତ ରାତ୍ର ପର୍ଯ୍ୟନ୍ତ ଭକ୍ତ ମାନଙ୍କ ଅସମ୍ଭବ ଭିଡ ଲାଗି ରହିଛି । ହିଞ୍ଜିଳିକାଟୁ ପୌରାଞ୍ଚଳ ଲକ୍ଷ୍ମୀ ବଜାର ସ୍ଥିତ ଚନ୍ଦ୍ରକଳ୍ପେଶ୍ୱର, ଆଙ୍କୋରଡାର

 ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ

ଖୋଲିବ ବାବା କେଦାରନାଥଙ୍କ ଧାମ । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି । ଚଳିତ ବର୍ଷ ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ । ମେ’ ୨ରେ ଠିକ୍ ସକାଳ ୭ଟାରେ ଏହି ଦିବ୍ୟ କାର୍ଯ୍ୟର

ମହାଶିବରାତ୍ରୀ ପାଇଁ ଶୈବପୀଠ ଚଳଚଞ୍ଚଳ: ଶତାଧିକ ଭକ୍ତଙ୍କ ସମାଗମ, ଆରାଧନା କଲେ ବିଦେଶୀ ଭକ୍ତ…

ବାଲିଗୁଡା, ତା, ୨୬/୦୨ : ପବିତ୍ର ମହାଶିବରାତ୍ରୀ ଓ ‘ଜାଗର’ ଉତ୍ସବ ଅବସରରେ ଗାଁଠୁ ସହରର ସମସ୍ତ ଶୈବ ପୀଠ ଚଳଚଞ୍ଚଳ ହୋଇ ଉଠିଛି। ବାଲିଗୁଡା ତଥା ଏହାର ଆଖପାଖ ପ୍ରମୁଖ ଶିବମନ୍ଦିର ସମେତ ଅନ୍ୟନ୍ୟା ମନ୍ଦିରରେ ମଧ୍ୟ ବଢ଼ି ଭୋରୁ ଛୋଟ ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ତଥା ଶ୍ରଦ୍ଧାଳୁଙ୍କ

ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଆଖଣ୍ଡଳମଣୀ ପୀଠ, ଭୋର ୪ ଟା ୩୦ରେ ମନ୍ଦିର ଚୁଡାକୁ ଉଠିବ ମହାଦୀପ

ଭଦ୍ରକ : ମହାଶିବରାତ୍ରୀ ପାଇଁ ଚଳଚଞ୍ଚଳ ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଆରଡି ଆଖଣ୍ଡଳମଣୀ ପୀଠ । ଭୋର ୪ଟାରେ ମନ୍ଦିର ପହୁଡ଼ ଖୋଲାଯିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି । ପ୍ରଥମ ମଙ୍ଗଳ ଆଳତି ପରେ କନିକା ରାଜାଙ୍କ ଦ୍ଵାରା ପହିଲି ଭୋଗ ଲାଗି ହୋଇଥିଲା । ଭକ୍ତମାନେ ବ୍ୟାରିକେଡ଼ ରେ ଆସି

ଜାଗର ପାଇଁ ସଜେଇ ହୋଇଛି ବାବା ଲୋକନାଥଙ୍କ ପୀଠ, ଭୋର ୩ଟାରେ ଉଠିବ ମହାଦୀପ

ମହା ଶିବରାତ୍ରି ଅବସରରେ ଚଳଚଞ୍ଚଳ ପୁରୀର ବାବା ଲୋକନାଥଙ୍କ ପୀଠ । ବାବା ଲୋକନାଥଙ୍କୁ ଦର୍ଶନ ଓ ଜଳାଭିଷେକ କରିବା ଲାଗି ବିଭିନ୍ନ ସ୍ଥାନରୁ ଭକ୍ତଙ୍କ ଭିଡ଼ ଜମିଛି । ରାତ୍ର ୧୨ଟା ୩୦ରୁ ପହୁଡ଼ ଓ ଦ୍ବାରଖୋଲା, ରାତ୍ର ୧ ଘଟିକାରୁ ୪ଟା ମଧ୍ୟରେ ମଙ୍ଗଳ ଆରତୀ, ଅବକାଶ, ସୂର୍ଯ୍ୟ ପୂଜା,

ବିଭିନ୍ନ ଶୈବ ପୀଠ ଚଳଚଞ୍ଚଳ:ଓଁ ନମଃ ଶିବାୟ ଧ୍ୱନି ରେ ପ୍ରକମ୍ପିତ , ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼…

ଛତ୍ରପୁର ,: ଗଞ୍ଜାମ ଜିଲ୍ଲାର ସଦରମହକୁମା ଛତ୍ରପୁର ସହର ଓ ଆଖ ପାଖ ଅଂଚଳ ର ବିଭିନ୍ନ ଶୈବ ପୀରେ ମହାଶିବରାତ୍ରି ଧୁମ୍‌ଧାମ୍‌ରେ ପାଳନ ହୋଇଛି । ଛତ୍ରପୁର ସ୍ଥିତ ଆଗ୍ରହରମ ସାହି ସ୍ଥିତ ଶ୍ରୀଶ୍ରୀ ଗୌରୀଶଙ୍କର ମନ୍ଦିର,ପୁତି ଗୋପାଳପୁର ସ୍ଥିତ ବିଶ୍ୱେଶ୍ଵର ମନ୍ଦିର, ନିୟୁପୋଲିସ ଲାଇନ