Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ
ପୁରୀ ୦୮/୧୧: ଆଜି କାର୍ତ୍ତିକ ପୂର୍ଣ୍ଣିମା । ପୁରୀରେ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ । ଏହାରି ଭିତରେ ଆଜି ଗ୍ରହଣ ଲାଗୁଛି । ସେଥିପାଇଁ ସୋମବାର ରାତି ୧୨ଟା ୧୦ରେ ମହାପ୍ରଭୁଙ୍କ ଦ୍ୱାରଫିଟା ନୀତି ଅନୁଷ୍ଠିତ ହୋଇଥିଲା । ରାତି ୨ଟା ୩୦ ସୁଦ୍ଧା ରତ୍ନସିଂହାସନରେ ମହାପ୍ରଭୁଙ୍କ!-->…
ଫୁଲବାଣୀ ଠାରେ ମହାଆଡମ୍ବର ରେ ବୋଇତ ବନ୍ଦାଣ ଉତ୍ସବ ପାଳିତ…
ଫୁଲବାଣୀ : ଆଜି ଫୁଲବାଣୀର ନଦୀ ଗୁଡିକରେ ବୋଇତ ବନ୍ଦାଣ ଉତ୍ସବ ଆନନ୍ଦ ଉଲ୍ଲାସର ସହିତ ଶାନ୍ତିଶୃଙ୍ଖଳାର ସହ ପାଳିତ ହୋଇଥିଲା। ଚନ୍ଦ୍ର ଗ୍ରହଣ ପଡୁଥିବାରୁ ଶ୍ରଦ୍ଧାଳୁ ମାନେ ବଡି ଭୋରରୁ ଫୁଲବାଣୀ ସହରର ନଦୀ ଖଣ୍ଡି ସାହିରେ ଥିବା ପିଲା ସାଲୁଙ୍କି ଡ୍ୟାମ, ପିଅନପଡ଼ା ନଦୀ ଘାଟ, ଫୁଲବାଣୀ!-->!-->!-->…
ବାବା ଧବଳେଶ୍ୱରଙ୍କ ପାଖେ ଲାଗି ହେଲା ଗଜଭୋଗ
ଆଠଗଡ଼ ୦୭/୧୧: ସୋମବାର ମଧ୍ୟ ବଡସିଂହାର ବେଶ ସହିତ ରାଜରାଜେଶ୍ଵର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ଧବଳେଶ୍ଵରଙ୍କ ପାଖରେ ବାବାଙ୍କ ଅତି ପ୍ରିୟ ଗଜଭୋଗ ଓ ତରଣ ଲାଗି ହୋଇଛି। ଶୁଦ୍ଧପୂତ ଭାବେ ପ୍ରସ୍ତୁତ ହୋଇଥିବା ଏହି ଭୋଗକୁ ପାଇବା!-->…
ବଡ଼ ଓଷାରେ ବାବା ଧବଳେଶ୍ୱରଙ୍କ ରାଜରାଜେଶ୍ୱର ବେଶ
ଆଠଗଡ଼ ୦୬।୧୧ : ରବିବାର ମହାକାର୍ତ୍ତିକ ମାସର ମହାପର୍ବ ବଡ଼ ଓଷା । ବଡସିଂହାର ବେଶ ସହିତ ରାଜରାଜେଶ୍ଵର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ବଡ଼ ଓଷାକୁ ସିଧାସଳଖ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି।
ତେବେ ଧବଳେଶ୍ୱରଙ୍କ ଦର୍ଶନ ନିମନ୍ତେ ମନ୍ଦିରର ମୁଖ୍ୟ!-->!-->!-->…
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ତ୍ରିବିକ୍ରମ ବେଶ
ପୁରୀ ୦୬।୧୧ : ଆଜି ପଞ୍ଚୁକର ତ୍ରୟୋଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେଉଛି। ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ଏହି ବେଶ କରିଥାନ୍ତି।
ତେବେ ଆଡ଼ିକିଆ ବା ତ୍ରିବିକ୍ରମ ବେଶରେ ମହାପ୍ରଭୁ!-->!-->!-->…
ଖ୍ରୀଷ୍ଟିଅ ସାମ୍ପ୍ରଦାୟର ଆଜି ବିଷ୍ପ ବ୍ୟାପି ସଣ୍ଡେସ୍କୁଲ ଦିବସ ପାଳିତ…
ଦାରିଙ୍ଗବାଡି : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବୁଡ଼ାଗୁଡା ଗ୍ରାମ ପଞ୍ଚାୟତ ଅଧିନସ୍ତ ଖ୍ରୀଷ୍ଟିୟ ସମ୍ପ୍ରଦାୟର ଆଜି ବିଶ୍ଵବ୍ୟାପି ସଣ୍ଡେସ୍କୁଲ ଦିବସ ପ୍ରତ୍ୟକ ମଣ୍ଡଳୀରେ ପାଳନ କରୁଥିବା ବେଳେ ରୁତୁଙ୍ଗିଆ ପାଷ୍ଟୋରେଟ ର ୧୫ ଗୋଟି ମଣ୍ଡଳୀ ମିସି ବୌଦୁଙ୍ଗିଆ ମଣ୍ଡଳୀରେ!-->!-->!-->…
କାର୍ତ୍ତିକ ମାସ ପଞ୍ଚୁକର ଦ୍ୱିତୀୟ ଦିନ, ଗଙ୍ଗାଧର ବେଶରେ ଦର୍ଶନ ଦେଉଛନ୍ତି ଧବଳେଶ୍ୱର
ଆଠଗଡ ୦୫/୧୧: ମହାକାର୍ତ୍ତିକ ମାସର ପଞ୍ଚୁକର ଦ୍ୱିତୀୟ ଦିନ । ଆଜି ଦ୍ୱିତୀୟ ଦିନରେ ଦୁର୍ଲଭ ଗଙ୍ଗାଧର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଭର୍ଚୁଆଲ ମାଧ୍ୟମରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଝୁଲାପୋଲ ଏବଂ ମନ୍ଦିର ବେଢାରେ ୧୪୪ ଧାରା ବଳବତ୍ତର ରହିଛି ।
!-->!-->!-->…
ଆଜି ପଞ୍ଚୁକର ଦ୍ବିତୀୟ ଦିନ: ଶ୍ରୀମନ୍ଦିରରେ ବାଙ୍କଚୁଡ଼ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥି ତଥା ପଞ୍ଚୁକର ଦ୍ବିତୀୟ ଦିନ। ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ଯେତେବେଳେ ଅକ୍ରୁର ଗୋପପୁରକୁ ଯାଇଥିଲେ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ, ସେହି!-->…
ଛତିଶା ନିଯୋଗ ବୈଠକରେ ରାଷ୍ଟ୍ରପତିଙ୍କ ଶ୍ରୀଜିଉ ଦର୍ଶନ ସମୟ ଧାର୍ଯ୍ୟ
ପୁରୀ ୦୪/୧୧: ଛତିଶା ନିଯୋଗ ବୈଠକ ଶେଷ। ରାଷ୍ଟ୍ରପତି ଅପରାହ୍ଣ ୧୨ ଟାରୁ ୧ ଟା ଭିତରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବେ। ପୂର୍ବାହ୍ଣ ୧୦ଟା ୩୦ରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ।
ଶ୍ରୀମନ୍ଦିର ପରିସରରେ ରାଷ୍ଟ୍ରପତି ମହାପ୍ରସାଦ ସେବନ!-->!-->!-->…
ଶ୍ରୀଲିଙ୍ଗରାଜ ମନ୍ଦିର ସିଂହଦ୍ବାରରେ ଲାଗିବ ନୂଆ କବାଟ, ଉତ୍ତରଦ୍ବାର ପଟେ ଯିବେ ଭକ୍ତ
ଭୁବନେଶ୍ବର: ଶ୍ରୀଲିଙ୍ଗରାଜ ମନ୍ଦିର ସିଂହଦ୍ବାରରେ ଲାଗିବ ନୂଆ କବାଟ, ଉତ୍ତରଦ୍ବାର ପଟେ ଯିବେ ଭକ୍ତ। ପଞ୍ଚୁକ ପରେ ପରେ ଆରମ୍ଭ ହେବ କାମ। କେନ୍ଦ୍ର ପ୍ରତ୍ନତତ୍ତ୍ବ ବିଭାଗ ପକ୍ଷରୁ ହେଉଥିବା ଏହି କାର୍ଯ୍ୟ ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ। ଦୀର୍ଘ ଦିନ ହେଲା ସିଂହଦ୍ବାରର ଏହି ମୁଖ୍ୟ!-->…