Browsing Category

ଧର୍ମ ସଂସ୍କୃତି

କେନ୍ଦ୍ରାପଡ଼ା, ଅନୁଗୁଳ ସମେତ ଢେଙ୍କାନାଳ ସହରରେ ଧୁମଧାମରେ ଚାଲିଛି ଲକ୍ଷ୍ମୀପୂଜା

ଧରାବତରଣ କରିଛନ୍ତି ଧନଦାତ୍ରୀ । କେନ୍ଦ୍ରାପଡ଼ା, ଅନୁଗୁଳ ସମେତ ଢେଙ୍କାନାଳ ସହରରେ ବେଶେ ଧୁମଧାମରେ ପାଳିତ ହେଉଛି ଲକ୍ଷ୍ମୀପୂଜା । ଅନୁଗୁଳରୋ ୨୯ଟି ପୂଜା ମଣ୍ଡପରେ ପୂଜା ପାଉଛନ୍ତି ଧନଲକ୍ଷ୍ମୀ । ଚଳିତବର୍ଷ ଜିଲ୍ଲାର କାଞ୍ଚନ ବଜାର ତୋରଣ, ବଜାର ଛକର ଡିଜିଟାଲ ସାଜସଜା, ହୁଲୁରସିଂହାର

ଆରମ୍ଭ ହେବ କାର୍ତ୍ତିକ ବ୍ରତ, ହବିଷ୍ୟାଳିଙ୍କ ପାଇଁ ପୁରୀରେ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ ୦୯।୧୦ : ସୋମବାରଠୁ ଆରମ୍ଭ ହେବ କାର୍ତ୍ତିକ ବ୍ରତ। ରାଜ୍ୟ ସରକାରଙ୍କ ଯୋଜନାରେ ପୁରୀର ୫ଟି ସ୍ଥାନରେ ମାଗଣାରେ ହବିଷ୍ୟ ବ୍ରତ ପାଳନ କରିବେ ୩ ହଜାର ହବିଷ୍ୟାଳୀ। ସୋମବାର ସନ୍ଧ୍ୟା ୬ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ହବିଷ୍ୟାଳୀ ଶିବିରର ଉଦଘାଟନ କରିବେ।

ପବିତ୍ର କୁମାର ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ ୦୯।୧୦ : ରବିବାର ପବିତ୍ର କୁମାର ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ଶ୍ରୀକ୍ଷେତ୍ରରେ ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ହାରି ଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା

ଆଜି କୁମାର ପୂର୍ଣ୍ଣିମା: ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ, ସନ୍ଧ୍ୟାରେ ଚାନ୍ଦ ପୂଜା

ଆଜି କୁମାର ପୂର୍ଣ୍ଣିମା। ଏହି ଅବସରରେ ବେଗୁନିଆ ଅଞ୍ଚଳରେ ସକାଳୁ ସକାଳୁ କୁମାରୀ ଝିଅମାନେ ଉଦୟ ସୂର୍ଯ୍ୟଙ୍କୁ ପୂଜା କରିଛନ୍ତି। ଭୋରରୁ ନୂଆ ଡ୍ରେସ ପିନ୍ଧି ଚଉରା ମୂଳେ ଆଞ୍ଜୁଳା ଟେକିଛନ୍ତି। କୁଲାରେ ୭ ପ୍ରକାର ଫଳ ମୂଳ ଓ ଖଇ, ଲିଆ ଧରି ପୂଜା କରିଛନ୍ତି। ଦିନସାରା ଉପବାସ ରଖିବା ପରେ

ଅକ୍ଟୋବର ୧୦ରୁ ରାଇଦାମୋଦର ପୂଜା ଆରମ୍ଭ, ବର୍ତ୍ତମାନ ସୁଦ୍ଧା ପଞ୍ଜିକରଣ କଲେଣି ୨୯୨୦ ଜଣ ହବିଷ୍ୟାଳୀ

ପୁରୀ: ଅକ୍ଟୋବର ୧୦ରୁ ଆରମ୍ଭ ହେଉଛି ରାଇଦାମୋଦର ପୂଜା । ପୁରୀରେ ରହି ବ୍ରତ ପାଳିବେ ହବିଷ୍ୟାଳୀ । ପୁରୀରେ ହବିଷ୍ୟାଳୀଙ୍କ ରହିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି । ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ବାଗେଡିଆ ଧର୍ମଶାଳା ଓ ମୋଚି ସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳୀଙ୍କ ରହିବା

ଆଜି ଶ୍ରୀକ୍ଷେତ୍ରରେ ଗୋସାଣି ଯାତ ଓ ଭସାଣି ଉତ୍ସବ

ପୁରୀ:ଆଜି ପୁରୀରେ ହେବ ଗୋସାଣି ଯାତ ଓ ଭସାଣି ଉତ୍ସବ । ପ୍ରତିକୂଳ ପାଗ ଓ ବର୍ଷା ଯୋଗୁ ଗତକାଲି ଶ୍ରୀକ୍ଷେତ୍ରରେ ପ୍ରସିଦ୍ଧ ଗୋସାଣି ଯାତ୍ରା ସ୍ଥଗିତ ରହିଥିଲା। ପରମ୍ପରା ଅନୁଯାୟୀ ସିଂହଦ୍ୱାର ନିକଟରେ ସାତ ସାହି ୪୨ ଗଳିରେ ପ୍ରାୟ ୬୦ଟି ମେଢ ଏକାଠି ହେବ। ସିଂହଦ୍ୱାରରେ ପ୍ରତିବର୍ଷ ପରି

ପ୍ରବଳ ବର୍ଷା ପାଇଁ ଶ୍ରୀକ୍ଷେତ୍ରରେ ସ୍ଥଗିତ ହେଲା ଗୋଷାଣି ଯାତ୍ରା

ପୁରୀ ୦୬/୧୦: ପ୍ରତିକୂଳ ପାଗ ଓ ପ୍ରବଳ ବର୍ଷା ପାଇଁ ଗୁରୁବାର ଶ୍ରୀକ୍ଷେତ୍ରରେ ପ୍ରସିଦ୍ଧ ଗୋଷାଣି ଯାତ୍ରା ସ୍ଥଗିତ ରହିଛି। ପରମ୍ପରା ଅନୁସାରେ ସିଂହଦ୍ଵାର ପାଖରେ ସାତ ସାହି ୪୨କନ୍ଦିର ପ୍ରାୟ ୬୦ଟି ମେଢ଼ ଏକାଠି ହେବା ପାଇଁ ଆୟୋଜନ ହୋଇଥିଲା। କିନ୍ତୁ ୦ବର୍ଷା ପାଇଁ ଗୁରୁବାର ତାହା

ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଏବଂ ରାଧାଦାମୋଦର ବେଶ

ପୁରୀ ୦୬।୧୦: ଆଜିଠାରୁ ଶ୍ରୀମନ୍ଦିରରେ ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ। କାର୍ତ୍ତିକ ମାସରେ ଶ୍ରୀଜୀଉମାନଙ୍କ ରାଧା ଦାମୋଦର ବେଶ ହୋଇଥାଏ। ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ। ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ, ଯାହା ବାଳଧୂପ ନାମରେ ପରିଚିତ। ସକାଳ

ଆଜି ମେଲାଣି ନେବେ ମା, ବିଭିନ୍ନ ସ୍ଥାନରେ ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର ୦୬।୧୦: ଆଜି ମେଲାଣି ନେବେ ଜଗତଜନନୀ ମା’ ଦୁର୍ଗା। ଦଶହରାରେ ମା’ଙ୍କ ଘଟ ବିସର୍ଜନ ସରିଛି । ଭସାଣୀ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ସେଥିପାଇଁ ଟ୍ବିନ ସିଟିରେ ବ୍ୟାପକ ଆୟୋଜନ । ଘଣ୍ଟ ଘଣ୍ଟା ସହ ପାରମ୍ପରିକ ବାଦ୍ୟରେ ଦୁଲୁକିବ ଟ୍ବିନ୍ ସିଟି । ତେବେ ବିସର୍ଜନ ପାଇଁ

ଭସାଣି ପାଇଁ ଜାରି ହେଲା ଗାଇଡଲାଇନ୍‌

ଭୁବନେଶ୍ୱର: ରାବଣପୋଡ଼ି ଓ ଭସାଣି ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଗାଇଡଲାଇନ୍‌ ଜାରି ହୋଇଛି । ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୨୮ଟି ଗାଇଡଲାଇନ୍‌ ଜାରି କରାଯାଇଛି । ରାବଣପୋଡ଼ିର ୧୦୦ ମିଟର ଜୋନ୍‌ ଭିତରେ କୌଣସି ଦର୍ଶକ ରହିପାରିବେ ନାହିଁ ବୋଲି କୁହାଯାଇଛି । ଭସାଣି ପାଇଁ ୧୭ରୁ