Browsing Category

ଧର୍ମ ସଂସ୍କୃତି

ଆଜି ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ ତାରିଣୀ

ଘଟଗାଁ: ଆଜି ବିଜୟା ଦଶମୀ । ସୁନା ବେଶରେ ଦର୍ଶନ ଦେଉଛନ୍ତି ମାଆ ତାରିଣୀ । କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରିଣୀଙ୍କ ପୀଠରେ ମଧ୍ୟ ଆଜି ବିଜୟା ଦଶମୀ ପାଳିତ ହେଉଛି । ସକାଳୁ ପୀଠରେ ସେବାୟତ ମାନେ ମାଆଙ୍କର ସମସ୍ତ ପୂଜାବିଧି ସ୍ୱତନ୍ତ୍ର ନୀତିକାନ୍ତିରେ ସମାପନ କରି

ସମ୍ବଲପୁର ବଙ୍ଗାଲିପଡାରେ ଧୁମଧାମରେ ଚାଲିଛି ମାଙ୍କ ସିନ୍ଦୁର ଖେଳ ପର୍ବ

ସମ୍ବଲପୁର: ଆଜି ହେଉଛି ବିଜୟା ଦଶମୀ। ମାଁ ଜଗତ ଜନନୀଙ୍କୁ ଧରାପୃଷ୍ଠରୁ ବିଦାୟ ଦେବାର ସମୟ ।ଏହି ସମୟଟି ଅତ୍ୟନ୍ତ ଦୁଃଖ ଦାୟକ ଅଟେ। କାରଣ ମାଁ ଆସିଥାନ୍ତି ତାଙ୍କ ବାପ ଘରକୁ। ମାଁ ଙ୍କୁ ପାଖରେ ପାଇ ସମସ୍ତେ ଖୁସି ଥାନ୍ତି । ହେଲେ ଦଶହରା ଦିନ ମାଁ ମେଲାଣି ନିଅନ୍ତି । ମାଁ ଙ୍କୁ

ପୁଣି ରକ୍ତରଞ୍ଜିତ ହେଲା ମାଣିକେଶ୍ୱରୀ ପୀଠ

କଳାହାଣ୍ଡି ୦୫/୧୦: କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ଅନୁଷ୍ଠିତ ହୋଇଯାଇଛି । ମାଙ୍କ ଛତର ଯାତ୍ରା ପରେ ବିଜୟା ଦଶମୀ ତିଥିରେ ଏହି ପର୍ବ ପାଳନ କରାଯାଏ । ଲାଖମରା ଯାତ୍ରା ପାଇଁ ଅପରାହ୍ନ ପ୍ରାୟ ୩ଟା ୩୦ ସମୟରେ ଦେବୀଙ୍କ ବିଜୟ ପ୍ରତିମାକୁ ମନ୍ଦିରରୁ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜଶ୍ୱେର ବେଶ

ପୁରୀ ୦୫।୧୦ : ଶ୍ରୀମନ୍ଦିରରେ ଆଜି ପବିତ୍ର ଦଶହରା ବା ବିଜୟାଦଶମୀ ଅନୁଷ୍ଠିତ ହେଉଛି। ଏହି ଅବସରରେ ଆଜି ମହାପ୍ରଭୁ ସୁନାବେଶ ବା ରାଜରାଜଶ୍ୱେର ବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ ଲୁଗା, ୩୨ ମୂର୍ତ୍ତି ସ୍ୱର୍ଣ୍ଣ ଅଳଙ୍କାର ପରେ ସୁନାବେଶ

ଜଗତଜନନୀ ମା’ ଦୁର୍ଗାଙ୍କ ଦଶମୀ ପୂଜା, ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତୀନାଶିନୀ

ଭୁବନେଶ୍ୱର ୦୫।୧୦ : ଆଜି ଜଗତଜନନୀ ମା’ ଦୁର୍ଗାଙ୍କ ଦଶମୀ ପୂଜା। ରାଜଧାନୀ ସମେତ ରାଜ୍ୟର ସମସ୍ତ ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତୀ ନାଶିନୀ । ବିଭିନ୍ନ ପୂଜା ମଣ୍ଡପରେ ସକାଳୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ମା’ଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଚିତ୍ତାକର୍ଷକ ତୋରଣ,

ଧୂମଧାମରେ ପାଳିିତ ହେଉଛି ମହାମାୟାଙ୍କ ମହାନବମୀ ପୂଜା

ଶରତରେ ମା’ ଦୁର୍ଗା ପୃଥିବୀପୃଷ୍ଠରେ ଅବତରଣ କରିଥାନ୍ତି। ଏଣୁ ଏ ଅବସରରେ ଚଳଚଞ୍ଚଳ ହୋଇଉଠେ ସବୁ ଦେବୀ ପୀଠ। ବିଭିନ୍ନ ପେଣ୍ଡାଲ ମାନଙ୍କରେ ଦଶହରାରେ ଅସ୍ଥାୟୀ ଦେବୀ ମୂର୍ତ୍ତି ପ୍ରତିଷ୍ଠା କରାଯାଇ ମା’ଙ୍କ ଆରାଧନା କରାଯାଏ। ମା’ ଦୁର୍ଗା ହେଉଛନ୍ତି ଶକ୍ତି। ଦୁଷ୍ଟ ସଂହାରିଣୀ ମା’

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ପୁରୀ: ପୁରୀ ଗସ୍ତରେ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ କର୍ମୀ ଓ ସେବାୟତ ସ୍ୱାଗତ କରିଥିଲେ । ପାଖାପାଖି ଅଧଘଣ୍ଟା ଶ୍ରୀମନ୍ଦିର ଭିତରେ ବିତାଇଥିଲେ କେନ୍ଦ୍ରମନ୍ତ୍ରୀ । ମହାପ୍ରଭୁଙ୍କ

ଆଜି ମଣ୍ଡପରେ ମହାମାୟାଙ୍କ ମହାନବମୀ ଓ ପୀଠରେ ଦଶମୀ ପୂଜା

ଭୁବନେଶ୍ୱର:ଧରାବତରଣ କରିଛନ୍ତି ମାଆ ଦୁର୍ଗତିନାଶିନୀ । ଆଜି ମଣ୍ଡପରେ ଚାଲିଛି ମହାମାୟାଙ୍କ ମହାନବମୀ ପୂଜା । ଘଣ୍ଟ, ଘଣ୍ଟି, ଶଙ୍ଖଧ୍ୱନି ଓ ବ୍ରାହ୍ମଣଙ୍କ ମନ୍ତ୍ରପାଠରେ କମ୍ପୁଛି ମଣ୍ଡପ । ଆଜି ମହାନବମୀରେ କନ୍ୟା ପୂଜନ ପରମ୍ପରା ରହିଛି। ଚାରିଆଡ଼େ ପାର୍ବଣର ମହକ । ଉତ୍ସବ ମୁଖର ପରିବେଶ ।

ମହାସପ୍ତମୀରୁ ପୂଜା ପାଇଲେ ମା’ ଦୁର୍ଗା , ପୂଜା ମଣ୍ଡପ ଗୁଡିକରେ ଜମୁଛି ଭକ୍ତଙ୍କ ଭିଡ…

ବୁଗୁଡ଼ା : ବୁଗୁଡ଼ା ସହର ସମେତ ବିଭିନ୍ନ ଗ୍ରାମାଞ୍ଚଳରେ ଦୁର୍ଗତିନାଶିନୀ ମା' ଦୁର୍ଗାଦେବୀଙ୍କ ମହାସପ୍ତମୀ ପୂଜା ବଡ ଧୁମଧାମରେ ପାଳିତ ହୋଇଯାଇଛି । ଚଳିତ ବର୍ଷ ବୁଗୁଡ଼ା ସହରର ମଦନ ମୋହନ ଛକ ଏବଂ ନୂଆଁ ବସଷ୍ଟାଣ୍ଡ ସମେତ ବାଦୁଆ , ବି.କରଡ଼ାବାଡ଼ି ଓ ବାଲିପଦର ଆଦି ଗ୍ରାମରେ ମା'ଙ୍କ

ଦୁର୍ଗାପୂଜା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୩/୧୦: ଧରବାତରଣ କରିଛନ୍ତି ଜଗତଜନନୀ ମାଆ ମହିଷାମର୍ଦ୍ଦିନୀ । ସାରା ରାଜ୍ୟରେ ଧୂମଧାମରେ ପାଳନ କରାଯାଉଛି ମାଆଙ୍କ ପୂଜା ଆରାଧନା । ଦୁଇବର୍ଷର କରୋନା କଟକଣା ପରେ ଏ ବର୍ଷ ରାଜ୍ୟବାସୀ ଦଶହରାକୁ ବୁଲାବୁଲିର ମଜା ନେଉଛନ୍ତି । ତେବେ ଏହି ଅବସରରେ ଦୁର୍ଗାପୂଜା ପାଇଁ