Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ଗୋଟିଏ ଦିନ ବିଳମ୍ୱରେ ଲାଗିଲା ବ୍ରହ୍ମ ତାଳଧ୍ବଜ
କେନ୍ଦ୍ରାପଡ଼ା, ୧୧/୦୭: ଶେଷରେ ଗୋଟିଏ ଦିନ ବିଳମ୍ବରେ ଚକଡ଼ାରେ ଲାଗିଲା କେନ୍ଦ୍ରାପଡ଼ାର ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ବଜ l ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁଁ ରାସ୍ତା ପାର୍ଶ୍ବ ଅସ୍ଥାୟୀ ଦୋକାନ ଉପରକୁ ମାଡିଯାଇ ଥିବାରୁ ରଥ ଟାଣିବାରେ ଗୋଟିଏ ଦିନ ବିଳମ୍ବ ହୋଇଥିଲା l ତେବେ ଆଜି ରଥ ଉପରେ!-->…
ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ । ମହଣ ମହଣ ସୁନାରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି
ପୁରୀ : ସୁନାବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ବାହୁଡା ଏକାଦଶୀରେ ରଥଉପରେ ମହାପ୍ରଭୁ ସୁନାବେଶ ହୋଇଥାନ୍ତି । ଜନ୍ମବେଦୀରୁ ଫେରିବା ପରେ ସିଂହଦ୍ୱାରରେ ଏହି ବେଶ ଅନୁଷ୍ଠିତ ହୋଇଥାଏ । ବର୍ଷରେ ୫ ଥର ମହାପ୍ରଭୁଙ୍କ ସୁନାବେଶର ପରମ୍ପରା ରହିଥିବା ବେଳେ ରଥ ଉପରେ ଥରେ ଏହି ବେଶ!-->…
ଇଦ୍ ଉଜ୍ ଜୁହାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ଭୁବନେଶ୍ବର: ଆଜି ପବିତ୍ର ଇଦ୍ ଉଜ୍ ଜୁହା । ସମସ୍ତ ମୁସଲମାନ ଭାଇ ଭଉଣୀଙ୍କୁ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭାଇଚାରାକୁ ମଜବୁତ କରୁଥିବା ପର୍ବ ସମସ୍ତଙ୍କ ସୁଖ ଓ ସମୃ୍ଦ୍ଧି ଭରି ଦେଉବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡର ବିପଦ ଏ ଯାଏଁ ଦୂର!-->…
ଦ୍ୱିତୀୟ ଶ୍ରୀକ୍ଷେତ୍ର ବାହୁଡାଯାତ୍ରାର ପ୍ରଥମଦିନରେ ଲକ୍ଷାଧିକ ଭକ୍ତଙ୍କ ସମାଗମ
ବାରିପଦା : ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ଖ୍ୟାତ ବାରିପଦାର ଶ୍ରୀଶ୍ରୀହରିବଳଦେବଜିଉଙ୍କ ବାହୁଡାଯାତ୍ରାର ପ୍ରଥମ ଦିନରେ ଲକ୍ଷାଧିକରୁ ଉଦ୍ଧ୍ୱର୍ ଭକ୍ତଙ୍କ ସମାଗମରେ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିବା ବେଳେ ଦେବୀ ଶୁଭଦ୍ରାଙ୍କ ଦର୍ପଦଳନ ରଥ ଟାଉନଥାନା ନିକଟରେ!-->…
ପୁଣି ଅଟକିଲା ବ୍ରହ୍ମ ତାଳଧ୍ଵଜ ରଥ
କେନ୍ଦ୍ରାପଡା: ପୁନର୍ବାର ଅଧାରେ ଅଟକିଲା ବିଶ୍ୱ ନିୟନ୍ତାଙ୍କ ରଥ । ଗୁଣ୍ଡିଚାଯାତ୍ରା ମାଉସୀ ମା' ଘରକୁ ଯିବା ସମୟରେ ରଥ ବାମ ମୋଡ଼ ନେଇ ବାରମ୍ବାର ଅଟକି ଯାଉଛି ।
କେନ୍ଦ୍ରାପଡ଼ାର ଆରାଧ୍ୟ ମହାପ୍ରଭୁ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ଵଜ ରଥ ୪ ଦିନଧରି ଚାଲିବ । ଆଜି ପରମ୍ପରା!-->!-->!-->…
ସିଂହଦ୍ୱାର ସାମ୍ନାରେ ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ
ପୁରୀ : ଜନ୍ମବେଦୀରେ ଲୀଳାଖେଳ ସାରି ବାହୁଡ଼ିଛନ୍ତି ମହାପ୍ରଭୁ। ବଡଭାଇ ବଳଭଦ୍ର , ଉଭଣୀ ସୁଭଦ୍ରାଙ୍କୁ ଧରି ଗୁଣ୍ଡିଚାମନ୍ଦିରରୁ ବାହୁଡିଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ। ବାହୁଡ଼ା ଯାତ୍ରାରେ ଆସି ସିଂହଦ୍ବାରରେ ପହଞ୍ଚିଛି ତିନି ରଥ। ଶ୍ରୀମନ୍ଦିର ନିକଟରେ ତାଳଧ୍ବଜ, ଦର୍ପଦଳନ ଓ ନନ୍ଦିଘୋଷ ରଥ!-->…
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହୁଡ଼ା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ, ଅପରାହ୍ନ ୪ ଟାରେ ରଥ ଟଣା
ପୁରୀ: ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡ଼ାନ୍ତ ହୋଇଛି ନୀତି ନିର୍ଘଣ୍ଟ । ଶନିବାର ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ୭୫ପ୍ଲାଟୁନ ପୋଲିସ ଫୋର୍ସ ସହ ୧୦୦୦ ପୋଲିସ ଅଧିକାରୀ ମୁତୟନ ରହିବେ ।
ଶନିବାର ଭୋର ୪ ଟାରେ!-->!-->!-->…
ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କଲେ କଣ୍ଠଶିଳ୍ପୀ ଅନୁରାଧା ପଢ଼ୁଆଲ
ପୁରୀ: ମହାପ୍ରଭୁଙ୍କୁ ଆଡପ ମଣ୍ଡପରେ ଆଜି ଦର୍ଶନ କରିଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ଅନୁରାଧା ପଢୁଆଲ୍ । ଆଜି ଆଡପ ମଣ୍ଡପରେ ଶେଷ ଦର୍ଶନ ହୋଇଥିବାରୁ ଅନୁରାଧା ଗର୍ଭଗୃହକୁ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ ଓ ସାନିଧ୍ୟ ଲାଭ କରି ସେ ବେଶ୍ ଖୁସି ବୋଲି ମତବ୍ୟକ୍ତ!-->…
୧୦ ତାରିଖ ମଧ୍ୟରେ ଶେଷ ହେବ ଶ୍ରୀମନ୍ଦିରର ପ୍ରସ୍ତାବିତ ରୂପା ଛାଉଣୀ କାମ
ପୁରୀ: ଶ୍ରୀମନ୍ଦିରର ପ୍ରସ୍ତାବିତ ସମସ୍ତ ଦ୍ବାରର ରୂପା ଛାଉଣୀ କାମ ଆସନ୍ତା ୧୦ ତାରିଖ ମଧ୍ୟରେ ଶେଷ କରାଯିବ। ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଥିବାରୁ କଳାହାଟ ଦ୍ୱାରର ରୂପା ଛାଉଣୀ କାମ ଏହି ସମୟ ଅବଧି ମଧ୍ୟରେ ଶେଷ କରାଯାଉଛି। ସେହିପରି ଶ୍ରୀମନ୍ଦିର ଗର୍ଭଗୃହ ମରାମତି କାର୍ଯ୍ୟ!-->…
ଗୁଣ୍ଡିଚା ଯାତ୍ରା ଉତ୍ସବରେ ପ୍ରଭୂ ଜଗନ୍ନାଥ ଓ ବଡ଼ଭାଇ ବଳଭଦ୍ରଙ୍କ କୃଷ୍ଣ ବଳରାମ ବେଶ…
ଫୁଲବାଣୀ:-ଫୁଲବାଣୀ ସ୍ଥିତ ଦଧିବାମାନ ମନ୍ଦିରରେ ପ୍ରଭୂ ଜଗନ୍ନାଥ ଓ ବଡ଼ଭାଇ ବଳଭଦ୍ର କୃଷ୍ଣ ବଳରାମ ବେଶରେ ଭକ୍ତ ମାନଙ୍କୁ ଦର୍ଶନ ଦେଇଛନ୍ତି। ଏଇ ବେଷକୁ ଦର୍ଶନ କରିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା ମନ୍ଦିର ପରିଚାଳନା କମିଟି ଓ ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଥିଲା।!-->!-->!-->…