Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ଆଜିଠାରୁ ପୂଜା ପାଉଛନ୍ତି ପଟିଦିଅଁ
ପୁରୀ: ସୁନାକୂଅ ଓ ରୁପାକୂଅର ୧୦୮ ଗରା ପାଣିରେ ଦିବ୍ୟସ୍ନାନ କରିବା ପରେ ମହାପ୍ରଭୁମାନଙ୍କୁ ଘାରିଛି ଜ୍ୱର। ଗତକାଲି ସ୍ନାନ ପୂର୍ଣ୍ଣିମା ବିଳମ୍ବିତ ରାତ୍ରରେ ଶ୍ରୀବିଗ୍ରହମାନେ ଅଣସର ପିଣ୍ଡିକୁ ବାହୁଡ଼ା ବିଜେରେ ଆସିବା ପରେ ସେଠାରେ ତିନି ବାଡ଼ଗ୍ରାହୀ ଦଇତାପତିଙ୍କ ଦ୍ୱାରା ଶ୍ରୀଅଙ୍ଗରେ!-->…
ଆଜିଠାରୁ ୧୪ ଦିନ ଚାଲିବ ମହାପ୍ରଭୁ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ
ପୁରୀ:ଆଜିଠାରୁ ମହାପ୍ରଭୁ ଶ୍ରୀଅଲାରନାଥଙ୍କ ଅଣସର ଦର୍ଶନ। ୧୪ ଦିନ ଚାଲିବ ଅଣସର ଦର୍ଶନ। ଭକ୍ତମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନପାଇ ଅଲାରନାଥଙ୍କ ନିକଟକୁ ଧାଇଁ ଆସିଥାନ୍ତି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।
!-->!-->!-->…
କାଲିଠୁ ଅଲାରନାଥରେ ଅନବସର ଦର୍ଶନ
ବ୍ରହ୍ମଗିରି: ମଙ୍ଗଳବାର ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେଉଛ। ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଶୀଜିଉଙ୍କୁ ଜ୍ବର ହେବ । ଏହାପରେ ଶ୍ରୀଜିଉ ୧୪ ଦିନ ଧରି ଅଣସର ପିଣ୍ଡିରେ ଗୁପ୍ତ ସେବା ପାଇବେ ।
ଏହି ସମୟରେ ବ୍ରହ୍ମଗିରି ଅଲାରନାଥ!-->!-->!-->…
ରାଜ୍ୟବାସୀଙ୍କୁ ସ୍ନାନ ପୂର୍ଣ୍ଣିମା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ପବିତ୍ର ସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ଦିବ୍ୟ ଅନୁଭବ ପ୍ରଦାନ କରୁଛି। ଏହି!-->…
ସୁନ୍ଦରଗଡ଼ରେ ସ୍ନାନପୂର୍ଣ୍ଣିମା ପାଳିତ…
ସୁନ୍ଦରଗଡ଼ : ଆଜି ସ୍ଥାନୀୟ ରାଜବାଟି ସ୍ଥିତ ଜଗନ୍ନାଥ ମନ୍ଦିର ଠାରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଦିନ ୧୦ ଘଟିକା ସମୟରେ ଅନୁଷ୍ଟିତ ହୋଇଯାଇଛି I ଏହି ଯାତ୍ରାରେ ଗାଙ୍ଗପୁର ରାଜା ସମରେନ୍ଦ୍ର ଶେଖର ଦେଓ ଦିନ ୧୧ ଘଟିକା ସମୟରେ ଆସି ପ୍ରଭୁଙ୍କ ପୂଜାରେ ସାମିଲ ହୋଇ ଥିଲେ I ମନ୍ଦିର ପୂଜକ!-->!-->!-->…
ସୁବାସିତ ଜଳରେ ସ୍ନାନ କଲେ ଶ୍ରୀଜିଉ
ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଦୁଇ ବର୍ଷ ପରେ ଭକ୍ତଙ୍କ ମେଳରେ ହେଉଛି ସ୍ନାନଯାତ୍ରା। ଏନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ। ରତ୍ନ ସିଂହାସନ ଛାଡ଼ି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ସେବାୟତଙ୍କ ଦ୍ୱାରା ନୀତିକାନ୍ତି ଶେଷ ପରେ ଶ୍ରୀଜିଉଙ୍କ!-->…
ରାଜ୍ୟବାସୀଙ୍କୁ ରଜର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଓଡ଼ିଶାର ଗଣପର୍ବ ରଜରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । ପହିଲି ରଜରେ ପ୍ରଥମେ ଟ୍ବିଟର ଜରିଆରେ ରାଜ୍ୟବାସୀଙ୍କୁ ଜଣାଇଲେ ଶୁଭେଚ୍ଛା । ରଜ ଉପଲ୍ଲଖେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ବିଟ୍ କରି କହିଛନ୍ତି, ରଜ ଓଡ଼ିଶା ସଂସ୍କୃତି ଓ ପରମ୍ପରାର ପ୍ରତୀକ । ଏହି ପର୍ବ ସମାଜରେ!-->…
୧୩ ରାତିରୁ ଦେବସ୍ନାନ ପୂର୍ଣ୍ଣିମା ନିମନ୍ତେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଲାଗୁ
ପୁରୀ: ଦେବସ୍ନାନ ପୂର୍ଣ୍ଣିମା ନିମନ୍ତେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା ଲାଗୁ ହେବ । ଜୁନ୍ ୧୩ ତାରିଖ ରାତି ୧୨ଟାରୁ ଏହି କଟକଣା ଲାଗୁ ରହିବ । ସ୍ନାନବେଦିରୁ ମହାପ୍ରଭୁଙ୍କ ବାହୁଡ଼ା ପହଣ୍ଡି ପର୍ଯ୍ୟନ୍ତ ଏହି ଟ୍ରାଫିକ୍ କଟକଣା ବଳବତ୍ତର ରହିବ । ମରିଚିକୋଟ ଛକରୁ ଦୋଳବେଦି ଓ!-->…
ନନ୍ଦିଘୋଷ ରଥର ବଦଳିଲା ଅଖ, ଫାଟ ଥିବାରୁ କରାଯାଇଛି ପରିବର୍ତ୍ତନ
ପୁରୀ : ନନ୍ଦିଘୋଷ ରଥର ସାନ ଉଛୁଳା ଅଖ ପରିବର୍ତ୍ତନ ହୋଇଛି । ଏହି ଅଖରେ ଫାଟ ଦେଖାଯାଇଥିବାରୁ ବୈଷୟିକ ଟିମର ନିର୍ଦ୍ଦେଶ କ୍ରମେ ଏହାକୁ ପରିବର୍ତ୍ତନ କରାଯାଇ ଆଉ ଏକ ନୂତନ ଅଖ ଲଗାଯାଇଛି ।
ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଅଖ ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିଲା!-->!-->!-->…
ଆଗୁଆ ଚାଲିଛି ରଥ ନିର୍ମାଣ, ୩ ରଥର ଉଠିଲା ଚାରି ନାହାକା
ପୁରୀ: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ୩୬ ଦିନରେ ପହଞ୍ଚିଛି। ଆଜି ୩ ରଥର ଚାରି ନାହାକା ଉଠିଛି। ଯୋଜନା ଅନୁଯାୟୀ, ପ୍ରତିବର୍ଷ ଦେବସ୍ନାନ ପୂର୍ଣ୍ଣମୀ ଦିନ ୩ ରଥର ଚାରି ନାହାକା ଉଠିଥାଏ। କିନ୍ତୁ ଚଳିତ ବର୍ଷ ଆଗୁଆ ଏହି କାର୍ଯ୍ୟ ସରିଛି। ୪ ଦିନ ପୂର୍ବରୁ ଚାରି!-->…