Browsing Category

ଧର୍ମ ସଂସ୍କୃତି

ସମସ୍ତେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ସମର୍ଥନ କରିବା ଉଚିତ୍‍: ବିଜେଡି

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପଟି ଶ୍ରୀମନ୍ଦିର ପରିଚାଳନା କମିଟି ଦ୍ୱାରା ପ୍ରସ୍ତୁତ ଏବଂ ଅନୁମୋଦନ କରାଯାଇଛି । ପ୍ରଥମତଃ ସାଧାରଣ ଲୋକେ ଏବଂ ବିଭିନ୍ନ ସଂଗଠନର ମତାମତ ପାଇଁ ଏହି ଯୋଜନାକୁ ପବ୍ଲିକ ଡୋମେନରେ ରଖାଯାଇଥିଲା । ଏହାପରେ ପରିଚାଳନା କମିଟି ଦ୍ୱାରା ଏହି ଯୋଜନା

ଶ୍ରୀଗୁଣ୍ଡିଚା ଯାତ୍ରା ନୀତି ନିର୍ଘଣ୍ଟ ଚୁଡ଼ାନ୍ତ: ହାତୀବେଶରେ ତିନିଘଣ୍ଟା ଧରି ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ଆସନ୍ତା ଜୁନ୍ ୧୪ ତାରିଖରେ ହେବ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ଦୁର୍ଲଭ ହାତୀବେଶରେ ତିନିଘଣ୍ଟା ଧରି ଦର୍ଶନ ଦେବେ। ଶ୍ରଦ୍ଧାଳୁମାନେ ନିବିଘ୍ନରେ ମହାପ୍ରଭୁମାନଙ୍କ ଦର୍ଶନ କରିପାରିବେ। ତେବେ ଶ୍ରଦ୍ଧାଳୁ ଶ୍ରୀବିଗ୍ରହଙ୍କୁ ସ୍ପର୍ଶ କରିପାରିବେ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ସର୍ବଦଳୀୟ ପ୍ରତିନିଧି

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ପ୍ରସଙ୍ଗ । ଜଗତଗୁରୁ ଶଙ୍କରାଚାର୍ଯ୍ୟକୁ ଭେଟିଲେ ପ୍ରକଳ୍ପକୁ ସମର୍ଥନ କରୁଥିବା ଵ୍ୟକ୍ତିବିଶେଷ ଓ ବିରୋଧ କରୁଥିବା ବ୍ୟକ୍ତିବିଶେଷ । ଏହି ପ୍ରସଙ୍ଗରେ ଆଲୋଚନା କରିବା ପରେ ଶଙ୍କରାଚାର୍ଯ୍ୟକୁ ସମାଧାନର ବାଟ ଖୋଜି ପରାମର୍ଶ ଦେବେ । ଏଭଳି ଆଶା

ଏମାର ମଠ ଖନନ ସ୍ଥଳରେ ସରିଲା GPR ସର୍ଭେ

ପୁରୀ: ଏମାର ମଠ ଖନନ ସ୍ଥଳରେ ସରିଲା Ground Penetrating Radar Survey(GPRS) । ଏମାର ମଠର ଖନନ ସ୍ଥଳରେ ଆଜି(ମଙ୍ଗଳବାର) GPR ସର୍ଭେ କରାଯାଇଛି । ଗୁଜୁରାଟ ଆଇଆଇଟି ପକ୍ଷରୁ ଏହି ସର୍ଭେ କରାଯାଉଥିବା ଜଣାପଡିଛି । ଏଥିସହିତ ଏମାର ମଠ ଜାଗାରେ ବି ସର୍ଭେ କରୁଥିବା ଦେଖିବାକୁ

ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଗଜପତି ମହାରାଜା

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ଗୋବର୍ଦ୍ଧନ ପୀଠରେ ପହଁଚି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ସାକ୍ଷାତ କରିଛନ୍ତି । ପୁରୀ ଗୋବର୍ଦ୍ଧନ ପୀଠରେ ଶ୍ରୀମନ୍ଦିର ପରିଚାଳନା କମିଟି ପହଁଚି ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛି । ଗଜପତିଙ୍କ ସମେତ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,

ଏଥର ଭକ୍ତଙ୍କ ଗହଣରେ ହେବ ରଥଯାତ୍ରା

ପୁରୀ: ଏଥର ଭକ୍ତଙ୍କ ଗହଣରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଘୋଷଯାତ୍ରାକୁ ନେଇ ବସିଥିବା ପ୍ରଥମ ସମନ୍ୱୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କରୋନା ଯୋଗୁ ଗତ ଦୁଇ ବର୍ଷ ବିନା ଭକ୍ତରେ ରଥଯାତ୍ରା ହୋଇଥିଲା । ତେଣୁ ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେଉଥିବାରୁ ପ୍ରବଳ

ଦୁର୍ବନ୍ଧ : ପ୍ରସିଦ୍ଧ ଶ୍ରୀ ଶ୍ରୀ ଠାକୁରାଣୀ ଙ୍କ ଦ୍ବିବାର୍ଷିକ ଯାତ୍ରା ଉଦଯାପିତ…

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ଦୁର୍ବନ୍ଧ ଗ୍ରାମର ପ୍ରସିଦ୍ଧ ୨୧ ଦିନିଆ ଶ୍ରୀ ଶ୍ରୀ ଠାକୁରାଣୀ ଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପିତ ହୋଇଯାଇଛି। ଶେଷ ଦିବସ। ରବିବାର ସକାଳେ ବିଦାୟୀ ଶୋଭାଯାତ୍ରାରେ ଫଗୁ ରଙ୍ଗ ଅବିର ଖେଳରେ ଗ୍ରାମ ପରିକ୍ରମା ପରେ ବଡ଼ ଠାକୁରାଣୀଙ୍କୁ ସ୍ଥାଇ

ଆଜି ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ

ପୁରୀ: ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ତିନି ରଥର ୬ଟି ନାହାକ ଚକ ସହ ତିନୋଟି ଅଖ ସଂଯୋଗର ଶୁଭ ଅନୁକୂଳ ହୋଇଛି। ଶ୍ରୀମନ୍ଦିରରୁ ପୂଜାପଣ୍ଡା ସାମନ୍ତଙ୍କ ଦ୍ୱାରା ଆଜ୍ଞାମାଳ ଅଣାଯିବା ପରେ ବିଶ୍ୱକର୍ମା ମହାରଣା ଓ ଭୋଇ ସେବକଙ୍କ ସହାୟତାରେ କରାଯାଇଥିଲା ଏହି ସଂଯୋଗ କାର୍ଯ୍ୟ।

୧୯ ଦିନରେ ମା ନାରାୟଣୀ ଯାତ୍ରା :ବସଷ୍ଟାଣ୍ଡ ପକ୍ଷରୁ ବିରାଟ ଯାତ୍ରା ପରିଚାଳନା…

ଫୁଲବାଣୀ:- ମା ନାରାୟଣୀ ଠାକୁରାଣୀ ଯାତ୍ରାର ୧୯ତମ ଦିନରେ ପହଞ୍ଚିଛି । ପଞ୍ଚ ଠାକୁରାଣୀଙ୍କ ସମେତ ମା କାଳୀ ନଗର ପରିଭ୍ରମଣ ରେ ବାହାରିଥିଲେ। ଏହି ଅବସରରେ ବସଷ୍ଟାଣ୍ଡ ପକ୍ଷରୁ ବିରାଟ ବାଣ,ବାଦ୍ୟ, ଦଣ୍ଡନୃତ୍ୟ ପଟୁଆର ମାଧ୍ୟମରେ ମାଙ୍କ ଯାତ୍ରା ପରିଚାଳନା କରାଜାଇଥିଲା ।ହଜାର ହଜାର

ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ବତନ୍ତ୍ର ବୈଠକ, ଗୁରୁକୁଳ ସୋସାଇଟି ଗଠନକୁ ଅନୁମୋଦନ

ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟିର ସ୍ବତନ୍ତ୍ର ବୈଠକ ଶେଷ ହୋଇଛି । ଆଜି ସକାଳେ ଗଜପତିଙ୍କ ଅଧ୍ୟକ୍ଷତାରେ ଗୁରୁକୁଳ ପାଇଁ ହୋଇଥିବା ସବ କମିଟି ବୈଠକରେ ନିଷ୍ପତ୍ତିକୁ ପରିଚାଳନା କମିଟି ମୋହର ମାରିଛି। ଗୁରୁକୂଳ ପାଇଁ ସୋସାଇଟି ଗଠନକୁ ମଧ୍ୟ ଅନୁମୋଦନ ମିଳିଛି । ଆସନ୍ତା ଦୁଇ ବର୍ଷ ମଧ୍ୟରେ