Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ହିଞ୍ଜିଳିକାଟୁ ପ୍ରସିଦ୍ଧ ଲକ୍ଷ୍ମୀନୃସୀଂହ ଯାତ୍ରା ଉଦଯାପିତ…
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁର ପ୍ରସିଦ୍ଧ ୩ ଦିନିଆ ଲକ୍ଷ୍ମୀନୃସିଂହ ଯାତ୍ରା ସୋମବାର ଉଦଯାପିତ ହୋଇଯାଇଛି। ଶେଷ ଦିବସରେ ଆତସବାଜି ପଟୁଆରରେ ସହର ଦୁଲୁକି ଉଠିଥୁଲା। ଯାତ୍ରାର ପ୍ରଥମ ଦୁଇ ଦିନିକୁ ହିଞ୍ଜିଳିକାଟୁ ପାଟଣା ସାହିରେ ଥିବା ଲକ୍ଷ୍ମୀନୃସିଂହ ମନ୍ଦିର ଯାତ୍ରା କମିଟି ଓ ରଙ୍ଗଣି!-->…
ଏମାର ମଠ ପାଖ ଅଞ୍ଚଳରୁ ବାହାରିଲା ସିଂହ ମୂର୍ତ୍ତି
ପୁରୀ: ପୁରୀ ଏମାର ମଠ ପାଖ ଅଞ୍ଚଳରେ ହୋଇଥିବା ଖନନରୁ ବାହାରିଲା ପଥରର ସିଂହ ମୂର୍ତ୍ତି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ମାଟି ଖନନ ବେଳେ ଏକ ସିଂହମୂର୍ତ୍ତି ବାହାରିଥିବା ଦେଖିବାକୁ ମିଳିଛି । ତେବେ ସିଂହ ମୂର୍ତ୍ତିଟି ଭାଙ୍ଗି ଯାଇଥିବା ବେଳେ ଜିପିଆର ସର୍ଭେ ନହୋଇ ଖନନ କାର୍ଯ୍ୟ!-->…
ଆଗେଇ ଚାଲିଛି ତିନି ରଥର ଚକ ନିର୍ମାଣ କାର୍ଯ୍ୟ
ପୁରୀ: ମହାପ୍ରଭୁଙ୍କ ତିନି ରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ଆସନ୍ତା ଜୁଲାଇ ୧ ତାରିଖରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ଚକ ନିର୍ମାଣରେ ଲାଗି ପଡିଛନ୍ତି ସେବକମାନେ ।
ଆଗକୁ ଭଉଁରୀ ତିଥି ଥିବାରୁ ଚକ ଅଖ ଡେରା ନୀତି ପାଇଁ ଚକ ନିର୍ମାଣ ଚାଲିଥିବାବେଳେ!-->!-->!-->…
ହିଞ୍ଜିଳି ଲକ୍ଷ୍ମୀନୃସିଂହ ଯାତ୍ରା : ମନ ମୋହୁଛି ବେଶ ଓ କଳାକୁଞ୍ଜ ଆଲୋକରେ ଝଲସୁଛି ହିଞ୍ଜିଳି…
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ସହରର ପ୍ରସିଦ୍ଧ ତିନିଦିନିଆ ଲକ୍ଷ୍ମୀ ନୃସିଂହ ଯାତ୍ରା ପାଇଁ ସହର ଚଳଚଞ୍ଚଳ ହୋଇଛି । ପ୍ରତିଟି ସାହିରେ କଳାକୁଞ୍ଜ ଓ ମେଜ ଖୋଲି ଯାଇଛି ।କରୋନା ମହାମାରି ଯୋଗୁଁ ଦୁଇବର୍ଷ ସରକାରଙ୍କ ନିୟମାନୁସାରେ ରିତିନୀତି ରେ ପାଳନ ହୋଇଥିଲା ।ଦୁଇବର୍ଷ ପରେ ଯାତ୍ରା!-->!-->!-->…
ରଥଖଳା ଚଳଚଞ୍ଚଳ, ଆଜି ସିଙ୍ଗଡ଼ା ବାଡ଼ିଆ
ପୁରୀ : ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁଜ ଅନୁକୂଳ ବିଧି ସମ୍ପନ୍ନ ହୋଇ ଥିବାବେଳେ ଚକ ପ୍ରସ୍ତୁତି ପାଇଁ ଯନ୍ତାଗାଡ଼ ଖୋଳା ହୋଇଛି । ଚର୍ଚ୍ଚିକା ଠାକୁରାଣୀଙ୍କ ସମ୍ମୁଖରେ ଭୋଇ ସେବକମାନେ ଯନ୍ତା!-->…
ଆସନ୍ତା ୨୨ ତାରିଖରେ ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ, ରଥଖଳାରେ ଚାଲିଛି ଚକ ପ୍ରସ୍ତୁତି
ପୁରୀ: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ରଥଖଳାରୁ ଆସିଥିବା ଖବର ଅନୁଯାୟୀ, ଆସନ୍ତା ୨୨ ତାରିଖରେ ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ । ବିଧି ଅନୁଯାୟୀ ଏହି ଦିନ ତିନିରଥର ୬ଟି ଚକ ଡେରାଯିବ । ଏଥିପାଇଁ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ସମସ୍ତ ସେବାୟତମାନେ ଜୋରସୋରରେ!-->…
ଦୃଶ୍ୟମାନ ହେଲା ପଞ୍ଚଦଶ ଶତାବ୍ଦୀର ଗୋପୀନାଥ ମନ୍ଦିର
ମହାନଦୀ ଅବବାହିକାରେ ପୁଣି ଦୃଶ୍ୟମାନ ହେଲା ପଞ୍ଚଦଶ ଶତାବ୍ଦୀର ଗୋପୀନାଥ ମନ୍ଦିର । ମହାନଦୀର ଅଥଳ ଜଳରାଶିରେ ୫୦୦ ବର୍ଷର ପୁରୁଣା ମନ୍ଦିର ଦୃଶ୍ୟମାନ ହେବା ପରେ ଏହାକୁ ଦେଖିବାକୁ ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ । ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ପଦ୍ମାବତୀ ଗାଁ ନିକଟ ମହାନଦୀ ଗର୍ଭରେ!-->…
ଅଷ୍ଟମ ଦିନରେ ରଥ ନିର୍ମାଣ କାର୍ଯ୍ୟ, ତୁମ୍ବରେ ଚାଲିଛି ବିନ୍ଧ କାମ
ପୁରୀ : ଆଗେଇ ଚାଲିଛି ତିନି ରଥର ନିର୍ମାଣ କାର୍ଯ୍ୟ। ଆଜି ଅଷ୍ଟମ ଦିନରେ ରଥ ନିର୍ମାଣ କାର୍ଯ୍ୟ ପହଞ୍ଚିଥିବା ବେଳେ ୪୨ଗୋଟି ତୁମ୍ବର ରେ ବିନ୍ଧ କାର୍ଯ୍ୟ କରାଯାଉଛି। ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବେ ଚାଲୁଥିବା ବେଳେ ମହାରଣା, ଭୋଇ ଓ କରତୀ ସେବାୟତ ସୂଚାରୁ ରୂପେ କାର୍ଯ୍ୟ ସମ୍ପାଦନ!-->…
ଶେଷ ପର୍ଯ୍ୟାୟରେ ତିନି ରଥର ତୁମ୍ବ ନିର୍ମାଣ କାର୍ଯ୍ୟ
ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ନିମନ୍ତେ ତିନି ରଥର ନିର୍ମାଣ କାର୍ଯ୍ୟ ଜୋରସୋରରେ ଆଗେଇ ଚାଲିଛି । ରଥ ଖଳାରେ ମହାରଣା, ଭୋଇ ସେବକଙ୍କ ସହ ଅନ୍ୟ ସେବକମାନେ କାର୍ଯ୍ୟରେ ଲାଗିପଡିଛନ୍ତି । ତିନି ରଥ ଚକରେ ଲାଗିବାକୁ ଥିବା ତୁମ୍ବ ନିର୍ମାଣ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।
ମୋଟ 42ଟି!-->!-->!-->…
ବିଶ୍ଵ ମାତୃ ଦିବସ ଉପଲକ୍ଷେ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ବାଲୁକା କଳା
ପୁରୀ: ଆଜି ବିଶ୍ୱ ମାତୃ ଦିବସ । ଏହି ଦିବସ ଉପଲକ୍ଷେ ପୁରୀର ଲାଇଟ ହାଉସ୍ ବେଳାଭୂମିରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା କଳା ପ୍ରଦର୍ଶନ। ସବୁ ମାଙ୍କୁ ସମ୍ମାନ ଜଣାଇ ସେ ଏହି ବାଲୁକା କଳା ନିର୍ମାଣ କରିଛନ୍ତି। ଏହି ବାଲୁକା କଳାରେ ସେ ମା ଏବଂ ସନ୍ତାନର ସୁନ୍ଦର!-->…