Browsing Category

ଧର୍ମ ସଂସ୍କୃତି

ଅକ୍ଷିମୁଠି ଅନୁକୂଳ କଲେ କୃଷି ମନ୍ତ୍ରୀ

ଭୁବନେଶ୍ଵର: ପବିତ୍ର ଅକ୍ଷୟ ତୃତୀୟା ଅବସରରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ କୃଷି ଦିବସ ପାଳିତ ହୋଇଛି। ଏହି ଅବସରରେ କୃଷି ମନ୍ତ୍ରୀ ଅରୁଣ ସାହୁ ଅକ୍ଷିମୁଠି ଅନୁକୂଳ ସହ ଭୂମିପୂଜନ କରିଛନ୍ତି। ବରମୁଣ୍ଡା ସ୍ଥିତ ରାଜ୍ୟସ୍ତରୀୟ କୃଷି ଯନ୍ତ୍ରପାତି ପରୀକ୍ଷା ଏବଂ…

ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଆଜି ଅକ୍ଷୟ ତୃତୀୟା। ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥ୍ୟକୁ ଅକ୍ଷୟ ତୃତୀୟା ବା ଅକ୍ଷି ତୃତୀୟା ଭାବେ ପାଳନ କରାଯାଏ। ଏହା ମୁଖ୍ୟତଃ ଏକ କୃଷିଭିତ୍ତିକ ପର୍ବ ହୋଇଥିବାରୁ ଓଡ଼ିଶାର ପୂରପଲ୍ଲୀରେ କୃଷକମାନେ ଏହାକୁ ବେଶ୍ ଆନନ୍ଦ ଓ ଉତ୍ସାହର ସହ ପାଳନ କରିଥାନ୍ତି। ଏହିଦିନ…

ଆଜିଠୁ ଶ୍ରୀଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା: ସନ୍ଧ୍ୟା ସାଢେ ୫ଟାରେ ଚାପ ଖେଳିବେ ମହାପ୍ରଭୁ

ଭୁବନେଶ୍ୱର : ଆଜିଠୁ ୨୨ ଦିନ ଧରି ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ଚନ୍ଦନ ଯାତ୍ରା । ବିନ୍ଦୁସାଗର ସରୋବରରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହିତ ବାସୁଦେବ, ଦୁର୍ଗା ଓ ମା'ପାର୍ବତୀ ନୌକା ବିହାର କରିବେ । କିନ୍ତୁ ଏଥର ମଧ୍ୟ ଶ୍ରୀକପିଳେଶ୍ୱର ଏହି ଜଳ କ୍ରୀଡାରେ ସାମିଲ…

ଫୁଲବାଣୀ : ଶନିଦେଵ ପୀଠର ୭ମ ବାର୍ଷିକ ଉତ୍ସବ ପାଳିତ…

ଫୁଲବାଣୀ:-ସ୍ଥାନୀୟ କୋର୍ଟଛକ ନିକଟସ୍ଥ ଟ୍ରେଜେରୀ କାର୍ଯ୍ୟ।ଳୟ ସମୂଖରେ ଥିବା ଶନିଦେଵ ପୀଠରେ ୭ମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି।ଶନିଦେଵ ପରିଚାଳନା କମିଟିର କାର୍ଯ୍ୟକାରୀ ସଭାପତି ତଥା ଉପଦେଷ୍ଟା ବିମଳ ପାଢ଼ୀଙ୍କ ନେତୃତ୍ବରେ ସମ୍ପାଦକ କିଶୋର କୁମାର ମହାନ୍ତିଙ୍କ ସମେତ…

ଆସନ୍ତାକାଲିଠୁ ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ

ପୁରୀ: ଆସନ୍ତାକାଲି ଠାରୁ ଶ୍ରୀମନ୍ଦିର ସିଂହଦ୍ଵାର ଓ ପଶ୍ଚିମ ଦ୍ଵାର ଦେଇ ମହାପ୍ରଭୁଙ୍କ ଦର୍ଶନ କରିବେ ଭକ୍ତ । ଏହାସହ ଉତ୍ତର‌ ଓ ଦକ୍ଷିଣ ଦ୍ଵାର ଦେଇ ଭକ୍ତ ମାନେ ପ୍ରସ୍ଥାନ କରିବେ । ତେବେ ଆସନ୍ତା ମେ ତିନି ତାରିଖରେ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ…

ନୀଳମାଧବ ପୀଠର ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ, ୧୮ ମାସରେ ହେବ…

ଭୁବନେଶ୍ୱର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ଏଥିନିମନ୍ତେ ୧୦୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ୧୮ ମାସ ମଧ୍ୟରେ କାମ ଶେଷ ହେବ । ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା…

ଲିମ୍ବ ଗଛରୁ ବାହାରୁଛି କ୍ଷୀର, ଲୋକଙ୍କ ପୂଜାର୍ଚ୍ଚନା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ବାଲିଯୋଡି ଗାଁରେ ଏବେ ଚର୍ଚ୍ଚା ଚାଲିଛି । ଏଠାରେ ଏକ ଗଛରୁ କ୍ଷୀର ବାହାରୁଥିବା ଦେଖିବାକୁ ମିଳିଛି। ଗାଁ ମୁଣ୍ଡରେ ଥିବା ଏକ ଲିମ୍ବ ଗଛରୁ ଏହି କ୍ଷୀର ବାହାରୁଛି।ଗତକାଲି ସନ୍ଧ୍ୟା ସମୟରେ ଗାଁର କିଛି ଯୁବକ ପ୍ରଥମେ ଏହି ଗଛରୁ କ୍ଷୀର…

ମା’ ସାରଳା ଙ୍କ ପୀଠରେ ୫ଟି ସଚିବ, ବିକାଶ ପାଇଁ ପ୍ରସ୍ତୁତ ହେବ ମାଷ୍ଟର ପ୍ଲାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରେ ଜଗତସିଂହପୁରର ଝଙ୍କଡ଼ ପୀଠକୁ ଯାଇ ମା' ସାରଳାଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠର ବିକାଶ ସମ୍ପର୍କରେ ସେବାୟତ, ସ୍ଥାନୀୟ ଜନସାଧାରଣ ଓ ଜିଲ୍ଲା…

ଶ୍ରୀକ୍ଷେତ୍ରରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ : ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ। ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ଆସିଛି ୧୧୪ ଖଣ୍ଡ ରଥକାଠ।ଦୁଇଟି ଟ୍ରକରେ ୧୨, ୨୦ ଓ ୪୦ ଫୁଟିଆ ଅସନ ଧଉରା ସହ ୧୦ ଖଣ୍ଡ ଫାସି କାଠ ଆସି ପହଞ୍ଚିଛି। ମହାପ୍ରଭୁଙ୍କ ରଥନିର୍ମାଣ ପାଇଁ ସମୁଦାୟ ୮୬୫ ଖଣ୍ଡ ରଥକାଠର ଆବଶ୍ୟକ ଥିବା ବେଳେ ପୂର୍ବରୁ…

ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି- ପୁରୀ ଗଜପତି ମହାରାଜ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି । ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ଶ୍ରୀମନ୍ଦିର ସୌନ୍ଦର୍ଯ୍ଯକରଣ କାମରେ କୌଣସି ବାଧା ସୃଷ୍ଟି ହେବା ଉଚିତ ନୁହେଁ । ସରକାର ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ଏହି ପରିକ୍ରମା ପ୍ରକଳ୍ପ କାମ ହାତକୁ…