Sign in
Sign in
Recover your password.
A password will be e-mailed to you.
Browsing Category
ଧର୍ମ ସଂସ୍କୃତି
ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବଡ଼ଠାକୁର
ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀ ବଳଭଦ୍ର। ଆଜି ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି। ବଡ଼ ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉ ଥିବାବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ।
!-->!-->!-->…
ସିଂହବାହିନୀ ବେଶରେ ମା’ ଭଦ୍ରକାଳୀ
ଭଦ୍ରକ: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ଚତୁର୍ଥ ବେଶ ଅନୁଷ୍ଠିତ ହୋଇଛି। ଶାନ୍ତ ସ୍ଵରୂପା ମାଆ ଭଦ୍ରକାଳୀ ଆଜି ସିଂହବାହିନୀ ବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି । ମା’ ଭଦ୍ରକାଳୀ ସଦା ସର୍ବଦା ବିଶ୍ଵମାତା ରୂପରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି!-->…
ମହାକାଳୀ ବେଶରେ ମା’ ଭଦ୍ରକାଳୀ
ଭଦ୍ରକ: କାଳୀପୂଜା ପାଇଁ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ସହର । ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠିଛି ଚଳଚଞ୍ଚଳ । ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେବେ ମା’ । କିନ୍ତୁ ଏହି ପୀଠରେ ମା’ ଭଦ୍ରକାଳୀ ବର୍ଷର ଗୋଟିଏ ଦିନ ଉଗ୍ରରୂପରେ ଧାରଣ କରୁଥିଲା ବେଳେ ଅନ୍ୟ!-->…
ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ମା’ ଭଦ୍ରକାଳୀ
ଭଦ୍ରକ: କାଳୀପୂଜା ପାଇଁ ଉତ୍ସବମୁଖର ହୋଇ ଉଠିଛି ଭଦ୍ରକ ସହର । ଏହି ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠି ଚଳଚଞ୍ଚଳ । ଆଜି ପବିତ୍ର କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀ ବେଦମାତା ବେଶରେ ଦର୍ଶନ ଦେଉଛନ୍ତି ।
ମା’ ଭଦ୍ରକାଳୀ ଆଜି!-->!-->!-->…
ଆଜି ଆଲୋକର ପର୍ବ ଦୀପାବଳି, ଗାଁ ଠୁ ସହର ଚଳଚଞ୍ଚଳ
ଭୁବନେଶ୍ଵର: ଆଜି ଆଲୋକର ପର୍ବ ଦୀପାବଳି । ଚଳଚଞ୍ଚଳ ଗାଁ ଠୁ ସହର । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ସବୁ ଗଳିକନ୍ଦି । ଆଜିର ପବିତ୍ର ଦିନରେ ପିତୃପୁରୁଷଙ୍କ ସ୍ମରଣ କରି ବଡ଼ ବଡିଆ ଡକା ହେବ । ସେପଟେ କାର୍ତିକ ମାସ ଅମାବ୍ୟାସା ତିଥି ଯୋଗୁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି!-->…
ଆଜି ମାଆ ଶ୍ୟାମାକାଳୀଙ୍କ ପୂଜା, ବିଭିନ୍ନ ସ୍ଥାନରେ ସଜେଇ ହୋଇଛି ପୂଜା ମଣ୍ଡପ
ଆଜି ପାଳିତ ହେବ ମାଆ ଶ୍ୟାମାକାଳୀଙ୍କ ପୂଜା ଏଥିପାଇଁ ପଲ୍ଲୀରୁ ସହର ବିଭିନ୍ନ ସ୍ଥାନରେ ପୂଜା ମଣ୍ଡପ ସଜେଇ ହୋଇଛି । ମାଆ କାଳୀଙ୍କ ମନ୍ଦିରରେ ସ୍ବତନ୍ ର ପୂଜାର୍ଚ୍ଚନା ଚାଲିଛି । ବ୍ରହ୍ମପୁରର ନୂଆ ବସ ଷ୍ଟାଣ୍ଡ, ବିଜିପୁର, ଆମ୍ବପୁଆ ଆଦି କାଳୀ ମନ୍ଦିରରେ ପୂଜା ଚାଲିଥିବା ବେଳେ!-->…
ଢେଙ୍କାନାଳ ଓ ଅନୁଗୁଳରେ ଲକ୍ଷ୍ମୀପୂଜା ଶେଷ, ମେଲାଣି ନେଉଛନ୍ତି ମା’ ପଦ୍ମାଳୟା
ଢ଼େଙ୍କାନାଳ/ ଅନୁଗୁଳ : ଢ଼େଙ୍କାନାଳ ଲକ୍ଷ୍ମୀପୂଜା ମହୋତ୍ସବ ଶେଷ ହୋଇ ଯାଇଛି । ଆଜି ଭସାଣି । ୧୧ଦିନ ଧରି ପୂଜା ପରେ ଆଜି ମା’ଙ୍କୁ ମେଲାଣି ଦେବେ ଢ଼େଙ୍କାନାଳବାସୀ । ଏଥିପାଇଁ ସମସ୍ତ ପୂଜା ଅନୁଷ୍ଠାନଗୁଡ଼ିକ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଏଥର ଡିଜେ ସାଉଣ୍ଡ ନୁହଁ!-->…
ଆଜିଠୁ ଗଜଲକ୍ଷ୍ମୀ ପୂଜା, ଦୁଲୁକୁଛି କେନ୍ଦ୍ରାପଡ଼ା ଓ ଢେଙ୍କାନାଳ
ଧରାପୃଷ୍ଠରୁ ଜଗତଜନନୀ ମା’ ଦୁର୍ଗା ମେଲାଣି ନେବା ପରଠୁ ଆଜିଠୁ ଆରମ୍ଭ ହେଉଛି ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା। ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜାବେଶ୍ ଜାକଜମକରେ ଅନୁଷ୍ଠିତ ହେଉଛି।କିନ୍ତୁ ଗଜଲକ୍ଷ୍ମୀ ପୂଜା ପାଇଁ ପ୍ରସିଦ୍ଧ ଲାଭ କରିଥିବା ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଶେଷ!-->…
ଧୁମଧାମରେ ଜଗତଜନନୀ ମା’ ଦୁର୍ଗାଙ୍କୁ ମେଲାଣି…
ହିଞ୍ଜିଳିକାଟୁ,: ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତୀ ଗ୍ରାମାଞ୍ଚଳର ବିଭିନ୍ନ ସୁସଜ୍ଜିତ ଅସ୍ଥାୟୀ ମଣ୍ଡପରେ ମୃଣ୍ମୟୀ ରୂପରେ ପୂଜା ପାଇବା ପରେ ଶକ୍ତିସ୍ବରୁପିଣୀ, ଅଭୟ ବର ଦାୟିନୀ, ପାପ ନାସିନୀ ମା' ଦୁର୍ଗାଙ୍କୁ ହର୍ଷ ଉଲ୍ଲାସର ସହ ବିଦାୟ ଦେଇଛନ୍ତି ହିଞ୍ଜିଳିକାଟୁବାସୀ।!-->!-->!-->…
ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ପୁରୀ : ଆସନ୍ତାକାଲି ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଦ୍ଵିତୀୟ!-->…