Browsing Category

ଧର୍ମ ସଂସ୍କୃତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ପୁରୀ: ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଏ ନେଇ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଏହି ଅବସରରେ ମହାପ୍ରଭୁ ସୋଲ, ଜରି ଆଦିରେ ପ୍ରସ୍ତୁତ ଆୟୁଧ, ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେବେ। …

ମହାପ୍ରଭୁଙ୍କ ଦର୍ଶନ ପାଇଁ ଦରକାର ନାହିିଁ କୋଭିଡ ପ୍ରମାଣପତ୍ର

ପୁରୀ: ଫେବୃଆରୀ ୨୧ରୁ ଲାଗୁହେବ ନୁଆ ଏସଓପି। କୋହଳ କରାଯିବ ଦର୍ଶନ ବ୍ୟବସ୍ଥା। ହଟିବ କିଓସ୍କ କାଉଣ୍ଟର। ଆଉ ଭକ୍ତଙ୍କୁ ଦେଖାଇବାକୁ ପଡିବ ନାହିଁ କୋଭିଡ୍‌ ପ୍ରମାଣପତ୍ର। ପୂର୍ବପରି ରବିବାର ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହିବ । ନିତିକ୍ରାନ୍ତିକୁ ନେଇ ୨୦ରୁ ୨୫ ତାରିଖ ମଧ୍ୟରେ ବସିବ…

ଶ୍ରୀମନ୍ଦିର ରେ ୧୯ ତାରିଖ ୪ରୁ ୬ ଦର୍ଶନ ବନ୍ଦ

ପୁରୀ: ୧୯ ତାରିଖ ଦିନ ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ୫ଟାରୁ ୫ଟା ୪୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ରାଷ୍ଟ୍ରପତି ରହିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର କଟକଣା ବ୍ୟବସ୍ଥା କରାଯିବ । ୧୯ ତାରିଖ ଅପରାହ୍ନ ୪ଟା ଠାରୁ ସାଧାରଣ…

କାଲି ଠାରୁ ବିଶ୍ୱପ୍ରସିଦ୍ଧ ଜୋରନ୍ଦା ମେଳା, ପ୍ରଶାସନ ପକ୍ଷରୁ କଟକଣା ଜାରି

ଢେଙ୍କାନାଳ: ଆସନ୍ତା କାଲିଠାରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଜୋରନ୍ଦା ମେଳା । ଫଳରେ ମହିମା ଧର୍ମର ମୁଖ୍ୟ ପୀଠ ଢେଙ୍କାନାଳର ଜୋରନ୍ଦା ସ୍ଥିତ ମହିମା ଗାଦିର ମହିମା ସାଧୁମାନେ ତାଙ୍କର ଏହି ବାର୍ଷିକ ଉତ୍ସବ ପାଇଁ ବେଶ ପ୍ରସ୍ତୁତି ଚଳାଇଛନ୍ତି । ମାତ୍ର କୋଭିଡ ସଂକ୍ରମଣକୁ ଆଶଙ୍କା କରି ଚଳିତ…

ଗ୍ରାମୀଣ ନାଟ୍ୟ କଳା ପ୍ରାଦେଶିକ କଳା ସଂସ୍କୃତିର ମୂଳ ଉତ୍ସ : ମହାସଚିବ…

ସୋରଡ଼ା : ସୋରଡ଼ା ସନ୍ନିକଟ କନ୍ଧମାଳ ଜିଲ୍ଲା ବଡ଼ ବାରବା ଗ୍ରାମସ୍ଥ ଶ୍ରୀଶ୍ରୀ ମା ' କନ୍ଧୁଣୀ ଦେବୀଙ୍କ ପବିତ୍ର ମାଘ ଦଶମୀ ଯାତ୍ରା ଉତ୍ସବ ଅବସରରେ ଆୟୋଜିତ ଶ୍ରୀଶ୍ରୀ ମା ' କାନ୍ଧୁଣୀ ଦେବୀ ନାଟ୍ୟ ସଂଘ ପ୍ରଯୋଜିତ ନାଟକ ରାମାୟଣର ଶୁଭ ଉଦଘାଟନୀ ଉତ୍ସବ ନିଖିଳ ଓଡ଼ିଶା ବରିଷ୍ଠ କଳାକାର…

ଆଜିଠାରୁ ଭୁବନେଶ୍ୱରରେ ଖୋଲିଲା ସମସ୍ତ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱରରେ ଖୋଲିଛି ସମସ୍ତ ଧାର୍ମିକ ଅନୁଷ୍ଠାନ । କୋଭିଡ ମାର୍ଗଦର୍ଶିକା ପାଳନ ସହ ଭକ୍ତଙ୍କୁ ଦର୍ଶନ ପାଇଁ ମିଳିଛି ଅନୁମତି । ଧାର୍ମିକ ଅନୁଷ୍ଠାନ ମଧ୍ୟରେ ସାମାଜିକ ଦୂରତା ସହ ମାସ୍କ ପରିଧାନ ବାଧ୍ୟତାମୂଳକ । ଲିଙ୍ଗରାଜ ମନ୍ଦିରରେ ପ୍ରତିଥରରେ ୧୦୦ ଭକ୍ତଙ୍କୁ…

କୋଭିଡ କଟକଣା ଭିତରେ ପାଳନ ହେବ ମହାଶିବରାତ୍ରି

ଭୁବନେଶ୍ବର: ଏବର୍ଷ ମଧ୍ୟ କୋଭିଡ କଟକଣା ଭିତରେ ପାଳନ ହେବ ମହାଶିବରାତ୍ରି । ମହାପ୍ରଭୁ ଲିଙ୍ଗରାଜଙ୍କଠାରେ ରାତି ୧୦ ଟାରେ ଉଠିବ ମହାଦୀପ । ଗତକାଲି ଲିଙ୍ଗରାଜ ଟ୍ରଷ୍ଟ ବୋର୍ଡର ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଶାନ୍ତି ଶୃଙ୍ଖଳାର ସହ ଜାଗର ଯାତ୍ରା ପାଇଁ ପ୍ରସ୍ତୁତି…

ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଝିଅ ବାହାଘର

ଭୁବନେଶ୍ବର: ଆଜି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଝିଅ ବାହାଘର। ମହାରାଜା ଦିବ୍ୟ ସିଂହଦେବଙ୍କ ତୃତୀୟ କନ୍ୟା ରାଜକୁମାରୀ ଦେବେଶୀ ଦେବୀ ବିବାହ ବନ୍ଧନରେ ଆବଦ୍ଧ ହେବେ। ଭୁବନେଶ୍ଵରସ୍ଥିତ ହୋଟେଲ ମେ' ଫେୟାରରେ ବିବାହ କାର୍ଯ୍ୟ ପାଇଁ ସମସ୍ତ ଆୟୋଜନ କରାଯାଇଛି। ରାଜ ପରିବାରର…

ଭଗବାନ ଶିବଙ୍କ ତପସ୍ୟା କରି ବରଦାନ ପାଇଥିଲେ ଶନିଦେବ

ହିନ୍ଦୁ ଧର୍ମରେ ଶନିଦେବଙ୍କୁ ସୂର୍ଯ୍ୟ ତଥା କର୍ମଫଳ ଦାତା ବୋଲି କୁହାଯାଏ। ଶନିଦେବଙ୍କୁ ନ୍ୟାୟମୂର୍ତ୍ତି ମଧ୍ୟ କୁହାଯାଏ। ଶନିଦେବଙ୍କ ସମ୍ପର୍କରେ ଲୋକଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ସେଥିପାଇଁ ଅନେକ ଲୋକ ଶନିଦେବଙ୍କୁ ମାରକ, ଅଶୁଭ ଏବଂ ଦୁଃଖର କାରକ ବୋଲି କହିଥାନ୍ତି। କଶ୍ୟପ…

୧୨ ତାରିଖରୁ ଭୁବନେଶ୍ୱରରେ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର: ଓଡ଼ିଶା ସମେତ ରାଜଧାନୀ ଭୁବନେଶ୍ୱରରେ କରୋନା ଭାଇରସ୍‌ର ୩ୟ ଲହର ହ୍ରାସ ପାଇଛି। କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍‌ ହୋଇଥିବାରୁ ଭୁବନେଶ୍ୱରରେ ଆସନ୍ତା ୧୨ ତାରିଖ ଠାରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସମେତ ଅନ୍ୟ ଧର୍ମାନୁଷ୍ଠାନ ଖୋଲିବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)…