Browsing Category

ଧର୍ମ ସଂସ୍କୃତି

ଟ୍ଵିନ୍ ସିଟି ରେ ଝଟକୁଛନ୍ତି ମା’

ଭୁବନେଶ୍ଵର: ପାର୍ବଣ ପାଇଁ ଉତ୍ସବ ମୁଖର ସାରା ରାଜ୍ୟ। ଧରାପୃଷ୍ଠରେ ଅବତରଣ କରିଛନ୍ତି ଜଗଦଜନନୀ। ମା’ଙ୍କ ଆଗମନରେ ଭକ୍ତିମୟ ପରିବେଶ। ପୀଠ ହେଉ କି ମଣ୍ଡପ ସବୁଠି ଭିଡ଼। ମହାମାୟାଙ୍କ ମହାନବମୀ ପୂଜା ପାଇଁ ଚଳଚଞ୍ଚଳ ରାଜ୍ୟର ସବୁ ଶକ୍ତିପୀଠ। ସେପଟେ ପୂଜା ମଣ୍ଡପରେ ଚାଲିଛି ଦେବୀ ଦଶଭୁଜାଙ୍କ

ବିରାଜିତ ମା’: ଆଜି ପୀଠେ ମହାନବମୀ, ମଣ୍ଡପରେ ମହାଅଷ୍ଟମୀ

ଭୁବନେଶ୍ଵର: ଭକ୍ତଙ୍କ ଗହଣରେ ଜଗତଜନନୀ ମା । ଚାଲିଛି ପୂଜାର୍ଚ୍ଚନା.ହୋମଯଜ୍ଞ । ଘଣ୍ଟ, ଶଙ୍ଖ ହୁଳ ହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ପରିବେଶ । ସବୁଠି ଭକ୍ତ ଓ ଭଗବାନଙ୍କ ମିଳନର ଅପୂର୍ବ ଦୃଶ୍ୟ ଦେଖିବାକୁ ମଳୁଛି । ଆଜି ମଣ୍ଡପରେ ମା’ଙ୍କର ମହା ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ

ଶତ୍ରୁଙ୍କ ଉପରେ ବିଜୟ ପାଇଁ ନବରାତ୍ରୀର ଷଷ୍ଠ ଦିନରେ କରନ୍ତୁ ମା’କାତ୍ୟାୟନୀଙ୍କ ଆରାଧନା

ଆଜି ନବରାତ୍ରୀର ଷଷ୍ଠଦିନରେ ଦେବୀ ଦୁର୍ଗାଙ୍କୁ କାତ୍ୟାୟନୀ ବେଶରେ ପୂଜା କରାଯାଉଛି। ପୌରାଣିକ କଥା ଅନୁଯାୟୀ ମା ଦୁର୍ଗାଙ୍କର ଏହି ରୂପ କାତ୍ୟାୟନ ଋଷିଙ୍କ କନ୍ୟା ଭାବରେ ଅବତରିତ ହୋଇଥିଲା। କୁହାଯାଏ ଯେ ଯେଉଁ ଭକ୍ତମାନେ ଭକ୍ତିର ସହ ଦେବୀଙ୍କ ଏହି ରୂପକୁ ପୂଜା କରନ୍ତି, ସେମାନେ ଜଗତ

ମା କଟକ ଚଣ୍ଡୀଙ୍କ ଷୋଡଶ ଦିନାତ୍ମକ ପୂଜା, ଜମୁଛି ଭକ୍ତଙ୍କ ଭିଡ଼

କଟକ : ଚାଲିଛି ମା କଟକ ଚଣ୍ଡୀଙ୍କ ଷୋଡଶ ଦିନାତ୍ମକ ପୂଜା । ନବରାତ୍ର ପୂଜାର ଚତୁର୍ଥ ଦିନରେ ମା କଟକ ଚଣ୍ଡୀ ହରଚଣ୍ଡୀ ବେଶରେ ଦର୍ଶନ ଦେଉଛନ୍ତି । ଗତକାଲି ମା ଷୋଡଶୀ ବେଶରେ ଦର୍ଶନ ଦେଇଥିଲେ। ହୋମପାଠ, ଯଜ୍ଞ ମନ୍ତ୍ର ଓ ବେଦ ଧ୍ବନୀରେ ପ୍ରକମ୍ପିତ ହେଉଛି ମା କଟକ ଚଣ୍ଡୀଙ୍କ ମନ୍ଦିର

ମହାଳୟା ଅବସରରେ ଧବଳମୁଖୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ସମ୍ବଲପୁର: ଆଜି ମାଆ ସମଲେଶ୍ବରୀଙ୍କ ଧବଳମୁଖୀ ବେଶ । ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀ ଭକ୍ତଙ୍କୁ ଧଵଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି । ବର୍ଷ ତମାମ ସିନ୍ଦୁର ବର୍ଣ୍ଣରେ ଦର୍ଶନ ଦେଉଥିବା ମାଆ ସମଲେଶ୍ୱରୀ କେବଳ ମହାଳୟାରେ ଶ୍ୱେତବର୍ଣ୍ଣରେ ଦର୍ଶନ

ମହାଳୟାର ମହତ୍ତ୍ବ

ମହାଳୟା ଦିନ ଆମ ରାଜ୍ୟରେ ହିନ୍ଦୁମାନଙ୍କଦ୍ୱାରା ପିତୃପୁରୁଷଙ୍କ ସନ୍ତୁଷ୍ଟି ପାଇଁ ଶ୍ରାଦ୍ଧ କର୍ମ କରାଯାଏ । ମହାଳୟା ଅମାବାସ୍ୟାରେ ଅନୁଷ୍ଠିତ ଶ୍ରାଦ୍ଧକୁ '''ମହାଳୟା ଶ୍ରାଦ୍ଧ''', '''ସାମ୍ବତ୍ସରିକ ଶ୍ରାଦ୍ଧ''' ବା '''ପାର୍ବଣ ଶ୍ରାଦ୍ଧ''' ବା '''ମଉଳା ଶ୍ରାଦ୍ଧ''' କୁହାଯାଏ ।ଆଶ୍ୱିନ

କେନ୍ଦ୍ରୀୟ ପୂଜା କମିଟିର ନିର୍ବାଚନ ସଂପନ୍ନ ମୁକ୍ତିକାନ୍ତ ବେହେରା  ହେଲେ ସାଧାରଣ ସଚିବ…

ରାଉରକେଲା : ଦୁର୍ଗାପୂଜା, କାଳୀପୂଜା ଓ ଲକ୍ଷ୍ମୀ ପୂଜା ର ସୁପରିଚାଳନା ନିମନ୍ତେ ଗଠିତ କେନ୍ଦ୍ରୀୟ ପୂଜା କମିଟି,(ସିପିସି) ରାଉରକେଲା ର ବର୍ଷ ୨୦୨୪-୨୫ ର ନିର୍ବାଚନ ଆଜି ପିଏଆଇଟିଡିଏ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ୨୦୨୪ -୨୫ ବର୍ଷ ପାଇଁ ମୁକ୍ତିକାନ୍ତ ବେହେରା ସାଧାରଣ

ସୁନ୍ଦରଗଡ଼ରେ ମହାସମାରୋହରେ ପାଳିତ ହେଲା ମହାପୁରୁଷ ମହମ୍ମଦଙ୍କ ଜନ୍ମଦିନ…

ସୁନ୍ଦରଗଡ -୧୬.୦୯.୨୪ମୁସଲମାନ ସମୁଦାୟର ପର୍ବ ଇଦ୍ ମିଲାଦୁନ୍ନବି ସୁନ୍ଦରଗଡ଼ରେ ମହାସମାରୋହରେ ପାଳିତ ହୋଇ ଯାଇଛି। ଇସଲାମର ଶେଷ ପୈଗମ୍ବର ହଜରତ ମହମ୍ମଦଙ୍କ ଜନ୍ମ ଦିବସ ଉପଲକ୍ଷେ ଏହି ପର୍ବ ପାଳନ କରାଯାଇଥାଏ। ଆରବୀୟ ପଞ୍ଜିକାର ରବି ଉଲ ଅବଲ ମାସ ଦ୍ଵାଦଶ ତାରିଖରେ ଏହି ଉତ୍ସବ ପାଳିତ ହୁଏ।

ଆସିକା ରେ ମହାପୁରୁଷ ମହମ୍ମଦଙ୍କ ଜନ୍ମଦିନ ଇଦ-ମିଲାଦୁନ- ନବୀ ମହାସମାହର ରେ ପାଳିତ…

ଆସିକା: ଗଞ୍ଜାମ ଜିଲ୍ଲାର ଆସିକା ଠାରେ ଥିବା ଜାମିଆ ମସଜିଦ ପକ୍ଷରୁ ଇଦ-ମିଲାଦୁନ- ନବୀ ପାଳନ କରାଯାଇଛି।ମସଜିଦ ନିକଟରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଏଥିରେ ଆସିକା ବିଧାୟକ ସରୋଜ ପାଢ଼ୀ ଅଂଶଗ୍ରହଣ କରି ମହା ପୁରୁଷ ମହମ୍ମଦ ଙ୍କ ସମ୍ପର୍କରେ ଅତି ସୁନ୍ଦର ଭାବେ

ପୁରୀ ଶ୍ରୀନହରରେ ପବିତ୍ର ସୁନିଆଁ ଉତ୍ସବ: ଗଜପତି ମହାରାଜାଙ୍କର ୧୪୩୨ ସାଲ ଓ ୬୮ ଅଙ୍କର ପ୍ରବେଶ

ପୁରୀ: ଭାଦ୍ରବ ମାସ ଶୁକ୍ଳ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ପାଳିତ ହେଉଛି ବାମନ ଜନ୍ମ ନୀତି। ଆଜିର ଦିନରେ ଅଦିତିଙ୍କ ଠାରୁ ବାମନ ଜନ୍ମ ହୋଇଥିବାରୁ ଏହାର ସ୍ମୃତିକୁ ନେଇ ଏହି ଜନ୍ମ ନୀତି ଦ୍ୱିପ୍ରହର ଧୂପ ପରେ ଶ୍ରୀମନ୍ଦିରରେ ପାଳିତ ହୋଇଥାଏ। ତେବେ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ