Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ରାସ୍ତାରେ ଚଳାଚଳ କରୁଥିଲା ଯାନବାହନ, ୫୦ ମିଟର ଗଭୀରକୁ ହଠାତ ଦବିଗଲା ମାଟି
ବ୍ୟାଂକକ୍ : ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଂକକର ଏକ ବ୍ୟସ୍ତବହୁଳ ରାସ୍ତା ହଠାତ୍ ମାଟିରେ ଦବିଯାଇଛି । ଫଳରେ ୫୦ ମିଟର ଗଭୀରର ସିଙ୍କ୍ ହୋଲ୍ ସୃଷ୍ଟି ହୋଇଥିଲା । ବଡ଼ ସିଙ୍କ ହୋଲ୍ ହେବା ଯୋଗୁଁ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ହୋଇଗଲା । ତେଣୁ ବ୍ୟାଂକକର ଭାଜିରା ହସ୍ପିଟାଲ!-->…
ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଜେଲେନସ୍କିଙ୍କ ଗୁରୁତ୍ବପୂର୍ଣ୍ଣ ବୟାନ, କହିଲେ ‘ଭାରତ ଆମ ପକ୍ଷରେ ରହିଛି’
ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ତିନି ବର୍ଷରୁ ଅଧିକ ସମୟ ଧରି ଚାଲିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ସଂଘର୍ଷ ବନ୍ଦ କରିବାକୁ ଚେଷ୍ଟା କରୁଛନ୍ତି । କିନ୍ତୁ ଏପର୍ଯ୍ୟନ୍ତ କୌଣସି ସମାଧାନ ବାହାରି ନାହିଁ । ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି ଭାରତ ସମ୍ପର୍କରେ ଏକ!-->…
ଫିଲିପାଇନ୍ସ ପରେ ତାଇୱାନରେ ଟାଇଫୁନ୍ ରାଗାସାର ତାଣ୍ଡବ, ୧୪ ମୃତ ଓ ୧୨୪ ନିଖୋଜ
ତାଇୱାନ : ତାଇୱାନରେ ଟାଇଫୁନ ରାଗାସା ପ୍ରଳୟଙ୍କାରୀ ତାଣ୍ଡବ ରଚିଛି । ଏହି କାରଣରୁ ବ୍ୟାପକ କ୍ଷୟକ୍ଷତି ଘଟିଛି । ପ୍ରବଳ ବର୍ଷା ହେବା ପରେ ଭୂସ୍ଖଳନ ଯୋଗୁଁ ଏକ ହ୍ରଦର କୂଳ ଭାଙ୍ଗି ଗୁଆଙ୍ଗଫୁ ଟାଉନସିପରେ ପାଣି ପଶିଯାଇଥିଲା । ଫଳରେ ପୂର୍ବ ତାଇୱାନର ହୁଆଲିଏନ୍ କାଉଣ୍ଟିରେ ୧୪ ଜଣ!-->…
ପାଲେଷ୍ଟାଇନକୁ ଫ୍ରାନ୍ସର ସ୍ବୀକୃତି
ଜାତିସଂଘ: ମଙ୍ଗଳବାରଠାରୁ ଜାତିସଂଘ ସାଧାରଣ ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ଅବସରରେ ଫ୍ରାନ୍ସ ପକ୍ଷରୁ ପାଲେଷ୍ଟାଇନକୁ ସ୍ବାଧୀନ ରାଷ୍ଟ୍ରଭାବେ ସ୍ବୀକୃତି ପ୍ରଦାନ କରାଯାଇଛି। ଏଥିସହିତ ହମାସ୍ (ପାଲେଷ୍ଟାଇନରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ) ବିରୋଧରେ ଚାଲିଥିବା ଯୁଦ୍ଧ ବନ୍ଦ!-->…
ଭାରତ-ପାକ୍ ସମେତ ୭ ଯୁଦ୍ଧ ବନ୍ଦ କରିଛି: ଟ୍ରମ୍ପ
ନ୍ୟୁୟର୍କ: ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଯୁଦ୍ଧ ସହିତ ବିଶ୍ବର ୭ଟି ଯୁଦ୍ଧକୁ ବନ୍ଦ କରିଥିବାର ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ମଙ୍ଗଳବାର ନ୍ୟୁୟର୍କରେ ଆୟୋଜିତ ଜାତିସଂଘ ସାଧାରଣ ପରିଷଦର ୮୦ତମ ସମାବେଶକୁ ସମ୍ବୋଧନ କାଳରେ ଟ୍ରମ୍ପ ଏହି ଦାବି କରିଛନ୍ତି।!-->…
ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଟ୍ରମ୍ପ୍ଙ୍କ ପାଇଁ ଅଟକାଇଲା ଆମେରିକା ପୁଲିସ
ୱାଶିଂଟନ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ କାରକୁ ଆମେରିକା ପୁଲିସ ଅଟକାଇଥିଲା । ସେ ଜାତିସଂଘ ସାଧାରଣ ପରିଷଦରେ ଯୋଗଦେବା ପାଇଁ ନ୍ୟୁୟର୍କରେ ପହଞ୍ଚିଥିଲେ। ଡୋନାଲ୍ଡ ଟ୍ରମ୍ପ୍ଙ୍କ କାରକାଡେକୁ ଦୃଷ୍ଟିରେ ରଖି ପୁଲିସ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା, ଯାହା ଫଳରେ!-->…
H-1B ଭିସା ନିୟମରୁ ବାଦ ପଡ଼ିପାରନ୍ତି ଡାକ୍ତର
ଆମେରିକା : ଟ୍ରମ୍ପ୍ ଙ୍କ H-1B ଭିସା ନିୟମରୁ ବାଦ ପଡ଼ିପାରନ୍ତି ଡାକ୍ତର । ଆମେରିକାର ଆଭ୍ୟନ୍ତରୀଣ ଅଞ୍ଚଳରେ ସ୍ବାସ୍ଥ୍ୟ ସମସ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ହ୍ବାଇଟ୍ ହାଉସ୍ । ଜାତୀୟତା ସ୍ବାର୍ଥ ଦୃଷ୍ଟିରୁ ଆବଶ୍ୟକତା ଅନୁଯାୟୀ ଡାକ୍ତର ଓ ମେଡିକାଲ୍ !-->…
ଫିଲିପାଇନ୍ସରେ ତାଣ୍ଡବ ରଚିଛି ’ରାଗାସା’, ଅନ୍ୟ ୫ ଦେଶକୁ ସତର୍କ ଚେତାବନୀ
ଫିଲିପାଇନ୍ସ : ଫିଲିପାଇନ୍ସରେ ଶକ୍ତିଶାଳୀ ’ରାଗାସା’ତାଣ୍ଡବ ରଚିଛି । ’ରାଗାସା’ର ତାଣ୍ଡବ ମହାବତ୍ୟାଠାରୁ କମ୍ ନଥିଲା । ରାଗାସା ସ୍ଥଳଭାଗ ଛୁଇଁବା ପରେ ଘଣ୍ଟା ପ୍ରତି ୨୭୦ କିଲୋମିଟର ପବନ ବହିବା ଆରମ୍ଭ ହୋଇଥିଲା । ଏହି ଭୟାବହ ତୋଫାନକୁ ଦୃଷ୍ଟିରେ ରଖି ୧୦ ହଜାରରୁ ଅଧିକ ଲୋକଙ୍କୁ!-->…
ବିମାନ ଚକରେ ବସି କାବୁଲରୁ ଦିଲ୍ଲୀ ଆସିଲେ ନାବାଳକ,ଜୀବିତ ଥିବା ଆଶ୍ଚର୍ଯ୍ୟ
ଦିଲ୍ଲୀ : ସାଧାରଣତଃ ଆପଣମାନେ ଅନେକ ଥର ବିମାନରେ ଯାତ୍ରା କରିଥିବେ । କିନ୍ତୁ ଆପଣ କେବେ ବିମାନର ପଛଚକାରେ ବସି ଯାତ୍ରା କରିଛନ୍ତି କି ? ଶୁଣି ଆଶ୍ଚର୍ଯ୍ୟ ହେଲେ ନା ? ହଁ ଆଂଜ୍ଞା ଏଭଳି ଏକ ଘଟଣା ଘଟିଛି କାବୁଲରେ । ଜଣେ ଆଫଗାନିସ୍ତାନ ବାଳକ ବିମାନର ଷ୍ଟିଅରିଂ ପାଖରେ!-->…
ନିଜ ଦେଶବାସୀଙ୍କ ଉପରେ ଏୟାରଷ୍ଟ୍ରାଇକ କଲା ପାକିସ୍ତାନ, ୩୦ ମୃତ
ପାକିସ୍ତାନ : ନିଜ ଦେଶରେ ଏୟାରଷ୍ଟ୍ରାଇକ୍ କଲା ପାକିସ୍ତାନ ବାୟୁସେନା । ପାକିସ୍ତାନୀ ସେନା ନିଜ ନାଗରିକଙ୍କ ଉପରେ ଏୟାରଷ୍ଟ୍ରାଇକ୍ କରିବାରୁ ଶିଶୁ ଏବଂ ମହିଳା ସମେତ ୩୦ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି ।
ଖବର ମୁତାବକ, ପାକିସ୍ତାନୀ ବାୟୁସେନା ଭୋର ପ୍ରାୟ ୨ଟା ସମୟରେ ଖୈବର!-->!-->!-->…