Browsing Category

ବିଦେଶ

ଭାରତ ପରେ ପାକିସ୍ତାନକୁ ପାଣି ବନ୍ଦ ଯୋଜନା କରୁଛି ଆଫଗାନିସ୍ତାନ

ଆଫଗାନିସ୍ତାନ : ଭାରତ ପରେ ପାକିସ୍ତାନକୁ ନେଇ ବକ୍ଷ ପଦକ୍ଷେପ ନେଇଛି ଆଫଗାନିସ୍ତାନ । ଆଫଗାନିସ୍ତାନରୁ ପାକିସ୍ତାନ ଆଡ଼କୁ ବୋହୁଥିବା ସମସ୍ତ ନଦୀର ପାଣିକୁ ବନ୍ଦ କରିପାରେ ଆଫଗାନିସ୍ତାନ । ଶେଷରେ ଶୋଷରେ ଆଉଟପାଉଟ ହେବ ପାକିସ୍ତାନ । ପାକିସ୍ତାନକୁ ବୁନ୍ଦେ ପାଣି ଦେବନି ଆଫଗାନିସ୍ତାନ

ହମାସକୁ ଟ୍ରମ୍ପଙ୍କ ଧମକ: କଥା ନମାନିଲେ ମୂଳପୋଛ କରିଦେବି

ନୂଆଦିଲ୍ଲୀ: କଥା ନମାନିଲେ ହମାସକୁ ମୂଳପୋଛ କରିଦେବି। ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହମାସକୁ ଏଭଳି ଚେତାବନୀ ଦେଇଛନ୍ତି। ଇସ୍ରାଏଲ ଓ ହମାସ ମଧ୍ୟରେ ଶାନ୍ତି ଚୁକ୍ତି ହୋଇଥିବା ବେଳେ ଅସ୍ତ୍ରବିରତି ପାଇଁ ଦୁଇ ଦେଶ ରାଜି ‌ହୋଇଛନ୍ତି। ଏହା ସତ୍ତ୍ବେ ବି ହମାସ ଯୁଦ୍ଧବିରତି

ସାନାଏ ତାକାଇଚି ଜାପାନର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ

ଜାପାନ ସଂସଦରେ ପ୍ରଧାନମନ୍ତ୍ରୀ ଭାବେ ସାନାଏ ତାକାଇଚି ନିର୍ବାଚିତ ହୋଇଛନ୍ତି । ଫଳରେ ଜାପାନର ପ୍ରଥମ ମହିଳା ପ୍ରାଧାନମନ୍ତ୍ରୀ ହୋଇଛନ୍ତି ସାନାଏ । ଲିବେରାଲ୍‌ ଡେମୋକ୍ରାଟିକ୍‌ ପାର୍ଟିର ନେତ୍ରୀ ସାନାଏ । ପ୍ରଥମ ପର୍ଯ୍ୟାୟ ଭୋଟରେ ବିଜୟୀ ହେବା ପରେ ତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଘୋଷଣା

୫ ପାକିସ୍ତାନୀ ସୈନିକଙ୍କୁ ହତ୍ୟା କଲେ ତାଲିବାନୀ

ପାକିସ୍ତାନ : ପାକିସ୍ତାନର ଖୈବର ପଖତୁନଖ୍ୱା ପ୍ରାନ୍ତରେ ପୁଣିଥରେ ଆକ୍ରମଣ । ତାଲିବାନ ଆତଙ୍କବାଦୀମାନେ ଏକ ରାଷ୍ଟ୍ରାୟତ୍ତ ଗ୍ୟାସ୍ କମ୍ପାନୀ ଟିମକୁ ସୁରକ୍ଷା ଦେଉଥିବା ଅର୍ଦ୍ଧସାମରିକ ବାହିନୀ ଉପରେ ଆକ୍ରମଣ । ଫଳରେ ଅତି କମରେ ପାଞ୍ଚ ଜଣ ଅର୍ଦ୍ଧସାମରିକ ସୈନିକ ନିହତ ହୋଇଛନ୍ତି ଏବଂ

ମୋନାଲିସା ଚିତ୍ର ଥିବା ବିଶ୍ଵର ପ୍ରସିଦ୍ଧ ମ୍ୟୁଜିଅମରେ ଚୋରି

ପ୍ୟାରିସ: ବିଶ୍ଵର ପ୍ରସିଦ୍ଧ ମ୍ୟୁଜିଅମ, ଯେଉଁଠି ମୋନାଲିସା ଚିତ୍ର ରହିଛି, ସେଠାରୁ ଚୋରି ହୋଇଛି। ରବିବାର ସକାଳେ ଘଟିଥିବା ଏହି ଘଟଣା ସମଗ୍ର ବିଶ୍ଵକୁ ସ୍ତବ୍ଧ କରିଦେଇଛି। ଫ୍ରାନ୍ସର ପ୍ୟାରିସରେ ଥିବା ‘ଲଭରେ’ ମ୍ୟୁଜିଅମରେ ଏଭଳି ଘଟଣା ଘଟିଛି। ଫଳରେ ଏହାକୁ ରବିବାର ବନ୍ଦ କରିଦିଆଯାଇଛି।

ବ୍ରାଜିଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସରେ୧୭ ଯାତ୍ରୀ ମୃତ

ବ୍ରାଜିଲ: ବ୍ରାଜିଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଉତ୍ତର-ପୂର୍ବ ବ୍ରାଜିଲର ପର୍ନାମ୍ବୁକୋ ରାଜ୍ୟରେ ଏକ ବସ୍ ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ବ୍ରାଜିଲର ଫେଡେରାଲ୍ ହାଇୱେ ପୋଲିସର ସୂଚନା ଅନୁଯାୟୀ, ବସ୍ ଡ୍ରାଇଭର ହଠାତ୍ ନିୟନ୍ତ୍ରଣ ହରାଇ ବସିଥିଲେ । ପୋଲିସ କହିଛି

ଦୀପାବଳି ପାଇଁ ସମସ୍ୟାରେ ଫସିଛନ୍ତି ଇଟାଲୀରୁ ଦିଲ୍ଲୀ ଫେରୁଥିବା ଯାତ୍ରୀ, ଏୟାର ଇଣ୍ଡିଆ ବିମାନ ବାତିଲ

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ବିମାନ ଯାତ୍ରୀଙ୍କୁ ବଡ଼ ଝଟକା । ଫଳରେ ସମସ୍ୟାରେ ଫସିଛନ୍ତି ଅନେକ ଯାତ୍ରୀ । ଇଟାଲୀ ମିଲାନରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆ ବିମାନ ଶୁକ୍ରବାର ବାତିଲ କରାଯାଇଛି । ଦୀପାବଳି ଯୋଗୁଁ ଅନେକ ଯାତ୍ରୀ ହଇରାଣ ହୋଇଛନ୍ତି । ଏୟାର ଇଣ୍ଡିଆ ବିମାନ ନମ୍ବର

ଆମେରିକା ଇତିହାସର ସବୁଠାରୁ ବଡ଼ ପ୍ରତିବାଦ, ରାଷ୍ଟ୍ରପତି ଟ୍ରମ୍ପଙ୍କ ବିରୋଧରେ ରାସ୍ତାକୁ ଓହ୍ଲାଇଲେ ଲକ୍ଷ ଲକ୍ଷ ଲୋକ

ଆମେରିକା : ରାଷ୍ଟ୍ରପତି ଟ୍ରମ୍ପଙ୍କ ବିରୋଧରେ ଆମେରିକାର ଲକ୍ଷ ଲକ୍ଷ ଲୋକ ରାସ୍ତାକୁ ଓହ୍ଲାଇଛନ୍ତି । ଯାହା ଆମେରିକାର ଇତିହାସର ସବୁଠାରୁ ବଡ଼ ପ୍ରତିବାଦ । ବିଶେଷକରି ଟ୍ରମ୍ପଙ୍କ ଟ୍ରାନ୍ସଜେଣ୍ଡର ବିରୋଧୀ ବୟାନ ଏବଂ ଅନ୍ୟାନ୍ୟ ବିବାଦୀୟ ନିଷ୍ପତ୍ତି ବିରୋଧରେ ୭୦ ଲକ୍ଷରୁ ଅଧିକ ଲୋକ

ଆଫଗାନିସ୍ତାନ-ପାକିସ୍ତାନ ଯୁଦ୍ଧ ବନ୍ଦ କରିବେ ଟ୍ରମ୍ପ !

ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବେ ଡୋନାଲ୍ଡ ଟ୍ରମ୍ପ । ଏହାର ସମାଧାନ କରିବା ମୋ ପାଇଁ ବହୁତ ସହଜ ବୋଲି କହିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଏହି ଯୁଦ୍ଧ ବନ୍ଦ କରିବା ସହ ନବମ ଯୁଦ୍ଧ ବନ୍ଦ କରିବା ନେଇ କହିଛନ୍ତି ଟ୍ରମ୍ପ । ଏହାସହିତ

ଆଫଗାନିସ୍ତାନରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ୩କ୍ରିକେଟ ମୃତ

ଆଫଗାନିସ୍ତାନରେ ପାକିସ୍ତାନର ଏୟାରଷ୍ଟ୍ରାଇକ । ଏଥିରେ ଆଫଗାନିସ୍ତାନର ୩ଜଣ କ୍ରିକେଟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଶୁକ୍ରବାର ଦିନ ଆଫଗାନିସ୍ତାନର ପକତିକା ପ୍ରୋଭିନ୍ସରେ ଏୟାରଷ୍ଟ୍ରାଇକ କରିଥିଲା ପାକିସ୍ତାନ । ଏଥିରେ ୩ଜଣ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ହୋଇଥିବା କହିଛି ଆଫଗାନ