Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ନେପାଳରୁ ହଟିଲା କର୍ଫ୍ୟୁ: ଖୋଲିଲା ଦୋକାନ ଓ ମଲ୍
କାଠମାଣ୍ଡୁ : ନେପାଳରେ ଧିରେ ଧିରେ ଶାନ୍ତି ଫେରୁଛି । ଆଜି ରାଜଧାନୀ କାଠମାଣ୍ଡୁରେ ଲାଗୁ ହୋଇଥିବା କର୍ଫ୍ୟୁକୁ ହଟାଇ ଦିଆଯାଇଛି । ଅନ୍ତରୀଣ ସରକାର ଗଠନ ହେବା ପରେ, ସୁରକ୍ଷା ବାହିନୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି । କର୍ଫ୍ୟୁ ହଟାଯିବା ପରେ ଜେନ-ଜି ଦେଶରେ!-->…
ବ୍ରାଜିଲର ପୂର୍ବତନ ରାଷ୍ଟ୍ରପତିଙ୍କୁ ୨୭ ବର୍ଷ କାରାଦଣ୍ଡ
ବ୍ରାଜିଲ୍: ପୂର୍ବତନ ରାଷ୍ଟ୍ରପତି କାଟିବେ ସଜ୍ଜା । ୨୭ ବର୍ଷ କଟିବ ଜେଲରେ । ଏବେ ଜେଲ ହେଲା ତାଙ୍କ ଠିକଣା । ଦେଶର ପ୍ରଥମ ନାଗରିକ ଯିଏ ଶାସନ ଗାଦିରେ ବସି ଦେଶ କଥା ବୁଝିଥିଲେ । ଅପରାଧ କେସରେ ଜେଲରେ ୨୭ ବର୍ଷ କାଟିବେ ସଜ୍ଜା ।
ଗୁରୁବାର ଦିନ ବ୍ରାଜିଲର ସୁପ୍ରିମକୋର୍ଟ ପୂର୍ବତନ!-->!-->!-->…
ମେକ୍ସିକୋ ସିଟିରେ ଗ୍ୟାସ୍ ଟ୍ୟାଙ୍କର ବିସ୍ଫୋରଣ, ୩ ମୃତ, ୭୦ରୁ ଅଧିକ ଆହତ
ମେକ୍ସିକୋ : ମେକ୍ସିକୋ ସିଟିରେ ବଡ଼ ଦୁର୍ଘଟଣା । ମେକ୍ସିକୋ ରାଜଧାନୀର ଦକ୍ଷିଣ ଭାଗ ରାଜପଥରେ ହଠାତ୍ ଏକ ଗ୍ୟାସ୍ ଟ୍ୟାଙ୍କର୍ ବିସ୍ଫୋରଣ ହୋଇଥିଲା । ଏହି ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭୦ ରୁ ଅଧିକ ଆହତ ହୋଇଛନ୍ତି । ଏନେଇ ମେକ୍ସିକୋ ସିଟିର ମେୟର ଏହି!-->…
କିଏ ହେବେ ନେପାଳର ପ୍ରଧାନମନ୍ତ୍ରୀ, କୁଲମାନ ଘିସିଙ୍ଗଙ୍କୁ ନେଇ ଚର୍ଚ୍ଚା ଜୋର
କାଠମାଣ୍ଡୁ : ନେପାଳରେ କେପି ଶର୍ମା ଓଲିଙ୍କ ଇସ୍ତଫା ଦେବା ପରେଏବେ ଅନ୍ତରୀଣ ସରକାରଙ୍କ ମୁଖ୍ୟଙ୍କ ନାମ ଉପରେ ଏକ ସହମତି ହୋଇଛି । ବାଲେନ ଶାହ ଏବଂ ପୂର୍ବତନ ମୁଖ୍ୟ ବିଚାରପତି ସୁଶୀଳା କାର୍କିଙ୍କ ପ୍ରତ୍ୟାହାର ପରେ, ନେପାଳର ଜେନ-ଜେଡ ଆନ୍ଦୋଳନକାରୀମାନେ କୁଲମାନ!-->…
ଇସ୍ରାଏଲୀ ବିମାନ ଆକ୍ରମଣ: ୩୫ ୟେମେନ ହାଉତି ନିହତ, ୧୩୦ ରୁ ଅଧିକ ଆହତ
ୟେମେନ: ବୁଧବାର ଦିନ ୟେମେନର ରାଜଧାନୀ ସାନାରେ ଇସ୍ରାଏଲୀ ସେନାର ବିମାନ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ଅତି କମରେ ୩୫ ଜଣ ହାଉତିଙ୍କ ମୃତ୍ୟୁ ଘଟିଥିବାବେଳେ ୧୩୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ଆକ୍ରମଣ ହାଉତି ବିଦ୍ରୋହୀଙ୍କୁ ଟାର୍ଗେଟ କରି କରାଯାଇଥିଲା । ହାଉତି!-->…
ଟ୍ରମ୍ପଙ୍କ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା
ଟ୍ରମ୍ପଙ୍କ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା । ଟର୍ଣ୍ଣିଂ ପଏଣ୍ଟ USA ର ପ୍ରତିଷ୍ଠାତା ହେଉଛନ୍ତି ୩୧ ବର୍ଷୀୟ ଚାର୍ଲି କିର୍କ । ତାଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଉତା ଭାଲି ବିଶ୍ବ ବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଲା ବେଳେ ତାଙ୍କ ଉପରେ ଗୁଳିମାଡ଼ ହୋଇଥିଲା । ଏକ ଧଳା!-->…
ସୁଶୀଳା ହେଲେ ନେପାଳର ଅନ୍ତରୀଣ ନେତ୍ରୀ
କାଠମାଣ୍ଡୁ: ନୂଆ ମୋଡ଼ ନେଇଛି ନେପାଳ ରାଜନୀତି। ହିଂସା ଭିତରେ ଯେତେବେଳେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି ଉଭୟ ଗତକାଲି ଇସ୍ତଫା ଦେଇ ସାରିଛନ୍ତି ତ ଦେଶକୁ ଏବେ ସମ୍ଭାଳିବ କିଏ? ହେଲେ ଆମେ ଜଣାଇ ଦେବାକୁ ଚାହୁଁଛୁ ଯେ ଦେଶ ଏବେ ତା’ର ନୂଆ ନେତ୍ରୀଙ୍କୁ ସ୍ବାଗତ କରିିଛି।
ଦେଶରେ ଲାଗି!-->!-->!-->…
ସେନା ନିୟନ୍ତ୍ରଣରେ ନେପାଳ, ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି
ନେପାଳ : ଦୁଇଦିନ ହେଲାଣି ନେପାଳରେ ସ୍ଥିତି ବିଗିଡ଼ିବାରେ ଲାଗିଛି । ସେନା ନିୟନ୍ତ୍ରଣରେ ନେପାଳ। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କର୍ଫ୍ୟୁ ଜାରି ରହିଛି । ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ପରେ ବି ହିଂସାକାଣ୍ଡ ଜାରି ରହିଛି । ନେପାଳ ସ୍ଥଳସେନା ମୁଖ୍ୟ ଆଶୋକ ରାଜ!-->…
ନେପାଳ ପରେ ଫ୍ରାନ୍ସରେ ଉତ୍ତେଜନା, ରାସ୍ତାକୁ ଓହ୍ଲାଇଲେ ଲକ୍ଷାଧିକ ପ୍ରଦର୍ଶନକାରୀ
ଫ୍ରାନ୍ସ : ନେପାଳ ପରେ ଏବେ ଫ୍ରାନ୍ସରେ ଉତ୍ତେଜନା ଦେଖାଦେଇଛି । ନେପାଳରେ ଯୁବଗୋଷ୍ଠୀଙ୍କ ବିରୋଧ ଓ ହିଂସା ସେଠିକାର ସରକାର ଭାଙ୍ଗିଦେଇଛି । ଏବେ ଫ୍ରାନ୍ସରେ ନେପାଳ ଭଳି ଅବସ୍ଥା ଦେଖିବାକୁ ମିଳିଛି । ଫ୍ରାନ୍ସ ସରକାରଙ୍କ ଭ୍ରଷ୍ଟାଚାର ବିରୋଧରେ ରାସ୍ତାକୁ ଓହ୍ଲାଇଛନ୍ତି ଫ୍ରାନ୍ସର!-->…
ଖୋଲିଲା କାଠମାଣ୍ଡୁ ଏୟାରପୋର୍ଟ ସୂଚନା ଦେଲେ ନେପାଳର ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ
କାଠମାଣ୍ଡୁ: ନେପାଳରେ ଉତ୍ତେଜନା ଯୋଗୁଁ ସମଗ୍ର ଦେଶ ଛାରଖାର ହୋଇଯାଇଛି । ଏନେଇ ବନ୍ଦ ପଡିଥିବା କାଠମାଣ୍ଡୁ ବିମାନବନ୍ଦର ପୁଣିଥରେ ଖୋଲିଛି । କାଠମାଣ୍ଡୁ ବିମାନବନ୍ଦର ପୁନର୍ବାର ଖୋଲିଛି ବୋଲି ନେପାଳର ବେସାମରିକ ବିମାନ ଚଳାଚଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।
ହିଂସା ରୋକିବା!-->!-->!-->…