Browsing Category

ବିଦେଶ

ଘର ସଜାଡ଼ିବା ମୁଡରେ କଂଗ୍ରେସ, ବିଶୃଙ୍ଖଳିତଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ବାରମ୍ବାର ନିର୍ବାଚନରେ ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା କଂଗ୍ରେସ ଏବେ ଘର ସଜାଡ଼ି ମୁଡରେ ଲାଗିଛି। ଏଥିପାଇଁ ପ୍ରଥମ ପଦକ୍ଷେପ ସ୍ୱରୂପ ଦଳର ବିଶୃଙ୍ଖଳିତ ନେତାଙ୍କ ବିରୋଧରେ କଂଗ୍ରେସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏହିକ୍ରମରେ ପଞ୍ଜାବ କଂଗ୍ରେସର ପୂର୍ବତନ ମୁଖ୍ୟ ସୁନୀଲ

ଚନ୍ଦ୍ରରେ ପରମାଣୁ ପରୀକ୍ଷା କରିବାକୁ ଯୋଜନା କରିଥିଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ସରକାରଙ୍କ ‘ଆଡ୍‌ଭାନ୍‌ସ୍ଡ଼୍‌ ଏରୋସ୍ପେସ୍‌ ଥ୍ରେଟ୍‌ ଆଇଡେଣ୍ଟିଫିକେସନ୍‌ ପ୍ର‌ୋଗ୍ରାମ୍‌’ (ଏଏଟିଆଇପି) ଚନ୍ଦ୍ରରେ ପରମାଣୁ ବିସ୍ଫୋରଣ କରାଇ ଅଦୃଶ୍ୟ ପୋଷାକ, ମାଧ୍ୟକର୍ଷଣ ଶକ୍ତି ନିରୋଧୀ ଉପକରଣ, ଏକ ପ୍ରାନ୍ତରୁ ଆର ପ୍ରାନ୍ତକୁ ଲମ୍ବିଥିବା ଗର୍ତ୍ତ ଏବଂ ସୁଡ଼ଙ୍ଗ

ପୁଣିଥରେ ଫ୍ରାନ୍ସର ରାଷ୍ଟ୍ରପତି ହେଲେ ଇମାନୁଏଲ ମାକ୍ରନ

ନୂଆଦିଲ୍ଲୀ: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ୍‌ ଫ୍ରାନ୍ସରେ ଶାସନ କ୍ଷମତାର ପୁଣି ଥରେ ମଙ୍ଗ ଧରିଛନ୍ତି ଇମାନୁଏଲ ମାକ୍ରନ୍‌। ଗତକାଲି ଅନୁଷ୍ଠିତ ନିର୍ବାଚନରେ ସେ ପୁଣି ଥରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦୀ ତଥା ଦକ୍ଷିଣପନ୍ଥୀ ନେତ୍ରୀ ଲି ପେନ୍‌ଙ୍କ

ଚୀନ୍ ନାଗରିକଙ୍କୁ ଦିଆଯାଇଥିବା ପର୍ଯ୍ୟଟନ ଭିସାକୁ ବାତିଲ କଲା ଭାରତ

ନୂଆଦିଲ୍ଲୀ: ଚୀନ୍ ନାଗରିକଙ୍କୁ ଦିଆଯାଇଥିବା ପର୍ଯ୍ୟଟନ ଭିସାକୁ ବାତିଲ କଲା ଭାରତ। ଏ ବିଷୟରେ ସୂଚନା ଦେଇଛି ଆନ୍ତର୍ଜାତୀୟ ବିମାନ ପରିବହନ ସଂଘ (ଆଇଏଟିଏ) । ଚୀନ ୨୦,୦୦୦ ରୁ ଅଧିକ ଭାରତୀୟ ଛାତ୍ରଛାତ୍ରୀଙ୍କୁ ଫେରିବାକୁ ଅନୁମତି ନଦେବା ପରେ ଭାରତ ଏଭଳି ନିଷ୍ପତ୍ତି ନେଇଛି। ଏବେ ଚୀନ୍

ପାକିସ୍ତାନରେ ଦୈନିକ ୧୫ଘଣ୍ଟା ବିଜୁଳି କାଟ

ନୂଆଦିଲ୍ଲୀ: ପ୍ରବଳ ଗରମ ଓ ଅନ୍ଧାରରେ କଲବଲ ହେଉଥିବା ପାକିସ୍ତାନବାସୀ। ଏବେ ଏଠାରେ ଦେଶବାସୀ ପ୍ରତ୍ୟେକଦିନ ୮ରୁ ୧୫ ଘଣ୍ଟା ବିଦ୍ୟୁତକାଟର ସମ୍ମୁଖୀନ ହେଉଛନ୍ତି। କରାଚି, ଲାହୋର, ରାଓ୍ୱଲପିଣ୍ଡି, କ୍ୱେତା, ପେଶଓ୍ୱାର, ମୁଲତାନ, ବାଦିନ, ସ୍ୱାତ ଏବଂ ପାକିସ୍ତାନର ଅନେକ ସହରବାସୀ ବିଦ୍ୟୁତକାଟ

ୟୁକ୍ରେନକୁ ମିଳିବ ଆମେରିକାର ରହସ୍ୟମୟ ଫୋନିକ୍ସ ଘୋଷ୍ଟ ଡ୍ରୋନ

ଓ୍ବାସିଂଟନ : ରୁଷ ଆକ୍ରମଣର ପ୍ରତିରୋଧ କରିବାକୁ ଆମେରିକା ସରକାର ୟୁକ୍ରେନ ପାଇଁ ୮୦୦ ନିୟୁତ ଡଲାରର ସାମରିକ ସହାୟତା ଘୋଷଣା କରିଛି । ଏହି ସହାୟତା ମାଧ୍ୟମରେ ପେଣ୍ଟାଗନ୍ ପକ୍ଷରୁ ୟୁକ୍ରେନକୁ କେତେକ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ପ୍ରଦାନ କରାଯିବ । ସେଗୁଡ଼ିକ ମଧ୍ୟରେ ରହିଛି ଫିନିକ୍ସ

ଫ୍ରିଜ ଭିତରେ ରହି ଯାଇଥିବା ହେତୁ ଭୂସ୍ଖଳନରୁ ବଞ୍ଚିଗଲା ୧୧ବର୍ଷର ବାଳକ

ନୂଆଦିଲ୍ଲୀ: ଫିଲିପାଇନ୍ସରେ ଦିନସାରା ଫ୍ରିଜ୍ ଭିତରେ ରହିବା ପରେ ଜଣେ ୧୧ ବର୍ଷର ବାଳକ ଭୂସ୍ଖଳନରୁ ବଞ୍ଚି ଯାଇଥିବା ଖବର ମିଳିଛି। ଗତ ଶୁକ୍ରବାର ଦିନ ସିଜେ ଜେସ୍ମେ ନାମକ ବାଳକ ନିଜ ପରିବାର ସହିତ ଘରେ ଥିବା ବେଳେ ଫିଲିପାଇନ୍ସର ବେବେ ସିଟିରେ ଏକ ବଡ଼ ଧରଣର ଭୂସ୍ଖଳନ ହୋଇଥିଲା। ଏହି

ବନ୍ଦର ସହର ମାରିୟୁପୋଲ ଏବେ ସ୍ୱାଧୀନ: ପୁଟିନ୍‌

କିଭ୍‌: ଦୀର୍ଘଦିନ ଧରି ଯୁଦ୍ଧ ପରେ ଶେଷରେ ୟୁକ୍ରେନ୍‌ର ବନ୍ଦର ସହର ମାରିୟୁପୋଲକୁ ନିଜ ଦଖଲକୁ ନେଇଛି ରୁଷ। ଏ ସମ୍ପର୍କରେ ଆକ୍ରମଣକାରୀ ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ଔପଚାରିକ ଭାବେ ଘୋଷଣା କରିଛନ୍ତି। ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ ସୋହିଗୁ ପୁଟିନଙ୍କୁ ଜଣାଇଥିଲେ। ତେବେ

ଅବୁ ସାଲେମର ଆବେଦନ ପ୍ରସଙ୍ଗରେ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ: ଗ୍ୟାଙ୍ଗଷ୍ଟର ଅବୁ ସାଲେମ ୨୫ ବର୍ଷରୁ ଅଧିକ ଜେଲ ଦଣ୍ଡାଦେଶ ବିରୋଧରେ କରିଥିବା ଆବେଦନର ଶୁଣାଣି ଆଜି ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ ଉକ୍ତ ଆବେଦନକୁ କେନ୍ଦ୍ର ସରକାର ଅସାମାନ୍ୟ ବୋଲି କହିଛନ୍ତି। ଏଥିସହ ଏହି ଘଟଣାର ନିଷ୍ପତ୍ତି କେନ୍ଦ୍ର ସରକାର ସମୟ ଆସିଲେ ନେବେ ବୋଲି

ଶାହବାଜଙ୍କ ମନ୍ତ୍ରିମଣ୍ଡଳରେ ମହିଳାମାନଙ୍କୁ ଦିଆଗଲା ବଡ଼ ପଦବୀ, ହିନା ରବ୍ବାନୀ ହେଲେ ବୈଦେଶିକ ରାଷ୍ଟ୍ରମନ୍ତ୍ରୀ

ଇସଲାମାବାଦ: ଇମ୍ରାନ ସରକାରର ପତନ ଘଟିବା ପରେ ଏବେ ନୂଆ ମନ୍ତ୍ରିମଣ୍ଡଳ ଗଢ଼ିଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ୍ ଶରିଫ୍। କ୍ଷମତାକୁ ଆସିବା ପ‌ରେ ଆଜି ଶାହବାଜଙ୍କ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିଥିବା ଜଣାପଡ଼ିଛି। ପାକିସ୍ତାନ ସଂସଦର ଅଧ୍ୟକ୍ଷ ସାଦିକ ସଞ୍ଜାରାଣୀ ସମସ୍ତଙ୍କୁ ଶପଥ