Browsing Category

ବିଦେଶ

କାରିବିଆନ ସାଗରରେ ଜାହାଜ ଉପରେ ଆମେରିକାର ଆକ୍ରମଣ, ୧୧ ମୃତ

ୱାଶିଂଟନ: ଦକ୍ଷିଣ କାରିବିଆନ ସାଗରରେ ଏକ ଜାହାଜ ଉପରେ ଆକ୍ରମଣ କରିଛି ଆମେରିକା । ଏହି ଆକ୍ରମଣରେ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଦିନ କହିଛନ୍ତି ଯେ ଆମେରିକା ଏକ ଡ୍ରଗ୍ସ ପରିବହନକାରୀ ଜାହାଜ ଉପରେ ଆକ୍ରମଣ କରିଥିଲା ଯାହା ଭେନେଜୁଏଲାରୁ

ପାକିସ୍ତାନର କ୍ବୋଟାରେ ବୋମା ବିସ୍ଫୋରଣ, ୨୫ ମୃତ, ୩୦ ଆହତ

କ୍ବେଟା : ପାକିସ୍ତାନର କ୍ବୋଟାରେ ବଲୁଚ ନ୍ୟାସନାଲ ପାର୍ଟିର ରାଲିରେ ବଡ଼ ବିସ୍ଫୋରଣ । ଏଥିରେ ୨୫ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ଆହତଙ୍କ ଚିକିତ୍ସା ନିକଟସ୍ଥ ହସପିଟାଲରେ କରାଯାଉଛି । ଆହତଙ୍କ ମଧ୍ୟରେ ପୂର୍ବ ସାଂସଦ ଅହମଦ ନୱାଜ ଏବଂ ପାର୍ଟି ନେତା

ବିନ୍ନିଙ୍କ ସ୍ଥାନରେ ନୂଆ ସଭାପତି ଖୋଜୁଛି ବିସିସିଆଇ

ମୁମ୍ବଇ : ଜଲ୍‌ଦି ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ୍‌ ବୋର୍ଡ (ବିସିସିଆଇ)ର ବାର୍ଷିକ ସାଧାରଣ ପରିଷଦ ବୈଠକ (ଏଜିଏମ୍‌) ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ବିସିସିଆଇର ଗୁମାସ୍ତାମାନେ ନୂତନ ସଭାପତି ଖୋଜିବା ଆରମ୍ଭ କରିଛନ୍ତି। ଗତ କିଛିଦିନ ହେଲା ଅନୌପଚାରିକ ବୈଠକ ବସୁଛି ଏବଂ

କୋର୍ଟରୁ ଟ୍ରମ୍ପଙ୍କୁ ଆଉ ଏକ ଝଟ୍‍କା: ସେନା ମୁତୟନ ନିର୍ଦ୍ଦେଶ ଉପରେ ରୋକ୍‍

କୋର୍ଟରୁ ପୁଣି ଥରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଝଟ୍‍କା ଲାଗିଛି । ପୂର୍ବରୁ କୋର୍ଟ ତାଙ୍କ ଦ୍ୱାରା ଲାଗୁ କରାଯାଇଥିବା ଶୁଳ୍କକୁ ଅସାମ୍ବିଧାନିକ ଘୋଷଣା କରିଥିଲେ, ଯଦିଓ ଏହା ସ୍ଥଗିତ ରଖାଯାଇ ନଥିଲା । ଏହା ଟ୍ରମ୍ପଙ୍କୁ ଉଚ୍ଚ ଅଦାଲତକୁ ଯିବାକୁ ଦେଇଛି । ଏବେ କିନ୍ତୁ

ଭାରତକୁ ପୁଣି ଟ୍ରମ୍ପଙ୍କ ଟାର୍ଗେଟ, ଭାରତ ସହ ବାଣିଜ୍ୟ ଏକପାଖିଆ ବିପର୍ଯ୍ୟୟ, କହିଲେ ଟ୍ରମ୍ପ

ଭାରତ ସହ ବାଣିଜ୍ୟ ଏକପାଖିଆ ବିପର୍ଯ୍ୟୟ । ଟାରିଫକୁ ନେଇ ପୁଣି ଟ୍ରମ୍ପଙ୍କ ଟାର୍ଗେଟ । ସାଙ୍ଘାଇ ସହଯୋଗ ସଂଗଠନ ବୈଠକରେ ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଓ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକ ପରେ ଅସନ୍ତୋଷ ଝାଡିଛନ୍ତି ଟ୍ରମ୍ପ । ସାମାଜିକ

ପ୍ରାକୃତିକ ବିପର୍ଯ୍ୟୟର ଭୟଙ୍କର ରୂପ: ଆଫଗାନିସ୍ତାନ ଏବଂ ସୁଡାନରେ ୨,୧୦୦ ଲୋକଙ୍କ ମୃତ୍ୟୁ ଆଶଙ୍କା

ସାରା ବିଶ୍ୱରେ ପ୍ରକୃତିର ପ୍ରକୋପ ଜାରି ରହିଛି । ପ୍ରକୃତି ବିଶ୍ୱର ଦୁଇଟି ଭିନ୍ନ ଭିନ୍ନ କୋଣରେ ତାର ଭୟଙ୍କର ରୂପ ଦେଖାଇଛି । ଆଫଗାନିସ୍ତାନରେ ହୋଇଥିବା ଶକ୍ତିଶାଳୀ ଭୂମିକମ୍ପରେ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ସେହିଭଳି, ସୁଡାନରେ ଭୂସ୍ଖଳନ ଯୋଗୁଁ ହଜାରରୁ ଅଧିକ ଲୋକ

ରୁଷକୁ ଟ୍ରମ୍ପଙ୍କ ଧମକ, ଯୁଦ୍ଧ ବନ୍ଦ ନ କଲେ ଲାଗିବ ଅଧିକ ଟାରିଫ

ରୁଷକୁ ଟ୍ରମ୍ପଙ୍କ ଧମକ । ତୁରନ୍ତ ୟୁକ୍ରେନ ଯୁଦ୍ଧ ବନ୍ଦ ନ କଲେ ଅଧିକ ଟାରିଫ ଲଗାଇବାକୁ ଆମେରିକାର ଚେତାବନୀ । ଆମେରିକା ଟ୍ରେଜେରି ସେକ୍ରେଟାରି ସ୍କଟ ବେସେଣ୍ଟ ଏହି ସୂଚନା ଦେଇଛନ୍ତି । କହିଛନ୍ତି ୟୁକ୍ରେନରେ ଚାଲିଥିବା ସାମରିକ କାର୍ଯ୍ୟକଳାପ ପାଇଁ ରୁଷ ଉପରେ ଅଧିକ ପ୍ରତିବନ୍ଧ

ପାକିସ୍ତାନରେ ଆର୍ମି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୫ ମୃତ

ପାକିସ୍ତାନ : ପାକିସ୍ତାନରେ ଆର୍ମି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ଗିଲଗିଟ୍-ବାଲ୍ଟିସ୍ତାନରେ ହେଲିକପ୍ଟରରେ ନିଆଁ ଲାଗିଯାଇଥିଲା । ଇଂଜିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ହେଲିକପ୍ଟର ଦୁର୍ଘଟଣା ହୋଇଥିବା ଜଣାପଡିଛି । ଗିଲଗିଟ-ବାଲ୍ଟିସ୍ତାନ

୮୦୦ ଟପିଲା ଆଫଗାନିସ୍ତାନ ଭୂକମ୍ପ ମୃତ୍ୟୁ ସଂଖ୍ୟା, ୧୩୦୦ ଆହତ

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୮୦୦ ଅତିକ୍ରମ କରିଛି। ୧୩୦୦ରୁ ଅଧିକ ଲୋକ ଏଥିରେ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି। ରବିବାର ବିଳମ୍ବିତ ରାତି ପ୍ରାୟ ୧୧ଟା ୪୭ରେ

ୟୁକ୍ରେନର ପୂର୍ବତନ ବାଚସ୍ପତିଙ୍କୁ ଗୁଳିକରି ହତ୍ୟା

ନୂଆଦିଲ୍ଲୀ : ୟୁକ୍ରେନର ପୂର୍ବତନ ବାଚସ୍ପତି ଆଣ୍ଡ୍ରି ପାରୁବୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। କିଛି ଅଜ୍ଞାତ ବନ୍ଧୁକଧାରୀ ଶନିବାର ତାଙ୍କୁ ହତ୍ୟା କରିଥିବା ନେଇ ରାଷ୍ଟ୍ରପତି ଭୋଲଦିମିର ଜେଲେନସ୍କି ସ୍ପଷ୍ଟ କରିଛନ୍ତି। ଜେଲେନସ୍କି ଘଟଣାର କଡ଼ା ନିନ୍ଦା କରିବା ସହିତ ଏହାର ତଦନ୍ତ