Browsing Category

ବିଦେଶ

ଜନଗହଳି ରାସ୍ତାକୁ ଡିଆଁ ମାରିଲା ସିଂହ; ସାମ୍ନାରେ ମହିଳାଙ୍କୁ ଦେଖି କଲା ଆକ୍ରମଣ

ପାକିସ୍ତାନ: ପାକିସ୍ତାନର ଲାହୋରର ଜନଗହଳି ରାସ୍ତାରେ ସିଂହ ବୁଲୁଥିବାର ଏକ ଭୟାବହ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣାର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଘୁରି ବୁଲୁଛି। ଏହି ଭାଇରାଲ ଭିଡିଓରେ ସ୍ପଷ୍ଟ ଭାବେ ଦେଖିବାକୁ ମିଳୁଛି, ଜନଗହଳି ରାସ୍ତାରେ ହଠାତ ଏକ ସିଂହ ପାଚେରୀ ଡେଇଁ

ଆଫଗାନିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ବୁଧବାର ସକାଳେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୨ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ଭୂମି ଠାରୁ ୪୭ କିଲୋମିଟର ଗଭୀର ରହିଛି । ଏଥିରେ ଧନଜୀବନ ହାନୀ ନେଇ କୌଣସି ସୂଚନା ମିଳି ପାରି ନାହିଁ । ଅଗଷ୍ଟ ୨ରେ ମଧ୍ୟ

ବର୍ଷକରେ ୩ ଦେଶର ୪୨୦ କିଲୋମିଟର ଜମି କବଜା କଲେ ନେତାନ୍ୟାହୁ

ଜେରୁଜେଲମ୍: ଗାଜାର ପରିସ୍ଥିତି ବହୁତ ଖରାପ। ଲୋକମାନେ ଅନାହାରରେ ଅଛନ୍ତି। ଅନେକ ଦେଶ ଯୁଦ୍ଧ ବନ୍ଦ କରିବା ପାଇଁ ଇସ୍ରାଏଲ ଉପରେ ଚାପ ପକାଉଛନ୍ତି। ଅନ୍ୟପକ୍ଷରେ, ଯୁଦ୍ଧବିରତି ସମ୍ପର୍କରେ ହମାସ ସହିତ ମଧ୍ୟ ଆଲୋଚନା ଚାଲିଛି। ସମ୍ପ୍ରତି ଯେତେବେଳେ ଫ୍ରାନ୍ସ ଏବଂ କାନାଡ଼ା‌ ଭଳି ଦେଶ

ୟେମେନରେ ଜାହାଜ ବୁଡ଼ି ଚାଲିଗଲା ୬୮ ଜଣଙ୍କ ଜୀବନ

ନୂଆଦିଲ୍ଳୀ: ୟେମେନରେ ବଡ଼ ଅଘଟଣ । ଦକ୍ଷିଣ ଅବିଆନ ପ୍ରଦେଶ ନିକଟରେ ନୌକା ଓଲଟି ପଡ଼ିବାରୁ ୬୮ ଜଣ ଶରଣାର୍ଥୀଙ୍କ ମୃତ୍ୟୁ ଘଟିଛି । ୟେମେନ ଗଣମାଧ୍ୟମ ଅନୁଯାୟୀ, ପ୍ରାୟ ୧୫୪ ଜଣ ଶରଣାର୍ଥୀଙ୍କୁ ନେଇ ଏହି ନୌକା ଗଲ୍ଫ ଅଫ ଏଡେନରେ ଖରାପ ପାଗ ଯୋଗୁ ଓଲଟି ପଡ଼ିଥିଲା । ମାତ୍ର ୧୨ ଜଣ ଉଦ୍ଧାର

ଭୂକମ୍ପ ଝଟକାରେ ପୁଣି ଥରିଲା ରୁଷ, ସୁନାମୀ ସତର୍କତା ଜାରି

ରୁଷରେ ରବିବାର ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ରୁଷର କୁରିଲ ଦ୍ଵୀପ ଏବଂ କାମଚାତକାରେ ଏହି ଭୂକମ୍ପ ଅନୁଭୂତ ହୋଇଥିବା ଜର୍ମାନୀ ଭୂବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା କୁରିଲ ଦ୍ଵୀପରେ ୬.୭ ଏବଂ କାମଚାତକାରେ ୬.୮ ରହିଥିଲା।

ପାକିସ୍ତାନରେ ତେଲ ନାହିଁ, ଅସୀମ ମୁନିର ଭୁଲ ସୂଚନା ଦେଇଛନ୍ତି: ବଲୁଚ ନେତା

ନୂଆଦିଲ୍ଲୀ: ଆମେରିକା ଅଶୋଧିତ ତେଲକୁ ନେଇ ପାକିସ୍ତାନ ସହିତ ଏକ ଚୁକ୍ତି କରିଛି। ପାକ୍ କହିଛି ଯେ ବଲୁଚିସ୍ତାନରେ ତେଲ ଏବଂ ଅନ୍ୟାନ୍ୟ ଖଣିଜ ପଦାର୍ଥର ଭଣ୍ଡାର ଅଛି। ଏହି ସମୟରେ, ବଲୁଚିସ୍ତାନ ନେତା ମୀର ୟାର ବଲୁଚ୍ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି,

ଇନଷ୍ଟ୍ରାଗ୍ରାମରେ ଯୁବକଙ୍କୁ ପ୍ରଲୋଭିତ କରି ଆତଙ୍କୀ ବନାଉଥିଲେ ମହିଳା, ବାନ୍ଧିଲା ଏଟିଏସ

ଇନଷ୍ଟାଗ୍ରାମରେ ଆଇଡି ଖୋଲି ଯୁବକମାନଙ୍କୁ ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା। ଅର୍ଥ ଲୋଭ ଦେଖାଇ ଆତଙ୍କବାଦୀ ସଂଗଠନରେ ସାମିଲ କରାଉଥିଲେ। ବର୍ଷ ବର୍ଷ ଧରି ଏପରି କାର୍ଯ୍ୟ କରିଆସୁଥିବା ଝାଡ଼ଖଣ୍ଡର ଜଣେ ମହିଳା ଆତଙ୍କବାଦୀଙ୍କୁ ବେଙ୍ଗାଲୁରୁରୁ ଗିରଫ କରିଛି ଗୁଜରାଟ

ଭୟଙ୍କର ଭୂକମ୍ପ ପରେ ସୁନାମୀ ଆତଙ୍କ

ନୂଆଦିଲ୍ଲୀ: ରୁଷରେ ଶକ୍ତିଶାଳୀ ଭୂକମ୍ପ ପରେ ଏବେ ସୁନାମୀର ଆତଙ୍କ । ଭୟଙ୍କର ଭୂକମ୍ପରେ ରୁଷ ଥରହର ହେବା ପରେ ଏବେ ସୁନାମୀ ମାଡ଼ି ଆସିବା ନେଇ ଆଲର୍ଟ ଜାରି କରାଯାଇଥିବା ବେଳେ ସମୁଦ୍ରରୁ ବିରାଟ ବିରାଟ ଜୁଆର ସ୍ଥଳ ଭାଗକୁ ମାଡ଼ି ଆସୁଥିବା ଦେଖିବାକୁ ମିଳିଛି । ଭୂମିକମ୍ପର କେନ୍ଦ୍ରସ୍ଥଳ

ଭୂକମ୍ପରେ ଥରହର ରୁଷ: ଲାଗିଲା ୮.୮ ତୀବ୍ରତାର ଶକ୍ତିଶାଳୀ ଝଟକା

ମସ୍କୋ: ଭୂକମ୍ପରେ ଥରିଲା ରୁଷ । ଭୟଙ୍କର ଭୂକମ୍ପରେ ଦୋହଲିଗଲା ଦେଶ । ସକାଳୁ ସକାଳୁ ଲାଗିଲା ଶକ୍ତିଶାଳୀ ଭୂକମ୍ପର ଝଟକା । ୮.୮ ତୀବ୍ରତାର ଭୂକମ୍ପରେ ଥରହର ରୁଷ । ତେବେ ରୁଷର ପୂର୍ବ କାମଚଟକା ଅଞ୍ଚଳରେ ବଡ଼ ଧରଣର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୮.୮ ରହିଛି ।

ନ୍ୟୁୟର୍କରେ ଅତର୍କିତ ଗୁଳିକାଣ୍ଡ: ଚାହୁଁ ଚାହୁଁ ଚାଲିକଲା ୫ ଜୀବନ

ନ୍ୟୁୟର୍କ: ଆମେରିକାର ନ୍ୟୁୟର୍କରେ ଭୟଙ୍କର ଗୁଳିକାଣ୍ଡ, ଏହି ଭୟଙ୍କର ଗୁଳିକାଣ୍ଡରେ ୫ଜଣଙ୍କ ମୃତ୍ୟୁ ହୋଇଛି । ସର୍ବସାଧାରଣ ସ୍ଥାନରେ ଆଖିବୁଜା ଗୁଳି ଚଳାଇଲେ ବନ୍ଧୁକଧାରୀ । ଏଥିରେ ଜଣେ ପୁଲିସ ଅଧିକାରୀଙ୍କ ସହ ୪ ଜଣଙ୍କ ମୃ୍ତ୍ୟୁ ହୋଇଛି । ପାଲଟା ଗୁଳିରେ ସୁଟର ମଧ୍ୟ ପ୍ରାଣ ହରାଇଛି ।