Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ତୁର୍କୀ ବିକ୍ରି କରୁଛି ବିଶ୍ୱର ସବୁଠାରୁ ବିପଦପୂର୍ଣ୍ଣ ବୋମା: ପ୍ରତିରକ୍ଷା ଶିଳ୍ପ ମେଳାରେ ପ୍ରଦର୍ଶନ କଲା
ଆଙ୍କରା: ତୁର୍କୀ ଡ୍ରୋନ୍ର ରପ୍ତାନିକାରୀ ଭାବେ ଖ୍ୟାତି ହାସଲ କରିଛି। ଏବେ ତୁର୍କୀ ବ୍ୟାପକ ଧ୍ୱଂସ ଘଟାଉଥିବା ବୋମାର ନିର୍ମାତା ମଧ୍ୟ ହୋଇଛି। ଇସ୍ତାନବୁଲରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ପ୍ରତିରକ୍ଷା ଶିଳ୍ପ ମେଳା ଆଇଡିଇଏଫ ୨୦୨୫ରେ, ତୁର୍କୀ ବିଶ୍ୱର ଦୁଇଟି ସବୁଠାରୁ ବିପଦପୂର୍ଣ୍ଣ!-->…
ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ କଲେ ଆମେରିକା-ୟୁରୋପୀୟ ସଂଘ
ୱାସିଂଟନ୍: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ଏକ ପ୍ରମୁଖ ବାଣିଜ୍ୟ ଚୁକ୍ତି ହୋଇଥିବା ଜାତୀୟ ଗଣମାଧ୍ୟମର ରିପୋର୍ଟରୁ ଜଣାଯାଇଛି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହି ଘୋଷଣା କରିଛନ୍ତି । ଟ୍ରମ୍ପ ଏହାକୁ ଏପର୍ଯ୍ୟନ୍ତ ସର୍ବୋତ୍ତମ ବାଣିଜ୍ୟ ଚୁକ୍ତି!-->…
କଙ୍ଗୋ ଚର୍ଚ୍ଚରେ ଆତଙ୍କବାଦୀ ଆକ୍ରମଣ, ୨୧ ମୃତ
କିନସାସା : ପୂର୍ବ କଙ୍ଗୋରେ ଆତଙ୍କବାଦୀମାନେ ପୁଣି ଥରେ ଆତଙ୍କ ସୃଷ୍ଟି କରିଛନ୍ତି। ପୂର୍ବ କଙ୍ଗୋରେ ଇସଲାମିକ୍ ଷ୍ଟେଟ୍ ସମର୍ଥିତ ବିଦ୍ରୋହୀଙ୍କ ଦ୍ୱାରା ଏକ ଚର୍ଚ୍ଚ ଉପରେ ଆକ୍ରମଣରେ ଅତି କମରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ସ୍ଥାନୀୟ ନେତାମାନେ କହିଛନ୍ତି।
ସୂଚନା ଅନୁସାରେ!-->!-->!-->…
ଚାକିରି ଛାଡ଼ିବେ ନାସାର ୩,୮୭୦ କର୍ମଚାରୀ
ୱାଶିଂଟନ: ଆମେରିକାର ମହାକାଶ ସଂସ୍ଥା ନ୍ୟାସନାଲ ଏରୋନଟିକ୍ସ ଆଣ୍ଡ ସ୍ପେସ୍ ଆଡମିନିଷ୍ଟ୍ରେସନ୍ (ନାସା) ରୁ ୩,୮୭୦ କର୍ମଚାରୀ ଚାକିରି ହରାଇବେ । ସ୍ୱେଚ୍ଛାକୃତ ଇସ୍ତଫା କାର୍ଯ୍ୟକ୍ରମ ଅନ୍ତର୍ଗତ ଏହି କର୍ମଚାରୀମାନେ ଇସ୍ତଫା ଦେବାକୁ ଯାଉଛନ୍ତି।
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ!-->!-->!-->…
ଚୀନ : ଗୋଟିଏ ଦିନରେ ବର୍ଷକର ବର୍ଷା !
ବେଜିଂ : ଚୀନର କେତେକ ରାଜ୍ୟରେ ଏବେ ବର୍ଷା ବିତ୍ପାତ ଜାରି ରହିଛି । ଏପରିକି ଚୀନର ରାଜଧାନୀ ବେଜିଂ ବର୍ଷା ଯୋଗୁଁ ବେହାଲ ହୋଇଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବେଜିଂର ୧୬ରୁ ୧୨ଟି ଡିଷ୍ଟ୍ରିକ୍ଟ ( କ୍ଷେତ୍ର)ରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ ସ୍ଥିତି ସୃଷ୍ଟି ହୋଇଛି!-->…
ଆମେରିକା ଓ ଇସ୍ରାଏଲକୁ ବଡ଼ ଝଟକା ଦେଲା ଫ୍ରାନ୍ସ
ଆମେରିକା ଏବଂ ଇସ୍ରାଏଲକୁ ଏକ ବଡ଼ ଝଟ୍କା ଦେଇଛି ଫ୍ରାନ୍ସ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକ୍ରନଙ୍କ ଏକ ଘୋଷଣା ଆରେମିକାର ନିଦ ହଜାଇ ଦେଇଛି। କେବଳ ଏତିକି ନୁହେଁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବି ଚିନ୍ତାରେ ପଡ଼ି ଯାଇଛନ୍ତି। ଯେଉଁଥିପାଇଁ ସେ ଫ୍ରାନ୍ସକୁ ଧମକ!-->…
ଭାରତୀୟ ଅର୍ଥନୀତିକୁ ତଳିତଳାନ୍ତ କରିଦେବୁ, ଆମେରିକାର ଧମକ
ଓ୍ବାସିଂଟନ : ରୁଷରୁ ଶସ୍ତାରେ ତେଲ କିଣୁ ଥିବା ଚୀନ, ଭାରତ ଓ ବ୍ରାଜିଲକୁ ପୁଣି ଥରେ ଧମକ ଦେଇଛି ଆମେରିକା । ଯଦି ଏହି ଦେଶଗୁଡ଼ିକ ରୁଷରୁ ଶସ୍ତା ତେଲ କିଣିବା ଜାରି ରଖନ୍ତି, ତେବେ ସେମାନଙ୍କର ଅର୍ଥନୀତିକୁ ବଡ଼ କ୍ଷତି ସହିବାକୁ ପଡ଼ିପାରେ ବୋଲି ଆମେରିକାର ଜଣେ ସିନେଟର ଧମକ ଦେଇଛନ୍ତି।
!-->!-->!-->…
ଇଣ୍ଡୋନେସିଆ : ଜାହାଜରେ ଅଗ୍ନିକାଣ୍ଡ, ଭୟରେ ସମୁଦ୍ରକୁ ଡେଇଁଲେ ଯାତ୍ରୀ
ଜାକାର୍ତ୍ତା : ଇଣ୍ଡୋନେସିଆ ନିକଟସ୍ଥ ସମୁଦ୍ରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଜାହାଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡ ଯୋଗୁଁ ମୃତାହତଙ୍କ ସଂଖ୍ୟା ଜଣାପଡ଼ିନାହିଁ । ଏହି ଅଗ୍ନିକାଣ୍ଡର ଭିଡିଓ ଭାଇରାଲ ହୋଇଛି ।
ସୂଚନା ଅନୁସାରେ ଉତ୍ତର!-->!-->!-->…
ମଝି ଆକାଶରେ କ୍ରୁ ସଦସ୍ୟଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ: ଆମେରିକାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମଝି ଆକାଶରେ ବିମାନ ଉଡ଼ୁଥିବା ବେଳେ ଜଣେ ଯାତ୍ରୀ ହଠାତ୍ ଜରୁରୀକାଳୀନ ଦ୍ୱାର ଖୋଲିବା ସହିତ କ୍ରୁ ସଦସ୍ୟ ଓ ସହଯାତ୍ରୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବାର ଅଭିଯୋଗ ହୋଇଛି। ଏହି ଘଟଣାର ଏକ ଭିଡିଓ ମଧ୍ୟ ସୋସିଆଲ!-->…
ଟ୍ରମ୍ପ୍ଙ୍କୁ କ୍ଷମତାରୁ ହଟାଇବା ପାଇଁ ଓବାମା ଷଡ଼ଯନ୍ତ୍ର ରଚିଥିଲେ: ତୁଲସୀ ଗବାର୍ଡ
ୱାଶିଂଟନ: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗବାର୍ଡ ୨୦୧୬ ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିଜୟକୁ କ୍ଷତି ପହଞ୍ଚାଇବା ଏବଂ ତାଙ୍କ ରାଷ୍ଟ୍ରପତି ପ୍ରାର୍ଥୀତ୍ବକୁ ଦୁର୍ବଳ କରିବା ପାଇଁ ଓବାମା ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗ କରିଛନ୍ତି।
ତୁଳସୀ ଗବାର୍ଡ ପୂର୍ବତନ!-->!-->!-->…