Browsing Category

ବିଦେଶ

ଟ୍ରମ୍ପଙ୍କୁ ମିଳୁ ନୋବେଲ ଶାନ୍ତି ପୁରସ୍କାର, ପାକିସ୍ତାନର ପ୍ରସ୍ତାବ

ନୂଆଦିଲ୍ଲୀ: ଟ୍ରମ୍ପଙ୍କୁ ମିଳୁ ନୋବେଲ ଶାନ୍ତି ପୁରସ୍କାର । ୨୦୨୬ ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶାନ୍ତି ପୁରସ୍କାର ଦିଆଯାଉ । ବିଭିନ୍ନ ଦେଶର ଯୁଦ୍ଧ ପରିସ୍ଥିତି ମଧ୍ୟରେ ଟ୍ରମ୍ପ ଶାନ୍ତି ଫେରାଇ ଆଣୁଥିବାରୁ ତାଙ୍କୁ ନୋବେଲ ଶାନ୍ତି ପୁରସ୍କାର ଦିଆଯାଉ । ଏଭଳି ଏକ

ଇରାନରେ ଭୂକମ୍ପ, ପରମାଣୁ କେନ୍ଦ୍ରରେ ଇସ୍ରାଏଲର ଆକ୍ରମଣ ଯୋଗୁ ଭୂମିକମ୍ପ ସନ୍ଦେହ

ତେହରାନ : ଇରାନରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ କରାଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଆମେରିକାର ଭୂତାତ୍ତ୍ଵିକ ସର୍ବେକ୍ଷଣ(ୟୁଏସଜିଏସ) ପକ୍ଷରୁ ମଧ୍ୟ ଇରାନର ଉତ୍ତରାଞ୍ଚଳରେ ଭୂକମ୍ପ ସମ୍ପର୍କରେ ତଥ୍ୟ ଦିଆଯାଇଛି।

ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ, ଇନଷ୍ଟିଚ୍ୟୁଟର ଏକାଧିକ ଲ୍ୟାବ୍ ନଷ୍ଟ

ଇରାନ-ଇସ୍ରାଏଲ ଯୁଦ୍ଧରେ ଥରୁଛି ମଧ୍ୟପ୍ରାଚ୍ୟ । ତୀବ୍ର ହେଉଛି ଇରାନ-ଇସ୍ରାଏଲ ଯୁଦ୍ଧ । ଜୋରଦାର ହେଉଛି ଆକ୍ରମଣ-ପ୍ରତି ଆକ୍ରମଣ । ଅଷ୍ଟମ ଦିନରେ ପହଞ୍ଚିଛି ଯୁଦ୍ଧ । ଇରାନର ନ୍ୟୁକ୍ଲିୟର ସାଇଟ ଉପରେ ଭୟଙ୍କର ଏୟାର ଷ୍ଟ୍ରାଇକ କରିଥିଲା ଇସ୍ରାଏଲ । ଏହାର ଜବାବ ଦେଇଛି ଇରାନ । ଇସ୍ରାଏଲ

ଆଜି ରାତିରେ ଦିଲ୍ଲୀ ଫେରିବେ ଇରାନରେ ଫସିଥିବା ୧୦୦୦ ଭାରତୀୟ

ନୂଆଦିଲ୍ଲୀ: ଇରାନରୁ ଭାରତ ଫେରିବେ ହଜାରେ ଭାରତୀୟ ନାଗରିକ । ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଉଗ୍ର ରୂପ ନେଉଥିବା ବେଳେ ଇରାନରେ ରହୁଥିବା ଭାରତୀୟଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ଇରାନରୁ ୧୦୦୦ ଭାରତୀୟ ଭାରତ ଅଭିମୁଖେ ଯାତ୍ରା କରିବେ । ଆଜି ରାତିରେ ଏହି ଭାରତୀୟମାନେ

ଜୁନ ୨୪ ସୁଦ୍ଧା ହାଜର ହୁଅ : ଶେଖ୍ ହାସିନାଙ୍କୁ ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ

ଢାକା : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଶେଖ ହାସିନାଙ୍କୁ ଜୁନ୍ ୨୪ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି। ମାନବତା ବିରୋଧୀ ଅପରାଧ,

ଇରାନ ପହଞ୍ଚିଲା ଚୀନର ୩ଟି ରହସ୍ୟମୟ ବିମାନ

ତେହେରାନ: ଦିନକୁ ଦିନ ଇରାନ ଓ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଘମାଘୋଟ ରୂପ ନେଉଛି । ଏହି ଯୁଦ୍ଧରେ ଆମେରିକା ଯୋଗ ଦେବାର ଆଶଙ୍କା ମଧ୍ୟରେ ଚୀନ ଓ ରୁଷ ଇରାନକୁ ଗୋପନରେ ସହାୟତା କରୁଛନ୍ତି । ଚୀନ ପକ୍ଷରୁ ତେହେରାନକୁ ଗୋପନରେ ଅସ୍ତ୍ରଶସ୍ତ୍ର ଦିଆଯାଉଥିବା ସଂଦେହ କରାଯାଉଛି । ଏଥିପାଇଁ

ଆକ୍ରମଣ କଲେ ଭୟଙ୍କର ପରିଣାମ ଭୋଗିବ ଆମେରିକା – ଇରାନ

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଷଷ୍ଠ ଦିନରେ ପହଞ୍ଚିଛି। କ୍ରମାଗତ କ୍ଷେପଣାସ୍ତ୍ର ବିନିମୟ ଏବଂ ବିମାନ ଆକ୍ରମଣ ଯୋଗୁ କ୍ଷୟକ୍ଷତି ପରିମାଣ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତି ବ୍ୟାପକ ଆଞ୍ଚଳିକ ସଂଘର୍ଷର ଆଶଙ୍କାକୁ ପ୍ରଶ୍ରୟ ଦେଉଛି। ଇସ୍ରାଏଲ ଇରାନରେ

ଜାଫର ଏକ୍ସପ୍ରେସରେ ବିସ୍ଫୋରଣ: ଲାଇନଚ୍ୟୁତ ହେଲା ୬ଟି ବଗି

ନୂଆଦିଲ୍ଲୀ: ପୁଣି ଜାଫର ଏକ୍ସପ୍ରେସକୁ ନେଇ ଆସିଲା ବଡ ଖବର । ଜାଫର ଏକ୍ସପ୍ରେସରେ ବିସ୍ଫୋରଣ । ରେଳ ଧାରଣାରେ ବିସ୍ଫୋରଣ ପରେ ଲାଇନ ଚ୍ୟୁତ ହେଲା ଜାଫର ଏକ୍ସପ୍ରେସର ୬ଟି ବଗି । ପାକିସ୍ତାନରେ ପୂର୍ବରୁ ହାଇଜାକ୍ ହୋଇଥିବା ଜାଫର ଏକ୍ସପ୍ରେସ ଏବେ ପୁଣିଥିରେ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ

ଖାମେନିଙ୍କୁ ଇରାନରେ ହିଁ ଫାଶୀ ଦେବୁ : ଇସ୍ରାଏଲ

ନୂଆଦିଲ୍ଲୀ : ଇସ୍ରାଏଲ ଓ ଇରାନ ମଧ୍ୟରେ ଉତ୍ତେଜନା ଶୀର୍ଷ ସ୍ତରରେ ପହଞ୍ଚିଛି। ସୋମବାର ଇସ୍ରାଏଲର ପିଏମ୍‌ ବେଞ୍ଜାମିନ୍‌ ନେତନ୍ୟାହୁ ଇରାନର ସର୍ବୋଚ୍ଚ ନେତା ଅୟାତୁଲ୍ଲା ଅଲୀ ଖାମେନିଙ୍କୁ ହତ୍ୟା ଧମକ ଦେଇଛନ୍ତି। ସେ କହିଛନ୍ତି ଯେ, ଖାମେନିଙ୍କର ହତ୍ୟା ହେବ। ଏହାପରେ ହିଁ ଏହି ଯୁଦ୍ଧ

ତେହରାନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନର ସେନା ମୁଖ୍ୟ ଅଲ୍ଲୀ ଶାଦମାମୀ ନିହତ

ଇସ୍ରାଏଲ-ଇରାନ ମଧ୍ୟରେ ଯୁଦ୍ଧ ଉଗ୍ର ରୂପ ନେବାରେ ଲାଗିଛି । ଇରାନକୁ ପୁଣି ବଡ଼ ଝଟକା । ଇସ୍ରାଏଲ ଆକ୍ରମଣରେ ଇରାନର ନୂଆ ଆର୍ମି ଚିଫ୍ ନିହତ । ୱାର ଟାଇମ୍ ଚିମିଅଫ୍ ଷ୍ଟାଫ ଅଲ୍ଲୀ ଶାଦମାମୀଙ୍କ ମୃତ୍ୟୁ ହୋଇଥିବା ଦାବି କରିଛି ଆଇଡିଏଫ୍ । ଇରାନ ତାଙ୍କୁ ଯୁଦ୍ଧ ସମୟରେ ସେନାର ମୁଖ୍ୟ ଭାବେ