Browsing Category

ବିଦେଶ

ଇରାନର ପ୍ରତିଶୋଧ!: ଇସ୍ରାଏଲ ଗୁଇନ୍ଦା ସଂସ୍ଥା ମୋସାଦର ମୁଖ୍ୟାଳୟ ଉପରେ କ୍ଷେପଣାସ୍ତ୍ର ମାଡ଼

ତେହେରାନ: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆହୁରି ଭୟଙ୍କର ହୋଇଛି। କିଛି ଘଣ୍ଟା ପୂର୍ବରୁ ଇସ୍ରାଏଲୀ ସେନା ଇରାନୀ ସେନା ମୁଖ୍ୟଙ୍କୁ ହତ୍ୟା କରିଥିବା ଦାବି କରିଥିଲା, ଯାହାର ଜବାବରେ ଇରାନ ଏବେ ଏକ ବଡ଼ ଦାବି କରିଛି ଏବଂ କହିଛି ଯେ, ଆମର ସେନା ଇସ୍ରାଏଲୀ ଗୁପ୍ତଚର ସଂସ୍ଥା ମୋସାଦର

ଟ୍ରମ୍ପ-ମାକ୍ରୋନ କଥା କଟାକଟି

ଓ୍ବାସିଂଟନ : ପୁଣି ଜଣେ ରାଷ୍ଟ୍ରମୁଖ୍ୟଙ୍କ ସହ ବିବାଦ ସୃଷ୍ଟି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲଦୋମିର ଜେଲେନସ୍କି ଓ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାପୋସାଙ୍କ ବିବାଦ ସୃଷ୍ଟି କରିଥିବା ଟ୍ରମ୍ପ ଏବେ ଫ୍ରାନ୍ସ

ଆମେରିକାରେ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧ

ଓ୍ବାସିଂଟନ : ଆମେରିକା ଯାଇଥିବା ପାକିସ୍ତାନର ସେନା ମୁଖ୍ୟ ଫିଲଡ୍ ମାର୍ସାଲ ଅସୀମ ମୁନିରଙ୍କୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡିଛି। ମୁନିରଙ୍କୁ 'ପାକିସ୍ତାନୀଙ୍କ ହତ୍ୟାକାରୀ', 'ଇସଲାମାବାଦର ହତ୍ୟାକାରୀ', 'ଗଣହତ୍ୟାକାରୀ' ବୋଲି ବିକ୍ଷୋକ୍ଷକାରୀମାନେ ସ୍ଲୋଗାନ ଦେଇଥିଲେ ।

ମଧ୍ୟପ୍ରାଚ୍ୟକୁ ମୁହାଁଇଲା ଆମେରିକୀୟ ଯୁଦ୍ଧ ଜାହାଜ, ଇସ୍ରାଏଲ-ଇରାନ ଯୁଦ୍ଧରେ ହୋଇପାରେ ସାମିଲ

ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଉଭୟ ଦେଶ ପରସ୍ପର ଉପରେ ଜୋରଦାର ଆକ୍ରମଣ ଚଳାଇଛନ୍ତି। ଇସ୍ରାଏଲ ଯୁଦ୍ଧରେ ଆମେରିକାର ସହଯୋଗ ଲୋଡିଛି। ତେବେ ଇରାନ ପାଶ୍ଚାତ୍ୟ ଦେଶ ବିଶେଷକରି ଆମେରିକା, ଫ୍ରାନ୍ସ ଓ ବ୍ରିଟେନକୁ ଚେତାବନୀ ଦେଇ ଇସ୍ରାଏଲକୁ ସହଯୋଗ ନ କରିବାକୁ କହିଛି। ରବିବାର

୮୦ ବର୍ଷ ବୟସରେ ବିଶ୍ଵର ୨ୟ ଧନୀ ହେଲେ ଏହି ବ୍ୟକ୍ତି

ନୂଆଦିଲ୍ଲୀ : ବିଶ୍ଵର ୨ୟ ଧନୀ ବ୍ୟକ୍ତି ତାଲିକାରେ ପରିବର୍ତ୍ତନ ହୋଇଛି। ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ହରାଇଛନ୍ତି। ତାଙ୍କୁ ପଛରେ ପକାଇଛନ୍ତି ଓରାକଲର ପ୍ରତିଷ୍ଠାତା ଲାରି ଏଲିସନ। ଗତ ଗୁରୁବାର ୮୦ ବର୍ଷୀୟ ଏଲିସନଙ୍କ ସମ୍ପତ୍ତିରେ ହଠାତ ବୃଦ୍ଧି

ଇସ୍ରାଏଲ ଆକ୍ରମଣ ବନ୍ଦ କଲେ ଆମେ ବନ୍ଦ କରିବୁ : ଇରାନ

ତେହେରାନ: ଇସ୍ରାଏଲର ଇରାନ ଉପରେ ଆକ୍ରମଣ ପରଠାରୁ, ଉଭୟ ଦେଶ ପରସ୍ପର ଉପରେ ଲଗାତାର ଆକ୍ରମଣ କରିଆସୁଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ଇରାନକୁ ଧମକ ଦେଇଛନ୍ତି ଯେ ଯଦି ଆମେରିକୀୟ ସାମରିକ ଘାଟିକୁ ଟାର୍ଗେଟ କରାଯାଏ, ତେବେ ଆମର ସେନା ଆକ୍ରମଣ କରିବ। ଏହି ସମୟରେ, ଇରାନ

ହର୍ମୁଜ୍ ପ୍ରଣାଳୀ ବନ୍ଦ କରିବାକୁ ଇରାନର ଧମକ: ଚୀନ୍-ଭାରତର ଚିନ୍ତା ବଢ଼ିଲା, ତେଲ ଦର ଆକାଶ ଛୁଆଁ ହେବା ଆଶଙ୍କା

ତେହେରାନ୍: ଇରାନୀ ଗଣମାଧ୍ୟମ ସାଂସଦ ଇସମାଇଲ କୋସାରିଙ୍କ ମନ୍ତବ୍ୟ ଅନୁସାରେ କହିଛି ଯେ, ଇରାନ ହର୍ମୁଜ୍ ପ୍ରଣାଳୀକୁ ବନ୍ଦ କରିବା ବିଷୟରେ ବିଚାର କରୁଛି। ଇରାନ ପୂର୍ବରୁ ଏହି ରାସ୍ତାକୁ ବନ୍ଦ କରିବାକୁ ଧମକ ଦେଇସାରିଛି। ଇସ୍ରାଏଲ ସହିତ ଉତ୍ତେଜନା ବୃଦ୍ଧି ପାଇଲେ ଇରାନ ଏହା କରିବ ବୋଲି

ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍

ନୂଆଦିଲ୍ଲୀ: ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍ । ଇରାନର ରାଜଧାନୀ ତେହେରାନ ନିକଟବର୍ତୀ ଅଞ୍ଚଳରେ ସାମରିକ ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ । ଏହି ଆକ୍ରମଣ ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ଏହାର ପ୍ରମୁଖ ବୈଜ୍ଞାନିକମାନଙ୍କୁ ଟାର୍ଗେଟ କରାଯାଇ କରାଯାଇଛି । ଇସ୍ରାଏଲ

କାବୁଲ ଏୟାରପୋର୍ଟ ପାଖରେ ଆତଙ୍କବାଦୀ ଆଡ୍ଡା

କାବୁଲ : ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ପ୍ରଦେଶ (ଆଇଏସକେପି)ର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛି ତାଲିବାନ । ଆଫଗାନିସ୍ତାନ ଗସ୍ତ କରୁଥିବା ଭିଆଇପିମାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ଆଇଏସକେପି। ଏଥିପାଇଁ କାବୁଲ ଅନ୍ତର୍ଜାତୀୟ ଏୟାରପୋର୍ଟ

ଅଷ୍ଟ୍ରିଆ ସ୍କୁଲରେ ଗୁଳିକାଣ୍ଡ, ୧୧ ମୃତ

ଗ୍ରାଜ୍ : ୟୁରୋପୀୟ ଦେଶ ଅଷ୍ଟ୍ରିଆର ଦ୍ବିତୀୟ ବୃହତ୍ତମ ସହର ଗ୍ରାଜରେ ଏକ ଗୁଳିକାଣ୍ଡ ଘଟଣା ଘଟିଛି। ଏକ ସ୍କୁଲରେ ଜଣେ ବନ୍ଧୁକଧାରୀ ଆଖିମୁଜା ଗୁଳି ଚଳାଇବାରୁ ୭ ଛାତ୍ରଛାତ୍ରୀଙ୍କ ସମେତ ମୋଟ ୧୧ ଜଣ ମୃତ୍ୟୁବରଣ କରିଛନ୍ତି। ଗ୍ରାଜର ମେୟରଙ୍କ ସୂଚନା ଅନୁସାରେ ବନ୍ଧୁକଧାରୀ ଜଣକ ସେହି