Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ଇରାନ ଉପରେ ଆକ୍ରମଣ କରିବା ପାଇଁ ପାକିସ୍ତାନର ବାୟୁକ୍ଷେତ୍ର ବ୍ୟବହାର କରିଥିଲା ଆମେରିକା
ଇସଲାମାବାଦ: ଇରାନର ପରମାଣୁ ପ୍ରତିଷ୍ଠାନ ଉପରେ ଆକ୍ରମଣକୁ ନେଇ ସବୁଠାରୁ ବଡ଼ ଖବର ସାମ୍ନାକୁ ଆସୁଛି। ଆମେରିକାର ବୋମାବର୍ଷୀ ବିମାନ ବି-୨ ଇରାନ ଉପରେ ଆକ୍ରମଣ କରିବା ପାଇଁ ଭାରତ ମହାସାଗରରେ ଥିବା ଡିଏଗୋ ଗ୍ରାସିଆ ଦ୍ବୀପରୁ ବାହାରି ପାକିସ୍ତାନର ବାୟୁକ୍ଷେତ୍ର ବ୍ୟବହାର କରିଥିଲା । ଏହି!-->…
ତୁରନ୍ତ ଉତ୍ତେଜନା ହ୍ରାସ ପାଇଁ ଆହ୍ୱାନ ଦେଲେ ମୋଦି
ନୂଆଦିଲ୍ଲୀ: ଆମେରିକାର ତେହେରାନ ଉପରେ ଆକ୍ରମଣ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଇରାନ ରାଷ୍ଟ୍ରପତିଙ୍କୁ ଫୋନ୍ କରିଛନ୍ତି। ପରିସ୍ଥିତିକୁ ତୁରନ୍ତ ହ୍ରାସ କରିବା, ଆଲୋଚନା ଏବଂ କୂଟନୀତିକୁ ଆଗକୁ ବଢାଇବା ଏବଂ ଆଞ୍ଚଳିକ ଶାନ୍ତି, ସୁରକ୍ଷା ଏବଂ ସ୍ଥିରତାର ଶୀଘ୍ର ପୁନଃସ୍ଥାପନ ପାଇଁ!-->…
ଭାରତଠାରୁ ଶିଖିଲି, ଇରାନ ଉପରେ ପ୍ରୟୋଗ କଲି !
ଇସଲାମାବାଦ: 'ଅପରେସନ୍ ସିନ୍ଦୂର' ମାଧ୍ୟମରେ ଭାରତ ଯେପରି ପାକିସ୍ତାନକୁ ଚକିତ କରିଥିଲା, ସେହିପରି ଆମେରିକା ଏବେ ସମାନ ଢଙ୍ଗରେ ଇରାନରେ ବିନାଶ ଘଟାଇଛି। ଆମେରିକାର ବି-୨ ବୋମାବର୍ଷୀ ବିମାନ ଇରାନର ଗୁପ୍ତ ପରମାଣୁ ସ୍ଥାନଗୁଡ଼ିକ ଉପରେ ବୋମା ପକାଇ ଫେରିଆସିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ!-->…
ଟ୍ରମ୍ପଙ୍କୁ ମିଳୁ ନୋବେଲ ଶାନ୍ତି ପୁରସ୍କାର, ପାକିସ୍ତାନର ପ୍ରସ୍ତାବ
ନୂଆଦିଲ୍ଲୀ: ଟ୍ରମ୍ପଙ୍କୁ ମିଳୁ ନୋବେଲ ଶାନ୍ତି ପୁରସ୍କାର । ୨୦୨୬ ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶାନ୍ତି ପୁରସ୍କାର ଦିଆଯାଉ । ବିଭିନ୍ନ ଦେଶର ଯୁଦ୍ଧ ପରିସ୍ଥିତି ମଧ୍ୟରେ ଟ୍ରମ୍ପ ଶାନ୍ତି ଫେରାଇ ଆଣୁଥିବାରୁ ତାଙ୍କୁ ନୋବେଲ ଶାନ୍ତି ପୁରସ୍କାର ଦିଆଯାଉ । ଏଭଳି ଏକ!-->…
ଇରାନରେ ଭୂକମ୍ପ, ପରମାଣୁ କେନ୍ଦ୍ରରେ ଇସ୍ରାଏଲର ଆକ୍ରମଣ ଯୋଗୁ ଭୂମିକମ୍ପ ସନ୍ଦେହ
ତେହରାନ : ଇରାନରେ ଶନିବାର ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରେକର୍ଡ କରାଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଆମେରିକାର ଭୂତାତ୍ତ୍ଵିକ ସର୍ବେକ୍ଷଣ(ୟୁଏସଜିଏସ) ପକ୍ଷରୁ ମଧ୍ୟ ଇରାନର ଉତ୍ତରାଞ୍ଚଳରେ ଭୂକମ୍ପ ସମ୍ପର୍କରେ ତଥ୍ୟ ଦିଆଯାଇଛି।!-->…
ଇସ୍ରାଏଲର ବୈଜ୍ଞାନିକ ଗବେଷଣା କେନ୍ଦ୍ର ନଷ୍ଟ କଲା ଇରାନ, ଇନଷ୍ଟିଚ୍ୟୁଟର ଏକାଧିକ ଲ୍ୟାବ୍ ନଷ୍ଟ
ଇରାନ-ଇସ୍ରାଏଲ ଯୁଦ୍ଧରେ ଥରୁଛି ମଧ୍ୟପ୍ରାଚ୍ୟ । ତୀବ୍ର ହେଉଛି ଇରାନ-ଇସ୍ରାଏଲ ଯୁଦ୍ଧ । ଜୋରଦାର ହେଉଛି ଆକ୍ରମଣ-ପ୍ରତି ଆକ୍ରମଣ । ଅଷ୍ଟମ ଦିନରେ ପହଞ୍ଚିଛି ଯୁଦ୍ଧ । ଇରାନର ନ୍ୟୁକ୍ଲିୟର ସାଇଟ ଉପରେ ଭୟଙ୍କର ଏୟାର ଷ୍ଟ୍ରାଇକ କରିଥିଲା ଇସ୍ରାଏଲ । ଏହାର ଜବାବ ଦେଇଛି ଇରାନ ।
ଇସ୍ରାଏଲ!-->!-->!-->…
ଆଜି ରାତିରେ ଦିଲ୍ଲୀ ଫେରିବେ ଇରାନରେ ଫସିଥିବା ୧୦୦୦ ଭାରତୀୟ
ନୂଆଦିଲ୍ଲୀ: ଇରାନରୁ ଭାରତ ଫେରିବେ ହଜାରେ ଭାରତୀୟ ନାଗରିକ । ଇରାନ-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ପରିସ୍ଥିତି ଉଗ୍ର ରୂପ ନେଉଥିବା ବେଳେ ଇରାନରେ ରହୁଥିବା ଭାରତୀୟଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ଇରାନରୁ ୧୦୦୦ ଭାରତୀୟ ଭାରତ ଅଭିମୁଖେ ଯାତ୍ରା କରିବେ । ଆଜି ରାତିରେ ଏହି ଭାରତୀୟମାନେ!-->…
ଜୁନ ୨୪ ସୁଦ୍ଧା ହାଜର ହୁଅ : ଶେଖ୍ ହାସିନାଙ୍କୁ ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲଙ୍କ ନିର୍ଦ୍ଦେଶ
ଢାକା : ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି। ସଦ୍ୟତମ ଘଟଣାକ୍ରମରେ, ବାଂଲାଦେଶ ଅନ୍ତର୍ଜାତୀୟ ଅପରାଧ ଟ୍ରିବ୍ୟୁନାଲ୍ ଶେଖ ହାସିନାଙ୍କୁ ଜୁନ୍ ୨୪ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛି। ମାନବତା ବିରୋଧୀ ଅପରାଧ,!-->…
ଇରାନ ପହଞ୍ଚିଲା ଚୀନର ୩ଟି ରହସ୍ୟମୟ ବିମାନ
ତେହେରାନ: ଦିନକୁ ଦିନ ଇରାନ ଓ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଘମାଘୋଟ ରୂପ ନେଉଛି । ଏହି ଯୁଦ୍ଧରେ ଆମେରିକା ଯୋଗ ଦେବାର ଆଶଙ୍କା ମଧ୍ୟରେ ଚୀନ ଓ ରୁଷ ଇରାନକୁ ଗୋପନରେ ସହାୟତା କରୁଛନ୍ତି । ଚୀନ ପକ୍ଷରୁ ତେହେରାନକୁ ଗୋପନରେ ଅସ୍ତ୍ରଶସ୍ତ୍ର ଦିଆଯାଉଥିବା ସଂଦେହ କରାଯାଉଛି । ଏଥିପାଇଁ!-->…
ଆକ୍ରମଣ କଲେ ଭୟଙ୍କର ପରିଣାମ ଭୋଗିବ ଆମେରିକା – ଇରାନ
ଇସ୍ରାଏଲ ଏବଂ ଇରାନ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଷଷ୍ଠ ଦିନରେ ପହଞ୍ଚିଛି। କ୍ରମାଗତ କ୍ଷେପଣାସ୍ତ୍ର ବିନିମୟ ଏବଂ ବିମାନ ଆକ୍ରମଣ ଯୋଗୁ କ୍ଷୟକ୍ଷତି ପରିମାଣ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ପରିସ୍ଥିତି ବ୍ୟାପକ ଆଞ୍ଚଳିକ ସଂଘର୍ଷର ଆଶଙ୍କାକୁ ପ୍ରଶ୍ରୟ ଦେଉଛି। ଇସ୍ରାଏଲ ଇରାନରେ!-->…