Browsing Category

ବିଦେଶ

ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍

ନୂଆଦିଲ୍ଲୀ: ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍ । ଇରାନର ରାଜଧାନୀ ତେହେରାନ ନିକଟବର୍ତୀ ଅଞ୍ଚଳରେ ସାମରିକ ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ । ଏହି ଆକ୍ରମଣ ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ଏହାର ପ୍ରମୁଖ ବୈଜ୍ଞାନିକମାନଙ୍କୁ ଟାର୍ଗେଟ କରାଯାଇ କରାଯାଇଛି । ଇସ୍ରାଏଲ

କାବୁଲ ଏୟାରପୋର୍ଟ ପାଖରେ ଆତଙ୍କବାଦୀ ଆଡ୍ଡା

କାବୁଲ : ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ପ୍ରଦେଶ (ଆଇଏସକେପି)ର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛି ତାଲିବାନ । ଆଫଗାନିସ୍ତାନ ଗସ୍ତ କରୁଥିବା ଭିଆଇପିମାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ଆଇଏସକେପି। ଏଥିପାଇଁ କାବୁଲ ଅନ୍ତର୍ଜାତୀୟ ଏୟାରପୋର୍ଟ

ଅଷ୍ଟ୍ରିଆ ସ୍କୁଲରେ ଗୁଳିକାଣ୍ଡ, ୧୧ ମୃତ

ଗ୍ରାଜ୍ : ୟୁରୋପୀୟ ଦେଶ ଅଷ୍ଟ୍ରିଆର ଦ୍ବିତୀୟ ବୃହତ୍ତମ ସହର ଗ୍ରାଜରେ ଏକ ଗୁଳିକାଣ୍ଡ ଘଟଣା ଘଟିଛି। ଏକ ସ୍କୁଲରେ ଜଣେ ବନ୍ଧୁକଧାରୀ ଆଖିମୁଜା ଗୁଳି ଚଳାଇବାରୁ ୭ ଛାତ୍ରଛାତ୍ରୀଙ୍କ ସମେତ ମୋଟ ୧୧ ଜଣ ମୃତ୍ୟୁବରଣ କରିଛନ୍ତି। ଗ୍ରାଜର ମେୟରଙ୍କ ସୂଚନା ଅନୁସାରେ ବନ୍ଧୁକଧାରୀ ଜଣକ ସେହି

ଗାଜା ଯାଉଥିବା ଜାହାଜକୁ ଜବତ କଲା ଇସ୍ରାଏଲ, ଗ୍ରେଟା ଥନବର୍ଗ ଅଟକ

ସ୍ଵିଡେନର ପରିବେଶବିତ ଗ୍ରେଟା ଥନବର୍ଗ ଏବଂ ଅନ୍ୟ ୧୧ ଜଣ ଅନ୍ତର୍ଜାତୀୟସ୍ତରର ସ୍ଵେଚ୍ଛାସେବୀଙ୍କୁ ଅଟକ ରଖିଛି ଇସ୍ରାଏଲ। ଏମାନେ ସମସ୍ତେ ମାନବବାଦୀ ସହାୟତା ଉଦ୍ଦେଶ୍ୟରେ ଜରୁରୀ ସାମଗ୍ରୀ ନେଇ ଗାଜା ଯାଉଥିବାବେଳେ ଇସ୍ରାଏଲ ସେନା ସୋମବାର ସନ୍ଧ୍ୟାରେ ଜାହାଜ ‘ମାଡଲୀନ’କୁ ଜବତ କରିବା ସହିତ

ଟ୍ରମ୍ପଙ୍କୁ ନିଶାଣ କଲେ ବିଲାଓ୍ବଲ- କହିଲେ ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା ଦାୟୀ

ଅପରେସନ ‘ସିନ୍ଦୂର’ ପରେ ନିଜ ଦେଶର ପକ୍ଷର ରଖିବା ଲାଗି ଆମେରିକାରେ ପହଞ୍ଚିଥିବା ପାକିସ୍ତାନ ପିପୁଲ୍ସ ପାର୍ଟି ନେତା ବିଲାଓ୍ବଲ ଭୁଟ୍ଟୋ ଆମେରିକାର ନୀତି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନିଶାଣ କରି ପାକିସ୍ତାନରେ ଆତଙ୍କବାଦୀ ବୃଦ୍ଧି ପାଇଁ ଆମେରିକା

୮୦ ବିମାନରୁ ୪୦୦ କ୍ଷେପଣାସ୍ତ୍ର ମାରିଥିଲା ଭାରତ : ପାକିସ୍ତାନ

ୱାଶିଂଟନ: ଅପରେସନ ସିନ୍ଦୁର ଅଧୀନରେ ଭାରତ ୮୦ଟି ଲଢ଼ୁଆ ବିମାନରୁ ୪୦୦ଟି କ୍ଷେପଣାସ୍ତ୍ର ସାହାଯ୍ୟରେ ପାକିସ୍ତାନ ଉପରେ ଆକ୍ରମଣ କରିଥିଲା। ଏହି ପ୍ରତ୍ୟେକ କ୍ଷେପଣାସ୍ତ୍ରରେ ଏକାଧିକ ଓ୍ବାରହେଡ୍ ଥିଲା। ଭାରତ ଏହି ଆକ୍ରମଣରେ ବିପଦପୂର୍ଣ୍ଣ କ୍ରୁଜ୍ ଏବଂ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମଧ୍ୟ

ଜି-୭ ସମ୍ମିଳନୀ ବେଳେ ମୋଦୀଙ୍କ ରାଜନୀତି ଶେଷ କରିଦେବୁ : ଖଲିସ୍ତାନୀ

କାନାଡା: କାନାଡାର ଜଣେ ସାମ୍ବାଦିକ ମୋଚା ବାଜିରଗାନଙ୍କ ଉପରେ ଖଲିସ୍ତାନୀମାନେ ଆକ୍ରମଣ କରିଛନ୍ତି। ଏହା ସହିତ ସେମାନେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧମକ ଦେଇଛନ୍ତି। ଆଶ୍ଚର୍ଯ୍ୟ କଥା ହେଉଛି କାନାଡା ନିଜ ସାମ୍ବାଦିକଙ୍କ ଉପରେ ଖଲିସ୍ତାନୀମାନଙ୍କ ଆକ୍ରମଣକୁ ଦେଖୁଥିଲା

ସମସ୍ତ ମୁସଲମାନ ଆତଙ୍କବାଦୀ ବୋଲି ବାହାନା ଦେଖାଉଛି ଭାରତ: ବିଲାୱାଲ ଭୁଟ୍ଟୋ-ଜରଦାରୀ

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ-ଜରଦାରୀ କହିଛନ୍ତି ଯେ ଭାରତ ଦୁଇ ଦେଶ ମଧ୍ୟରେ ବିବାଦର ସମାଧାନ ପାଇଁ ଆଲୋଚନା ଏଡାଇବା ପାଇଁ ବାହାନା କରୁଛି। ଏହି ସମୟରେ ବିଲାୱାଲ ଭାରତ ବିଷୟରେ ଅନେକ ମିଛ କଥା କହିଥିଲେ। ଆପଣଙ୍କୁ ଜଣାଇ ଦେଉଛୁ ଯେ ଭାରତର ଅପରେସନ

ପଛଘୁଞ୍ଚା ଦେଲେ ଏଲନ ମସ୍କ

ବିଶ୍ଵର ଏକ ନମ୍ବର ଧନୀ ଏଲନ ମସ୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଚାଲିଥିବା ବିବାଦର ପୂର୍ଣ୍ଣଚ୍ଛେଦ ପଡ଼ିବାକୁ ଯାଉଛି। ଦୁଇ ଜଣଙ୍କ ମଧ୍ୟରେ ବାକ୍‌ ଯୁଦ୍ଧ ଚାଲିଥିବା ସମୟରେ ଏଲନ ମସ୍କ ଏଥିରେ ପଛଘୁଞ୍ଚା ଦେଇଛନ୍ତି। ମସ୍କ ଏପଷ୍ଟିନ ଫାଇଲ୍ସ ସମ୍ପର୍କରେ ସାମାଜିକ

ରଦ୍ଦ ହୋଇନି ସିମଲା ଚୁକ୍ତି : ପାକ୍ ବୈଦେଶିକ ମନ୍ତ୍ରାଳୟ

ଇସ୍ଲାମାବାଦ : ଗତକାଲି ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ କହିଥିଲେ ଯେ ଭାରତ ସହ ସ୍ବାକ୍ଷରିତ ସିମଲା ଚୁକ୍ତି ଏକ ମୃତ ଦଲିଲ ହୋଇଯାଇଛି । ଏହା ସହିତ ଦୁଇ ଦେଶ ୧୯୪୮ର ସ୍ଥିତିକୁ ଫେରିଯାଇଛନ୍ତି, ଯେତେବେଳେ ଜାତିସଂଘ ନିୟନ୍ତ୍ରଣ ରେଖାକୁ ଯୁଦ୍ଧ ବିରତି ରେଖା ଭାବେ ଘୋଷଣା