Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ଆତତାୟୀ ଗୁଳିରେ ଲଶ୍କର ସହପ୍ରତିଷ୍ଠାତା ଆମିର ହାମଜା ଗୁୁରୁତର
ପାକିସ୍ତାନର ଲାହୋରରେ ଆତତାୟୀଙ୍କ ଗୁଳିରେ ଲଶ୍କର-ଏ-ତୋଇବା(ଏଲଇଟି) ଆତଙ୍କବାଦୀ ସଂଗଠନର ସହପ୍ରତିଷ୍ଠାତା ଆମିର ହାମଜା ଗୁରୁତର ଆହତ ହୋଇଛି। ଅଜଣା ଆତତାୟୀ ଆମିରକୁ ଗୁଳି କରିଛନ୍ତି। ଦୁଇଦିନ ତଳେ ଲଶ୍କରର ଅନ୍ୟ ଜଣେ ଟପ୍ ଆତଙ୍କୀ ସୈଫୁଲ୍ଲା ଖଲିଦ ମଧ୍ୟ ଆତତାୟୀ ଗୁଳିରେ ନହିତ ହୋଇଥିଲା। ଦୁଇ!-->…
ପାକିସ୍ତାନ ଆଗରେ ୧୧ଟି ସର୍ତ୍ତ ରଖିଲା IMF
ନ୍ୟୁୟର୍କ: ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ) ପାକିସ୍ତାନ ଉପରେ ଏହାର ରିଲିଫ୍ କାର୍ଯ୍ୟକ୍ରମର ପରବର୍ତ୍ତୀ ପର୍ଯ୍ୟାୟ ଜାରି କରିବା ପାଇଁ ୧୧ଟି ନୂତନ ସର୍ତ୍ତ ଲାଗୁ କରିଛି। ଏହା ସହିତ, ଆଇଏମଏଫ ପାକିସ୍ତାନକୁ ଚେତାବନୀ ଦେଇଛି ଯେ ଭାରତ ସହିତ ଉତ୍ତେଜନା ଯୋଜନାର ଆର୍ଥିକ, ବାହ୍ୟ ଏବଂ!-->…
୨୭୩ ଡ୍ରୋନ ସହ ୟୁକ୍ରେନ ଉପରେ ରୁଷର ଆକ୍ରମଣ
କିବ୍: ରବିବାର ପ୍ରତ୍ୟୁଷରେ ରୁଷ ୟୁକ୍ରେନ ଉପରେ ଏପର୍ଯ୍ୟନ୍ତର ସବୁଠାରୁ ବଡ଼ ଏବଂ ଆକ୍ରମଣାତ୍ମକ ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣ ଡ୍ନିପ୍ରୋପେଟ୍ରୋଭସ୍କ ଏବଂ ଡୋନେସ୍କ ଅଞ୍ଚଳକୁ ଦୋହଲାଇ ଦେଇଥିଲା। ଏହି ଆକ୍ରମଣ ୟୁକ୍ରେନର ପ୍ରତିରକ୍ଷା ବ୍ୟବସ୍ଥା ପାଇଁ ସମସ୍ୟା ସୃଷ୍ଟି କରିଥିଲା ଏବଂ!-->…
ଯୁଦ୍ଧ ଅଟକାଇଲି କିନ୍ତୁ ଶ୍ରେୟ ମିଳିଲା ନାହିଁ : ଡୋନାଲ୍ଡ ଟ୍ରମ୍ପ୍
ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ତାଙ୍କ ବୟାନ ବଦଳାଇ ଦେଇଛନ୍ତି । ଟ୍ରମ୍ପ ଦାବି କରିଛନ୍ତି ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଯାଉଥିବା ପରମାଣୁ ଯୁଦ୍ଧକୁ ସେ ଥିଲେ କିନ୍ତୁ ଏହାର କ୍ରେିଡିଟ୍ ତାଙ୍କୁ ମିଳିଲା ନାହିଁ । ଦୁଇ ଦେଶ!-->…
ଭାରତରେ ଆକ୍ରମଣ ପାଇଁ ତୁର୍କୀ ରାଷ୍ଟ୍ରପତିଙ୍କ ଜ୍ୱାଇଁଙ୍କ କମ୍ପାନୀରୁ ଆସିଥିଲା ଡ୍ରୋନ
ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଅପରେସନ ସିନ୍ଦୁର ପରେ, ଭାରତ ସରକାର ଜାତୀୟ ସୁରକ୍ଷା ସ୍ୱାର୍ଥକୁ ଧ୍ୟାନରେ ରଖି ତୁର୍କୀର ଏକ କମ୍ପାନୀର ବିମାନ ସୁରକ୍ଷା କ୍ଲିୟରାନ୍ସକୁ ତୁରନ୍ତ ପ୍ରଭାବରେ ବାତିଲ କରିଛନ୍ତି। ଏହି ନିଷ୍ପତ୍ତି ପଛରେ କମ୍ପାନୀର କଥିତ!-->…
ଚୀନ୍ରେ ଭୂମିକମ୍ପ
ବେଜିଂ: ଚୀନରେ ଶୁକବ୍ରାର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ‘ଏକ୍ସ’ ଜରିଆରେ ଏନେଇ ସୂଚନା ଦେଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରେକର୍ଡ କରାଯାଇଛି। ଭାରତୀୟ ସମୟାନୁସାରେ, ମେ’ ୧୬ ତାରିଖ ସକାଳ ୬ଟା ୨୯ରେ ଏହି ଭୂମିକମ୍ପ ହୋଇଥିବା ଜଣାପଡ଼ିଛି।!-->…
ମୁଁ ଯୁଦ୍ଧବିରତି କରାଇନି, କେବଳ ସମସ୍ୟା ସମାଧାନ ଦିଗରେ ସହାୟତା କରିଥିଲି – ଟ୍ରମ୍ପ
ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଥମ ଥର ପାଇଁ ସ୍ୱୀକାର କରିଛନ୍ତି ଯେ ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଆଣି ନାହାଁନ୍ତି। ଟ୍ରମ୍ପ ଆହୁରି ମଧ୍ୟ କହିଛନ୍ତି ଯେ ସେ ମଧ୍ୟସ୍ଥତା କରିନାହାଁନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ଭାରତ-ପାକିସ୍ତାନ ସମସ୍ୟାର!-->…
ଶେଷରେ ସତ ମାନିଲା ପାକିସ୍ତାନ, ଭାରତର ଆକ୍ରମଣରେ ବଡ଼ କ୍ଷତି ହୋଇଛି
ନୂଆଦିଲ୍ଲୀ: କଥାରେ ଅଛି ହନୁ ମଲା ବେଳେ ସତ କୁହେ... ଆଉ ସେ କଥା ସତ ହୋଇଛି ପାକିସ୍ତାନ କ୍ଷେତ୍ରରେ । ପହଲଗାମ୍ ପ୍ରତିଶୋଧ ନେବାକୁ ଯାଇ ଭାରତ ଯେଉଁ ରକ୍ତମୁଖା ଜବାବ ଦେଇଛି ଆଉ ଯେଉଁ ଶୈଳୀରେ ବଦଲା ନେଇଛି... ଭାରତୀୟ ସେନାର ରୌଦ୍ରରୂପ ଦେଖି ଛାନିଆ ହୋଇଛି ପାକିସ୍ତାନ । ବିଶ୍ବ ସମୁଦାୟର!-->…
ଆମେରିକା ରାଷ୍ଟ୍ରପତିଙ୍କୁ ଏହି ସ୍ୱତନ୍ତ୍ର ଉପହାର ଦେବ କାତାର
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚଳିତ ମାସ ମେ ୧୪ ତାରିଖରେ କାତାର ଗସ୍ତରେ ଯାଉଛନ୍ତି। ଆଉ ଏହି ସମୟ ମଧ୍ୟରେ, କାତାର ସରକାର ତାଙ୍କୁ ଏକ ବିଳାସପୂର୍ଣ୍ଣ ବୋଇଂ ୭୪୭-୮ ଜମ୍ବୋ ଜେଟ୍ ଉପହାର ଦେଉଛନ୍ତି। ଏହି ବିମାନର ମୂଲ୍ୟ ପ୍ରାୟ ୩୪୦୦ କୋଟି ଟଙ୍କା ବୋଲି କୁହାଯାଉଛି।!-->…
ପହଲଗାମ ଉତ୍ତେଜନା ମଧ୍ୟରେ ପୁଲଓ୍ବାମା ସତ ମାନିଲା ପାକିସ୍ତାନ
ନୂଆଦିଲ୍ଲୀ: ପହଲଗାମ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସାମରିକ ବାହିନୀ ଏବେ ଉଗାରିଛି ପୁଲଓ୍ବାମା ସତ । ୨୦୧୯ ମସିହାରେ ପୁଲୱାମା ଆଟାକରେ ୪୦ ଜଣ ଅର୍ଦ୍ଧସାମରିକ କର୍ମଚାରୀଙ୍କ ହତ୍ୟାରେ ପାକିସ୍ତାନ ଭୂମିକା ନେଇ ମୁଖା ଖୋଲିଛି ନିଜେ ପାକିସ୍ତାନୀ ସେନା । ପୁଲୱାମା ଆତଙ୍କବାଦୀ ଆକ୍ରମଣ!-->…