Browsing Category

ବିଦେଶ

୮୦ ବର୍ଷ ବୟସରେ ଆଖି ବୁଜିଲେ ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ବାଂଲାଦେଶ : ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପରଲୋକ । ୮୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ବୟସ ଜନିତ ରୋଗରେ ପୀଡ଼ିତ ଥିଲେ । ସେ ଦୀର୍ଘ ଦିନ ଧରି ଲିଭର ସିରୋସିସ୍, ହୃଦରୋଗ, କିଡନୀ ସମସ୍ୟା ଏବଂ ମଧୁମେହ ଭଳି

ମଝି ଆକାଶରେ ଦୁଇ ହେଲିକପ୍ଟର ଧକ୍କା, ଜଣେ ମୃତ

ଆମେରିକା : ଆମେରିକାର ନ୍ୟୁ ଜର୍ସିରେ ଭୟଙ୍କର ବିମାନ ଦୁର୍ଘଟଣା । ଦୁଇଟି ହେଲିକପ୍ଟର ମଝି ଆକାଶରେ ଧକ୍କା ହେବା ଫଳରେ ଖଣ୍ଡ ଖଣ୍ଡ ହୋଇଯାଇଛି । ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ଏବଂ ଅନ୍ୟ ଜଣକ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି

ଜେଲରେ ଇମ୍ରାନ ଖାନଙ୍କ ପତ୍ନୀ ବୁଶରା ବିବିଙ୍କୁ ନିର୍ଯାତନା !

କରାଚି: ପାକିସ୍ତାନର ଆଦିଆଲା ଜେଲରେ, ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପତ୍ନୀ ବୁଶରା ବିବିଙ୍କୁ ଏକ ଛୋଟ ଝରକା ବିହୀନ କୋଠରୀରେ ରଖାଯାଇଛି । ଯାହା ଅତ୍ୟନ୍ତ ମଇଳା, ଅତ୍ୟଧିକ ଗରମ ଏବଂ କୀଟପତଙ୍ଗ ଏବଂ ମୂଷାଙ୍କ ପ୍ରର୍ଦୁଭାବରେ ପରିପୂର୍ଣ୍ଣ ବୋଲି ଜଣାପଡିଛି। ନିୟମିତ

ଟାର୍ଗେଟ କିଲିଂ ବନ୍ଦ କରିବାକୁ ISISକୁ ଚେତାବନୀ ଦେଲେ ଟ୍ରମ୍ପ

ଆମେରିକା : ଆଇଏସଆଇଏସ ଆତଙ୍କବାଦୀ ଆଡା ଉପରେ ଆମେରିକାର ପ୍ରଚଣ୍ଡ ଆକ୍ରମଣ । ଉତ୍ତର ନାଇଜେରିଆରେ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରିଛି ଆମେରିକା । ସୂଚନା ଦେଇଛନ୍ତି ଡୋନାଲ୍ଡ ଟ୍ରମ୍ପ । ଏହାକୁ ଅତି ଘାତକ ଆକ୍ରମଣ ବୋଲି ଟ୍ରମ୍ପ କହିଛନ୍ତି । ନିରୀହ ଖ୍ରୀଷ୍ଟିଆନଙ୍କୁ ଟାର୍ଗେଟ କରି ହତ୍ୟା

ବିକ୍ରି ହେଲା ପାକିସ୍ତାନ ଅନ୍ତର୍ଜାତୀୟ ଏୟାରଲାଇନ୍ସ

ଇସଲାମାବାଦ : ପାକିସ୍ତାନର ସରକାରୀ ଏୟାରଲାଇନ୍ସ କମ୍ପାନୀ ପାକିସ୍ତାନ ଅନ୍ତର୍ଜାତୀୟ ଏୟାରଲାଇନ୍ସ(ପିଆଇଏ) ବିକ୍ରି ହୋଇଛି। ଆରିଫ୍ ହବିବ ଗ୍ରୁପ୍ ଏହାକୁ ୧୩୫ ଅରବ ପାକିସ୍ତାନୀ ମୁଦ୍ରା(୪୩୦୦ କୋଟି ଭାରତୀୟ ମୁଦ୍ରା)ରେ କ୍ରୟ କରିଛି। ଲଗାତାର କ୍ଷତି ସହିବା ପରେ ପାକିସ୍ତାନ ଏହାକୁ ବିକିବାକୁ

ଶେଖ ହସିନାଙ୍କ ପରି ହେବ ଅବସ୍ଥା, ବାଂଲାଦେଶ ଛାଡ଼ି ପଳାଇବ; ମହମ୍ମଦ ୟୁନୁସଙ୍କୁ ଚେତାବନୀ ଦେଲେ ହାଦିଙ୍କ ଭାଇ

ନୂଆଦିଲ୍ଲୀ: ବାଂଲାଦେଶରେ ଗତ ବର୍ଷ ଜୁଲାଇ ବିଦ୍ରୋହର ନେତା ଶରିଫ ଉସମାନ ହାଦିର ହତ୍ୟା ପରେ ସ୍ଥିତି ଖରାପ ହୋଇଛି । ଦେଶରେ ପୁଣି ଥରେ ହିଂସା ଆରମ୍ଭ ହୋଇଛି । ଏବେ ହାଦିର ଭାଇ ମହମ୍ମଦ ୟୁନୁସର ନେତୃତ୍ୱାଧୀନ ଅନ୍ତରୀଣ ସରକାର ଉପରେ ସଙ୍ଗୀନ ଅଭିଯୋଗ ଆଣି ବଡ଼ ଚେତାବନୀ ଦେଇଛନ୍ତି । ସେ

ଦକ୍ଷିଣ ଆଫ୍ରିକାରେ ଆଖିବୁଜା ଗୁଳିମାଡ଼, ୧୦ ମୃତ, ୧୦ ଆହତ

ଦକ୍ଷିଣ ଆଫ୍ରିକା : ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ । ଏହି ଗୁଳିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି । ଆକ୍ରମଣକାରୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନାନୁଯାୟୀ, ଦକ୍ଷିଣ ଆଫ୍ରିକାର ବେକର୍ସଡାଲର ଏକ ବାର୍

ଘନେଇଲା ଯୁଦ୍ଧ ବାଦଲ, ଆହୁରି କଡ଼ାକଡ଼ି କଟକଣା ଲାଗୁ କଲେ ଟ୍ରମ୍ପ

ଆମେରିକା : ଘନେଇଲା ଯୁଦ୍ଧ ବାଦଲ । ଭେନେଜୁଏଲା ଉପରେ ଆମେରିକାର କଡ଼ା କାର୍ଯ୍ୟାନୁଷ୍ଠାନ । ଆମେରିକା କବଜାରେ ଦୁଇଟି ବଡ଼ ତେଲ ଟାଙ୍କର । ଆମେରିକା ସରକାର ଭେନେଜୁଏଲା ଉପରେ ଲଗାଯାଇଥିବା କଟକଣାକୁ ଆହୁରି କଡ଼ାକଡ଼ି କଲେ । ଯେଉଁଥିରେ ଭେନେଜୁଏଲାରୁ ଅଶୋଧିତ ତେଲ ଚୋରା ଚାଲାଣ ହେଉଥିଲା

ସିରିଆରେ ISIS ଉପରେ ଆମେରିକାର ଆକ୍ରମଣ

ଆମେରିକା : ସିରିଆରେ ବର୍ଷିଲା ନିଆଁ, ଥରିଲା ISIS । ସିରିଆରେ ISIS ଉପରେ ଆମେରିକାର ଭୟଙ୍କର ଆକ୍ରମଣ । ଧ୍ବଂସ ହୋଇଛି ୭୦ରୁ ଅଧିକ ISIS ଆଡ୍ଡା । ଗତକାଲି ରାତିରେ ସିରିଆର ISIS ଆତଙ୍କବାଦୀଙ୍କ ବିରୋଧରେ ବଡ଼ ଧରଣର ସାମରିକ ଅଭିଯାନ କରିଛି ଆମେରିକା । ‘ଅପରେସନ ହକ ଆଇ

ଇମ୍ରାନ ଖାନଙ୍କ ପୂର୍ବତନ ପତ୍ନୀ ଜେମିମା ଗୋଲ୍ଡସ୍ମିଥଙ୍କ ଏଲୋନ୍ ମସ୍କଙ୍କୁ ଚିଠି

ଭୁବନେଶ୍ୱର, ୧୩/୧୨ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ପୂର୍ବତନ ପତ୍ନୀ ଜେମିମା ଗୋଲ୍ଡସ୍ମିଥ୍ 'X' (ପୂର୍ବରୁ ଟ୍ୱିଟର) ମାଲିକ ଏଲୋନ୍ ମସ୍କଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି | ସେ ଅଭିଯୋଗ କରିଛନ୍ତି ଯେ, 'X' ପ୍ଲାଟଫର୍ମରେ ଇମ୍ରାନ ଖାନଙ୍କ ବନ୍ଦୀତ୍ୱ ଓ ତାଙ୍କ