Browsing Category

ବିଦେଶ

ଅବୈଧ ବାଂଲାଦେଶୀଙ୍କ ଉପରେ ବଡ଼ ଆକ୍ସନ, ବସ୍ତିରେ ଚାଲିଲା ବୁଲଡୋଜର, ୮୦୦ ଗିରଫ

ଅହମଦାବାଦ,୨୯।୪: ପହଲଗାମ ଆକ୍ରମଣ ପରେ, ଅନେକ ରାଜ୍ୟର ପୋଲିସ ଅବୈଧ ଶରଣାର୍ଥୀଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି। ନିକଟରେ, ଗୁଜରାଟ ପୋଲିସ ସୁରଟ ଏବଂ ଅହମ୍ମଦାବାଦରୁ ୧୦୦୦ରୁ ଅଧିକ ବାଂଲାଦେଶୀ ନାଗରିକଙ୍କୁ ଗିରଫ କରିଥିଲା। ସେହି ସମୟରେ, ଏବେ ପୋଲିସ ଚାନ୍ଦୋଲା

ଚୀନ ରେସ୍ତୋରାଁରେ ନିଆଁ ଲାଗି ୨୨ ମୃତ

ଲିଆଓନିଂ: ଚୀନର ଲିଆଓନିଂରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ରେଷ୍ଟୁରାଣ୍ଟରେ ଅଗ୍ନିକାଣ୍ଡ ଘଟି ୨୨ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡରେ ଅତି କମରେ ୩ ଜଣ ଆହତ ହୋଇଛନ୍ତି। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ। ସ୍ଥାନୀୟ ଲୋକଙ୍କ କହିବା

କାଲି ଦେଉଥିଲେ ଧମକ, ଆଜି ଦେଶ ଛାଡ଼ିଲେ ବିଲାଓ୍ବଲଙ୍କ ପରିବାର

କାଲି ଦେଉଥିଲେ, ଆଜି ଦେଶ ଛାଡ଼ିଲେ ପରିବାର। ଭାରତର ଯୁଦ୍ଧାଭ୍ୟାସ ଦେଖି ଛାନିଆ ହୋଇପଡ଼ିଥିବା ପାକ୍ ନେତାମାନେ ଜୀବନ ବଞ୍ଚାଇବାକୁ ଦେଶ ଛାଡ଼ି ପଳାୟନ କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ପାକ୍ ସେନାଧ୍ୟକ୍ଷ ଆସିଫ ମୁନିର ସପରିବାର ଦେଶ ଛାଡ଼ି ପଳାଇଥିବାବେଳେ ଏବେ ଭାରତକୁ ଧମକ ଦେଇଥିବା

ରୁଷୀୟ ଜେନେରାଲଙ୍କୁ ହତ୍ୟା କରିଥିବା ୟୁକ୍ରେନର ଏଜେଣ୍ଟ ଗିରଫ

ମସ୍କୋ: ମସ୍କୋରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ରୁଷକୁ ବଡ଼ ସଫଳତା ମିଳିଛି। ମସ୍କୋ ବାହାରେ ଏକ କାର୍ ବୋମା ବିସ୍ଫୋରଣରେ ଜଣେ ରୁଷ ଜେନେରାଲଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରୁଷିଆର ଗୁଇନ୍ଦା ସେବା ଏ ବିଷୟରେ ସୂଚନା ଦେଇଛି। ମସ୍କୋ କହିଛି ଯେ

ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ ଶନିବାର

କରାଚୀରେ ୧୪୪ ଧାରା ଜାରି: ଭାରତର ସମ୍ଭାବ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତି

ଇସଲାମାବାଦ୍: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୫ଦିନ ପରେ ମଧ୍ୟ ପାକିସ୍ତାନ ଏକ ବଡ଼ ଆକ୍ରମଣର ଭୟ କରୁଛି। ଏହି ଭୟ ପାକିସ୍ତାନ ସରକାରଙ୍କ କାର୍ଯ୍ୟରେ ମଧ୍ୟ ଦୃଶ୍ୟମାନ ହେବାରେ ଲାଗିଛି। ଗୋଟିଏ ପଟେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଧାରା ୧୪୪ ଲାଗୁ କରାଯାଇଛି। ଅନ୍ୟପକ୍ଷରେ,

ପହଲଗାମ ଆକ୍ରମଣ: ଭାରତକୁ ୟୁଏନଏସସିର ସମର୍ଥନ

ନ୍ୟୁୟର୍କ: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ଦୃଢ଼ ନିନ୍ଦା କରିଛି। ଏହା ସହିତ, ସୁରକ୍ଷା ପରିଷଦ ଏହି ନିନ୍ଦନୀୟ ଆତଙ୍କବାଦ କାର୍ଯ୍ୟର ଦୋଷୀ ଏବଂ ସେମାନଙ୍କର ସହାୟକମାନଙ୍କୁ ଦାୟୀ କରି ନ୍ୟାୟ ପ୍ରଦାନ କରିବାର ଆବଶ୍ୟକତା

ଇରାନରେ ବଡ଼ ଧରଣର ବିସ୍ଫୋରଣ, ୪୦୦ରୁ ଉର୍ଦ୍ଧ ଆହତ..!

ତେହରାନ୍‌‌ : ଇରାନରେ ବଡ଼ ଧରଣର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣରେ ୪୦୦ରୁ ଊର୍ଦ୍ଧ୍ବ୍ୱର୍ ଆହତ ହୋଇଛନ୍ତି। ଏକ ଅଏଲ କଣ୍ଟେନରରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ଶନିବାର ରାଜଧାନୀ ତେହେରାନରୁ ୧,୦୦୦ କିଲୋମିଟର (୬୨୦ ମାଇଲ) ଦକ୍ଷିଣରେ ଥିବା ଇରାନ ବନ୍ଦର ସହର

ନିଜ ପରିବାରକୁ ଗୋପନରେ ବିଦେଶ ପଠାଇଲେ ପାକ୍ ସେନାମୁଖ୍ୟ

ଇସ୍ଲାମାବାଦ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଭାରତର ସମ୍ଭାବ୍ୟ କାର୍ଯ୍ୟାନୁଷ୍ଠାନକୁ ନେଇ ପାକିସ୍ତାନ ସେନା ଆତଙ୍କିତ ହୋଇପଡ଼ିଛି। ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ନିଜ ପରିବାରକୁ ବିଦେଶ ପଠାଇ ଦେଇଛନ୍ତି। ସୁତ୍ରକୁ ଉଦ୍ଧାର କରି ଏବିପି ନ୍ୟୁଜର ଏକ ରିପୋର୍ଟ ଅନୁସାରେ,

ଆତଙ୍କବାଦୀଙ୍କୁ ସମର୍ଥନ କରିବାର ଇତିହାସ ଆମର ରହିଛି: ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ଆତଙ୍କବାଦୀଙ୍କୁ ସମର୍ଥନ କରିବା, ସେମାନଙ୍କୁ ନିଜ ମାଟିରେ ପାଳିବା ଏବଂ ପାଣ୍ଠି ଯୋଗାଉଥିବା ନେଇ ପାକିସ୍ତାନ ସ୍ଵୀକାର କରିଛି। ପାକିସ୍ତାନ ଆତଙ୍କାବାଦୀଙ୍କୁ ସମର୍ଥନ କରିବାର ଇତିହାସ ରହିଛି ବୋଲି ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ସ୍କାଏ ନ୍ୟୁଜକୁ ସାକ୍ଷାତକାର ଦେବା