Browsing Category

ବିଦେଶ

ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ଜିନପିଙ୍ଗ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ପାରସ୍ପରିକ ଶୁଳ୍କ ୧୪୫%କୁ ବୃଦ୍ଧି କରିବା ପରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ ଘନେଇବାରେ ଲାଗିଛି। ଚୀନ ଆମେରିକା ଉତ୍ପାଦ ଉପରେ ୧୨୫% ଶୁଳ୍କ ଲାଗୁ କରିବା ପରେ ଟ୍ରମ୍ପ ଏହି ପଦକ୍ଷେପ ନେଇଛନ୍ତି। ତେବେ ଟ୍ରମ୍ପଙ୍କ ଏପରି ଆଚରଣକୁ

କ୍ରୋଧିତ ଟ୍ରମ୍ପ୍ : ଚୀନ ଉପରେ ଲଗାଇଲେ ୧୨୫% ଟାରିଫ୍

ନୂଆଦିଲ୍ଲୀ: ଉଗ୍ର ହେଉଛି ଆମେରିକା-ଚୀନ ଟାରିଫ ୱାର । ସୀମା ଡେଇଁଲା ଦୁଇ ଦେଶ ମଧ୍ୟରେ ଚାଲିଥିବା ଶୁଳ୍କ ଯୁଦ୍ଧ । ଯେସା କୁ ତେସା ନୀତି ଆପଣାଉଥିବା ଚୀନ ଏବଂ ଆମେରିକା କେହି କାହାକୁ ନଛୋଡବନ୍ଧା । ଜଣେ ଟାରିଫ ବଢାଇ ଦେଲେ ଆଉ ଜଣେ ଡବଲ ଟାରିଫ ବଢାଇ ଦେଉଥିବା ଦେଖିବାକୁ ମିଳୁଛି ।ତେବେ ଚୀନ

ତହବୁର ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିଲା ପାକିସ୍ତାନ

ଇସଲାମାବାଦ: ମୁମ୍ବାଇରେ ୨୬ ନଭେମ୍ବର (୨୬/୧୧) ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡଯନ୍ତ୍ରକାରୀ ତହବୁର ରାଣାକୁ ଭାରତକୁ ପ୍ରତ୍ୟର୍ପଣ କରାଯିବା ଖବର ଶୁଣି ପାକିସ୍ତାନ ଚିନ୍ତିତ ହୋଇଯାଇଛି । ପାକିସ୍ତାନ ତହବୁର ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିବାକୁ ଚେଷ୍ଟା କରୁଛି। ପାକିସ୍ତାନରେ

ଆମେରିକା ଉତ୍ପାଦ ଉପରେ ୮୪% ଶୁଳ୍କ ଲଗାଇଲା ଚୀନ

ଆମେରିକା ଏବଂ ଚୀନ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ୧୦୪% ଶୁଳ୍କ ଲାଗୁ କରିବା ପରେ ବୁଧବାର ଚୀନ ଆମେରିକା ଉପରେ ପାଲଟା ୮୪% ପ୍ରତିଶତ ଶୁଳ୍କ ଲଗାଇଛି। ଏଣିକି ଚୀନରେ ବିକ୍ରି ହେଉଥିବା ଆମେରିକୀୟ ଉତ୍ପାଦଗୁଡ଼ିକ

ଶୁଳ୍କ ଚୁକ୍ତି ପାଇଁ ଅନୁରୋଧ କରୁଥିବା ଦେଶଙ୍କୁ ଅପଶବ୍ଦ କହିଲେ ଟ୍ରମ୍ପ୍

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କହିଛନ୍ତି ଯେ, ସେ ଶୁଳ୍କ ବୃଦ୍ଧି କରିବା ପରେ ଅନେକ ଦେଶ ତାଙ୍କୁ ପ୍ରଶଂସା କରୁଛନ୍ତି। ଟ୍ରମ୍ପ୍ କହିଛନ୍ତି, ଆମେରିକାର ଶୁଳ୍କ ଦ୍ୱାରା ପ୍ରଭାବିତ ଦେଶମାନେ ତାଙ୍କୁ ଡାକିଛନ୍ତି ଏବଂ ଏହା ଉପରେ ଏକ ଚୁକ୍ତି କରିବାକୁ ଆଗ୍ରହୀ। ଏହି ସମୟରେ

ମୁଁ ଦେଶକୁ ଫେରୁଛି: ୟୁନୁସଙ୍କୁ ଚେତାବନୀ ଦେଲେ ହସିନା

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା କହିଛନ୍ତି ଯେ, ଭଗବାନ କିଛି ଭଲ କାମ ପାଇଁ ମତେ ଜୀବିତ ରଖିଛନ୍ତି। ଏକ ଦିନ ନିଶ୍ଚିତ ଭାବରେ ଆସିବ ଯେତେବେଳେ ଆୱାମୀ ଲିଗ୍ ନେତାମାନଙ୍କୁ ଟାର୍ଗେଟ କରୁଥିବା ଲୋକଙ୍କୁ ନ୍ୟାୟର ସମ୍ମୁଖୀନ ହେବାକୁ ପଡିବ। ସେ ସୋସିଆଲ ମିଡିଆ ମାଧ୍ୟମରେ

ଭାରତ ସମେତ ୧୪ ଦେଶର ଯାତ୍ରୀଙ୍କ ପାଇଁ ଭିସା ଅଟକାଇଲା ସାଉଦି ଆରବ

ରିୟାଦ: ସାଉଦି ଆରବ ଯାଉଥିବା ଭାରତୀୟମାନଙ୍କ ପାଇଁ ଏକ ଖରାପ ଖବର । ଆଗାମୀ ହଜ୍ ଋତୁ ପୂର୍ବରୁ ସାଉଦି ଆରବ ୧୪ଟି ଦେଶର ନାଗରିକଙ୍କ ପାଇଁ ଉମରା, ବ୍ୟବସାୟ ଏବଂ ପରିବାର ଭିସା ଉପରେ ସାମୟିକଭାବେ କଟକଣା ଲଗାଇଛି । କେବଳ ଭାରତ ନୁହେଁ ବରଂ ମୋଟ ୧୪ଟି ଦେଶର ନାମ ପ୍ରତିବନ୍ଧକ ତାଲିକାରେ ଅଛି।

ଟ୍ରମ୍ପଙ୍କୁ ଚୀନର ଜବାବ, ଆମେରିକୀୟ ସାମଗ୍ରୀ ଉପରେ ଲଗାଇଲା ୩୨% ଅତିରିକ୍ତ ଶୁଳକ

ବେଜିଂ : ଯାହା ଭୟ ଥିଲା ତାହା ପ୍ରାୟ ଘଟିବା ଆରମ୍ଭ କରିଦେଇଛି। ଏହାର ଅର୍ଥ ହେଉଛି ବାଣିଜ୍ୟ ଯୁଦ୍ଧ ଆରମ୍ଭ ହୋଇଗଲାଣି। କାରଣ ଆମେରିକାର ଶୁଳ୍କର ଜବାବରେ, ଆଜି ଏପ୍ରିଲ ୪ ତାରିଖରେ, ଚୀନ୍ ମଧ୍ୟ ପ୍ରତିଶୋଧମୂଳକ ଶୁଳ୍କ ଘୋଷଣା କରିଛି। ଏହା ଅଧୀନରେ, ଚୀନ୍ ଆମେରିକୀୟ ଉତ୍ପାଦ ଉପରେ ୩୪%

ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କ କାର୍‌ ବିସ୍ଫୋରଣ, ଜେଲେଁସ୍କି ଦେଇଥିଲେ ଧମକ

ମସ୍କୋ : ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନଙ୍କୁ ହତ୍ୟା କରିବାକୁ ପୁଣି ଉଦ୍ୟମ ହୋଇଛି। ମସ୍କୋ ରାସ୍ତାରେ ରୁଷିଆର ପ୍ରମୁଖ ଗୁଇନ୍ଦା ଏଜେନ୍ସି ଏଫଏସବି ମୁଖ୍ୟାଳୟ ନିକଟରେ ପୁତିନ ବ୍ୟବହାର କରୁଥିବା ଅତ୍ୟନ୍ତ ନାମୀଦାମୀ ଅରସ୍ ସେନତ୍ ଲିମୋସିନ୍ କାର୍‌ରେ ଭୀଷଣ ବିସ୍ଫୋରଣ ଘଟି ଏହି କାର୍

୧୬୦୦ ଟପିଲା ମିଆଁମାର ଭୂକମ୍ପ ମୃତ୍ୟୁ ସଂଖ୍ୟା

ୟାଙ୍ଗନ/ବ୍ୟାଙ୍କକ୍‌ : ମ୍ୟାଁମାରରେ ଶୁକ୍ରବାର ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୧୬୪୪ରେ ପହଞ୍ଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ମ୍ୟାଁମାରରେ କ୍ଷମତାସୀନ ଜୁନ୍ତା ସରକାରଙ୍କ ପକ୍ଷରୁ ଶନିବାର ସ୍ପଷ୍ଟ କରାଯାଇଛି। ଧ୍ବଂସସ୍ତୂପ ତଳେ