Browsing Category

ବିଦେଶ

ମିଆଁମାରରେ ପୁଣି ୪.୫ ତୀବ୍ରତାର ଭୂମିକମ୍ପ

ନ୍ୟାସନାଲ ସେଣ୍ଟର ଫର ସିସ୍ମୋଲୋଜି ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ମିଆଁମାରରେ ସୋମବାର ୪.୫ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି। ଏନସିଏସ ଅନୁଯାୟୀ, ଏହି ଭୂମିକମ୍ପ ୧୦ କିଲୋମିଟର ଗଭୀରତାରେ ହୋଇଥିଲା। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନସିଏସ ଏହି ତଥ୍ୟ ପ୍ରଦାନ କରିଛି।

ୟୁକ୍ରେନ ଉପରେ ରୁଷର ଆକ୍ରମଣ ଜାରି: ୨୧ ମୃତ, ୮୩ ଆହତ

ଗୋଟିଏ ପଟେ ଯୁଦ୍ଧ ବିରତି ଲାଗି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରୁଷ ସହିତ ଆଲୋଚନା ଜାରି ରଖିଥିବାବେଳେ ଅନ୍ୟପଟେ ରୁଷ ୟୁକ୍ରେନ ଉପରେ ଆକ୍ରମଣକୁ ଜୋରଦାର କରିବାରେ ଲାଗିଛି। ରବିବାର ରୁଷ ପକ୍ଷରୁ ୟୁକ୍ରେନର ସୁମି ସହର ଉପରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଛି। ଯାହାଫଳରେ ୨୧ ଜଣଙ୍କ

ବିଦେଶୀ ନାଗରିକଙ୍କ ପାଇଁ ନୂଆ ନିୟମ ଲାଗୁ କଲେ ଟ୍ରମ୍ପ ସରକାର

ନୂଆଦିଲ୍ଲୀ: ଟ୍ରମ୍ପ ସରକାର ଆମେରିକାରେ ବିଦେଶୀ ନାଗରିକଙ୍କ ପାଇଁ ଏକ ନୂତନ ନିୟମ ଲାଗୁ କରିଛନ୍ତି। ନୂତନ ନିୟମ ଅନୁଯାୟୀ, ୩୦ ଦିନରୁ ଅଧିକ ସମୟ ପାଇଁ ଆମେରିକାରେ ରହୁଥିବା ବିଦେଶୀ ନାଗରିକମାନଙ୍କୁ ନିଜକୁ ପଞ୍ଜୀକରଣ କରିବାକୁ ପଡିବ। ଯଦି ସେମାନେ ଏହା କରିବାରେ ବିଫଳ ହୁଅନ୍ତି, ତେବେ

ପାକିସ୍ତାନର ୧.୫ ଲକ୍ଷରୁ ଅଧିକ ଶ୍ରମିକଙ୍କୁ ଚାକିରି ଦେବ ବେଲାରୁଷ୍

ଇସଲାମାବାଦ: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ କହିଛନ୍ତି, ବେଲାରୁଷ୍ ପ୍ରାୟ ୧.୫ ଲକ୍ଷ ପାକିସ୍ତାନୀଙ୍କୁ ଚାକିରି ପ୍ରଦାନ କରିଛି। ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ଏହାକୁ ପାକିସ୍ତାନବାସୀଙ୍କ ପାଇଁ ଏକ ଉପହାର ବୋଲି କହିଛନ୍ତି। ପାକିସ୍ତାନ କହିଛି ଯେ, ବେଲାରୁଷ୍‌ର ପ୍ରସ୍ତାବ ଦୁଇ

ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ଜିନପିଙ୍ଗ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉପରେ ପାରସ୍ପରିକ ଶୁଳ୍କ ୧୪୫%କୁ ବୃଦ୍ଧି କରିବା ପରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟିକ ଯୁଦ୍ଧ ଘନେଇବାରେ ଲାଗିଛି। ଚୀନ ଆମେରିକା ଉତ୍ପାଦ ଉପରେ ୧୨୫% ଶୁଳ୍କ ଲାଗୁ କରିବା ପରେ ଟ୍ରମ୍ପ ଏହି ପଦକ୍ଷେପ ନେଇଛନ୍ତି। ତେବେ ଟ୍ରମ୍ପଙ୍କ ଏପରି ଆଚରଣକୁ

କ୍ରୋଧିତ ଟ୍ରମ୍ପ୍ : ଚୀନ ଉପରେ ଲଗାଇଲେ ୧୨୫% ଟାରିଫ୍

ନୂଆଦିଲ୍ଲୀ: ଉଗ୍ର ହେଉଛି ଆମେରିକା-ଚୀନ ଟାରିଫ ୱାର । ସୀମା ଡେଇଁଲା ଦୁଇ ଦେଶ ମଧ୍ୟରେ ଚାଲିଥିବା ଶୁଳ୍କ ଯୁଦ୍ଧ । ଯେସା କୁ ତେସା ନୀତି ଆପଣାଉଥିବା ଚୀନ ଏବଂ ଆମେରିକା କେହି କାହାକୁ ନଛୋଡବନ୍ଧା । ଜଣେ ଟାରିଫ ବଢାଇ ଦେଲେ ଆଉ ଜଣେ ଡବଲ ଟାରିଫ ବଢାଇ ଦେଉଥିବା ଦେଖିବାକୁ ମିଳୁଛି ।ତେବେ ଚୀନ

ତହବୁର ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିଲା ପାକିସ୍ତାନ

ଇସଲାମାବାଦ: ମୁମ୍ବାଇରେ ୨୬ ନଭେମ୍ବର (୨୬/୧୧) ୨୦୦୮ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡଯନ୍ତ୍ରକାରୀ ତହବୁର ରାଣାକୁ ଭାରତକୁ ପ୍ରତ୍ୟର୍ପଣ କରାଯିବା ଖବର ଶୁଣି ପାକିସ୍ତାନ ଚିନ୍ତିତ ହୋଇଯାଇଛି । ପାକିସ୍ତାନ ତହବୁର ପ୍ରସଙ୍ଗରୁ ନିଜକୁ ଦୂରେଇ ରଖିବାକୁ ଚେଷ୍ଟା କରୁଛି। ପାକିସ୍ତାନରେ

ଆମେରିକା ଉତ୍ପାଦ ଉପରେ ୮୪% ଶୁଳ୍କ ଲଗାଇଲା ଚୀନ

ଆମେରିକା ଏବଂ ଚୀନ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ୧୦୪% ଶୁଳ୍କ ଲାଗୁ କରିବା ପରେ ବୁଧବାର ଚୀନ ଆମେରିକା ଉପରେ ପାଲଟା ୮୪% ପ୍ରତିଶତ ଶୁଳ୍କ ଲଗାଇଛି। ଏଣିକି ଚୀନରେ ବିକ୍ରି ହେଉଥିବା ଆମେରିକୀୟ ଉତ୍ପାଦଗୁଡ଼ିକ

ଶୁଳ୍କ ଚୁକ୍ତି ପାଇଁ ଅନୁରୋଧ କରୁଥିବା ଦେଶଙ୍କୁ ଅପଶବ୍ଦ କହିଲେ ଟ୍ରମ୍ପ୍

ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ କହିଛନ୍ତି ଯେ, ସେ ଶୁଳ୍କ ବୃଦ୍ଧି କରିବା ପରେ ଅନେକ ଦେଶ ତାଙ୍କୁ ପ୍ରଶଂସା କରୁଛନ୍ତି। ଟ୍ରମ୍ପ୍ କହିଛନ୍ତି, ଆମେରିକାର ଶୁଳ୍କ ଦ୍ୱାରା ପ୍ରଭାବିତ ଦେଶମାନେ ତାଙ୍କୁ ଡାକିଛନ୍ତି ଏବଂ ଏହା ଉପରେ ଏକ ଚୁକ୍ତି କରିବାକୁ ଆଗ୍ରହୀ। ଏହି ସମୟରେ

ମୁଁ ଦେଶକୁ ଫେରୁଛି: ୟୁନୁସଙ୍କୁ ଚେତାବନୀ ଦେଲେ ହସିନା

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା କହିଛନ୍ତି ଯେ, ଭଗବାନ କିଛି ଭଲ କାମ ପାଇଁ ମତେ ଜୀବିତ ରଖିଛନ୍ତି। ଏକ ଦିନ ନିଶ୍ଚିତ ଭାବରେ ଆସିବ ଯେତେବେଳେ ଆୱାମୀ ଲିଗ୍ ନେତାମାନଙ୍କୁ ଟାର୍ଗେଟ କରୁଥିବା ଲୋକଙ୍କୁ ନ୍ୟାୟର ସମ୍ମୁଖୀନ ହେବାକୁ ପଡିବ। ସେ ସୋସିଆଲ ମିଡିଆ ମାଧ୍ୟମରେ