Browsing Category

ବିଦେଶ

ଖରାପ ସମୟରେ ଶ୍ରୀକୃଷ୍ଣ ଓ ଗୀତା ସବୁବେଳେ ମୋତେ ସାହାଯ୍ୟ କରନ୍ତି : ତୁଳସୀ ଗାବାର୍ଡ୍

ନୂଆଦିଲ୍ଲୀ : ଏହା ଆମ ଶାସ୍ତ୍ରରେ ଲେଖାଯାଇଛି, ଯେତେବେଳେ ବି ଅସୁବିଧା ଉପୁଜିବ, ଶ୍ରୀମଦ୍ ଭଗବତ ଗୀତା ପଢ଼ନ୍ତୁ। ଏହା ଆପଣଙ୍କୁ ବାଟ ଦେଖାଇଥାଏ । ମହାଜ୍ଞାନୀଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପର୍ଯ୍ୟନ୍ତ ସମସ୍ତେ ସବୁବେଳେ ଏହି ମନ୍ତ୍ରକୁ ଆପଣାଇଛନ୍ତି । ଏବେ ଆମେରିକାର ଗୁଇନ୍ଦା

ପାକ୍‌ ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ, ୯୦ ଯବାନ ମୃତ

ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ରବିବାର ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ ହୋଇଛି। ପାକ୍‌ ସେନାର କିଛି ବସରେ ଯବାନମାନେ ନୌଶକି ଅଞ୍ଚଳ ଦେଇ କ୍ଵେଟାରୁ ତାଫତାନ ଯାଉଥିଲେ। ଏହି ସମୟରେ ହଠାତ ଆଇଇଡି ଭର୍ତ୍ତି ଏକ ଗାଡ଼ି ପାକ୍‌ ସେନାର ଗୋଟିଏ ବସକୁ ଧକ୍କା ଦେଇଥିଲା। ଯାହାଫଳରେ ସେଠାରେ

ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ହତ୍ୟା କଲା ବିଏଲଏ

ପାକିସ୍ତାନରେ ଜାଫର ଏକ୍ସପ୍ରେସ ହାଇଜ୍ୟାକ୍‌ ଘଟଣାରେ ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ବାଲୋଚ ଲିବରେସନ ଆର୍ମି(ବିଏଲଏ) ହତ୍ୟା କରିଛି। ଏ ନେଇ ବିଏଲଏ ପକ୍ଷରୁ ଦାବି କରାଯାଇଛି। ବନ୍ଦୀ ଅଦଳ ବଦଳ କରିବାକୁ ପାକ୍ ସରକାର ରାଜି ନ ହେବାରୁ ପଣବନ୍ଦୀମାନଙ୍କୁ ହତ୍ୟା କରାଯାଇଥିବା ବିଏଲଏ କହିଛି।

ମାସିଡୋନିଆ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ, ୫୧ ମୃତ

ସ୍କୋପଜେ (ମାସିଡୋନିଆ) : ଶନିବାର ବିଳମ୍ବିତ ରାତିରେ ଉତ୍ତର ମାସେଡୋନିଆର କୋକାନି ସହରରେ ଥିବା ଏକ ନାଇଟ୍ କ୍ଲବରେ ଭୟାବହ ଅଗ୍ନିକାଣ୍ଡ ଘଟି ୫୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୧୦୦ ଜଣ ଆହତ ହୋଇଛନ୍ତି। ଅଗ୍ନିଶମ ବିଭାଗ ସହାୟତା ପାଇଁ ପହଞ୍ଚିବା ବେଳକୁ ଏହି ବ୍ୟକ୍ତିମାନେ ପ୍ରାଣ

ଆମେରିକାରେ ପାକିସ୍ତାନୀଙ୍କ ଏଣ୍ଟ୍ରି ହେବ ବ୍ୟାନ, ଲିଷ୍ଟରେ ଅଛନ୍ତି ୪୧ ଦେଶ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ଷମତାକୁ ଆସିବା ଦିନଠୁ ବେଆଇନ ପ୍ରବାସ ପ୍ରସଙ୍ଗରେ କଠୋଇ ଆଭିମୁଖ୍ୟ ପୋଷଣ କରିଆସୁଛନ୍ତି । ବେଆଇନ ପ୍ରବାସୀଙ୍କୁ ବିମାନରେ ବସାଇ ଦେଶରୁ ବିତାଡିତ କରିବାରେ ଲାଗିଛନ୍ତି । ଏବେ ଆମେରିକାରେ ଅବୈଧ ପ୍ରବାସ ରୋକିବାକୁ ଆଉ ଏକ ବଡ ଆକ୍ସନ ନେବାକୁ

ଯୁଦ୍ଧ ବନ୍ଦ ପାଇଁ ଚାଲିଛି ଉଦ୍ୟମ, ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ୍

ୱାସିଙ୍ଗଟନ ଡିସି: ୩ ବର୍ଷ ଧରି ଚାଲିଥିବା ଋଷିଆ-ୟୁକ୍ରେନ୍‌ ଯୁଦ୍ଧରେ ପରିସମାପ୍ତି ହେବ ବୋଲି ଚର୍ଚ୍ଚା ଜୋର ଧରିଛି । କାରଣ ଆମେରିକା ମଧ୍ୟସ୍ଥତା କରିବାରେ ଲାଗିଛି । ଏହାରି ଭିତରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଋଷିଆ ରାଷ୍ଟ୍ରପତିଙ୍କୁ ଅନୁରୋଧ କରିଛନ୍ତି କି ୟୁକ୍ରେନର

ପାକିସ୍ତାନ ମସଜିଦରେ ବିସ୍ଫୋରଣ

ଇସ୍ଲାମାବାଦ: ପାକିସ୍ତାନର ଦକ୍ଷିଣ ୱାଜିରିସ୍ତାନରେ ଥିବା ଏକ ମସଜିଦରେ ଶୁକ୍ରବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଗତ ୪ ଦିନ ମଧ୍ୟରେ ପାକିସ୍ତାନରେ ଏହା ହେଉଛି ତୃତୀୟ ବଡ଼ ଆତଙ୍କବାଦୀ ଆକ୍ରମଣ। ଜିଲ୍ଲା ପୁଲିସ ଅଧିକାରୀ ଆସିଫ୍ ବାହାଦାରଙ୍କ ସୂଚନା ଅନୁଯାୟୀ, ଆଜମ ୱାର୍ସାକ ବାଇପାସ୍

ବିଦାୟୀ ଭାଷଣ ପରେ ଜିଭ ଦେଖାଇ ଚେୟାର ଉଠାଇ ନେଲେ ଟ୍ରୁଡୋ

ନୂଆଦିଲ୍ଲୀ: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ଓଟାୱାସ୍ଥିତ ହାଉସ୍ ଅଫ୍ କମନ୍ସରେ ମାର୍କ କାର୍ନିଙ୍କୁ ଉତ୍ତରାଧିକାରୀ ଭାବରେ ଘୋଷଣା କରିଛନ୍ତି। ମାର୍କ କାର୍ନି କାନାଡାର ନୂତନ ପ୍ରଧାନମନ୍ତ୍ରୀ ହେବେ। ଜଷ୍ଟିନ୍ ଟ୍ରୁଡୋ ଆନୁଷ୍ଠାନିକ ଭାବରେ ହାଉସ୍ ଅଫ୍ କମନ୍ସରେ

ପାକିସ୍ତାନରେ ଟ୍ରେନ୍‌ ଅପହରଣ, ୧୨୦ ଯାତ୍ରୀ ପଣବନ୍ଦୀ ସୂଚନା

ଇସଲାମାବାଦ: ପାକିସ୍ତାନରେ ମଙ୍ଗଳବାର ଏକ ଟ୍ରେନ୍ ଅପହରଣ କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବେଲୁଚିସ୍ତାନର ମାଚ୍ ଅଞ୍ଚଳରେ କେତେକ ସଶସ୍ତ୍ର ବ୍ୟକ୍ତି କ୍ୱେଟାରୁ ପେଶାୱର ଯାଉଥିବା ଜାଫର ଏକ୍ସପ୍ରେସ ଟ୍ରେନ୍ ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ସଂଗଠନ ବେଲୁଚ ଲିବରେସନ

ଆମେରିକାରେ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା କଲେ ଅଜଣା ବ୍ୟକ୍ତି

ନ୍ୟୁୟର୍କ: ଆମେରିକାର କାଲିଫର୍ଣ୍ଣିଆର ଚିନୋ ହିଲ୍ସରେ ଥିବା ବୋକାସାନୱାସୀ ଅକ୍ଷର ପୁରୁଷୋତ୍ତମ ସ୍ୱାମୀନାରାୟଣ ସନ୍ଥ (BAPS) ଙ୍କ ମନ୍ଦିରକୁ ଅଜ୍ଞାତ ବ୍ୟକ୍ତିମାନେ ଭଙ୍ଗାରୁଜା କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ କରି ମନ୍ଦିର କର୍ତ୍ତୃପକ୍ଷ ଏହି ସୂଚନା