Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ଜେଲରୁ ମୁକ୍ତ ହେଲେ ଦକ୍ଷିଣ କୋରିଆର ନିଲମ୍ବିତ ରାଷ୍ଟ୍ରପତି ୟୁନ୍ ସୁକ୍ ୟୁଲ୍
ମହାଭିଯୋଗିରେ ଦୋଷୀ ସାବ୍ୟସ୍ତ ଦକ୍ଷିଣ କୋରିଆର ରକ୍ଷଣଶୀଳ ରାଷ୍ଟ୍ରପତି ୟୁନ୍ ସୁକ୍ ୟୁଲଙ୍କୁ ଆଜି ତାଙ୍କୁ ଜେଲରୁ ମୁକ୍ତ କରାଯାଇଛି। ସିଓଲ୍ କୋର୍ଟ ରାଷ୍ଟ୍ରପତିଙ୍କୁ ଗିରଫ ନ କରି ବିଦ୍ରୋହ ନିମନ୍ତେ ବିଚାର ପାଇଁ ଅନୁମତି ଦେବା ସହ ତାଙ୍କ ଗିରଫଦାରୀ ରଦ୍ଦ କରିବାର ଦିନକ ପରେ ଆଜି ତାଙ୍କୁ!-->…
କୁଳଭୂଷଣ ଯାଦବଙ୍କ ଅପହରଣରେ ସଂପୃକ୍ତ ଥିବା ଆଇଏସଆଇ ଏଜେଣ୍ଟକୁ ହତ୍ୟା
ଇସଲାମାବାଦ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଆଇଏସଆଇ ବଡ଼ ବଡ଼ ଅପରାଧୀ ଓ ଆତଙ୍କବାଦୀଙ୍କୁ ନିଜର ଗୁପ୍ତ ଏଜେଣ୍ଟ ମାନଙ୍କ ମାଧ୍ୟମରେ ଅନେକ ଷଡ଼ଯନ୍ତ୍ର ଓ ହତ୍ୟା କରିଥାଏ । କିନ୍ତୁ ଖୋଦ ଆଇଏସଆଇର ଜଣେ ଏଜେଣ୍ଟ ଅଜ୍ଞାତ ଲୋକଙ୍କ ଦ୍ବାରା ହତ୍ୟାର ଶିକାର ହୋଇଛନ୍ତି । ଆଇଏସଆଇ ଏଜେଣ୍ଟ ମୁଫତି ଶାହ!-->…
ହିଜବୁଲ ଆତଙ୍କବାଦୀ ଗିରଫ: ପାକିସ୍ତାନରେ ପ୍ରଶିକ୍ଷଣ, ମୁରାଦାବାଦରେ କରିଥାଆନ୍ତା ଆକ୍ରମଣ
ପାକିସ୍ତାନରେ ପ୍ରଶିକ୍ଷଣ ନେଇ ଉତ୍ତରପ୍ରଦେଶର ମୁରାଦାବାଦରେ ଆକ୍ରମଣ ଯୋଜନା କରୁଥିବା ଏକ ଆତଙ୍କୀକୁ ଗିରଫ କରିଛି ଉତ୍ତରପ୍ରଦେଶ ପୁଲିସର ଆତଙ୍କବାଦୀ ନିରୋଧୀ ସ୍କ୍ବାଡ(ଏଟିଏସ)। ଗିରଫ ଆତଙ୍କୀ ହେଉଛି ହିଜବୁଲ ମୁଜ୍ଜାହିଦ୍ଦିନ ଆତଙ୍କବାଦୀ ସଂଗଠନର ସକ୍ରିୟ ସସଦ୍ୟ ଉଲଫତ ହୁସେନ ଓରଫ ମହମ୍ମଦ!-->…
ପୁଣି ଇରାନ ସହ ପରମାଣୁ ଚୁକ୍ତି କରିବେ ଟ୍ରମ୍ପ୍ !
ଓ୍ବାସିଂଟନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଇରାନ ସହ ପରମାଣୁ ଚୁକ୍ତି କରିବାକୁ ଚାହୁଁଛନ୍ତି ଏବଂ ଏ ନେଇ ଇରାନର ସର୍ବୋଚ୍ଚ ନେତାଙ୍କୁ ଏକ ଚିଠି ପଠାଇଛନ୍ତି।ଶୁକ୍ରବାର ଫକ୍ସ ବିଜନେସ ନେଟୱାର୍କକୁ ଦେଇଥିବା ଏକ ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି, "ମୁଁ ଆଶା!-->…
ବାଇଡେନଙ୍କ ପାଇଁ ଫସିଛନ୍ତି ସୁନୀତା: ଏଲନ ମସ୍କ
ୱାସିଂଟନ ଡିସି: ମହାକାଶରୁ ସୁନୀତା ୱିଲିୟମସଙ୍କ ଫେରିବା ପଛରେ ବିଳମ୍ବକୁ ନେଇ ଏଲନ ମସ୍କଙ୍କ ବଡ଼ ବୟାନ । କହିଲେ ମହାକାଶଚାରୀଙ୍କ ଫେରିବାରେ ବିଳମ୍ବ ପଛରେ ପୂର୍ବ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲ୍ ଥିଲା । ଦୁଇ ନାସା ମହାକାଶଚାରୀଙ୍କୁ ଫେରାଇ ଆଣିବା ପାଇଁ ଦିଆଯାଇଥିବା ପ୍ରସ୍ତାବକୁ!-->…
ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ
ୱାଶଂଟନ୍: ଟ୍ରମ୍ପଙ୍କ ରାଗ ସୀମା ପାର୍ । ସହିପାରିଲେନି କି ଆଉ ରହିପାରିଲେନି । ରୋକଠୋକ ଶୁଣାଇ ଦେଲେ ୟୁରୋପକୁ । ୟୁକ୍ରେନକୁ ୟୁରୋପ ସହାୟତା କରୁଛି ବୋଲି ସହିପାରିଲେନି ଟ୍ରମ୍ପ। ୟୁରୋପକୁ ଟାର୍ଗେଟ କରି ଟ୍ରମ୍ପ କହିଲେ ୟୁକ୍ରେନକୁ ଯୁଦ୍ଧ କରିବାକୁ ପ୍ରୋତ୍ସାହନ ବାବଦ ବିପୁଳ ଟଙ୍କା ଦେବ!-->…
ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ପ୍ରସ୍ତୁତ
ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ରାଜି । ଲଣ୍ଡନ ସମ୍ମିଳନୀରେ ଅବସରରେ ଏହା କହିଛନ୍ତି ଜେଲେନସ୍କି । ସେ କହିଛନ୍ତି ଆମେରିକା ସହ ଖଣି ଡିଲ୍ ପାଇଁ ଆମେ ପ୍ରସ୍ତୁତ । ଆମେରିକା ମଧ୍ୟ ଅନୁରୂପ ଭାବେ ପ୍ରସ୍ତୁତ ବୋଲି ମୁଁ ଆଶା କରୁଛି। କାରଣ ଏହା ଏକ!-->…
ଚନ୍ଦ୍ରରେ ଓହ୍ଲାଇଲା ‘ନୀଳ ଭୂତ’
କେପ୍ କାନାଭେରାଲ: ନୀଳ ଭୂତ ବା ବ୍ଲୁ ଗୋଷ୍ଟ ଯେତେବେଳେ ପ୍ରଥମ ଥର ପାଇଁ ଚନ୍ଦ୍ରରେ ପାଦ ରଖିଲା ସେତେବେଳେ ସାରା ବିଶ୍ୱ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ, ଏହା କୌଣସି ଭୂତ ପ୍ରେତ ନୁହେଁ । ଆମେରିକାର ଏକ ଘରୋଇ କମ୍ପାନି ଦ୍ବାରା ବିକଶିତ ଏକ ମହାକାଶ ଯାନର ନାମ । ଘରୋଇ!-->…
ଜର୍ମାନୀରେ ଦକ୍ଷିଣପନ୍ଥୀ ସରକାର, ଫ୍ରେଡରିକ ମର୍ଜ ହେବେ ନୂଆ ଚାନସେଲର
ୟୁରୋପୀୟ ଦେଶ ଜର୍ମାନୀରେ ଶେଷ ହୋଇଥିବା ନିର୍ବାଚନରେ ଦକ୍ଷିଣପନ୍ଥୀ ଦଳ ବିଜୟୀ ହୋଇଛି। ଫ୍ରେଡରିକ ମାର୍ଟିନ ଜୋଶେଫ ମର୍ଜଙ୍କ ନେତୃତ୍ଵାଧୀନ କ୍ରିଷ୍ଟିୟନ ଡେମୋକ୍ରାଟିକ ୟୁନିଅନ(ସିଡିୟୁ) ପାର୍ଟି ବିପୁଳ ଭୋଟରେ ବିଜୟ ଲାଭ କରିବା ସହିତ ସରକାର ଗଠନ କରିବା ନିଶ୍ଚିତ ହୋଇଛି। ସିଡିୟୁ ନେତା!-->…
ମଦ୍ରାସାରେ ପ୍ରାର୍ଥନା ସମୟରେ ବିସ୍ଫୋରଣ, ୫ ମୃତ
ପାକିସ୍ତାନର ଏକ ମଦ୍ରାସାରେ ଶୁକ୍ରବାର ପ୍ରାର୍ଥନା ସମୟରେ ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଖାଇବରପଖତୁନଖ୍ବା ପ୍ରଦେଶର ଅକ୍କୋରା ଖଟ୍ଟକ ଜିଲା ଅନ୍ତର୍ଗତ ଦାରୁଲ ଉଲୁମ ହକ୍କାନିଆ ମଦ୍ରାସାରେ ଏହି ବିସ୍ଫୋରଣ ଘଟିଛି। ବିସ୍ଫୋରଣ ପରେ!-->…