Browsing Category

ବିଦେଶ

ବଙ୍ଗୋପସାଗରରେ ୪.୪ ତୀବ୍ରତାର ଭୂକମ୍ପ

ଭୁବନେଶ୍ୱର, ୧୩/୧୨ : ଶନିବାର ବଙ୍ଗୋପସାଗରରେ ରିକ୍ଟର ସ୍କେଲରେ ୪.୪ ତୀବ୍ରତାର ଏକ ମଧ୍ୟମ ଧରଣର ଭୂକମ୍ପ ଅନୁଭୂତ ହୋଇଛି | ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (National Center for Seismology – NCS) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ୧୧ଟା ୪୮ ମିନିଟ୍ ୨୧

ମିଆଁମାରରେ ୩.୯ ତୀବ୍ରତାର ଭୂକମ୍ପ: ସାଗାଇଙ୍ଗ ଅଞ୍ଚଳରେ ମୃଦୁ ଝଟକା

ଭୁବନେଶ୍ୱର, ୧୩/୧୨ : ମିଆଁମାରରେ ପୁଣି ଏକ ଭୂକମ୍ପ ଝଟକା ଅନୁଭୂତ ହୋଇଛି | ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ଅର୍ଥାତ୍ ଡିସେମ୍ବର ୧୩, ୨୦୨୫ ଶନିବାର ସକାଳେ ୩.୯ ତୀବ୍ରତାର ଏକ ଭୂକମ୍ପ ରେକର୍ଡ କରାଯାଇଛି | ଭାରତୀୟ ସମୟାନୁସାରେ ସକାଳ

ଇମ୍ରାନ ସୁସ୍ଥ ଓ ସୁରକ୍ଷିତ ଥିବା କହିଲେ ଭଉଣୀ ଉଜମା

ନୂଆଦିଲ୍ଲୀ : ଆଜି ପୂର୍ବତନ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଜେଲରେ ଭେଟିବା ପାଇଁ ଯାଇଛନ୍ତି ଇମ୍ରାନଙ୍କ ଭଉଣୀ ଉଜମା । ଜେଲରେ ଇମ୍ରାନଙ୍କୁ ଭେଟିବା ପରେ ସେ ସୁସ୍ଥ ଥିବା ଭଉଣୀ ସୂଚନା ଦେଇଛନ୍ତି। କିଛି ଦିନ ତଳେ ଜେଲ ଭିତରେ ଇମ୍ରାନଙ୍କୁ ହତ୍ୟା କରାଯାଇଥିବା ନେଇ

ବେଲୁଚିସ୍ତାନରେ ୨୪ ଘଣ୍ଟାରେ ୭ ସ୍ଥାନରେ ବିସ୍ଫୋରଣ

ଇସଲାମାବାଦ: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୭ଟି ସ୍ଥାନରେ ବିସ୍ଫୋରଣ ଘଟିଛି। କ୍ବେଟା ଓ ଦେରା ମୁରାଦ ଜାମାଲି ଭଳି ସ୍ଥାନକୁ ଟାର୍ଗେଟ କରି ବିଦ୍ରୋହୀ ସଂଗଠନ ପକ୍ଷରୁ ବିସ୍ଫୋରଣ ଘଟାଯାଇଛି। ତେବେ ଏଥିରେ କେହି ମୃତ କିମ୍ବା ଆହତ ହୋଇନାହାନ୍ତି। ମାତ୍ର ଏହି

କାଲିଫର୍ନିଆରେ ଭୟଙ୍କର ଗୁଳିକାଣ୍ଡ, ୪ ମୃତ ଓ ୧୯ ଆହତ

କାଲିଫର୍ନିଆ : ୱାଶିଂଟନରେ ନ୍ୟାସନାଲ୍ ଗାର୍ଡ ସଦସ୍ୟଙ୍କ ଉପରେ ଆକ୍ରମଣର ୩ ଦିନ ପରେ କାଲିଫର୍ନିଆର ଷ୍ଟକଟନ୍‌ରେ ଏକ ବଡ଼ ଗୁଳିକାଣ୍ଡ ଘଟିଛି । ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୦ ଜଣ ଆହତ ହୋଇଛନ୍ତି । ସୂଚନା ପାଇବା ପରେ କାଲିଫର୍ନିଆ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି

ଇଟାଲୀରେ ମହିଳା ହତ୍ୟାକାରୀଙ୍କୁ ମିଳିବ ଆଜୀବନ କାରାଦଣ୍ଡ

ଇଟାଲୀ : ଜଣେ କଲେଜ ଛାତ୍ରୀଙ୍କ ହତ୍ୟା ପରେ ଇଟାଲୀରେ ଆଇନ ପରିବର୍ତ୍ତନ । ମହିଳା ହତ୍ୟାକାରୀଙ୍କୁ ମିଳିବ ଆଜୀବନ କାରାଦଣ୍ଡ । ନଭେମ୍ବର ୨୫ତାରିଖରେ ଇଟାଲୀୟ ସଂସଦ ଏନେଇ ଏକ ଆଇନ ପାସ୍ କରିଥିଲା । ଯାହାକୁ ସରକାର ଏବଂ ବିରୋଧୀ ଉଭୟ ସମର୍ଥନ କରିଥିଲେ। ଏହି ନୂତନ ଆଇନ ଅନୁଯାୟୀ,

ହଂକଂ ଅଗ୍ନିକାଣ୍ଡରେ ୧୨୮କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

ହଂକଂ: ଚୀନର ହଂକଂ​‌େ​‌ର ଘଟିଥିବା ଅଗ୍ନିକାଣ୍ଡର ମୃତ୍ୟୁସଂଖ୍ୟା ଶୁକ୍ରବାର ୧୨୮କୁ ବୃଦ୍ଧି ପାଇଛି। ବୁଧବାର ଅପରାହ୍ଣରେ ହଂକଂର ତାଇ ପୋ ଜିଲାରେ ୭ଟି ବଡବଡ ଆପାର୍ଟମେଣ୍ଟରେ ଏକକାଳୀନ ଅଗ୍ନିକାଣ୍ଡ ଘଟିଥିଲା। ନିଆଁରେ ଆପାର୍ଟମେଣ୍ଟଗୁଡିକ ସମ୍ପୂର୍ଣ୍ଣ ଜଳିଯାଇଥିବାବେଳେ ଉଦ୍ଧାର କାର୍ଯ୍ୟ

୬୨ ବର୍ଷ ବୟସରେ ବିବାହ କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ

ଅଷ୍ଟ୍ରେଲିଆ : ବାହା ହେଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜ। ପଦବୀରେ ଥାଇ ବିବାହ କରିବାରେ ପ୍ରଥମ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ । ଆନ୍ଥୋନୀ ଆଲବାନିଜ ୬୨ ବର୍ଷ ବୟସରେ ବିବାହ କରିଛନ୍ତି । ତାଙ୍କ ଦୀର୍ଘ ଦିନର ବାନ୍ଧବୀ ୪୫ ବର୍ଷିୟା ଜୋଡି ହେଡନ ଙ୍କ ସହ ବିବାହ

ଚୀନ୍ ସୀମା ଜଗିବ ମାନବୀୟ ରୋବୋଟ୍

ନୂଆଦିଲ୍ଲୀ: ଚୀନ୍ ଏହାର ପ୍ରଯୁକ୍ତିବିଦ୍ୟା ଦକ୍ଷତା ପ୍ରଦର୍ଶନ କରି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। UBTech Robotics ନାମକ ଏକ କମ୍ପାନୀକୁ ୨୬୪ମିଲିୟନ ୟୁଆନ ଅର୍ଥାତ୍ ପ୍ରାୟ ୩୭ନିୟୁତ ଡଲାର ମୂଲ୍ୟର ଏକ ଚୁକ୍ତିନାମା ଦିଆଯାଇଛି। ଏହି ପଦକ୍ଷେପ ଅଧୀନରେ, କମ୍ପାନୀ ଗୁଆଙ୍ଗସିର

ହ୍ବାଇଟ ହାଉସ ନିକଟରେ ଗୁଳିକାଣ୍ଡ, ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ମନା ହୋଇପାରେ ଆମେରିକା

ଆମେରିକା : ହ୍ବାଇଟ ହାଉସ ନିକଟରେ ଫୁଟିଲା ଗୁଳି । ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ଭୋଗିବାକୁ ପଡ଼ିପାରେ ପରିଣାମ । ଗତକାଲି ହ୍ବାଇଟ ହାଉସ ନିକଟରେ ହୋଇଥିବା ଗୁଳିକାଣ୍ଡକୁ ନେଇ ଟ୍ରମ୍ପ ପ୍ରଶାସନ କଠୋର । ବଡ଼ ପଦକ୍ଷେପ ନେବାକୁ ଯୋଜନା କରୁଛନ୍ତି ଟ୍ରମ୍ପ । ଥାର୍ଡ ୱାର୍ଲଡ କଣ୍ଟ୍ରିକୁ ମନା