Sign in
Sign in
Recover your password.
A password will be e-mailed to you.
Browsing Category
ବିଦେଶ
ଟ୍ରମ୍ପ ରାଷ୍ଟ୍ରପତି ହେବାର ଦୁଇ ଦିନ ମଧ୍ୟରେ ଅଶୋଧିତ ତୈଳ ମୂଲ୍ୟରେ ବ୍ୟାରେଲ ପିଛା ପ୍ରାୟ ୨ ଡଲାର ହ୍ରାସ
ୱାଶିଂଟନ: ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଭାବେ କ୍ଷମତା ଗ୍ରହଣ କରିବା ପରଠାରୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟରେ ୨ପ୍ରତିଶତ ହ୍ରାସ ଦେଖିବାକୁ ମିଳିଛି। ଯାହା ପରେ ମୂଲ୍ୟ ବ୍ୟାରେଲ ପିଛା ୭୯ଡଲାରକୁ ଖସି ଆସିଛି। ବିଶେଷଜ୍ଞମାନଙ୍କ ଅନୁସାରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପରେ!-->…
ତୁର୍କିଏ ହୋଟେଲରେ ଭୀଷଣ ନିଆଁ, ୬୬ ମୃତ
ଅଙ୍କାରା : ଉତ୍ତର-ପଶ୍ଚିମ ତୁର୍କିଏର ଏକ ସ୍କି ରିସୋର୍ଟରେ ଥିବା ଏକ ହୋଟେଲରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୬୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି।
!-->!-->!-->…
ଡବ୍ଲ୍ୟୁଏଚଓ କୋଭିଡ୍-୧୯ ମହାମାରୀର ସଠିକ୍ ମୁକାବିଲା କରିପାରିଲା ନାହିଁ : ଟ୍ରମ୍ପ
ନୂଆଦିଲ୍ଲୀ: ଆମେରିକାର ନୂଆ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱର ପ୍ରମୁଖ ସ୍ୱାସ୍ଥ୍ୟ ସଂଗଠନ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ)ରୁ ସେ ନିଜ ଦେଶକୁ ଅଲଗା କରିଛନ୍ତି । ଶପଥ ଗ୍ରହଣ କରିବାର ପ୍ରାୟ ୮ ଘଣ୍ଟା ପରେ ଜାରି ହୋଇଥିବା ଏକ କାର୍ଯ୍ୟକାରୀ!-->…
ବିଶ୍ବ ସ୍ବାସ୍ଥ୍ୟ ସଂଗଠନରୁ ଆମେରିକା ବାହାର
ୱାଶିଂଟନ୍ : ଆମେରିକାର ୪୭ତମ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିବା ପରେ ଡୋନାଲ୍ଡ ଟ୍ରମ୍ପ ଅନେକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ଦସ୍ତଖତ କରିଛନ୍ତି। ତାଙ୍କ କାର୍ଯ୍ୟକାଳର ପ୍ରଥମ ଦିନରେ ଟ୍ରମ୍ପଙ୍କ ଦ୍ବାରା ଦସ୍ତଖତ ହୋଇଥିବା ନିର୍ଦ୍ଦେଶରେ ପ୍ୟାରିସ୍ ଜଳବାୟୁ ଚୁକ୍ତିରୁ ପ୍ରତ୍ୟାହାର,!-->…
ଗାଜାର କରୁଣ ଦୃଶ୍ୟ: ଭଙ୍ଗାଘର ତଳେ ମଣିଷ କଙ୍କାଳ
ଗାଜା: ଗାଜାରେ ଅସ୍ତ୍ରବିରତି ଘୋଷଣା ପରେ ଯୁଦ୍ଧ ବିରାମ ଘୋଷଣା ପରେ ଇସ୍ରାଏଲ୍ ସେନା ପ୍ରତ୍ୟାହାର କରିଛି। ୧୫ ମାସ ପରେ ଲୋକମାନେ ନିଜ ନିଜ ଘରକୁ ଫେରୁଛନ୍ତି। ସେମାନେ ଇସ୍ରାଏଲର ଆକ୍ରମଣ ଯୋଗୁ ସାମରିକ ଆଶ୍ରୟସ୍ଥଳରେ ରହିବାକୁ ବାଧ୍ୟ ହୋଇଥିଲେ। ଗାଜାବାସୀ ୧୫ ମାସ ପରେ ନିଜ ଭିଟାମାଟିକୁ!-->…
ଆମେରିକାରେ ଟିକଟକ ବନ୍ଦ
ନୂଆଦିଲ୍ଲୀ: ଆମେରିକାରେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଟିକଟକ୍ ବନ୍ଦ ହୋଇଯାଇଛି। ଶନିବାର ବିଳମ୍ବିତ ରାତିରେ ଟିକଟକ୍ ଆମେରିକାରେ କାମ କରିବା ବନ୍ଦ କରିଦେଇଥିଲା। ଏହା ଆପଲ୍ ଓ ଗୁଗୁଲ୍ ଆପ୍ ଷ୍ଟୋରରୁ ମଧ୍ୟ ଅଦୃଶ୍ୟ ହୋଇଯାଇଛି। ବର୍ତ୍ତମାନ ଆମେରିକାରେ ଏହି ଆପ୍ ଡାଉନଲୋଡ୍ ହୋଇପାରିବ ନାହିଁ।!-->…
୭୦୦ ପାଲେଷ୍ଟିନୀୟଙ୍କୁ ଛାଡ଼ିବ ଇସ୍ରାଏଲ୍
ତେଲ ଅଭିବ: ଗାଜାରେ ଶାନ୍ତି ଚୁକ୍ତି ହୋଇଛି। ଇସ୍ରାଏଲ ଓ ହାମାସ ଯୁଦ୍ଧ ବନ୍ଦ କରିବାକୁ ରାଜି ହୋଇଛନ୍ତି। ଇସ୍ରାଏଲ କ୍ୟାବିନେଟ୍ ଗାଜାରେ ଅସ୍ତ୍ରବିରତି ଚୁକ୍ତିକୁ ଅନୁମୋଦନ କରିଛି। ଏବେ ଇସ୍ରାଏଲ ହାମାସର ଲୋକଙ୍କ ତାଲିକା ଜାରି କରିଛି, ଯେଉଁମାନଙ୍କୁ ସେ ମୁକ୍ତ କରିବ। ଇସ୍ରାଏଲର ନ୍ୟାୟ!-->…
ଜିନ୍ପିଙ୍ଗଙ୍କ ସହ କଥା ହେଲେ ଟ୍ରମ୍ପ
ୱାଶିଂଟନ: ଦ୍ବିତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଥିବା ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଚୀନ ରାଷ୍ଟ୍ରପତି ସି ଜିନ୍ପିଙ୍ଗଙ୍କ ସହିତ ଟେଲିଫୋନ ବାର୍ତ୍ତାଳପ କରିଛନ୍ତି। ଉଭୟଙ୍କ କଥାବାର୍ତ୍ତାର ସବିଶେଷ ସୂଚନା ମିଳି ନାହିଁ। ତେବେ ଟ୍ରମ୍ପଙ୍କ ଶପଥ ଗ୍ରହଣ!-->…
ଏଲନ ମସ୍କ ବାହାର କଲେ ନିଯୁକ୍ତି: କହିଲେ, ‘ଡିଗ୍ରୀ ଦରକାର ନାହିଁ, ବାସ୍ ଏତିକି କାମ ଆସୁଥିବା ଦରକାର’
ନୂଆଦିଲ୍ଲୀ : ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସର ମାଲିକ ଏଲନ ମସ୍କ ଏଥର ନିଜ ପୋଷ୍ଟକୁ ନେଇ ପୁଣି ଚର୍ଚ୍ଚାରେ ଅଛନ୍ତି । ମସ୍କ ଏକ୍ସରେ ଭିନ୍ନ ଢଙ୍ଗରେ ନିଯୁକ୍ତି ପାଇଁ ପୋଷ୍ଟ କରିଛନ୍ତି । ମସ୍କ ପୋଷ୍ଟରେ ଲେଖିଛନ୍ତି କି ‘ଆପଣ କେଉଁଯାଏଁ ପଢିଛନ୍ତି ଆମର ଦରକାର ନାହିଁ । ଆପଣ ସ୍କୁଲରେ!-->…
୨୦ରେ ଶପଥ ନେବେ ଟ୍ରମ୍ପ
ୱାଶିଂଟନ: ଆମେରିକା ରାଷ୍ଟ୍ରପତି ଭାବେ ଜୋ ବାଇଡେନଙ୍କ ୪ବର୍ଷିଆ କାର୍ଯ୍ୟକାଳ ବୁଧବାର ଶେଷ ହୋଇଛି। ଆସନ୍ତା ୨୦ ତାରିଖରେ ନୂଆ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ଗ୍ରହଣ କରିବେ। କାର୍ଯ୍ୟକାଳ ଶେଷ ପରେ ବାଇଡେନ ହ୍ବାଇଟ୍ ହାଉସରେ ଦେଇଥିବା ବିଦାୟକାଳୀନ ଭାଷଣରେ କହିଛନ୍ତି ଯେ ତାଙ୍କ!-->…